ପୃଥିବୀକୁ ଧ୍ୱଂସ କରିବା ଲାଗି ପାକିସ୍ତାନ ସହିତ ହାତ ମିଳାଇଛି ଚାଇନା: ପ୍ରସ୍ତୁତ ହେଉଛି ଜୈବିକ-ରାସାୟନିକ ଅସ୍ତ୍ର !

ନୂଆଦିଲ୍ଲୀ/ଓ୍ବାଶିଂଟନ, ୨୬।୮: ପୃଥିବୀରୁ କରୋନା ମହାମାରୀ ସଂକ୍ରମଣ ହଟିବାର ନାଁ ଧରୁନି। ଏପରିସ୍ଥଳେ କରୋନା ସଂକ୍ରମଣର ଏନ୍ତୁଡ଼ିଶାଳ ପାଲଟିଥିବା ଚାଇନା ଜୈବିକ ଅସ୍ତ୍ର ଏବଂ ରାସାୟନିକ ଅସ୍ତ୍ର ପ୍ରସ୍ତୁତ କରି ପୃଥିବୀ ଉପରେ ଅଧିକାର ସାବ୍ୟସ୍ତ କରିବାର ଷଡ଼ଯନ୍ତ୍ର ରଚିଛି। ଏନେଇ ପାକିସ୍ତାନ ସହିତ ଚାଇନା ହାତ ମିଳାଇଛି। ପାକିସ୍ତାନକୁ ଟଙ୍କାର ଲୋଭ ଦେଖାଇ ଚାଇନା ଏଭଳି କରୁଥିବା ନେଇ କ୍ଲାକ୍ସୋନ ରିପୋର୍ଟରେ ପ୍ରକାଶ ପାଇଥିବା ଗଣମାଧ୍ୟମ ସଂସ୍ଥା ଏଏନ୍‌ଆଇ ପକ୍ଷରୁ କୁହାଯାଇଛି। ଏହା ଉପରେ ଉହାନ୍‌ରେ ଏକ ବୈଜ୍ଞାନିକ ଦଳ ଗତ ୫ ବର୍ଷ ଧରି କାର୍ଯ୍ୟ ଜାରି ରଖିଛନ୍ତି। ଶତ୍ରୁ ଦେଶ ଉପରେ ଜୈବିକ ଅବା ରାସାୟନିକ ଅସ୍ତ୍ର ପ୍ରୟୋଗ କରିବା କିଛି ନୂଆ ଘଟଣା ନୁହେଁ। ୧୯୪୩ରୁ ୧୯୬୯ ମଧ୍ୟରେ ଆମେରିକା ମଧ୍ୟ ଏଭଳି ଅସ୍ତ୍ର ଉପରେ କାମ କରୁଥିଲା। ତେବେ ୧୯୯୭ରେ ପ୍ୟାରିସ୍‌ ଚୁକ୍ତିର ଆଇନ ଅନ୍ତର୍ଗତ ଏଭଳି ଅସ୍ତ୍ର ପ୍ରସ୍ତୁତି ଉପରେ କଡ଼ା କଟକଣା ଲଗାଯାଇଥିଲା। କିନ୍ତୁ ଏବେ ଚାଇନା ପାକିସ୍ତାନ ସହିତ ମିଶି ଏଭଳି କାର୍ଯ୍ୟ ଜାରି ରଖିଥିବା କୁହାଯାଉଛି। ପାକିସ୍ତାନରେ ଚାଇନା ନିବେଶ ବୃଦ୍ଧି ଏବଂ ବିକାଶ କାର୍ଯ୍ୟ କରିବାର ଲୋଭ ଦେଖାଇ ଏଭଳି ପ୍ରୋଜେକ୍ଟରେ ସାମିଲ କରିଥିବା କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ନୀରୋଗ ସ୍ବାସ୍ଥ୍ୟ ପାଇଁ ହୋମିଓପାଥି

ହୋମିଓପାଥି ଚିକିତ୍ସାର ଜନକ ଭାବେ ବିବେଚିତ ଡା. ସାମୁଏଲ ହ୍ୟାନିମାନ ୧୭୯୬ ଏପ୍ରିଲ ୧୦ ରେ ଜନ୍ମଗ୍ରହଣ କରିଥିଲେ। ସେହି ବିଶିଷ୍ଟ ଡାକ୍ତରଙ୍କ ଜନ୍ମଦିନ ଅବସରରେ ପ୍ରତିବର୍ଷ…

ଗୋଟିଏ ସ୍ଥାନରେ ୩ବର୍ଷ ରହି ପାରିବେନି ପୋଲିସ ବାବୁ, ତଥ୍ୟ ମାଗିଲେ ସରକାର

ଭୁବନେଶ୍ବର,୧୦।୪: ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଏକ ନୂଆ ବିଜ୍ଞପ୍ତି ଜାରି ହୋଇଛି। ଏଣିକି ଗୋଟିଏ ସ୍ଥାନରେ ୩ବର୍ଷ ରହି ପାରିବେ ନାହିଁ ପୋଲିସ । ସେହିପରି…

ଯୁବତୀଙ୍କୁ ବିବାହ ପ୍ରତିଶ୍ରୁତି ଦେଇ ଶାରୀରିକ ସମ୍ପର୍କ ରଖିବା ପରେ ପ୍ରତାରଣା, ସମ୍ପର୍କୀୟଙ୍କ ଘରେ ୩ ଦିନ ରଖି…

ନନ୍ଦାହାଣ୍ଡି,୧୦।୪ (ପ୍ରତୀପ କୁମାର ଦାଶ): ବିବାହ ପ୍ରତିଶ୍ରୁତି ଦେଇ ଶାରୀରିକ ସମ୍ପର୍କ ରଖିବା ପରେ ଯୁବତୀଙ୍କୁ ଛାଡି ଜଣେ ଯୁବକ ଫେରାର ହୋଇଯାଇଥିବା ନେଇ ନବରଙ୍ଗପୁର ଥାନାରେ…

୩୦୦ ଲୋକଙ୍କ ମୃତ୍ୟୁ ପରେ ଏବେ ହେବ ଆଲୋଚନା! ଲେବାନନ ଉପରେ ଆକ୍ରମଣ ମଧ୍ୟରେ ଇସ୍ରାଏଲର ୟୁ-ଟର୍ଣ୍ଣ

ନୂଆଦିଲ୍ଲୀ,୧୦।୪: ଲେବାନନ୍ ଉପରେ ଇସ୍ରାଏଲର ଆକ୍ରମଣର କିଛି ଦିନ ପରେ, ଦୁଇ ଦେଶ ମଧ୍ୟରେ ଆଲୋଚନା ପାଇଁ ପ୍ରସ୍ତୁତି ଚାଲିଛି। ଏହା ଉଲ୍ଲେଖନୀୟ ଯେ ଯୁଦ୍ଧବିରତି ଘୋଷଣା…

ନିଜର ଚମତ୍କାରୀ ବ୍ୟାଟ୍‌କୁ ଉପହାରରେ ଦେବେ ବୈଭବ, ଜାଣନ୍ତୁ କାହାକୁ ମିଳିବ ଏହି ଖାସ୍‌…

ନୂଆଦିଲ୍ଲୀ,୯।୪:  ଆଇପିଏଲ୍ ୨୦୨୬ର ସବୁଠାରୁ କନିଷ୍ଠ ଖେଳାଳି ବୈଭବ ସୂର୍ଯ୍ୟବଂଶୀ ଏବେ କ୍ରିକେଟ ଦୁନିଆରେ ନିଜର ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି। ନିକଟରେ ରାଜସ୍ଥାନ ରୟାଲ୍ସ ଦ୍ୱାରା…

୩ ମାସ ତଳେ ଚୋରି ହୋଇଥିଲା ସ୍କୁଟି, ଗୋଟିଏ ଟ୍ରାଫିକ ଚାଲାଣ ଯୋଗୁ ଫସିଗଲା ଚୋର, ମାଲିକ…

ହାଇଦ୍ରାବାଦ: ଏଠାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯାହା ଏବେ ସୋସିଆଲ ମିଡିଆରେ ବେଶ ଭାଇରାଲ ହେବାରେ ଲାଗିଛି। ଜଣେ ବ୍ୟକ୍ତିଙ୍କର ଚୋରି ହୋଇଥିବା ସ୍କୁଟିର…

ବନ୍ଦ ହେଲା ଆଉ ଏକ ଯୁଦ୍ଧ? ଲେବାନନ ସହିତ ସିଧାସଳଖ ଆଲୋଚନା ପାଇଁ ଇସ୍ରାଏଲ ପ୍ରସ୍ତୁତ

ଜେରୁଜେଲମ,୯।୪: ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଉତ୍ତେଜନା ମଧ୍ୟରେ, ଲେବାନନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ କୂଟନୈତିକ ପଦକ୍ଷେପ ଉଭା ହୋଇଛି। ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ଯଥାଶୀଘ୍ର…

ଅପେକ୍ଷାର ଅନ୍ତ! ରୟାଲ ଏନ୍‌ଫିଲ୍ଡ ଲଞ୍ଚ କଲା ପ୍ରଥମ ଇଲେକ୍ଟ୍ରିକ୍‌ ବାଇକ୍‌, ଜବରଦସ୍ତ ଫିଚର ସହ ମୂଲ୍ୟ…

ନୂଆଦିଲ୍ଲୀ,୯।୪: ଅପେକ୍ଷାର ଅନ୍ତ ଘଟିଛି। ଭାରତୀୟ ବଜାରରେ ରୟାଲ ଏନଫିଲ୍ଡ (Royal Enfield) ନିଜର ପ୍ରଥମ ଇଲେକ୍ଟ୍ରିକ ମୋଟରସାଇକେଲ ’ଫ୍ଲାଇଙ୍ଗ ଫ୍ଲି ସି୬’ (Flying Flea C୬)କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri