Posted inଜାତୀୟ

ସୁଧୁରୁନି ଚାଇନା: ଅରୁଣାଚଳ ପ୍ରଦେଶକୁ ନେଇ ଡ୍ରାଗନର ଭିତିରିଆ ଖେଳ

ନୂଆଦିଲ୍ଲୀ/ବେଜିଂ,୧।୪: ଅରୁଣାଚଳ ପ୍ରଦେଶକୁ ନେଇ ଭାରତ ଏବଂ ଚାଇନା ମଧ୍ୟରେ ବିବାଦ ପୁଣି ବଢୁଥିବା ଜଣାପଡିଛି। ଚାଇନା ପୁନର୍ବାର ଭାରତର ଏହି ଉତ୍ତର-ପୂର୍ବ ରାଜ୍ୟ ବିଷୟରେ କିଛି କରିଛି, ଯାହା ଦୁଇ ଦେଶ ମଧ୍ୟରେ ତିକ୍ତତା ବଢାଇପାରେ। ଚାଇନା ଅରୁଣାଚଳ ପ୍ରଦେଶର ୩୦ଟି ନୂତନ ନାମର ଏକ ତାଲିକା ପ୍ରକାଶ କରିଛି। ରିପୋର୍ଟ ଅନୁଯାୟୀ, ଏହି ସମସ୍ତ ନାମ ଚାଇନିଜ ଅକ୍ଷରରେ ଲେଖାଯାଇଛି। ଚାଇନା ଏହି ନାମଗୁଡିକ ପର୍ବତ, ନଦୀ ଏବଂ କିଛି ଗୁରୁତ୍ୱପୂର୍ଣ୍ଣ ସ୍ଥାନକୁ ଦେଇଛି।
ଚାଇନାର ସିଭିଲ ବ୍ୟାପାର ମନ୍ତ୍ରଣାଳୟ ଅରୁଣାଚଳ ପ୍ରଦେଶର ଭୌଗୋଳିକ ନାମର ଚତୁର୍ଥ ତାଲିକା ପ୍ରକାଶ କରିଛି। ଏହି ଅଞ୍ଚଳରେ ଜନସାଧାରଣଙ୍କ ବ୍ୟବହାରରେ ତିରିଶ ଅତିରିକ୍ତ ନାମ ୱେବସାଇଟରେ ଆନୁଷ୍ଠାନିକ ଭାବରେ ପ୍ରକାଶ ପାଇଛି।
ଚାଇନା ସରକାର ଏପ୍ରିଲ ୨୦୨୩ରେ ଚାଇନାର ଅକ୍ଷର ବ୍ୟବହାର କରି ଏହି ଅଞ୍ଚଳରେ ୧୧ଟି ନାମ ଚୂଡାନ୍ତ କରିଛନ୍ତି, ଯାହା ତୃତୀୟ ତାଲିକା ଥିଲା। ପ୍ରଥମ ତାଲିକା ୨୦୨୭ରେ ଆସିଥିବାବେଳେ ଦ୍ୱିତୀୟ ତାଲିକା ୨୦୨୧ରେ ପ୍ରକାଶ ପାଇଥିଲା। ଚତୁର୍ଥ ତାଲିକା ପ୍ରକାଶ ପାଇବା ସହିତ ଏହା ମଧ୍ୟ କୁହାଯାଇଛି ଯେ ଏହି ନାମଗୁଡିକ ମେ ୧, ୨୦୨୪ରୁ କାର୍ଯ୍ୟକାରୀ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ମଣିପୁରରେ ପୁଣି ହିଂସା

ଇମ୍ଫାଲ,୫ା୨: ମଣିପୁରର କୁକି ଅଧ୍ୟୁଷିତ ଚୁରାଚାନ୍ଦପୁର ଜିଲାରେ ଗୁରୁବାର ସନ୍ଧ୍ୟାରେ ହିଂସାକାଣ୍ଡ ଦେଖାଦେଇଛି। ରାଜ୍ୟରେ ଭାଜପା ନେତୃତ୍ୱଧୀନ ସରକାରରେ ବିଧାୟିକା ନେମ୍‌ଚା କିପ୍‌ଗେନ୍‌ଙ୍କୁ ଉପମୁଖ୍ୟମନ୍ତ୍ରୀ କରାଯିବାକୁ ବିରୋଧକରି…

ବରଗଡ଼ରେ ଗୋଷ୍ଠୀ ସଂଘର୍ଷ: ବୁଲିଲା ଭୁଜାଲି, ଜଣେ ମୃତ, ୨ଗୁରୁତର

ବରଗଡ଼,୫।୨(ପ୍ରେମାନନ୍ଦ ଖମାରୀ): ବରଗଡ ସହର ହାଟପଦା ସାଇ ମନ୍ଦିର ପାଖରେ ଗୁରୁବାର ସନ୍ଧ୍ୟାରେ ଗୋଷ୍ଠୀ ସଂଘର୍ଷ ହୋଇଛି । କୌଣସି ଏକ କାରଣକୁ ନେଇ ୨ ଗୋଷ୍ଠୀ…

ଲୁଚି ଲୁଚି ଏହି ଅଭିନେତ୍ରୀଙ୍କ ସହ ନିର୍ବନ୍ଧ କଲେ ଏଲଭିଶ ଯାଦବ, ଫଟୋ ଭାଇରାଲ

ମୁମ୍ବାଇ: ଲୋକପ୍ରିୟ ୟୁଟ୍ୟୁବର୍ ଏଲଭିଶ ଯାଦବ ଏବଂ ଅଭିନେତ୍ରୀ ଜିଆ ଶଙ୍କରଙ୍କୁ ନେଇ ଏବେ ସୋସିଆଲ ମିଡିଆରେ ଜୋରଦାର ଚର୍ଚ୍ଚା ଚାଲିଛି। ନିକଟରେ ଏଲଭିଶ ଏକ ରହସ୍ୟମୟ…

ଟି-୨୦ ବିଶ୍ୱକପ ପୂର୍ବରୁ ବେନ୍ ଷ୍ଟୋକ୍ସଙ୍କୁ ଶକ୍ତ ଧକ୍କା: ମୁହଁରେ ବଲ୍ ବାଜି ବିଗିଡ଼ିଗଲା ଚେହେରା

ନୂଆଦିଲ୍ଲୀ,୫।୨: ଟି-୨୦ ବିଶ୍ୱକପ ପୂର୍ବରୁ ଇଂଲଣ୍ଡର ଷ୍ଟାର ଅଲରାଉଣ୍ଡର ବେନ୍ ଷ୍ଟୋକ୍ସ ଏକ ବଡ଼ ଦୁର୍ଘଟଣାର ଶିକାର ହୋଇଛନ୍ତି। ଅଭ୍ୟାସ ସମୟରେ ତାଙ୍କ ମୁହଁରେ ଗଭୀର ଆଘାତ…

ହାଟରୁ ସଉଦା ଧରି ଘରକୁ ଫେରୁଥିଲେ, ହେଲେ ବାଟରେ…

ଆନନ୍ଦପୁର,୫।୨(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଘସିପୁରା ଥାନା ୨୦ ନମ୍ବର ଜାତୀୟ ରାଜପଥ କନ୍ତୋ ଛକଠାରେ ଗୁରୁବାର ଏକ ଦୁର୍ଘଟଣା ଘଟିଛି। ଏକ ଅଜଣା…

ବିପଦରେ ସୁନେତ୍ରା ପାଓ୍ବାରଙ୍କ ଉପ ମୁଖ୍ୟମନ୍ତ୍ରୀ ପଦ! କାହିଁକି ଉଠୁଛି ଏମିତି ପ୍ରଶ୍ନ? ଉତ୍ତର ରଖିଲା NCP

ମୁମ୍ବାଇ,୫।୨: ଗଣମାଧ୍ୟମ ସହିତ ଏକ ସ୍ବତନ୍ତ୍ର ସାକ୍ଷାତକାରରେ, ମହାରାଷ୍ଟ୍ରର ଏନସିପି ଅଧ୍ୟକ୍ଷ ସୁନୀଲ ତଟକରେ ସୁନେତ୍ରା ପାୱାରଙ୍କୁ ଉପମୁଖ୍ୟମନ୍ତ୍ରୀ ଭାବରେ ନିଯୁକ୍ତି ସମେତ ଅନେକ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ…

BEd ସମ୍ପର୍କରେ ବଡ଼ ଅପଡେଟ୍, ସରକାର ଜାରି କଲେ ବିଜ୍ଞପ୍ତି, ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୫।୨: ଶିକ୍ଷକତାକୁ ନିଜର ବୃତ୍ତି ଭାବେ ଗ୍ରହଣ କରିବାକୁ ଚାହୁଁଥିବା ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର। ଉତ୍ତର ପ୍ରଦେଶ ଝାନ୍‌ସୀସ୍ଥିତ ବୁନ୍ଦେଲଖଣ୍ଡ ବିଶ୍ୱବିଦ୍ୟାଳୟ ପକ୍ଷରୁ ‘ୟୁପି BEd…

ନିଖୋଜ ଥିଲେ: କେନାଲରୁ ମିଳିଲା ବୃଦ୍ଧଙ୍କ ମୃତଦେହ

କୋକସରା,୫।୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ମାଝୀଗୁଡା ପଞ୍ଚାୟତ କାଦୋପଡା ନିକଟ ଇନ୍ଦ୍ରାବତୀ କେନାଲରୁ କୋକସରା ପୋଲିସ ଜଣେ ବୃଦ୍ଧଙ୍କ ମୃତଦେହ ଉଦ୍ଧାର କରିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri