ଯୁଦ୍ଧ ଭିତରେ ପ୍ରତିରକ୍ଷା ବଜେଟ ବଢ଼ାଇଲା ଚାଇନା

ବେଜିଂ,୫ା୩: ଚାଇନା ପ୍ରତିରକ୍ଷା ବଜେଟକୁ ୧.୯୧ ଟ୍ରିଲିୟନ ୟୁଆନ୍‌ (୨୭୭ ବିଲିୟନ ଡଲାର)କୁ ବୃଦ୍ଧି କରିଛି, ଯାହାକି ପୂର୍ବବର୍ଷ ତୁଳନାରେ ୭ ପ୍ରତିଶତ ଅଧିକ।

ଆମେରିକା ସେନା ସମକକ୍ଷ ହେବା ପାଇଁ ଚାଇନା ଏହାର ସଶସ୍ତ୍ର ବଳର ଦ୍ରୁତ ଆଧୁନିକୀକରଣ ଲାଗି ଉଦ୍ୟମ ଚଳାଇଥିବା ବେଳେ ପ୍ରତିରକ୍ଷା ବଜେଟ ବୃଦ୍ଧି ତାହାର ଏକ ଅଂଶବିଶେଷ। ରାଷ୍ଟ୍ରପତି ଶି ଜିନ୍‌ପିଙ୍ଗ, ଓ ଅନ୍ୟ ବରିଷ୍ଠ ନେତାମାନଙ୍କ ଉପସ୍ଥିତିରେ ନ୍ୟାଶନାଲ ପିପୁଲ୍ସ କଂଗ୍ରସ (ଏନ୍‌ପିସି) ଅଧିବେଶନ ଆରମ୍ଭରେ ଚାଇନା ପ୍ରଧାନମନ୍ତ୍ରୀ ଲି କିଆଙ୍ଗ ବାର୍ଷିକ ବଜେଟ ଉପସ୍ଥାପନ କରିଛନ୍ତି। ୨୦୨୬ ଆର୍ଥବକ ବର୍ଷ ପାଇଁ ପ୍ରତିରକ୍ଷା ବଜେଟ ପ୍ରାୟ ୧.୯୧ ଟ୍ରିଲିୟନ ୟୁଆନ୍‌ ରଖାଯାଇଥିବା ସରକାରୀ ଗଣମାଧ୍ୟମ ଚାଇନା ଡେଲି ରିପୋର୍ଟ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ହର୍ମୁଜ ପ୍ରଣାଳୀ ଖୋଲିବା ପାଇଁ ଏକାଠି ହେବେ ୩୦ ଦେଶ, ଲଣ୍ଡନରେ ବସିବ ବୈଠକ, ଜାଣନ୍ତୁ ଭାରତ ସାମିଲ ହେବ କି ନାହିଁ…

ଲଣ୍ଡନ,୨୨ା୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ସମୁଦ୍ର ପଥ ହର୍ମୁଜ ପ୍ରଣାଳୀକୁ ନେଇ ଆମେରିକା ଏବଂ ଇରାନ ମଧ୍ୟରେ ପ୍ରବଳ ଉତ୍ତେଜନା ଲାଗି ରହିଛି। ଆମେରିକାର ନୌସେନା ଅବରୋଧ…

‘ଦୟାକରି ସେମାନଙ୍କର କ୍ଷତି କରନ୍ତୁ ନାହିଁ…’ ୮ ମହିଳାଙ୍କ ମୁକ୍ତି ପାଇଁ ଇରାନକୁ ଟ୍ରମ୍ପଙ୍କ ଅପିଲ

ଓ୍ବାଶିଂଟନ,୨୨ା୪: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନରେ କଥିତ ଭାବରେ ବନ୍ଦୀ ଥିବା ଆଠ ଜଣ ମହିଳାଙ୍କୁ ମୁକ୍ତ କରିବାକୁ ନିବେଦନ କରିଛନ୍ତି । ଟ୍ରମ୍ପ ସୋସିଆଲ…

ଟ୍ରମ୍ପଙ୍କ ଅସ୍ତ୍ରବିରତି ବୃଦ୍ଧିରେ ଖୁସି ନାହିଁ ଇରାନ: କହିଲା- ଏହା ଏକ ଚାଲ୍‌…

ତେହରାନ୍‌,୨୨।୪: ଇରାନର ସଂସଦର ବାଚସ୍ପତି ଏବଂ ଶୀର୍ଷ ଆଲୋଚନାକାରୀ ମହମ୍ମଦ ବାଘେର ଗାଲିବାଫଙ୍କ ଜଣେ ପରାମର୍ଶଦାତା ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଯୁଦ୍ଧବିରତି ବୃଦ୍ଧି ଘୋଷଣାକୁ ଖାରଜ…

ଡୋନାଲ୍ଡ ଟ୍ରମ୍ପଙ୍କ ଯୁଦ୍ଧବିରତି ବୃଦ୍ଧି ଘୋଷଣା: ଇରାନ ପାଇଁ ହର୍ମୁଜରେ ଜାରି ରହିବ ଅବରୋଧ, ଜାଣନ୍ତୁ କ’ଣ ରହିଛି ସର୍ତ୍ତ

ଓ୍ବାଶିଂଟନ୍‌, ୨୨।୪: ହର୍ମୁଜ ପ୍ରଣାଳୀ ଉପରେ ଘନିଷ୍ଠ ହେଉଥିବା ସଙ୍କଟ ମଧ୍ୟରେ, ଆମେରିକା ରାଷ୍ଟ୍ରପତି ଟ୍ରମ୍ପ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ସେ ଇରାନ ସହିତ ଯୁଦ୍ଧବିରତି…

ଟ୍ରମ୍ପଙ୍କୁ କେମିତି ଅସ୍ତ୍ରବିରତି ବୃଦ୍ଧି କରିବାକୁ ବାଧ୍ୟ କରିଥିଲେ ଶେହବାଜ-ମୁନିର, ମନା କରିବା ସତ୍ତ୍ୱେ କିପରି ବଦଳିଲା ମନୋଭାବ, ଜାଣନ୍ତୁ…

ଓ୍ବାଶିଂଟନ୍‌, ୨୨।୪: ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ ଏବଂ ଆମେରିକା ମଧ୍ୟରେ ଯୁଦ୍ଧବିରତି ଅବଧି ଶେଷ ହେବା ପୂର୍ବରୁ ବୃଦ୍ଧି କରିଛନ୍ତି। ସେ ବୁଧବାର ସକାଳେ ଘୋଷଣା…

ଯୁଦ୍ଧବିରତି ବୃଦ୍ଧି ଘୋଷଣା କଲେ ଟ୍ରମ୍ପ, ମୁନିର-ଶେହବାଜଙ୍କ ଅନୁରୋଧ ପରେ ନେଲେ ଏହି ନିଷ୍ପତ୍ତି

ଓ୍ବାଶିଂଟନ୍‌,୨୨।୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ ସହିତ ଯୁଦ୍ଧବିରତି ବୃଦ୍ଧି ଘୋଷଣା କରିଛନ୍ତି। ବର୍ତ୍ତମାନର ଯୁଦ୍ଧବିରତି ଶେଷ ହେବାର କିଛି ଘଣ୍ଟା ପୂର୍ବରୁ ପାକିସ୍ତାନର ଅନୁରୋଧରେ…

ଇରାନ ସହିତ ଯୁଦ୍ଧବିରତି ବୃଦ୍ଧି କରିବାକୁ ମନା କଲେ ଟ୍ରମ୍ପ, ବଡ଼ ପଦକ୍ଷେପ ନେଉଛି ପାକିସ୍ତାନ

ଓ୍ବାଶିଂଟନ,୨୧।୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ ସହିତ ଚାଲିଥିବା ଯୁଦ୍ଧବିରତିକୁ ବୃଦ୍ଧି କରିବାକୁ ମନା କରିଦେଇଛନ୍ତି, ଯାହା ଆଞ୍ଚଳିକ ଉତ୍ତେଜନାକୁ ଆହୁରି ବୃଦ୍ଧି କରିଛି ।…

ସାଇଲେଣ୍ଟ ଗେମ୍ କରିଦେଲା ଚାଇନା, ଘରୁ ବାହାରି ପାରୁନାହାନ୍ତି ତାଇଓ୍ବାନ ରାଷ୍ଟ୍ରପତି

ବେଜିଂ,୨୧।୪: ଚାଇନା ତାଇୱାନର ରାଷ୍ଟ୍ରପତି ୱିଲିୟମ୍ ଲାଇ ଚିଙ୍ଗ-ତେଙ୍କ ବିରୁଦ୍ଧରେ ଏକ ସାଇଲେଣ୍ଟ ଗେମ୍ ଖେଳିଛି। ଫଳସ୍ୱରୂପ, ରାଷ୍ଟ୍ରପତି ଲାଇ ତାଙ୍କ ଘର ଅର୍ଥାତ୍ ଦେଶ ବାହାରକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri