କରୋନା ମହାମାରୀ ସହିତ କଡ଼ା ମୁକାବିଲା କରୁଛି ଚାଇନା: ଜିନପିଙ୍ଗ୍‌ଙ୍କ ନୂଆବର୍ଷ ବାର୍ତ୍ତା…

ବେଜିଂ,୩୧।୧୨ : ଚାଇନାରେ କରୋନା ମହାମାରୀ ତୀବ୍ର ବେଗରେ ବ୍ୟାପିବାରେ ଲାଗିଛି। ଦେଶ ମହାମାରୀ ସହିତ କଡ଼ରା ମୁକାବିଲା କରୁଛି। ରାଷ୍ଟ୍ରପତି ଶି ଜିନପିଙ୍ଗ୍‌ ନୂଆବର୍ଷର ବାର୍ତ୍ତାରେ ଦେଶବାସୀଙ୍କ ଉଦ୍ଦେଶ୍ୟରେ ଏହା କହିଛନ୍ତିି। ଅଣାୟତ୍ତ ସ୍ଥିତିର ମୁକାବିଲା କରିବା କଷ୍ଟକର ହେଉଥିବା ସେ କହିଛନ୍ତି। ତେବେ ଏଥିରୁ ମୁକୁଳିବାର ଉଦ୍ୟମ ଜାରି ରହିଛି ବୋଲି ସେ କହିଛନ୍ତି।

ସୂଚନାଯୋଗ୍ୟ, ଚାଇନାରେ ଦୈନିକ ସଂକ୍ରମଣ ୩୭ ଲକ୍ଷ ଟପିଛି। ସେହିପରି ଦୈନିକ ମୃତ୍ୟୁ ସଂଖ୍ୟା ୯ ହଜାର ରହିଛି। ଏଭଳି ଜାରି ରହିଲେ ଜାନୁୟାରୀ ୨୩ ସୁଦ୍ଧା ଦେଶରେ ୫ ଲକ୍ଷ ୮୪ ହଜାର ଲୋକଙ୍କ ମୃତ୍ୟୁ ଘଟିବାର ଆଶଙ୍କା ରହିଛି। ଏହା ସହିତ ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା କୋଟିଏ ୮୬ ଲକ୍ଷ ହେବାର ଆଶଙ୍କା ରହିଛି। ଦେଶରେ ଶହେକୋଟିରୁ ଅଧିକ ଲୋକ କରୋନା ମହାମାରୀରେ ଆକ୍ରାନ୍ତ ହେବେ ବୋଲି ବିଶେଷଜ୍ଞ ଅନୁମାନ କରିଛନ୍ତିି।


Enter your email to get our daily news in your inbox.

All Right Reserved By Dharitri.Com

‘ସକାରାତ୍ମକ ଚିନ୍ତାଧାରା ପ୍ରତି ସମସ୍ତେ ଗୁରୁତ୍ୱ ଦେବା ଆବଶ୍ୟକ’

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଗ୍ରାମସ୍ଥିତ ବିଶ୍ୱାସ ରାୟ ବିଜ୍ଞାନ କଲେଜ ପ୍ରାଣୀ ବିଜ୍ଞାନ ବିଭାଗ ପକ୍ଷରୁ ସ୍ବାସ୍ଥ୍ୟ ଜନିତ ବିପଦ…

ଜନସାଧାରଣଙ୍କ ପାଇଁ ଖରାପ ଖବର: ସାବୁନ ଠାରୁ ତେଲ ପର୍ଯ୍ୟନ୍ତ ସବୁକିଛି ହେବ ମହଙ୍ଗା! ଜାଣନ୍ତୁ କେତେ ବୃଦ୍ଧି ପାଇବ…

ନୂଆଦିଲ୍ଲୀ,୩।୪: ଇରାନ, ଆମେରିକା ଏବଂ ଇସ୍ରାଏଲ ମଧ୍ୟରେ ବୃଦ୍ଧି ପାଉଥିବା ଉତ୍ତେଜନା ଯୋଗୁ ଆର୍ଥିକ ଚାପ ବୃଦ୍ଧି ପାଇଛି ଏବଂ ମୁଦ୍ରାସ୍ଫୀତି ଏହାର ପ୍ରଭାବ ପକାଇବା ଆରମ୍ଭ…

ଦବିଲା ପୋଲ, କାର୍ଯ୍ୟାନୁଷ୍ଠାନ ଦାବି କରି ଝାଡ଼ଖଣ୍ଡ ମୁକ୍ତିମୋର୍ଚ୍ଚାର ସଭାପତି କହିଲେ…

ମୋରଡ଼ା,୩ା୪(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ଚିତ୍ରଡ଼ା-ମୋରଡ଼ା ମୁଖ୍ୟ ରାସ୍ତାର ଶିଳଦା ନିକଟରେ ଥିବା ଜମ୍ଭୀରା ପୋଲ ନିକଟରେ ଝାଡ଼ଖଣ୍ଡ ମୁକ୍ତିମୋର୍ଚ୍ଚାର ଜିଲା ସଭାପତି…

ଆମେରିକା ନିକଟରେ ମୁଣ୍ଡ ନୁଆଁଇବାକୁ ସିଧା ମନା କଲା ଇରାନ

ତେହରାନ,୩।୪: ମଧ୍ୟପ୍ରାଚ୍ୟ ଗତ ୩୪ ଦିନ ଧରି ଯୁଦ୍ଧର ନିଆଁରେ ବୁଡ଼ି ରହିଛି। ଆମେରିକା ଏବଂ ଇସ୍ରାଏଲର ଆକ୍ରମଣ ସତ୍ତ୍ୱେ, ଇରାନ ଅଟଳ ରହିଛି ଏବଂ ଏହି…

LSG ମାଲିକ ସଞ୍ଜିବ ଗୋଏଙ୍କାଙ୍କ ଉପରେ ରାଗିଲେ ଲଳିତ ମୋଦି; ପନ୍ତଙ୍କୁ କଲେ ସମର୍ଥନ

ନୂଆଦିଲ୍ଲୀ,୩।୪: ଦିଲ୍ଲୀ କ୍ୟାପିଟାଲ୍ସ ବିପକ୍ଷରେ ପରାଜୟ ପରେ, ଲକ୍ଷ୍ନୌ ସୁପର ଜାଏଣ୍ଟସ ମାଲିକ ସଞ୍ଜିବ ଗୋଏଙ୍କା, ଅଧିନାୟକ ରିଷଭ ପନ୍ତ ଏବଂ ମୁଖ୍ୟ ପ୍ରଶିକ୍ଷକ ଜଷ୍ଟିନ ଲାଙ୍ଗରଙ୍କ…

ସ୍ବାମୀଙ୍କୁ ନେଇ ଏମିତି କହିଦେଲେ ଆଲିଆ

ବଲିଉଡ୍‌ ଅଭିନେତା ରଣବୀର କପୁର ଆଜିକାଲି ବେଶ୍‌ ଚର୍ଚ୍ଚାରେ ଅଛନ୍ତି। ତାଙ୍କ ଆଗାମୀ ଚଳଚ୍ଚିତ୍ର ‘ରାମାୟଣ’ରେ ଭଗବାନ ରାମଙ୍କ ପ୍ରଥମ ଝଲକ ରିଲିଜ୍‌ ହୋଇଛି। ଦର୍ଶକ ରଣବୀରଙ୍କୁ…

ଟ୍ରେନ୍‌ ଟ୍ରାକ୍‌ରେ ପଡ଼ିଛି ଯୁବତୀଙ୍କ କ୍ଷତାକ୍ତ ମୃତଦେହ, ହାତରେ ଲେଖା ଅଛି ଏମିତି, ପାରିପାର୍ଶ୍ୱିକ ସ୍ଥିତିରୁ…

ବଲାଙ୍ଗୀର,୩ା୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର-ଖୁଜେନପାଲି ରେଳ ଫାଟକ ନିକଟରେ ଜଣେ ଯୁବତୀଙ୍କ କ୍ଷତାକ୍ତ ଅବସ୍ଥାରେ ମୃତଦେହ ପଡ଼ିଥିବା ଶୁକ୍ରବାର ଦେଖାଯାଇଛି। ମୃତ ଯୁବତୀଙ୍କ ପରିଚୟ ମିଳିଥିବା ବେଳେ…

୨୦୨୭ ରୁ ଆଇପିଏଲ ମ୍ୟାଚ ସଂଖ୍ୟା ବୃଦ୍ଧି ପାଇବ? ଅଧ୍ୟକ୍ଷଙ୍କ ଗୁରୁତ୍ୱପୂର୍ଣ୍ଣ ବୟାନ

ନୂଆଦିଲ୍ଲୀ,୩।୪: ଇଣ୍ଡିଆନ ପ୍ରିମିୟର ଲିଗର ୧୯ତମ ସଂସ୍କରଣ ବର୍ତ୍ତମାନ ଚାଲିଛି; ଛଅଟି ମ୍ୟାଚ ଖେଳାଯାଇସାରିଛି, ଏବଂ ଶୁକ୍ରବାର ଚେନ୍ନାଇ ସୁପର କିଙ୍ଗସ ଏବଂ ପଞ୍ଜାବ କିଙ୍ଗସ ମଧ୍ୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri