ପୁଣି ଥରେ ତାଇଓ୍ବାନକୁ ଚେତାବନୀ ଦେଲା ଚାଇନା

ବେଜିଂ,୨୧ା୪: ଚାଇନାର ବୈଦେଶିକ ମନ୍ତ୍ରୀ ଶୁକ୍ରବାର ପୁଣି ଥରେ ତାଇଓ୍ବାନକୁ ଧମକ ଦେଇଛନ୍ତି। ସେ କହିଛନ୍ତି, ବେଜିଂର ଦାବିକୁ ବିରୋଧ କରୁଥିବା ବ୍ୟକ୍ତି ନିଜ ପାଇଁ ଅସୁବିଧା ସୃଷ୍ଟି କରୁଛନ୍ତି।

ବୈଦେଶିକ ମନ୍ତ୍ରୀ କିନ୍‌ ଗ୍ୟାଙ୍ଗ ବିଶ୍ୱ ଅର୍ଥନୀତିରେ ଚାଇନାର ଅବଦାନ ତଥା ବିକାଶଶୀଳ ଦେଶର ସ୍ବାର୍ଥକୁ ସମର୍ଥନ କରିବା ବିଷୟରେ ଏକ ଅଭିଭାଷଣରେ ଏହା କହିଛନ୍ତି। ଏଥିରେ ସେ କମ୍ୟୁନିଷ୍ଟ ପାର୍ଟିର ସାଧାରଣ ସମ୍ପାଦକ ସି ଜିନପିଙ୍ଗଙ୍କ ବିଶ୍ୱ ସୁରକ୍ଷା ପଦକ୍ଷେପକୁ ବାରମ୍ବାର ପ୍ରଶଂସା କରିଥିଲେ। ସାଂଘାଇର ଆର୍ଥିକ କେନ୍ଦ୍ରରେ ତାଙ୍କ ଅଭିଭାଷଣ ଶେଷରେ ସେ କହିଛନ୍ତି, ଜାତୀୟ ସାର୍ବଭୌମତ୍ୱ ତଥା ଆଞ୍ଚଳିକ ଅଖଣ୍ଡତା ସୁରକ୍ଷା କରିବା ନିନ୍ଦନୀୟ।


Enter your email to get our daily news in your inbox.

All Right Reserved By Dharitri.Com

ବଡ଼ ରେକର୍ଡ ଭାଙ୍ଗିଲେ ବୈଭବ ସୂର୍ଯ୍ୟବଂଶୀ: ପ୍ରଥମ ୩ ବଲ୍‌ରେ କଲେ ଆଶ୍ଚର୍ଯ୍ୟଜନକ କାରନାମା

ମୁମ୍ବାଇ,୮।୪: ଭାରତୀୟ ଷ୍ଟାର ବ୍ୟାଟ୍ସମ୍ୟାନ୍‌ ବୈଭବ ସୂର୍ଯ୍ୟବଂଶୀ ଯେତେବେଳେ କ୍ରିଜରେ ଥାଆନ୍ତି ସେତେବେଳେ ଝଡ଼ ପରି ଲାଗେ। IPL 2026ର ୧୩ତମ ମ୍ୟାଚରେ ମଧ୍ୟ ସମାନ କିଛି…

ଯୁଦ୍ଧବିରତି ପରେ ଭାରତୀୟଙ୍କୁ ତୁରନ୍ତ ଇରାନ ଛାଡ଼ିବାକୁ ନିର୍ଦ୍ଦେଶ, ହେଲ୍‌ପଲାଇନ ନମ୍ବର ଜାରି କରି…

ତେହରାନ,୮ା୪: ଇରାନରେ ବଢ଼ୁଥିବା ସଂଘର୍ଷ ମଧ୍ୟରେ ତେହରାନର ଭାରତୀୟ ଦୂତାବାସ ବୁଧବାର ଏକ ନୂଆ ସୁରକ୍ଷା ପରାମର୍ଶ ଜାରି କରିଛି। ଏଥିରେ ଇରାନରେ ରହୁଥିବା ଭାରତୀୟ ନାଗରିକମାନଙ୍କୁ…

ଯୁଦ୍ଧବିରତି ଭିତରେ ପୁଣି ହାଇ ଆଲର୍ଟ, ମିସାଇଲ ମାଡ଼ କଲା ଇରାନ୍‌…

ତେହରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ଘୋଷଣା ସତ୍ତ୍ୱେ, ଇସ୍ରାଏଲ ଏବଂ ଇରାନ ଉଭୟ ଯୁଦ୍ଧକ୍ଷେତ୍ରରେ ସକ୍ରିୟ ଅଛନ୍ତି। ଏହା କାତାର ଏବଂ କୁୱେତ ସମେତ…

ଇରାନ-ଆମେରିକା ଯୁଦ୍ଧବିରତିକୁ ଇସ୍ରାଏଲର ଝଟକା: ବଡ଼ ଘୋଷଣା କରିଦେଲେ ନେତାନ୍ୟାହୁ, ଭୟରେ ଥରିଲା…

ଓ୍ବାଶିଂଟନ୍‌,୮।୪: ମଧ୍ୟପ୍ରାଚ୍ୟରେ ଯୁଦ୍ଧବିରତି ଘୋଷଣା ଅନେକ ଦେଶକୁ ଆଶ୍ୱସ୍ତି ଦେଇଛି। ଏହି ସମୟରେ ଇସ୍ରାଏଲ ଏକ ଆଶ୍ଚର୍ଯ୍ୟଜନକ ବିବୃତ୍ତି ଦେଇଛି। ଇସ୍ରାଏଲ ସ୍ପଷ୍ଟ କରିଛି ଯେ ଲେବନାନରେ…

RBI ଗଭର୍ନରଙ୍କ ବଡ଼ ଘୋଷଣା: ରେପୋ ରେଟ୍‌ ଅପରିବର୍ତ୍ତିତ

ନୂଆଦିଲ୍ଲୀ,୮।୪: ଭାରତୀୟ ରିଜର୍ଭ ବ୍ୟାଙ୍କ ଆର୍ଥିକ ବର୍ଷ ୨୦୨୭ ପାଇଁ ନୀତି ହାର ଘୋଷଣା କରିଛି। ଲଗାତାର ଦ୍ୱିତୀୟ ବର୍ଷ ପାଇଁ RBI ରେପୋ ରେଟ୍‌କୁ ଅପରିବର୍ତ୍ତିତ…

‘ହର୍ମୁଜ ପ୍ରଣାଳୀରେ ଆମେରିକା… ’, ଯୁଦ୍ଧବିରତି ପରେ ଟ୍ରମ୍ପଙ୍କ ନୂଆ ବାର୍ତ୍ତା ଶୁଣି ଇରାନ ଖୁସିରେ ଗଦ୍‌ଗଦ୍‌

ଓ୍ବାଶିଂଟନ୍‌,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ଘୋଷଣା କରାଯାଇଛି। ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଘୋଷଣା କରିଛନ୍ତି ଯେ ସେ ଆଗାମୀ ଦୁଇ ସପ୍ତାହ ପାଇଁ ଇରାନ…

ମୋଦିଙ୍କୁ ଝଟ୍‌କା: ଆମେରିକା-ଇରାନ ଯୁଦ୍ଧବିରତି ଚୁକ୍ତିନାମା ନେଇ କଂଗ୍ରେସର ପ୍ରଥମ ପ୍ରତିକ୍ରିୟା, ପାକିସ୍ତାନର…

ନୂଆଦିଲ୍ଲୀ,୮ା୪: ଆମେରିକା-ଇରାନ ମଧ୍ୟରେ ଯୁଦ୍ଧବିରତି ଚୁକ୍ତିନାମା ନେଇ କଂଗ୍ରେସ ପକ୍ଷରୁ ପ୍ରଥମ ପ୍ରତିକ୍ରିୟା ପ୍ରକାଶ ପାଇଛି। କଂଗ୍ରେସ ଏମ୍‌ପି ଜୟରାମ ରମେଶ ସୋସିଆଲ ମିଡିଆ ପ୍ଲାଟଫର୍ମ ‘X’ରେ…

ଆଜିଠୁ ବଢିଲା ଏୟାର ଇଣ୍ଡିଆ ଭଡ଼ା: ଜାଣନ୍ତୁ କେତେ ହେଲା…

ନୂଆଦିଲ୍ଲୀ,୮ା୪:ବିମାନ ଇନ୍ଧନ(ଏଟିଏଫ୍‌) ମୂଲ୍ୟ ବୃଦ୍ଧିକୁ ନେଇ ଏୟାର ଇଣ୍ଡିଆ ଏହାର ଘରୋଇ ଏବଂ ଅନ୍ତର୍ଜାତୀୟ ରୁଟ୍‌ରେ ସମସ୍ତ ବିମାନ ଯାତ୍ରା ପାଇଁ ମୂଲ୍ୟବୃଦ୍ଧି ଘୋଷଣା କରିଛି। ପ୍ରତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri