ଫ୍ରୋଜନ ଫୁଡ ପ୍ୟାକେଟ ଉପରେ ଜୀବନ୍ତ କରୋନା ଭାଇରସ: ଚିନ୍ତାରେ ବିଶେଷଜ୍ଞ

ବେଜିଂ,୧୮ ।୧୦: ପୁଣିଥରେ ଚାଇନାର ଚିନ୍ତା ବଢାଇଛି କରୋନା ଭାଇରସ । ଚାଇନାର ସ୍ୱାସ୍ଥ୍ୟ ପ୍ରାଧିକରଣ କ୍ୱିଙ୍ଗଦାଓ ବନ୍ଦର ସହରରେ ଆୟୋଜିତ ସମୁଦ୍ର ମାଛର ଫ୍ରୋଜନ ଫୁଡ ପ୍ୟାକେଟର ବାହାର ଭାଗରେ ଜୀବିତ କରୋନା ଭାଇରସ ଥିବା ସ୍ପଷ୍ଟ କରିଛି । ଚାଇନିଜ ସେଣ୍ଟର ଫର୍ ଡିଜିଜ କଣ୍ଟ୍ରୋଲ ଆଣ୍ଡ ପ୍ରିଭେନଶନ(ସିଡିସି) ଶନିବାର ଏକ ବୟାନରେ କହିଛି ବିଶ୍ୱରେ ଏହା ପ୍ରଥମଥର ଦେଖାଯାଇଛି ଯେ ଫ୍ରୋଜନ ଫୁଡ ପ୍ୟାକେଟର ବାହାର ଭାଗରେ ଜୀବନ୍ତ କରୋନା ଭାଇରସ ରହିଛି । ସୂଚନାଯୋଗ୍ୟ, ଏହି ବନ୍ଦର ସହରରେ ନିକଟରେ କୋଭିଡ-୧୯ ସଂକ୍ରମଣର ଏକ କ୍ଲଷ୍ଟର ସାମ୍ନାକୁ ଆସିଥିଲା । ଏହାପରେ ପ୍ରଶାସନ ପକ୍ଷରୁ ପାଖାପାଖି ୧.୧ କୋଟି ନାଗରିକଙ୍କ କରୋନା ଟେଷ୍ଟ କରାଯାଇଥିବା ବେଳେ କେହି ନୂଆ ସଂକ୍ରମିତ ଚିହ୍ନଟ ହୋଇ ନ ଥିଲେ । ଗତ ଜୁଲାଇରେ ଚାଇନାରେ ଫ୍ରୋଜନ ଫୁଡକୁ ଅସ୍ଥାୟୀ ଭାବେ ବନ୍ଦ କରି ଦିଆଯାଇଥିଲା କାରଣ ପ୍ୟାକେଟ ଓ କଣ୍ଟେନରର ଭିତର ଭାଗରେ ଏହି କରୋନା ଭାଇରସ ଥିବା ଦେଖାଯାଇଥିଲା । ଏବେ ସିଡିସି କହିଛି କରୋନା ଭାଇରସ ଦ୍ୱାରା ସଂକ୍ରମିତ ହବାରୀ ସଂସ୍ପର୍ଶରେ ଆସିଲେ କରୋନା ହେବାର ସମ୍ଭାବନା ଯଥେଷ୍ଟ ଅଧିକ ରହିଛି ।


Enter your email to get our daily news in your inbox.

All Right Reserved By Dharitri.Com

୨୦୨୬ ଆଇପିଏଲରେ ଖେଳିବା ପାଇଁ କୋର୍ଟଙ୍କ ଦ୍ୱାରସ୍ଥ ହେଲେ RCB ବୋଲର, ପୂରା ଘଟଣା ଜାଣିଲେ…

ନୂଆଦିଲ୍ଲୀ,୨।୪: IPL ୨୦୨୬ ମଧ୍ୟରେ ଏକ ଗୁରୁତ୍ୱପୂର୍ଣ୍ଣ ଖବର ସାମ୍ନାକୁ ଆସିଛି। ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB)ର ଶ୍ରୀଲଙ୍କାର ଦ୍ରୁତ ବୋଲର ନୁୱାନ ତୁଷାରା IPL ୨୦୨୬…

ଇନଷ୍ଟାଗ୍ରାମରୁ ପ୍ରେମ ପରେ ଛୁଆ ଜନ୍ମ ଦେଲେ ୨୦ ବର୍ଷୀୟ ଯୁବତୀ; ଭୟରେ ବାଲଟିରେ ସିଲ୍ କରି ମନ୍ଦିରରେ ଛାଡିଦେଲେ, ତାପରେ…

ନୂଆଦିଲ୍ଲୀ,୨ା୪: ଇନଷ୍ଟାଗ୍ରାମରୁ ସାଙ୍ଗ ହେବା ପରେ ଗଢ଼ି ଉଠିଥିଲା ପ୍ରେମ ସମ୍ପର୍କ । ପରେ ୨୦ ବର୍ଷୀୟ ଯୁବତୀ ଜଣକ ଏକ ଛୁଆକୁ ଜନ୍ମ ଦେଇଥିଲେ ।…

ବଡ଼ ଘୋଷଣା କଲେ ଉପମୁଖ୍ୟମନ୍ତ୍ରୀ, ଝିଅ ଜନ୍ମ ହେବାର ବର୍ଷକ ଭିତରେ ଟଙ୍କା ପଠାଇବେ ସରକାର

ଭୁବନେଶ୍ବର,୨ା୪: ଖୁଵ୍‌ ଶୀଘ୍ର ଆସିବ କନ୍ୟା ସୁମଙ୍ଗଳ ଯୋଜନାର ଏସ୍‌ଓପି । ସୂଚନା ଦେଲେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ଝିଅ ଜନ୍ମ ହେବାର ବର୍ଷକ…

ସରିଲା ମା’ ତାରାତାରିଣୀଙ୍କ ଚୈତ୍ର ପର୍ବ: ଅଧରପଣା ପାଇ ଫେରିଗଲେ ସର୍ବଦେବାଦେବୀ

ପୁରୁଷୋତ୍ତମପୁର,୨।୪ (ସବିତା ମିଶ୍ର): ଗଞ୍ଜାମ ଜିଲାର ଅଧିଷ୍ଟାତ୍ରୀ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ପୀଠରେ ଦୀର୍ଘ ଏକମାସ ଧରି ମହାଆଡମ୍ବର ସହକାରେ ପାଳିତ ହେଉଥିବା ପ୍ରସିଦ୍ଧ ଚୈତ୍ରପର୍ବ ଗୁରୁବାର…

ବିଧାୟକ ଅଖିଳ ନାଏକଙ୍କ ଠାରୁ ଆରମ୍ଭ ହେଲା ସ୍ବ ଜନଗଣନା: ପାଟଣାବାସୀଙ୍କୁ କଲେ ଏହି ଅପିଲ

ପାଟଣା,୨।୪(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ପ୍ରଶାସନ ପକ୍ଷରୁ ଗୁରୁବାର ପାଟଣା ବିଧାୟକ ଅଖିଳ ଚନ୍ଦ୍ର ନାଏକଙ୍କ ଠାରୁ ସ୍ବ ଜନଗଣନା ଶୁଭାରମ୍ଭ ହୋଇଛି। ପାଟଣା ତହସିଲ…

ଯୁଦ୍ଧ ମଧ୍ୟରେ ପାକିସ୍ତାନରେ ହାହାକାର, ଭାରତ ଶୁଣିଲେ ହୋଇଯିବ ଖୁସି

ନୂଆଦିଲ୍ଲୀ,୨।୪: ଭାରତ ଦ୍ୱାରା ସିନ୍ଧୁ ଜଳ ଚୁକ୍ତିନାମା ବାତିଲ କରିବା ଏବଂ ନଦୀ ଜଳରେ ପାକିସ୍ତାନର ଅଂଶକୁ ଅବରୋଧ କରିବା ନିଷ୍ପତ୍ତି ଦକ୍ଷିଣ ଏସିଆରେ ଜଳ ସୁରକ୍ଷା…

ଚତୁର୍ଥ ଥର ପାଇଁ ସମ୍ବଲପୁର କୋର୍ଟକୁ ବୋମା ଧମକ, ନେଦରଲାଣ୍ଡ ଓ ଜର୍ମାନୀରେ ଆଇପି ଆଡ୍ରେସ ଚିହ୍ନଟ

ସମ୍ବଲପୁର,୨।୪(ପ୍ରମୋଦ ବହିଦାର): ସମ୍ବଲପୁର ସହରର ଗୁରୁତ୍ୱପୂର୍ଣ୍ଣ କୋର୍ଟ ପରିସରକୁ ବୋମା ବିସ୍ଫୋରଣ ଉଡ଼ାଇବାର ଧମକପୂର୍ଣ୍ଣ ଇ-ମେଲ ଜିଲା ପୋଲିସ ପ୍ରଶାସନ ପାଇଁ ମୁଣ୍ଡବିନ୍ଧାର କାରଣ ସାଜିଛି। ଏହା…

ନିଆଁ ସହ ଖେଳୁଛି ଭାଜପା, ପରିଣାମ ଭୟଙ୍କର ହେବ: ନିଆଁବାଣ ହେଲେ ମମତା

କୋଲକାତା,୨।୪: ପଶ୍ଚିମବଙ୍ଗର ମୁର୍ଶିଦାବାଦରେ ଏକ ରାଲିରେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ସାମ୍ପ୍ରତିକ ମାଲଦା ଘଟଣା ଉପରେ କେନ୍ଦ୍ର ସରକାର ଏବଂ ଭାଜପାକୁ ଟାର୍ଗେଟ୍‌ କରିଛନ୍ତି। ରାଜ୍ୟର ପରିସ୍ଥିତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri