ଭାରତ ସୀମାରେ ଚାଇନାର ବୁଲେଟ ଟ୍ରେନ୍‌

ବେଜିଂ, ୨୫।୬: ଚାଇନା ପ୍ରଥମ ଥର ପାଇଁ ତିବ୍ବତକୁ ସମ୍ପୂର୍ଣ୍ଣ ବୈଦ୍ୟୁତିକ ବୁଲେଟ ଟ୍ରେନ୍‌ ଚଳାଇଛି। ଏହି ଟ୍ରେନ୍‌ ପ୍ରାଦେଶିକ ରାଜଧାନୀ ଲାସାରୁ ଅରୁଣାଚଳକୁ ଲାଗିଥିବା ତିବ୍ବତର ସୀମାନ୍ତ ସହର ନିଙ୍ଗ୍‌ଚି ସହ ସଂଯୋଗ କରୁଛି। ଜୁଲାଇ ୧ରେ ଚାଇନା କମ୍ୟୁନିଷ୍ଟ ପାର୍ଟି (ସିପିସି) ଏହାର ଶତବାର୍ଷିକୀ ପାଳନ କରିବାକୁ ଯାଉଥିବା ବେଳେ ଏହା ପୂର୍ବରୁ ସିଚୁଆନ-ତିବ୍ବତ ରେଲଓ୍ବେର ୪୩୫.୫ କିଲୋମିଟର ଦୀର୍ଘ ଲାସା-ନିଙ୍ଗଚି ସେକ୍ସନକୁ ଶୁକ୍ରବାର ଉଦ୍‌ଘାଟନ କରାଯାଇଛି। ଏହି ରେଳ ପ୍ରକଳ୍ପ କାର୍ଯ୍ୟକୁ ତ୍ୱରାନ୍ବିତ କରିବା ପାଇଁ ଗତ ନଭେମ୍ବରରେ ଚାଇନା ରାଷ୍ଟ୍ରପତି ଶି ଜିଙ୍ଗ୍‌ପିନ୍‌ ନିର୍ଦ୍ଦେଶ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୧୦ ବର୍ଷ ପୂର୍ବରୁ ହାର୍ଟ ଆଟାକର ସତର୍କ ସୂଚନା ଦେବ ଏଆଇ ଜ୍ଞାନକୌଶଳ : ଗବେଷଣା ରିପୋର୍ଟ…

ଜେନେଭା,୪।୧୨ : ବିଶ୍ୱ ସୱାସ୍ଥ୍ୟ ସଂଗଠନ ଅନୁଯାୟୀ ହାର୍ଟ ଆଟାକ ସାରା ବିଶ୍ୱରେ ମୃତ୍ୟୁର ମୁଖ୍ୟ କାରଣ ପାଲଟିଛି। ଆକଳନ କରାଯାଏ ଯେ ହାର୍ଟ ଆଟାକ...

ପୃଥିବୀ ଇତିହାସରେ ପ୍ରଥମ: ବାୟୁ ପ୍ରଦୂଷଣ ମୃତ୍ୟୁ ମାମଲାରେ ହେବ ବିଚାର

ଲଣ୍ଡନ,୩୦।୧୧: ପୃଥିବୀ ଇତିହାସରେ ପ୍ରଥମ ଥର ପାଇଁ ବାୟୁ ପ୍ରଦୂଷଣ ଯୋଗୁ ମୃତ୍ୟୁ ଘଟିଥିବା ଏକ ମାମଲାର ବିଚାର କରାଯିବ। ବ୍ରିଟେନ୍‌ ହାଇକୋର୍ଟରେ ସୋମବାର ଏଭଳି...

ଆତଙ୍କବାଦ ପ୍ରାୟୋଜିତ ଦେଶ ତାଲିକାରେ କ୍ୟୁବାର ନାମ ସାମିଲ

ୱାଶିଂଟନ,୧୨ ।୧: ଆମେରିକା ପୁଣିଥରେ କ୍ୟୁବାକୁ ଆତଙ୍କବାଦ ପ୍ରାୟୋଜିତ ଦେଶ ତାଲିକାରେ ସାମିଲ କରିଛି । ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ୱ୍ରମ୍ପଙ୍କ କାର୍ଯ୍ୟକାଳ ଶେଷ ହେବାର...

ବାଇଡେନ୍‌ଙ୍କୁ ପୁଟିନ୍‌ଙ୍କ ଧମକ, ୟୁକ୍ରେନ୍‌କୁ ଅସ୍ତ୍ରଶସ୍ତ୍ର ଦେଲେ ପରିଣତି ହେବ ଭୟଙ୍କର…

ମସ୍କୋ/ଓ୍ବାଶିଂଟନ, ୧୩।୩ : ରୁଷିଆ ରାଷ୍ଟ୍ରପତି ବ୍ଲାଡିମୀର ପୁଟିନ୍‌ ଆମେରିକା ପ୍ରତିପକ୍ଷ ଜୋ ବାଇଡେନ୍‌ଙ୍କ ପ୍ରଶାସନକୁ ଧମକ ଦେଇଛନ୍ତି। ୟୁକ୍ରେନ୍‌କ ଅସ୍ତ୍ରଶସ୍ତ୍ର ଯୋଗାଇଲେ ପରିଣତି ଭୟଙ୍କର...

ଗୋଟିଏ ବର୍ଷରେ ୨୦ ଲକ୍ଷ ବିଲେଇ ହତ୍ୟା କରିବେ ଅଷ୍ଟ୍ରେଲିଆ ସରକାର

କାନ୍‌ବେରା,୨।୫: ଆସନ୍ତା ୨୦୨୦ ସୁଦ୍ଧା ଅଷ୍ଟ୍ରେଲିଆ ସରକାର ୨୦ ଲକ୍ଷ ଜଙ୍ଗଲୀ ବିଲେଇ ହତ୍ୟା କରିବେ। ଏନେଇ ଯୋଜନା ପ୍ରସ୍ତୁତ ହୋଇଛି। ବିଲେଇଙ୍କ ଯୋଗୁ ଅନେକ...

ଜନ୍ମପରେ ଶିଶୁର ଏହି ଅଙ୍ଗକୁ ରଖାଯାଏ ବାସ୍କରେ

ଶିଶୁଟିଏ ଜନ୍ମ ହେଲେ ପରିବାରରେ ଆନନ୍ଦର ଲହରୀ ଖେଳିଯାଏ। ତେବେ ଶିଶୁ ଜନ୍ମକୁ ନେଇ ପ୍ରାୟ ସବୁ ସ୍ଥାନରେ ଭିନ୍ନ ଭିନ୍ନ ନିୟମ ପାଳନ କରାଯାଏ।...

ବିଶ୍ୱର ସବୁଠୁ ଥଣ୍ଡା ଦେଶ

ବିଶ୍ୱରେ ଏମିତି କିଛି ସ୍ଥାନ ଅଛି, ଯେଉଁଠି ଅଧିକ ଶୀତ ଅନୁଭୂତ ହୋଇଥାଏ। ଏହି ସ୍ଥାନଗୁଡ଼ିକରେ ତାପମାତ୍ରା ବେଳେବେଳେ ଶୂନ ରହିଥାଏ। ଫଳରେ ପ୍ରବଳ ତୁଷାରପାତ...

ତୃତୀୟ ବିଶ୍ୱଯୁଦ୍ଧ ମୁହାଁ ବିଶ୍ୱ, ଆମେରିକା ବୁଡ଼ା ଜାହାଜ ରୁଷିଆ ସମୁଦ୍ରରେ…

ମସ୍କୋ/ଓ୍ବାଶିଂଟନ, ୧୩।୨ : ୟୁକ୍ରେନକୁ ନେଇ ବିଶ୍ୱର ଦୁଇଟି ମହାଶକ୍ତି, ଆମେରିକା ଏବଂ ରୁଷିଆ ମଧ୍ୟରେ ପରିସ୍ଥିତି ଅତ୍ୟନ୍ତ ତିକ୍ତ ହୋଇପଡ଼ିଛି। ୟୁରୋପର ୱେଷ୍ଟର୍ଣ୍ଣ ଫ୍ରଣ୍ଟରେ...

Advertisement
Archives

Model This Week