ଚାଇନା ଆମେରିକାର ବଡ ଶତ୍ରୁ…

ଓ୍ବାଶିଂଟନ,୫।୩ : ଆମେରିକା ରାଷ୍ଟ୍ରପତି ନିର୍ବାଚନ ପାଇଁ ପ୍ରତିଦ୍ୱନ୍ଦ୍ୱିତା କରୁଥିବା ମୂଳ ଭାରତୀୟ ନିକ୍କି ହାଲି କହିଛନ୍ତି ଯେ ଚାଇନା ହେଉଛି ଆମେରିକାର ସବୁଠାରୁ ଶକ୍ତିଶାଳୀ ଶତ୍ରୁ। ଚାଇନା ଭାବୁଛି ଯେ ଆମେରିକୀୟ ଯୁଗ ଅତିବାହିତ ହୋଇଛି, କିନ୍ତୁ ଏହା ଭୁଲ। ଏହା କେବଳ ଆମର ବର୍ତ୍ତମାନର ନେତାଙ୍କ କାରଣରୁ ହୋଇଥିବା ସେ ଅଭିଯୋଗ କରିଛନ୍ତି।

ସେ ରିପବ୍ଲିକାନ ପାର୍ଟିର ବାର୍ଷିକ କାର୍ଯ୍ୟକୁ ସମ୍ବୋଧିତ କରି ସେ ଏଭଳି କହିଛନ୍ତି। ସେ ପୁଣି ଥରେ ଆମେରିକାର ବୈଦେଶିକ ନୀତି ଉପରେ ପ୍ରଶ୍ନ ଉଠାଇଛନ୍ତି ଏବଂ ଶତ୍ରୁ ଦେଶମାନଙ୍କୁ ସାହାଯ୍ୟ କରିବା ପାଇଁ ଦିଆଯାଇଥିବା ପରିମାଣ ଉପରେ ପ୍ରତିବନ୍ଧକ ଲଗାଇବାକୁ ପଡ଼ିବ ବୋଲି କହିଛନ୍ତି। ସମ୍ପ୍ରତି ଚାଇନାର ସିସିଟିଭି ବେଲୁନ ଘଟଣାକୁ ମନେ ପକାଇ ସେ କହିଛନ୍ତି ଯେ ମୋ ଜୀବନ କାଳ ମଧ୍ୟରେ ଏହା କେବେ ହୋଇ ନ ଥିଲା ଯେ ତୁମେ ଆକାଶକୁ ଦେଖ ଏବଂ ଚାଇନାର ଗୁପ୍ତଚର ବେଲୁନ ତୁମ ଉପରେ ନଜର ରଖିଛି। ଏହା ଅତ୍ୟନ୍ତ ଲଜ୍ଜାଜନକ ପରିସ୍ଥିତି ଥିଲା।

ଆମକୁ ଚାଇନାକୁ ଏନେଇ ଉତ୍ତରଦାୟୀ କରିବାକୁ ପଡିବ। ଉହାନ ସହର କରୋନା ଭୂତାଣୁର କେନ୍ଦ୍ର ଥିଲା ଏବଂ ସେଠାରୁ ଏହା ସମଗ୍ର ବିଶ୍ୱରେ ବ୍ୟାପିଗଲା। ରାଷ୍ଟ୍ରପତି ଜୋ ବାଇଡେନ ଚାଇନା ବିରୋଧରେ କିଛି ପଦକ୍ଷେପ ଗ୍ରହଣ କରୁ ନାହାନ୍ତିି। ଚାଇନାର କମ୍ପାନୀଗୁଡିକ ୩୮୦,୦୦୦ ଏକରରୁ ଅଧିକ ଆମେରିକୀୟ ଜମିର ମାଲିକ ଅଟନ୍ତି। ଏଥିମଧ୍ୟରୁ କିଛି ଆମର ସାମରିକ ବେସ ନିକଟରେ ଅବସ୍ଥିତ। ଆମେ ଏସବୁ ପରେ ମଧ୍ୟ କ’ଣ କରୁଛୁ? ଆମେ ଆମ ଦେଶରେ କୌଣସି ଶତ୍ରୁକୁ ଜମି କିଣିବାକୁ ଅନୁମତି ଦେବା ଉଚିତ ନୁହେଁ ।


Enter your email to get our daily news in your inbox.

All Right Reserved By Dharitri.Com

PEOଙ୍କ ଘରେ ପଶିଲା ଭିଜିଲାନ୍ସ: ଜାରି ରହିଛି ଚଢାଉ

ହାଟଡ଼ିହୀ,୩୦।୧୨(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡ଼ିହି ବ୍ଲକ PEO(କାର୍ଯ୍ୟନିର୍ବାହୀ ଅଧିକାରୀ) ଜିତେନ୍ଦ୍ର ଜେନାଙ୍କ ଘରେ ଭିଜିଲାନ୍ସ ଚଢାଉ ହୋଇଛି। ବସନ୍ତିଆସ୍ଥିତ ତାଙ୍କ ବାସଭବନରେ ଭିଜିଲାନ୍ସ ଚଢାଉ...

IPL 2026 ପୂର୍ବରୁ CSKକୁ ବଡ଼ ଝଟକା!

ନୂଆଦିଲ୍ଲୀ,୩୦।୧୨:ଝାଡ଼ଖଣ୍ଡ ଏବଂ ପୁଡୁଚେରୀ ବିଜୟ ହଜାରେ ଟ୍ରଫି ୨୦୨୫-୨୫ର ଗ୍ରୁପ ପର୍ଯ୍ୟାୟରେ ସୋମବାର, ଡିସେମ୍ବର ୨୯, ୨୦୨୫ରେ ମୁହାଁମୁହିଁ ହୋଇଥିଲେ, ଯେଉଁଥିରେ ଝାଡ଼ଖଣ୍ଡ ୧୨୩ ରନର...

ରାସ୍ତାକଡ଼ରେ ଛିଡା ହୋଇଥିବା ୧୪ ଜଣଙ୍କ ଉପରେ ମାଡ଼ିଗଲା ମୃତ୍ୟୁର ବସ୍, ଭାଇରାଲ ହେଉଛି ଛାତିଥରା…

ନୂଆଦିଲ୍ଲୀ,୩୦।୧୨: ସୋମବାର ରାତିରେ ମୁମ୍ବାଇର ଭାଣ୍ଡୁପ ଅଞ୍ଚଳରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି, ଯାହା ସମଗ୍ର ସହରକୁ ସ୍ତବ୍ଧ କରିଦେଇଛି। ରାତି ପ୍ରାୟ ୯ଟା ୩୫...

୧୩ ଦିନ ହେବ କୁଆଡ଼େ ପଳାଇଛନ୍ତି ଓଁକାର: ଚିନ୍ତାରେ ପରିବାର

ନୂଆପଡ଼ା/କୋମନା,୩୦।୧୨(ମକାରୁ ବେମାଲ/ ମହେଶ ବାଗ):ନୂଆପଡା ଜିଲା କୋମନା ଥାନା ଜେଠୁପାଲି ଗାଁର ଓଁକାର ତାଣ୍ଡି (୨୩) ଗତ ବୁଧବାର ୧୭ ତାରିଖ ରାତି ୮ରୁ ନିଖୋଜ...

ଗୌତମ ଗମ୍ଭୀରଙ୍କର ହେବ ନାହିଁ କୌଣସି କ୍ଷତି, ସମର୍ଥନରେ ବାହାରିଲେ ବିସିସିଆଇ ଅଧିକାରୀ

ନୂଆଦିଲ୍ଲୀ,୩୦।୧୨: ଘରୋଇ ଟେଷ୍ଟ ସିରିଜରେ ବିପର୍ଯ୍ୟୟଜନକ ପରାଜୟ ପରେ, ଭାରତୀୟ ମୁଖ୍ୟ ପ୍ରଶିକ୍ଷକ ଗୌତମ ଗମ୍ଭୀରଙ୍କୁ ନେଇ ଅନେକ କଳ୍ପନାଜଳ୍ପନା ଚାଲିଛି। ରିପୋର୍ଟରେ ଏହା ମଧ୍ୟ...

ସରକାରଙ୍କ ନିକଟରେ ନେହୁରା ହେଲେ ନିରଞ୍ଜନ: ମାଗିଲେ ସହାୟତା

ଦାରିଙ୍ଗବାଡି, ୩୦।୧୨ (ଅରୁଣ ସାହୁ ): କିଛି କରିବାର ଇଚ୍ଛା ଅନେକ ହେଲେ ବାଧକ ସାଜିଛି ଅର୍ଥ। ଗୋପାଳନ, ଛେଳି ଲାଳନପାଳନ କରି ପରିବାର ପ୍ରତିପୋଷଣ...

କିଏ ଥିଲେ ଖାଲେଦା ଜିଆଙ୍କ ସ୍ବାମୀ ଜିଆ ଉର ରେହମାନ? ପାକିସ୍ତାନୀ ସେନା ବିରୋଧରେ ବିଦ୍ରୋହ, ପରେ ବିଏନପି ଗଠନ, ଶେଷରେ…

ଡାକା,୩୦।୧୨: ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଖାଲେଦା ଜିଆଙ୍କ ଦେହାନ୍ତ ହୋଇଛି। ସେ ଅନେକ ରୋଗ ସହିତ ଲଢୁଥିଲେ। ଉଲ୍ଲେଖନୀୟ ଯେ ତାଙ୍କ ମୃତ୍ୟୁର କିଛି ଦିନ...

ଖୁବ ଷ୍ଟାଇଲିସ ଥିଲେ ଖାଲେଦା ଜିଆ, ହାଲ୍‌କା ଶାଢିକୁ ବଡ଼ ବଡ଼ ସନ୍‌ଗ୍ଲାସ, ପୂରା ସାଉଥ ଏସିଆର ଚର୍ଚ୍ଚିତ ଷ୍ଟାଇଲ ଥିଲା…

ଢାକା,୩୦।୧୨: ପୂର୍ବତନ ବାଂଲାଦେଶ ପ୍ରଧାନମନ୍ତ୍ରୀ ଏବଂ ବିଏନପି ମୁଖ୍ୟ ଖାଲେଦା ଜିଆଙ୍କୁ ପ୍ରାୟତଃ ରାଜନୀତି, ସଂଘର୍ଷ ଏବଂ ଶକ୍ତିର ପ୍ରତୀକ ଭାବରେ ଦେଖାଯାଏ। ତଥାପି, ତାଙ୍କର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri