ଚାଇନାର ଚାଲାକି, ପାକିସ୍ତାନରେ ପ୍ରସ୍ତୁତ ହେଉଛି କରୋନାର ନୂଆ ଷ୍ଟ୍ରେନ୍‌!

ନୂଆଦିଲ୍ଲୀ/ଇସଲାମାବାଦ,୧୫ ।୪: କରୋନା ଭାଇରସର ଉତ୍ପତି ସ୍ଥଳ ଚାଇନା । ଏବେ ଏହି ସନ୍ଦେହ ଦୂର ହୋଇ ନ ଥିବା ବେଳେ ପୁଣି ଏକ ବିପଦ ମୁଣ୍ଡ ଟେକିଲାଣି । ଅଷ୍ଟ୍ରେଲିଆ ପୋର୍ଟାଲ ଦ କ୍ଲେସଂନରେ ଏନ୍ଥନି କ୍ଲେନଙ୍କ ଏକ ରିପୋର୍ଟ ସମସ୍ତଙ୍କୁ ଚମକାଇ ଦେଇଛି । ଏହି ରିପୋର୍ଟରେ କୁହାଯାଇଛି କି ଚାଇନା ପାକିସ୍ତାନ ସେନା ସହ ମିଶି ନୂଆ କରୋନା ଭାଇରସ ପ୍ରସ୍ତୁତ କରୁଛି । ଏହି ରିପୋର୍ଟ ଅନୁଯାୟୀ, ଚାଇନାର କମ୍ୟୁନିଷ୍ଟ ପାର୍ଟିର ନିର୍ଦ୍ଦେଶରେ ପାକିସ୍ତାନରେ ଏହି ଘାତକ ଜୈବିକ ଅସ୍ତ୍ର ପ୍ରସ୍ତୁତ କରାଯାଉଛି । ଉହାନ ଇନଷ୍ଟିଚ୍ୟୁଟ ଅଫ୍ ଭାଇରୋଲୋଜି ଓ ପାକିସ୍ତାନ ସେନା ଅଧିନରେ ଥିବା ଡିଫେନ୍ସ ସାଇନ୍ସ ଆଣ୍ଡ ଟେକ୍ନୋଲୋଜି ଅର୍ଗାନାଇଜେଶନ କରୋନାର ନୂଆ ଷ୍ଟ୍ରେନ୍ ପ୍ରସ୍ତୁତ କରୁଛନ୍ତି । ପାକିସ୍ତାନର ଯେଉଁ ଲ୍ୟାବରେ ଏହି କରୋନା ନୂଆ ଷ୍ଟ୍ରେନ୍ ବିକଶିତ କରାଯାଉଛି ଏହା ସେପ୍ଟି ଲେବଲ-୪ରେ ରହିଛି । ଅର୍ଥାତ୍ ଏଥିରେ ପ୍ରାଣଘାତକ ଷ୍ଟ୍ରେନ୍ ପ୍ରସ୍ତୁତ ହୋଇ ପାରିବ ।
ଏହାକୁ ନେଇ ସିଙ୍ଗପୁର ୟୁନିଭର୍ସିଟିର ଡା. ରୟାନ କ୍ଲାର୍କ କହିଛନ୍ତି ପାକିସ୍ତାନରେ ଯେଉଁ ଜୈବିକ ଅସ୍ତ୍ର ପ୍ରସ୍ତୁତ କରାଯାଉଛି ଯଦି ବିଶ୍ୱ ଏହାକୁ ଅଟକାଇ ନ ପାରିଲା ତେବେ ଏହା ବିଶ୍ୱ ପାଇଁ କରୋନା ଠାରୁ ଆହୁରି କ୍ଷତି କାରକହେବ ।


Enter your email to get our daily news in your inbox.

All Right Reserved By Dharitri.Com

ଅତି ଜରୁରୀ ନ ଥିଲେ ଯାତ୍ରା କରନ୍ତୁ ନାହିଁ

ଆବୁଧାବି,୨୦।୪: ସଂଯୁକ୍ତ ଆରବ ଏମିରେଟ୍‌ସ(ୟୁଏଇ)ରେ ଭୟଙ୍କର ବନ୍ୟା ମଧ୍ୟରେ ଫସିରହିଥିବା ଭାରତୀୟଙ୍କ ପାଇଁ ନୂଆ ଆଡ୍‌ଭାଇଜରି ଜାରି ହୋଇଛି। ଦୁବାଇରେ ଥିବା ଭାରତୀୟ ଦୂତାବାସ ପକ୍ଷରୁ...

ଇନ୍‌ଷ୍ଟାଗ୍ରାମ ରିଲ୍‌ କରିବା କାଳ ହେଲା

ନୂଆଦିଲ୍ଲୀ,୨୦ା୪: ଉତ୍ତରପ୍ରଦେଶର ଏକ ଗ୍ରାମରେ ଜଣେ ୨୧ ବର୍ଷୀୟ ଯୁବକ ଇନ୍‌ଷ୍ଟାଗ୍ରାମ ରିଲ୍‌କୁ ଭାଇରାଲ କରିବାକୁ ଉଦ୍ୟମ କରି ପ୍ରାଣ ହରାଇଛନ୍ତି। ଶିବମ୍‌ କୁମାର ନାମକ...

ଇରାନରେ ଇସ୍ରାଏଲ୍‌ର ଏୟାରଷ୍ଟ୍ରାଇକ୍‌

ଦୁବାଇ,୨୦ା୪: ଇରାନ୍‌ ଉପରେ ଇସ୍ରାଏଲୀ ସେନା ଶୁକ୍ରବାର ମିଶାଇଲ୍‌ ଆକ୍ରମଣ କରିଥିବା ଆମେରିକାର ଜଣେ ବରିଷ୍ଠ ସେନା ଅଧିକାରୀ ସୂଚନା ଦେଇଛନ୍ତି। ଇରାକ୍‌ ଓ ସିରିଆରେ...

ହିନ୍ଦୀ ନ କହିବାରୁ କନ୍ନଡ଼ ଅଭିନେତ୍ରୀଙ୍କୁ ଆକ୍ରମଣ

ବେଙ୍ଗାଲୁରୁ, ୨୦।୪: କନ୍ନଡ଼ ଅଭିନେତ୍ରୀ ହର୍ଷିକା ପୁନାଚାଙ୍କୁ ୨ ଦିନ ତଳେ କେତେଜଣ ଦୁର୍ବୃତ୍ତ ଆକ୍ରମଣ କରିଥିବା ଶୁକ୍ରବାର ସେ ନିଜ ଫେସବୁକରେ ପୋଷ୍ଟ କରି...

୧୦୨ ଆସନରେ ୬୦% ମତଦାନ

ନୂଆଦିଲ୍ଲୀ,୨୦ା୪(ପି.ଟି.): ୨୧ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳର ୧୦୨ଟି ଆସନରେ ପ୍ରଥମ ପର୍ଯ୍ୟାୟ ଲୋକ ସଭା ନିର୍ବାଚନ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ଭୋଟିଂ ଶେଷ ସୁଦ୍ଧା...

‘ଦୂରଦର୍ଶନର ଗୈରିକୀକରଣ’

ନୂଆଦିଲ୍ଲୀ,୨୦ା୪: ସରକାରୀ ନ୍ୟୁଜ୍‌ ଚ୍ୟାନେଲ୍‌ ‘ଡିଡି ନ୍ୟୁଜ୍‌’ ଏହାର ନୂଆ ଲୋଗୋ ଉନ୍ମୋଚନ କରିବା ପରେ ଏହାକୁ ନେଇ ସୋସିଆଲ ମିଡିଆରେ ଜୋର୍‌ଦାର ପ୍ରତିକ୍ରିୟା ପ୍ରକାଶ...

ପ୍ରଧାନମନ୍ତ୍ରୀ ମୋଦିଙ୍କ ବିପକ୍ଷରେ ପ୍ରାର୍ଥୀ ବଦଳାଇଲା ବିଏସ୍‌ପି

ଲକ୍ଷ୍ନୌ,୧୯।୪: ଲୋକ ସଭା ନିର୍ବାଚନ ୨୦୨୪ ପାଇଁ ବିଏସ୍‌ପି ଏହାର ପ୍ରାର୍ଥୀଙ୍କ ଆଉ ଏକ ତାଲିକା ପ୍ରକାଶ କରିଛି। ଏହି ତାଲିକାରେ ମୋଟ ୧୧ ଜଣ...

କଂଗ୍ରେସ ପ୍ରାର୍ଥୀ ପାଇଁ ପ୍ରଚାର କଲେ ଶାହାରୁଖ ଖାନ୍‌! ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୧୯।୪: କଂଗ୍ରେସ ପାଇଁ ପ୍ରଚାର କଲେ ବଲିଉଡର କିଙ୍ଗ ଖାନ୍‌ ଶାହରୁଖ ଖାନ୍‌। ଆଗାମୀ ଲୋକ ସଭା ନିର୍ବାଚନ ପାଇଁ କଂଗ୍ରେସ ପ୍ରାର୍ଥୀଙ୍କ ପାଇଁ ଷ୍ଟାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri