ଜି-୭ ଶିଖର ସମ୍ମିଳନୀ ନେଇ ଚାଇନା କ୍ରୋଧିତ: ଜାପାନ ରାଷ୍ଟ୍ରଦୂତଙ୍କୁ ଜବାବ ତଲବ, ବଦନାମ ଅଭିଯୋଗ…

ବେଜିଂ,୨୨।୫ : ଜି-୭ ଶିଖର ସମ୍ମିଳନୀରେ ଚାଇନା କ୍ରୋଧିତ ହୋଇ ଜାପାନ ରାଷ୍ଟ୍ରଦୂତଙ୍କୁ ଜବାବ ତଲବ କରିଛି। ଏହା ସହିତ ବଦନାମ ଅଭିଯୋଗ ମଧ୍ୟ କରିଛି। ବେଜିଂ ବୈଦେଶିକ ମନ୍ତ୍ରଣାଳୟର ବିବୃତ୍ତିରେ କୁହାଯାଇଛି ଚାଇନା ଉପ ବୈଦେଶିକ ମନ୍ତ୍ରୀ ସନ ୱିଡୋଙ୍ଗ ଜାପାନର ରାଷ୍ଟ୍ରଦୂତଙ୍କୁ ଡକାଇ ଜି-୭ ଶିଖର ସମ୍ମିଳନୀ ସମ୍ବନ୍ଧୀୟ ପ୍ରସଙ୍ଗକୁ ବିରୋଧ କରିବାକୁ ଡକାଇଛନ୍ତି।

ଚାଇନା ଉପ-ବୈଦେଶିକ ମନ୍ତ୍ରୀ କହିଛନ୍ତି ଜି-୭ ଶିଖର ସମ୍ମିଳନୀରେ ଚାଇନାକୁ ବଦନାମ ତଥା ଟାର୍ଗେଟ କରିବା ପାଇଁ ଜାପାନ ଅନ୍ୟ ଦେଶମାନଙ୍କ ସହ ସହଯୋଗ କରିଛି। ଚାଇନାର ଆଭ୍ୟନ୍ତରୀଣ ବ୍ୟାପାରରେ ସମ୍ପୂର୍ଣ୍ଣ ହସ୍ତକ୍ଷେପ କରାଯାଇଛି। ୧୯୭୨ ସିନୋ-ଜାପାନର ମିଳିତ ବିବୃତ୍ତି ବିଷୟରେ ସେ କହିଛନ୍ତି, ଜାପାନ ଅନ୍ତର୍ଜାତୀୟ ଆଇନର ମୌଳିକ ନୀତି ଏବଂ ଚାଇନା ତଥା ଜାପାନ ମଧ୍ୟରେ ଚାରୋଟି ରାଜନୈତିକ ଦଲିଲର ସ୍ଥିତିକୁ ଉଲ୍ଲଂଘନ କରିଛି।
ସେ କହିଛନ୍ତି ଜାପାନର କାର୍ଯ୍ୟକଳାପ ଚାଇନାର ସାର୍ବଭୌମତ୍ୱ, ସୁରକ୍ଷା ଏବଂ ବିକାଶ ସ୍ବାର୍ଥ ପାଇଁ କ୍ଷତିକାରକ। ଏହାକୁ ଚାଇନା ଦୃଢ଼ ବିରୋଧ କରୁଛି। ସନ କହିଛନ୍ତି ଜାପାନ ଚାଇନା ବିଷୟରେ ବୁଝିବାରେ ଉନ୍ନତି ଆଣିବା ସହ ରଣନୈତିକ ସ୍ବାଧୀନତା ହାସଲ କରିବା ଉଚିତ।


Enter your email to get our daily news in your inbox.

All Right Reserved By Dharitri.Com

କେଜ୍‌ରିଓ୍ବାଲଙ୍କ ଗିରଫଦାରୀକୁ ନେଇ ଆମେରିକା ଦେଇଥିବା ମନ୍ତବ୍ୟ ଉପରେ କଡ଼ା ଜବାବ ଦେଲା ଭାରତ

ନୂଆଦିଲ୍ଲୀ,୨୮।୩ : ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲଙ୍କ ଗିରଫଦାରୀ ଏବଂ କଂଗ୍ରେସର ବ୍ୟାଙ୍କ ଆକାଉଣ୍ଟକୁ ଅଚଳ କରାଯିବା ଘଟଣା ଉପରେ ଆମେରିକାର ମନ୍ତବ୍ୟ ଅବାଞ୍ଛିତ ବୋଲି...

ଭାରତର ଆପତ୍ତି ସତ୍ତ୍ୱେ ସୁଧୁରୁନି ଆମେରିକା, ପୁଣି କେଜ୍‌ରିଓ୍ବାଲଙ୍କ ଗିରଫକୁ ନେଇ ଏମିତି କହିଲା

ଓ୍ବାଶିଂଟନ୍‌,୨୮।୩: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିୱାଲଙ୍କ ଗିରଫଦାରୀ ଉପରେ ଆମେରିକା ପୁଣି ଥରେ ମନ୍ତବ୍ୟ ଦେଇଛି। ଭାରତ ବିରୋଧ ପ୍ରଦର୍ଶନ ସତ୍ତ୍ୱେ ଆମେରିକା ଏଥିରୁ ନିବୃତ୍ତ...

ରାଜକୁମାରୀଙ୍କୁ କ୍ୟାନସର, ତଥାପି ତୁଟୁନି ରାଜ ପରିବାର କଳି

ଲଣ୍ଡନ,୨୮।୩: ବ୍ରିଟିଶ ରାଜ ପରିବାରର ଦୁଇ ଭାଇଙ୍କ ମଧ୍ୟରେ ମତଭେଦ ବଢିବାରେ ଲାଗିଛି। ରାଜକୁମାରୀ କେଟ ମିଡଲେଟନ କ୍ୟାନସର ରୋଗ ସହ ସଂଗ୍ରାମ କରୁଛନ୍ତି। ଏହି...

୭୦ ହଜାର ସରକାରୀ କର୍ମଚାରୀଙ୍କୁ ଛଟେଇ କରିବେ ସରକାର

ନୂଆଦିଲ୍ଲୀ,୨୭।୩: ଦେଶର ଅର୍ଥନୀତିକୁ ସୁଧାରିବା ପାଇଁ ଆଗାମୀ ସମୟରେ ୭୦ ହଜାର କର୍ମଚାରୀଙ୍କୁ ଛଟେଇ କରିବେ ସରକାର। ମାର୍ଚ୍ଚ ୨୬ ରେ ଏକ କାର୍ୟ୍ୟକ୍ରମରେ ସମ୍ବୋଧନ...

ଥାଇଲାଣ୍ଡରେ ସମଲିଙ୍ଗୀ ବିବାହକୁ ମଞ୍ଜୁରୀ

ବ୍ୟାଙ୍କକ୍‌,୨୭ା୩:ଥାଇଲାଣ୍ଡ ପାର୍ଲାମେଣ୍ଟର ନିମ୍ନ ସଦନ ବୁଧବାର ସମଲିଙ୍ଗୀ ବିବାହ ସମ୍ପର୍କିତ ବିଲ୍‌କୁ ମଞ୍ଜୁରୀ ଦେଇଛି। ହାଉସ୍‌ ଅଫ୍‌ ରିପ୍ରେଜେଣ୍ଟେଟିଭ୍ସର ୪୧୫ ସଦସ୍ୟଙ୍କ ମଧ୍ୟରୁ ୪୦୦ ଜଣ...

କେଜ୍‌ରିଓ୍ବାଲଙ୍କ ଗିରଫଦାରୀକୁ ନେଇ ଆମେରିକା ଦେଇଥିବା ମନ୍ତବ୍ୟ ଉପରେ ଭାରତ ଅସନ୍ତୋଷ, ଆମେରିକା କୂଟନୀତିଜ୍ଞଙ୍କୁ…

ନୂଆଦିଲ୍ଲୀ,୨7୭।୩: ଦିଲ୍ଲୀ ଏକ୍ସାଇଜ ପଲିସି ମାମଲାରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ କେଜ୍‌ରିଓ୍ବାଲଙ୍କୁ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ଗିରଫ କରିଛି। ଏହି ଖବର ଆମେରିକାରୁ ଜର୍ମାନୀ ପର୍ଯ୍ୟନ୍ତ ପହଞ୍ଚିଥିବା ବେଳେ...

ଆମେରିକାର ବ୍ରିଜ୍‌ ଭୁଶୁଡିବା ଘଟଣା: ଜାହାଜ କ୍ରୁ ମେମ୍ବରଙ୍କୁ ମିଳିଲା ହିରୋ ଆଖ୍ୟା

ଓ୍ବାଶିଂଟନ୍‌,୨୭।୩: ଆମେରିକାର ମେରିଲ୍ୟାଣ୍ଡସ୍ଥିତ ବାଲଟିମୋର ସହରରେ ଏକ ନଦୀ ଉପରେ ନିର୍ମିତ ବ୍ରିଜ୍‌ ଏକ ଜାହାଜ ସହିତ ଧକ୍କା ହେତୁ ଭୁଶୁଡି ପଡିଛି। ଏହି ଦୁର୍ଘଟଣାରେ...

ପାକିସ୍ତାନରେ ବଡ଼ ଧରଣର ଆତଙ୍କବାଦୀ ଆକ୍ରମଣ, ୫ ଚାଇନା ନାଗରିକଙ୍କ ମୃତ୍ୟୁ

ଇସଲାମାବାଦ,୨୬।୩: ପାକିସ୍ତାନରେ ମଙ୍ଗଳବାର ବଡ଼ ଆତ୍ମଘାତୀ ଆତଙ୍କବାଦୀ ଆକ୍ରମଣ ଘଟିଛି। ଖେବର୍‌ ପାଖ୍‌ତୁନ୍‌ଖ୍ବାଠାରେ ହୋଇଥିବା ଏହି ଆକ୍ରମଣରେ ୫ ଚାଇନା ନାଗରିକଙ୍କ ସମେତ ୬ଜଣଙ୍କ ମୃତ୍ୟୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri