ଦଲାଇ ଲାମା ବାଛିବାର ଅଧିକାର ଚାଇନାର ନାହିଁ

ତାଓ୍ବାଙ୍ଗ(ଅରୁଞ୍ଚଳ ପ୍ରଦେଶ),୨୫।୧୦: ପରବର୍ତ୍ତୀ ଦଲାଇ ଲାମାଙ୍କ ଚୟନ ପ୍ରକ୍ରିୟାରେ ଚାଇନା ମୁଣ୍ଡ ଖେଳାଇବାକୁ କେହି ନୁହେଁ। ଚାଇନିଜ ସରକାର ବୌଦ୍ଧ ଧର୍ମରେ ବିଶ୍ୱାସ କରନ୍ତି ନାହିଁ। ତେବେ ଚାଇନା ପାଖରେ କେଉଁଠାରୁ ତିବେତାନ ବାସୀଙ୍କ ସମ୍ପୂର୍ଣ୍ଣ ଆଧ୍ୟାତ୍ମିକ ମାମଲାରେ ମୁଣ୍ଡ ଖେଳାଇବାର ଅଧିକାର ଆସିଲା। ଅରୁଣାଞ୍ଚଳ ପ୍ରଦେଶରେ ଥିବା ତାଓ୍ବାଙ୍ଗ ମୋନାଷ୍ଟ୍ରି (ମଠ)ର ମୁଖ୍ୟ ଗ୍ୟାଙ୍ଗବଙ୍ଗ ରିନପୋଚ୍‌ ଏଭଳି କହିଛନ୍ତି।

ଭାରତ ଓ ଚାଇନା ସୀମାରେ ଥିବା ପ୍ରାୟ ୩୫୦ ବର୍ଷ ପୁରୁଣା ତାଓ୍ବାଙ୍ଗ ମଠ ପକ୍ଷରୁ କୁହାଯାଇଛି, ବେଜିଂର ବିସ୍ତାରବାଦୀ ନୀତିକୁ ବିରୋଧ କରିବା ଗୁରୁତ୍ୱପୂର୍ଣ୍ଣ। ନୂଆଦିଲ୍ଲୀକୁ ଏଲଏସି (ଲାଇନ୍‌ ଅଫ୍‌ ଆକଚୁଆଲ କଣ୍ଟ୍ରୋଲ) ଉପରେ ତୀକ୍ଷ୍ଣ ରଖିବାକୁ ପଡ଼ିବ।

ତିବେତର ଲାସାଠାରେ ଥିବା ପୋଟାଲା ପାଲେସ (ମଠ) ପରେ ତାଓ୍ବାଙ୍ଗ ମୋନାଷ୍ଟ୍ରି ବିଶ୍ୱର ସର୍ବପୂରାତନ ମଠ। ଏହାର ମୁଖ୍ୟ ରିନପୋଚ୍‌ କହିଛନ୍ତି, ବର୍ତ୍ତମାନ ଦାଲାଇ ଲାମା ଓ ତିବେତାନ ଲୋକଙ୍କ ପାଖରେ ପରବର୍ତ୍ତୀ ଗୁରୁଙ୍କ ଚୟନ କରିବାର ଅଧିକାର ଅଛି। ଉତ୍ତରାଧିକାରୀ ପ୍ରକ୍ରିୟା ଧର୍ମ ଓ ବିଶ୍ୱାସର ବିଷୟ। ଏହା ରାଜନୀତିର ଅଂଶ ନୁହେଁ।


Enter your email to get our daily news in your inbox.

All Right Reserved By Dharitri.Com

ଗାଜା ଉପରେ ଇସ୍ରାଏଲର ଏୟାର ଷ୍ଟ୍ରାଇକ, ହମାସ କମାଣ୍ଡର ସମେତ ୧୦ମୃତ

ଜେରୁଜେଲମ,୬ ।୮: ଇସ୍ରାଏଲ ପକ୍ଷରୁ ଶୁକ୍ରବାର ଗାଜା ଉପରେ କରାଯାଇଥିବା ଏୟାର ଷ୍ଟ୍ରାଇକରେ ହମାସର ଜଣେ ବରିଷ୍ଠ କମାଣ୍ଡରଙ୍କ ସମେତ ୧୦ ଜଣଙ୍କ ମୃତ୍ୟୁ ହୋଇଥିବା...

ଧୂଳିଝଡ଼ ନେଇ ହାହାକାର, ୪ ହଜାରରୁ ଅଧିକ ହସ୍ପିଟାଲରେ ଭର୍ତ୍ତି, ସ୍କୁଲ-କଲେଜ-ଅଫିସ ବନ୍ଦ…

ବାଗ୍‌ଦାଦ, ୧୮।୫ : ଇରାକରେ ଭୟଙ୍କର ଧୂଳିଝଡ଼ ଯୋଗୁ ସଙ୍କଟ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ନିଶ୍ୱାସ ନେବାରେ ଅସୁବିଧା ହେବାରୁୁ ୪ ହଜାରରୁ ଅଧିକ...

ତାଲିବାନକୁ ଯୁଦ୍ଧ ଚେତାବନୀ

ଦୁବାଇ,୨୨।୮: ଅଶି ଦଶକରେ ଆଫଗାନିସ୍ତାନର ସୋଭିଏଟ୍‌ ବିରୋଧୀ ରେଜିଷ୍ଟାଣ୍ଟର ମୁଖ୍ୟ ନେତା ଅହମଦ ଶାହା ମାସୁଦ୍‌ଙ୍କ ପୁଅ ଅହମଦ ମାସୁଦ୍‌ ତାଲିବାନ ଆଗରେ ଆତ୍ମସମର୍ପଣ କରିବାକୁ...

ନାଇଜେରିଆରେ ଆତଙ୍କବାଦୀ ଆକ୍ରମଣ: ୩୦ ନିହତ

ଆବୁଜା,୧୧ା୨(ଆଇଏଏନ୍‌ଏସ୍‌): ନାଇଜେରିଆରେ ବୋର୍ନୋ ପ୍ରଦେଶରେ ବୋକୋ ହାରାମ ଆତଙ୍କବାଦୀଙ୍କ ଆକ୍ରମଣରେ ୩୦ ଜଣଙ୍କ ମୃତ୍ୟୁ ଘଟିଛି। ଆତଙ୍କବାଦୀମାନେ କେତେଜଣ ମହିଳା ଓ ଶିଶୁଙ୍କୁ ଅପହରଣ କରିନେଇଥିବାବେଳେ...

‘ଆମେ ଆପଣଙ୍କ ଜନ୍ମଦିନକୁ ମନେ ରଖିଛୁ’ ମୋଦିଙ୍କ ସହ ସାକ୍ଷାତ୍ ସମୟରେ କହିଲେ ପୁଟିନ

ନୂଆଦିଲ୍ଲୀ/ସମରକନ୍ଦ,୧୭ ।୯: ଉଜବେକିସ୍ତାନର ସମରକନ୍ଦରେ ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହ ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନଙ୍କର ସାକ୍ଷାତ ହୋଇଥିଲା । ଏହି ସମୟରେ ପୁଟିନ...

ଆତଙ୍କବାଦୀଙ୍କ ମୋର୍ଟାର ସେଲିଂ ମାଡ: ୧୨ ମୃତ

ଆଲେପ୍ପୋ, ୧୭।୬: ସିରିଆରେ ଆତଙ୍କବାଦୀଙ୍କ ମୋର୍ଟାର ସେଲିଂ ମାଡରେ ୧୨ ଜଣ ସାଧାରଣ ଲୋକଙ୍କ ମୃତ୍ୟୁ ଘଟିଛି। ସ୍ଥାନୀୟ ଆଲେପ୍ପୋ ପ୍ରଦେଶର ଦକ୍ଷିଣରେ ଥିବା ରାଶିଦ୍‌...

ଯୁଦ୍ଧରେ ଅମାନତ ପରାଜୟ ଭୋଗିବ ରୁଷିଆ: ଜେଲେନସ୍କି

ଲଣ୍ଡନ,୮।୨: ରୁଷିଆ ସହ ଯୁଦ୍ଧ ମଧ୍ୟରେ ବ୍ରିଟେନ ଗସ୍ତରେ ଯାଇଛନ୍ତି ୟୁକ୍ରେନ ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି। ଜେଲେନସ୍କି ବୁଧବାର ୧୦ ଡାଉନିଙ୍ଗ ଷ୍ଟ୍ରିଟରେ ପହଞ୍ଚି ବ୍ରିଟିଶ...

ତୁର୍କୀ ଭୂକମ୍ପ: ମନରେ କୋହ-ଆଖିରେ ଲୁହ, ମାଟି ତଳେ ଜୀବନ ସନ୍ଧାନ ଜାରି…

ଇସ୍ତାନବୁଲ,୭।୨ : ତୁର୍କୀ ଭୂକମ୍ପର ଛତିଥରା ଦୃଶ୍ୟ ସଭିଙ୍କ ମନରେ ଆତଙ୍କ ସୃଷ୍ଟି କରିଛି। ପ୍ରିୟ ପରିଜନଙ୍କୁ ହରାଇଥିବା ଲୋକଙ୍କ ମନରେ କୋହ ଏବଂ ଆଖିରେ...

Advertisement
Archives

Model This Week