ଦକ୍ଷିଣ କୋରିଆ ନାଗରିକଙ୍କ ଶର୍ଟ ଟର୍ମ ଭିଜା ଉପରେ କଟକଣା ଜାରି କଲା ଚାଇନା…

ବେଜିଂ,୧୦।୧ : ଚାଇନାରେ କରୋନା ମହାମାରୀ ସଂକ୍ରମଣ ଅଣାୟତ୍ତ ସ୍ଥିତିରେ ରହିଛି। କେତେକ ଦେଶ ଏବେ ଚାଇନାରୁ ଆସୁଥିବା ଯାତ୍ରୀଙ୍କ ଉପରେ କଟକଣା ଜାରି କରିଛନ୍ତି। ଏହାକୁ ନେଇ ଚାଇନା କ୍ରୋଧ ପ୍ରକାଶ କରିବା ସହିତ ଏହାକୁ ନିନ୍ଦା କରିଛି। ଏବେ ଚାଇନା ଦକ୍ଷିଣ କୋରିଆ ନାଗରିକଙ୍କୁ ମିଳୁଥିବା ଶର୍ଟ ଟର୍ମ ଭିଜା ଉପରେ କଟକଣା ଜାରି କରିଛି। ଏନେଇ ଦକ୍ଷିଣ କୋରିଆରେ ଥିବା ଚାଇନା ଦୂତାବାସ ପକ୍ଷରୁ ବିବୃତି ପ୍ରକାଶ ପାଇଛି।

ପ୍ରତିହିଂସା ପରାୟଣ ହୋଇ ଚାଇନା ଏଭଳି କରିଥିବା କୁହାଯାଉଛି। ଦକ୍ଷିଣ କୋରିଆ ଚାଇନା ନାଗରିକଙ୍କ ଉପରେ ଲାଗୁ କରିଥିବା କରୋନା କଟକଣା ଉଠାଇବାପରେ ଭିଜା ପ୍ରସଙ୍ଗ ଉପରେ ବିଚାର କରାଯିବ ବୋଲି ଚାଇନା ଦୂତାବାସ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ଚାଇନା ବୈଦେଶିକ ମନ୍ତ୍ରୀ କିନ ଗେଙ୍ଗ ଦକ୍ଷିଣ କୋରିଆର କଟକଣାକୁ ଭେଦଭାବ ପୂର୍ଣ୍ଣ ବୋଲି କହିଥିଲେ। ଏହା ସହିତ ଦକ୍ଷିଣ କୋରିଆ ପ୍ରତିପକ୍ଷ ପାର୍କ ଜିନଙ୍କ ସହିତ ଟେଲିଫୋନରେ କଥାବାର୍ତ୍ତା କରିଥିଲେ। କଥାବାର୍ତ୍ତା ହେବାର ଗୋଟିଏ ଦିନ ପରେ ଚାଇନା ଭିଜା କଟକଣା ଲାଗୁ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଲୋକଙ୍କୁ ଅଜଣା ପ୍ରଶାସନିକ ପଦକ୍ଷେପ: ବଢୁଛି ତାତି, ଘାରୁଛି ଭୟ

ବରଗଡ଼,୪।୪(ପ୍ରେମାନନ୍ଦ ଖମାରୀ):ବୈଶାଖ ପାଦ ଥାପୁଣୁ ବରଗଡ଼ ଜିଲାରେ ତାତି ଅସହ୍ୟ ହୋଇପଡ଼ିଛି। ସକାଳ ୯ଟାରୁ ତାତି ବଢ଼ିବାରେ ଲାଗିଛି। ପୂର୍ବାହ୍ନ ୧୧ଟାରୁ ପଦାକୁ ବାହାରିବା ମୁସ୍କିଲ ହୋଇପଡ଼ୁଛି।…

କୁନି କୁନି ପିଲାଙ୍କୁ ଖଡ଼ିଛୁଆଁଇବେ ମୁଖ୍ୟମନ୍ତ୍ରୀ: ଆଜି ବିଦ୍ୟାଳୟରେ ପ୍ରବେଶ ଉତ୍ସବ

ଭୁବନେଶ୍ୱର,୪ା୪(ସୁଚିସ୍ମିତା ସାହୁ):ଓଡ଼ିଆ ପକ୍ଷ ପାଳନ ଅବସରରେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଶନିବାର ବିଦ୍ୟାଳୟଗୁଡିକରେ ଖଡ଼ିଛୁଆଁ ଓ ପ୍ରବେଶ ଉତ୍ସବ ଆୟୋଜିତ ହେବ। ରାଜଭବନ ସରକାରୀ…

ଆମେରିକାର ଲଢ଼ୁଆ ବିମାନକୁ ଖସାଇଲା ଇରାନ: ନାଗରିକଙ୍କୁ ଦେଲା ଏମିତି ଅଫର, ‘ପାଇଲଟ ଜୀବିତ ଥିଲେ…’

ଓ୍ବାଶିଂଟନ୍‌,୪।୪: ଇରାନରେ ଏକ ଆମେରିକୀୟ F-15E ଲଢ଼ୁଆ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ଫେବୃଆରୀ ୨୮ ତାରିଖରେ ଯୁଦ୍ଧ ଆରମ୍ଭ ହେବା ପରଠାରୁ ଏହା ପ୍ରଥମ ଥର ପାଇଁ…

୪୦ କିମି ବେଗରେ ବହିବ ପବନ, ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା: ସତର୍କ ସୂଚନା ଜାରି

ଭୁବନେଶ୍ୱର,୪।୪: ରାଜ୍ୟର କେତେକ ସ୍ଥାନରେ କାଳବୈଶାଖୀ ବର୍ଷା ହେବାର ସମ୍ଭାବନା ଥିବାରୁ ସତର୍କ ସୂଚନା ଜାରି ହୋଇଛି। ତେବେ ୨ଦିନ ପରେ ତାପମାତ୍ରା ୨ରୁ ୩ ଡିଗ୍ରୀ…

ଆଜି ରାଜ୍ୟ କ୍ୟାବିନେଟ୍‌: ନିଆଯିବ ବଡ଼ ନିଷ୍ପତ୍ତି

ଭୁବନେଶ୍ୱର,୪।୪ (ରବିନାରାୟଣ ଜେନା): ରାଜ୍ୟ ସରକାରଙ୍କ ପକ୍ଷରୁ ଶନିବାର ସନ୍ଧ୍ୟା ୬ଟାରେ କ୍ୟାବିନେଟ୍‌ ବୈଠକ ଅନୁଷ୍ଠିତ ହେବ। ଲୋକସେବା ଭବନର ତୃତୀୟ ମହଲାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ…

IPL 2026: ଚେପକ୍‌ରେ ପଞ୍ଜାବ କିଙ୍ଗସର ଐତିହାସିକ ବିଜୟ; ଚେନ୍ନାଇକୁ ୫ ୱିକେଟରେ ହରାଇ ରଚିଲା ଇତିହାସ

ଚେନ୍ନାଇ,୩/୪ : ଆଇପିଏଲ୍ ୨୦୨୬ର ସପ୍ତମ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗସ ଏକ ଚମତ୍କାର ପ୍ରଦର୍ଶନ କରି ଚେନ୍ନାଇ ସୁପର କିଙ୍ଗସକୁ ତା’ର ଘରୋଇ ଗ୍ରାଉଣ୍ଡ୍ ଏମ୍.ଏ. ଚିଦାମ୍ବରମ୍…

ଭୂକମ୍ପ ଝଟ୍‌କାରେ ଥରିଲା ଜମ୍ମୁ-କଶ୍ମୀରରୁ ନେଇ ଦିଲ୍ଲୀ, ଭୟରେ ଘରୁ ବାହାରକୁ ଦୌଡ଼ିଲେ ଲୋକେ…

ନୂଆଦିଲ୍ଲୀ,୩।୪: ଭାରତର ରାଜଧାନୀ ଦିଲ୍ଲୀ-ଏନ୍‌ସିଆର (Delhi-NCR), ଜମ୍ମୁ-କାଶ୍ମୀର ଏବଂ ଚଣ୍ଡିଗଡ଼ ସମେତ ଉତ୍ତର ଭାରତର ବିଭିନ୍ନ ସ୍ଥାନରେ ଶକ୍ତିଶାଳୀ ଭୂକମ୍ପ ଝଟକା ଅନୁଭୂତ ହୋଇଛି। ଜମ୍ମୁ-କାଶ୍ମୀରରେ ପରସ୍ପର…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri