ଚାଇନାର କରୋନା ଭ୍ୟାକ୍ସିନକୁ ନେଇ ଉଠୁଛି ପ୍ରଶ୍ନ

ବେଜିଂ,୧୮।୮: ରୁଷିଆ ପରେ ଚାଇନା କରୋନା ଭାଇରସ ପାଇଁ ଏକ ଭ୍ୟାକ୍ସିନ ପ୍ରସ୍ତୁତ କରିଥିବା ଦାବି କରିଛି। ଏହାସହ ସେ ଏହି ଭ୍ୟାକ୍ସିନକୁ ଟ୍ରାଏଲ ମଧ୍ୟ କରି ସାରିଥିବା କହିଛି। ଚାଇନାର ଭ୍ୟାକ୍ସିନ କମ୍ପାନୀ କାନସାଇନୋ ବାୟୋଲଜିକ୍ସ କର୍ପୋରେଶନକୁ କରୋନା ଭ୍ୟାକ୍ସିନ Ad5-nCOVକୁ ପେଟେଣ୍ଟ କରିବାକୁ ମଞ୍ଜୁରୀ ମିଳିଯାଇଛି। ଏବେ ରୁଷିଆ ଭ୍ୟାକ୍ସିନ ଭଳି ଚାଇନା ଭ୍ୟାକ୍ସିନକୁ ନେଇ ପ୍ରଶ୍ନ ଉଠୁଛି। କୁହାଯାଉଛି କି ଫେଜ୍‌ ଥ୍ରି ଫଳାଫଳ ଆସିବା ପୂର୍ବରୁ ଏହାକୁ ପ୍ରୟୋଗ କରାଯାଇଛି। ତେଣୁ ଏହାକୁ ବିଶେଷଜ୍ଞ ନୁହେଁ ବରଂ ବ୍ୟବହାରିକ ଲପଲବ୍ଧି ବୋଲି ଧରି ନିଆଯାଇଛି। ଚାଇନାର ସରକାରୀ ଖବରକାଗଜ ଗ୍ଲୋବାଲ ଟାଇମ୍ସର ରିପୋର୍ଟ ମୁତାବକ, କମ୍ପାନୀ ଦାବି କରିଛି ଯଦି ଚାଇନାରେ ଅଧିକ ପରିମାଣରେ କରୋନା ଭାଇରସ ସଂକ୍ରମିତ ହୁଏ ତେବେ ଏହାକୁ ବହୁ ସଂଖ୍ୟାରେ ଉତ୍ପାଦନ କରାଯିବ। ଏହାର ସୀମିତ ବ୍ୟବହାର ପାଇଁ ଚାଇନା ପ୍ରଥମରୁ ମଞ୍ଜୁରୀ ଦେଇଥିବା ପ୍ରକାଶ କରିଛି। ଏହା ପ୍ରଥମେ ତା’ର ସେନାଙ୍କୁ ଦିଆଯାଇଥିବା ଚାଇନା ପ୍ରକାଶ କରିଛି। ତେବେ ଏହା ଗତ ଜୁନ୍‌ ମାସରୁ ପ୍ରସ୍ତୁତ ହୋଇଥିଲେ ବି ଚାଇନା ଏହି ତଥ୍ୟକୁ ଲୁଚାଇ ରଖିଥିବା ବିଶେଷ ସୂତ୍ରରୁ ମିଳିଥିବା ସୂଚନାରୁ ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ନୀତି ମାମଲାରେ ଜର୍ଦ୍ଦାରୀ ଗିରଫ

ଇସ୍‌ଲାମାବାଦ,୧୧ା୬: ପାକିସ୍ତାନର ପୂର୍ବତନ ରାଷ୍ଟ୍ରପତି ତଥା ପାକିସ୍ତାନ ପିପୁଲ୍ସ ପାର୍ଟି (ପିପିପି)ର ସହ-ଅଧ୍ୟକ୍ଷ ଅସିଫ ଅଲି ଜର୍ଦ୍ଦାରୀଙ୍କୁ ଜାଲ୍‌ ବ୍ୟାଙ୍କ ଆକାଉଣ୍ଟ ଦୁର୍ନୀତି ମାମଲାରେ ଗିରଫ...

କରୋନା ଭୂତାଣୁ ଉପରେ ଗବେଷଣା: ସ୍ଥାପିତ ହେବ ୧୬ ଜୈବ ବ୍ୟାଙ୍କ

ନୂଆଦିଲ୍ଲୀ,୩୧।୫: ଭାରତରେ କରୋନା ଭୂତାଣୁ ଉପରେ ଅଧିକ ଗବେଷଣା ପାଇଁ ୧୬ଟି ଜୈବ ବ୍ୟାଙ୍କ ସ୍ଥାପନ କରାଯିବ। ଏନେଇ ଆଇସିଏମ୍‌ଆର୍‌ ପକ୍ଷରୁ ସୂଚନା ଦିଆଯାଇଛି। ସେଥିମଧ୍ୟରୁ...

ଦ୍ୱିତୀୟଥର କରୋନା ଆକ୍ରାନ୍ତ ହେଲେ ରାଷ୍ଟ୍ରପତି

ମେକ୍ସିକୋ ସିଟି,୧୧।୧: ମେକ୍ସିକୋର ରାଷ୍ଟ୍ରପତି ଆଣ୍ଡ୍ରେସ ମାନୁଏଲ ଲୋପେଜ ଓବ୍ରାଡୋର ଦ୍ୱିତୀୟ ଥର କରୋନା ଭାଇରସରେ ସଂକ୍ରମିତ ହୋଇଛନ୍ତି। ଏନେଇ ସେ ନିଜେ ସୂଚନା ଦେଇଛନ୍ତି।...

ଶେଷନାରାୟଣ ସିଂଙ୍କ ପରଲୋକ

ନୋଏଡ଼ା, ୮।୫: ବର୍ଷୀୟାନ ସାମ୍ବାଦିକ ସ୍ତମ୍ଭକାର ତଥା ରାଜନୈତିକ ବିଶ୍ଳେଷକ ଶେଷନାରାୟଣ ସିଂଙ୍କର ଉତ୍ତରପ୍ରଦେଶ ଗ୍ରେଟର ନୋଇଡ଼ାସ୍ଥିତ ଏକ ସରକାରୀ ହସ୍ପିଟାଲରେ ଶୁକ୍ରବାର ପରଲୋକ ହୋଇଯାଇଛି।...

୨୦୨୫ ସୁଦ୍ଧା ଆଣବିକ ଯୁଦ୍ଧାସ୍ତ୍ର ସଂଖ୍ୟା ୨୫୦କୁ ବୃଦ୍ଧି କରିବ ପାକିସ୍ତାନ: ନିୟନ୍ତ୍ରଣ ରେଖାରେ ଯୁଦ୍ଧ ହେଲେ ସୃଷ୍ଟି ହେବ ୧୬ରୁ ୩୬ ନିୟୁତ ଟନ୍‌ ଓଜନର କଳା ଧୂଆଁ

ଇସଲାମାବାଦ୍‌,୧୬।୧୧: ଆସନ୍ତା ୨୦୨୫ ସୁଦ୍ଧା ପାକିସ୍ତାନ ଏହାର ଯୁଦ୍ଧାସ୍ତ୍ର ସଂଖ୍ୟା ୨୫୦କୁ ବୃଦ୍ଧି କରିବାକୁ ଯୋଜନା ପ୍ରସ୍ତୁତ କରିଛି। ବେଆଇନ ଭାବେ ପାକିସ୍ତାନ ଉଦ୍ୟମ ଜାରି...

୨୪ ଘଣ୍ଟାରେ ୪୬ ହଜାର ନୂଆ ମାମଲା

ଓ୍ବାଶିଂଟନ/ଲଣ୍ଡନ/ବ୍ରାଜିଲିଆ, ୧୭।୫: କରୋନା ଭୂତାଣୁ ଲୋକଙ୍କ ନିଦ ହଜାଇ ଦେଇଛି। ପ୍ରାଣଘାତୀ କରୋନା କବଳରୁ ବର୍ତ୍ତିବା ଲାଗି କାହାରିକୁ ବାଟ ଦେଖାଯାଉ ନାହିଁ। ଗତ ୪...

ପୁଣି ଉପରମୁହାଁ କରୋନା: ଆଜି ବି କଟକ ଆଗରେ

ଭୁବନେଶ୍ୱର,୨୦।୩(ବ୍ୟୁରୋ): ଶନିବାର ରାଜ୍ୟରୁ ୧୨୦ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୩୮,୭୧୯ରେ ପହଞ୍ଚିଥିବା ରାଜ୍ୟ...

ଗୋଟାବାୟାଙ୍କ ନାଁରେ ଯୁଦ୍ଧ ଅପରାଧ ମାମଲା

ସିଙ୍ଗାପୁର,୨୫ା୭: ଦକ୍ଷିଣ ଆଫ୍ରିକାସ୍ଥିତ ଅଧିକାର ଭିତ୍ତିକ ଗୋଷ୍ଠୀ ସିଙ୍ଗାପୁରର ଆଟର୍ନିଂ ଜେନେରାଲଙ୍କ ନିକଟରେ ଅପରାଧିକ ଅଭିଯୋଗ ଦାଖଲ କରି ଯୁଦ୍ଧ ଅପରାଧ ଅଭିଯୋଗରେ ଶ୍ରୀଲଙ୍କାର ପୂର୍ବତନ...

Advertisement
Archives

Model This Week