ଶକ୍ସଗାମ୍‌ ଉପତ୍ୟକାକୁ ନିଜର ଦାବିକଲା ଚାଇନା

ବେଜିଂ,୧୩ା୧(ପି.ଟି.):  ଶକ୍ସଗାମ୍‌ ଉପତ୍ୟକାକୁ ଚାଇନା ସୋମବାର ପୁନର୍ବାର ନିଜର ଦାବି କରିବା ପରେ ବିବାଦ ମୁଣ୍ଡ ଟେକିଛି। ଉକ୍ତ ଅଞ୍ଚଳରେ ଚାଇନା-ପାକିସ୍ତାନ ଅର୍ଥନୈତିକ କରିଡର (ସିପିଇସି) ଭିତ୍ତିଭୂମି ପ୍ରକଳ୍ପକୁ ଭାରତ ବିରୋଧ କରିଥିବାବେଳେ ଚାଇନା ଏହାକୁ ଖୋଲା ପ୍ରତ୍ୟାଖ୍ୟାନ କରିଛି। ଚାଇନାର ନିର୍ମାଣ କାର୍ଯ୍ୟ ନିଜ ଅଞ୍ଚଳରେ ହେଉଥିବାରୁ ସମାଲୋଚନାର ବାହାରେ ବୋଲି ଏହାର ବହିର୍ବ୍ୟାପାର ମନ୍ତ୍ରଣାଳୟ ମୁଖପାତ୍ର ମାଓ ନିଙ୍ଗା କହିଛନ୍ତି। ତେବେ ନୂଆଦିଲ୍ଲୀ ଚାଇନାର ଉକ୍ତ ଆଭିମୁଖ୍ୟକୁ ଜୋର୍‌ଦାର ବିରୋଧ କରିଛି। ଶକ୍ସଗାମ୍‌ ଉପତ୍ୟକା ଭାରତୀୟ ଅଞ୍ଚଳ ହୋଇଥିବାରୁ ନୂଆଦିଲ୍ଲୀ ଏହାର ସ୍ବାର୍ଥର ସୁରକ୍ଷା କରିବ ବୋଲି ବେଜିଂକୁ ସତର୍କ କରାଇଦେଇଛି। ୬୦ ଦଶକର ଚାଇନା-ପାକିସ୍ତାନୀ ସୀମା ଚୁକ୍ତିନାମା ସିପିଇସି ଜରିଆରେ ବେଜିଂ କଶ୍ମୀରକୁ ସଂଯୋଗ କରୁଥିବା ସମ୍ବେଦନଶୀଳ ଭୂଖଣ୍ଡକୁ ନିଜ ନିୟନ୍ତ୍ରଣକୁ ନେବା ପାଇଁ ଉଦ୍ୟମ କରୁଛି। ଅନ୍ୟପକ୍ଷରେ ଭାରତ ପାଇଁ ଏହା ଅର୍ଥନୈତିକ ସହଯୋଗ ନୁହେଁ ବରଂ ସାର୍ବଭୌମତ୍ୱ ଏବଂ ଆଞ୍ଚଳିକ ଅଖଣ୍ଡତାର ପ୍ରସଙ୍ଗ ବୋଲି କୁହାଯାଇଛି। ପାକିସ୍ତାନ ବେଆଇନ ଭାବେ ଦଖଲ କରିଥିବା ଶକ୍ସଗାମ୍‌ ଉପତ୍ୟକାର ୫,୧୮୦ ବର୍ଗ କି.ମି. ଅଞ୍ଚଳକୁ ୧୯୬୩ରେ ଚାଇନାକୁ ହସ୍ତାନ୍ତର କରିଥିଲା।

 

Dharitri – The Largest & Most Trusted Odia Daily


Enter your email to get our daily news in your inbox.

All Right Reserved By Dharitri.Com

ଉପକୂଳରେ ଘୂର୍ଣ୍ଣିବଳୟ, ଦୁଇଟି ଟ୍ରଫ୍‌: ଆସନ୍ତା ୫ ଦିନ ଯାଏ ଏସବୁ ଜିଲାରେ ପ୍ରବଳ ବର୍ଷା, ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୨୧ା୭ (ବନ୍ଦନା ସେଠୀ)- ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଏହା ସଂଲଗ୍ନ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏଥିସହ ଦୁଇଟି ଟ୍ରଫ୍‌…

ଦକ୍ଷିଣମୋଡ଼ ହେଲା ଦର୍ପଦଳନ, ଅଧାରେ ଅଟକିଲା ତାଳଧ୍ୱଜ: ନନ୍ଦିଘୋଷ… 

ପୁରୀ,୨୧ା୭(ଅଜିତ୍‌ କୁମାର ମହାନ୍ତି): ମହାପ୍ରଭୁ ଶ୍ରୀଜଗନ୍ନାଥ ବଡ଼ଭାଇ ବଳଭଦ୍ର ଏବଂ ଭଉଣୀ ସୁଭଦ୍ରାଙ୍କୁ ସାଙ୍ଗରେ ଧରି ରଥାରୂଢ଼ ହୋଇ ଆସି ଶ୍ରୀଗୁଣ୍ଡିଚା ମନ୍ଦିରରେ ଅବସ୍ଥାନ କରିଛନ୍ତି। ରଥଯାତ୍ରାର…

ଛାତ୍ରଙ୍କ ଉପରେ ଲାଠିଚାର୍ଜକୁ ନେଇ କ୍ଷୁବ୍ଧ ଅରିଜିତ, କହିଲେ– ‘ନିଜକୁ ଭଗବାନ ଭାବୁଛନ୍ତି କି?’

ନୂଆଦିଲ୍ଲୀ,୨୧।୭: ଦିଲ୍ଲୀରେ ୨୦ ଜୁଲାଇରେ କକରୋଚ୍ ଜନତା ପାର୍ଟି (CJP)ର ଆହ୍ୱାନରେ ଆୟୋଜିତ ସଂସଦ ମାର୍ଚ୍ଚ ସମୟରେ ଛାତ୍ର ଓ ପୋଲିସ ମଧ୍ୟରେ ଉତ୍ତେଜନା ସୃଷ୍ଟି ହୋଇଥିଲା।…

ରାଜ୍ୟ ରାଜନୀତିରେ ଚହଳ: ଧର୍ମେନ୍ଦ୍ରଙ୍କ ଇସ୍ତଫା ଦାବି କଲେ ନବୀନ

ନୂଆଦିଲ୍ଲୀ/ ଭୁବନେଶ୍ୱର:୨୧।୭: ଓଡ଼ିଶା ତଥା ଜାତୀୟ ରାଜନୀତିରେ ଏକ ବଡ଼ ଧରଣର ହଟଚମଟ ସୃଷ୍ଟି ହୋଇଛି। ପୂର୍ବତନ ମୁଖ୍ୟମନ୍ତ୍ରୀ, ଓଡ଼ିଶା ବିଧାନସଭାର ବିରୋଧୀ ଦଳ ନେତା ନବୀନ…

ପୁଣି ଆନ୍ଦୋଳନ ଡାକରା ଦେଲା CJP! ଆଜି ରାତି ୮ଟାରେ ଦିଲ୍ଲୀରେ ହେବ…

ନୂଆଦିଲ୍ଲୀ,୨୧।୭: ନିଟ୍ (NEET) ପେପର ଲିକ୍, କୃଷକଙ୍କ ଆନ୍ଦୋଳନ ଏବଂ ପୋଲିସର ବଳପ୍ରୟୋଗ ବିରୋଧରେ ଦିଲ୍ଲୀରେ ରାଜନୈତିକ ସରଗରମ ବୃଦ୍ଧି ପାଇବାରେ ଲାଗିଛି। ଏହି କ୍ରମରେ କକରୋଚ…

ଜୀରାନଦୀ ଜଳ ହେବ ସ୍ବଚ୍ଛ: ୧୭୮.୫୦ କୋଟି ଟଙ୍କାର ଏସଟିପି ପ୍ରକଳ୍ପ ପାଇଁ ମିଳିଲା ରାଜ୍ୟ ସରକାରଙ୍କ ମଞ୍ଜୁରୀ

ବରଗଡ଼,୨୧।୭(ପ୍ରେମାନନ୍ଦ ଖମାରୀ)- ବରଗଡ଼ ସହର ମଧ୍ୟ ଦେଇ ପ୍ରବାହିତ ଜୀରାନଦୀକୁ ପ୍ରଦୂଷଣମୁକ୍ତ କରିବା ଏବଂ ସହରର ବ୍ୟବହୃତ ଜଳ ପରିଚାଳନା ବ୍ୟବସ୍ଥାକୁ ସୁଦୃଢ଼ କରିବା ପାଇଁ ରାଜ୍ୟ…

ମୋଦିଙ୍କ ଘର ଆଗରେ ଶୋଇଗଲେ ରାହୁଲ; ଉଠାଇ ନେଲା ପୋଲିସ, ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୨୧।୭: ନିଟ୍ (NEET) ପେପର ଲିକ୍ ଏବଂ ଛାତ୍ରଛାତ୍ରୀଙ୍କ ଉପରେ ଦିଲ୍ଲୀ ପୋଲିସର ବଳପ୍ରୟୋଗ ବିରୋଧରେ ମଙ୍ଗଳବାର ଦିନ ପ୍ରଧାନମନ୍ତ୍ରୀଙ୍କ ବାସଭବନ ଆଗରେ କଂଗ୍ରେସ ପକ୍ଷରୁ ଧାରଣା…

୪ ମାସ ହେଲା ମିଳୁନି ଭତ୍ତା: ଅନ୍ଦୋଳନ ପାଇଁ ସଜବାଜ ହିତାଧିକାରୀ

ଭଞ୍ଜନଗର,୨୧।୭(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକର କିଛି ହିତାଧିକାରୀ ବିଗତ ୪ ମାସ ହେଲା ବକେୟା ଭତ୍ତା ଅର୍ଥ ପାଇ ପାରିନାହାନ୍ତି। ଫଳରେ ଉକ୍ତ ହିତାଧିକାରୀ ମାନେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri