ଭାରତୀୟଙ୍କ ଉପରୁ ଭିଜା ବ୍ୟାନ୍‌ ହଟାଇଲା ଚାଇନା

ବେଜିଂ,୧୪।୬: କୋଭିଡ୍‌ ମହାମାରୀ ଯୋଗୁ ଚାଇନା ୨ ବର୍ଷ ହେଲା ଲଗାଇଥିବା ଭିଜା କଟକଣା ହଟାଇଦେବାକୁ ନିଷ୍ପତ୍ତି ନେଇଛି। ଏହି କଟକଣା ଯୋଗୁ ଭାରତରେ ଅଟକି ରହିଥିବା ପେସାଦାର ଓ ସେମାନଙ୍କ ପରିବାରଙ୍କୁ ବେଜିଂ ଭିଜା ଯୋଗାଇଦେବ ବୋଲି ଘୋଷଣା କରିଛି। ସେହିପରି ଚାଇନା ବିଶ୍ୱବିଦ୍ୟାଳୟଗୁଡ଼ିକରେ ପଢ଼ୁଥିବା ହଜାର ହଜାର ଭାରତୀୟ ଛାତ୍ରୀଛାତ୍ର ପୁଣିଥରେ କଲେଜ ଓ ବିଶ୍ୱବିଦ୍ୟାଳୟରେ ଯୋଗଦେବା ଲାଗି କରିଥିବା ଆବେଦନକୁ ବେଜିଂ ବିଚାର କରୁଛି। ଭାରତରେ ଥିବା ଚାଇନା ଦୂତାବାସ ଦୁଇବର୍ଷ ପରେ କୋଭିଡ୍‌-୧୯ ଭିଜା ନୀତିରେ ସଂଶୋଧନ କରିଛି। କାମରେ ଯୋଗଦେବାକୁ ଚାଇନା ଯିବାକୁ ଚାହୁଥବା ବିଦେଶୀ ନାଗରିକ ଓ ସେମାନଙ୍କ ପରିବାର ସଦସ୍ୟଙ୍କ ଭିଜା ଆବେଦନକୁ ଗ୍ରହଣ କରାଯିବ ବୋଲି ଦୂତାବାସ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପାକିସ୍ତାନରେ ଯୁବତୀ ଖେଳିଲେ ହୋଲି

ଇସଲାମାବାଦ,୯ା୩: ଭାରତରେ ଦୋଳପୂର୍ଣ୍ଣିମା ପରଦିନ ହୋଲି ଉତ୍ସବ ପାଳନ କରାଯାଏ। କିନ୍ତୁ କିଛି ସହରରେ ହୋଲି ଦୁଇ ଦିନ ପାଇଁ ପାଳନ କରାଯାଏ। ଆଜି ଅର୍ଥାତ୍‌...

ଇମ୍ରାନଙ୍କୁ ଡରାଉଛି ମୃତ୍ୟୁର ଭୟ, କୋର୍ଟରେ ହାଜର ହେବା ପୂର୍ବରୁ ସିଜେପିଙ୍କୁ ଚିଠି ଲେଖି ମାଗିଲେ ପର୍ଯ୍ୟାପ୍ତ ସୁରକ୍ଷା

ଇସଲାମାବାଦ,୬ ।୩: ତୋଶାଖାନା ମାମଲାରେ ଇସଲାମାବାଦ ପୋଲିସ ରବିବାର ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ତଥା ପାକିସ୍ତାନ ତେହରିକ-ଏ-ଇନସାଫର ମୁଖ୍ୟ ଇମ୍ରାନ ଖାଁଙ୍କୁ ଗିରଫ କରିବାକୁ ଲାହୋର...

ବିଶ୍ୱ ମ୍ୟାଲେରିଆ ଦିବସର ୨୪ ଘଣ୍ଟା ପୂର୍ବରୁ ପ୍ରଥମ ମ୍ୟାଲେରିଆ ପ୍ରତିଷେଧକ ଟୀକା ଆଫ୍ରିକାର ମାଲଓ୍ବିରେ ଦିଆଗଲା

ଜେନେଭା,୨୪।୪: ମ୍ୟାଲେରିଆ ରୋଗର ନିରାକରଣ ପାଇଁ ପ୍ରସ୍ତୁତ ହୋଇଥିବା ପ୍ରଥମ ପ୍ରତିଷେଧକ ଟୀକା ଆଫ୍ରିକାର ମାଲଓ୍ବିରେ ଦିଆଯାଇଛି। ଗତ ୩୦ ବର୍ଷ ଧରି ମ୍ୟାଲେରିଆ ପ୍ରତିଷେଧକ...

ଶ୍ରୀଲଙ୍କାରେ ମହଙ୍ଗା ମାଡ: ପେଟ୍ରୋଲ ପାଇଁ ଲାଇନରେ ଠିଆ ହୋଇ ଲୋକଙ୍କ ମୃତ୍ୟୁ

କଲମ୍ବୋ,୨ ।୪: ବିଦେଶି ମୁଦ୍ରା କମ୍ ଯୋଗୁ ଶ୍ରୀଲଙ୍କାରେ ଖୋଦେଇଥିବା ମହଙ୍ଗା ମାଡ ଏବେ ସାଧାରଣ ଜନଜୀବନ ଉପରେ ଖୁବ୍ ପ୍ରଭାବ ପାକାଉଛି । ଲୋକେ...

ରାଫାଲ ଅଫିସରେ ଚୋରି

ପ୍ୟାରିସ୍‌/ନୂଆଦିଲ୍ଲୀ,୨୩ା୫: ଫ୍ରାନ୍ସ ରାଜଧାନୀ ପ୍ୟାରିସ୍‌ରେ ରାଫାଲ ଯୁଦ୍ଧବିମାନ ଚୁକ୍ତି ପରିଚାଳନା କରୁଥିବା ଭାରତୀୟ ବାୟୁସେନା (ଆଇଏଏଫ୍‌)ର ଅଫିସରେ ଚୋରି ହୋଇଛି। ସେଠାରୁ କେତେକ ଦସ୍ତାବିଜ ଓ...

ୟୁଏଇରେ ଫସିଛନ୍ତି ୨୦୦ ଭାରତୀୟ ଶ୍ରମିକ

ଦୁବାଇ, ୧୧ା୯ (ପି.ଟି.): ପେଟ ଲାଗି ୟୁଏଇ ଯାଇ ଶ୍ରମିକ ଭାବେ କାର୍ଯ୍ୟକରୁଥିବା ପ୍ରାୟ ୨୦୦ ଭାରତୀୟ ଏବେ ସେଠାରେ ଫସି ରହିଛନ୍ତି। ଦୀର୍ଘମାସ ହେବ...

କୋଭିଡ୍‌ ଟିକା ପାସ୍‌ ନ ଥିଲେ ରେଷ୍ଟୁରାଣ୍ଟ୍‌-ଜିମ୍‌ରେ ପ୍ରବେଶ ମନା…

ନ୍ୟୁୟର୍କ,୪।୮: ଆମେରିକାରେ ପୁଣି କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଛି। ସୁରକ୍ଷାକୁ ଦୃଷ୍ଟିରେ ରଖି ନ୍ୟୁୟର୍କ ସହରରେ କେତେକ ସର୍ବସାଧାରଣ ସ୍ଥଳକୁ ଯିବା ଲାଗି କଟକଣା ଜାରି...

ହ୍ୟାରୀ ପୋଟର ଅଭିନେତାଙ୍କ ପରଲୋକ…

ଓ୍ବାଶିଂଟନ,୯।୧୧ : ବହୁ ଲୋକପ୍ରିୟ କ୍ୟାରି ଅନ ଧାରାବାହିକରେ ତାଙ୍କ ଭୂମିକା ପାଇଁ ଜଣାଶୁଣା ଏବଂ ହ୍ୟାରି ପୋଟର୍‌ରେ ଶର୍ଟିଂ ହାଟକୁ ସ୍ବର ଦେଇଥିବା ବ୍ରିଟିଶ...

Advertisement
Archives

Model This Week