ଚାଇନା-ପାକିସ୍ତାନର ମିଳିତ ୫୧ ହଜାର କୋଟିର ରେଳ ପ୍ରୋଜେକ୍ଟ, ଭାରତ ପାଇଁ ଚିନ୍ତାର କାରଣ

ନୂଆଦିଲ୍ଲୀ,୯ା୮: ଚାଇନା ଏବଂ ପାକିସ୍ତାନ ମିଳିତ ଭାବେ ଭାରତ ସହିତ ଜଡ଼ିତ ବିବାଦୀୟ କ୍ଷେତ୍ର ଉପରେ ହଇରାଣ ହରକତ କରୁଛନ୍ତି। ବର୍ତ୍ତମାନ ଚାଇନା ଏବଂ ପାକିସ୍ତାନ ମିଳିତ ଭାବେ ସେମାନଙ୍କ ଆର୍ଥିକ କରିଡର ପାଇଁ ହଜାରେ କୋଟି ମୂଲ୍ୟର ଏକ ରେଳ ପ୍ରକଳ୍ପ ଆରମ୍ଭ କରୁଛନ୍ତି। ଏହି ପ୍ରକଳ୍ପ ଏକ କ୍ଷେତ୍ରରୁ ସୃଷ୍ଟି ହୋଇଛି। ଯାହାକୁ ନେଇ ଭାରତ, ଚାଇନା ଏବଂ ପାକିସ୍ତାନ ମଧ୍ୟରେ ବିବାଦ ରହିଛି।
ଏକ ରିପୋର୍ଟ ଅନୁଯାୟୀ, ଚାଇନା ଏବଂ ପାକିସ୍ତାନ ମିଳିତ ଭାବେ ୬.୮ ବିଲିୟନ ଡଲାର ଅର୍ଥାତ୍‌ ୫୦,୯୮୦ କୋଟି ଟଙ୍କାର ରେଳ ପ୍ରକଳ୍ପ ଆରମ୍ଭ କରୁଛନ୍ତି। ଏହା ବ୍ୟତୀତ ବେଜିଂ ଏବଂ ଇସ୍‌ଲାମାବାଦ ମିଳିତ ଭାବେ ଥାକୋଟରୁ ହାବେଲିୟା ପର୍ଯ୍ୟନ୍ତ ୧୧୮ କିଲୋମିଟର ରାସ୍ତା ନିର୍ମାଣ କରିଛନ୍ତି। ଏହା ଏକ ପ୍ରମୁଖ ସଡ଼କ ପ୍ରକଳ୍ପର ଏକ ଛୋଟ ଅଂଶ। ଏହି ରାସ୍ତା ପାକିସ୍ତାନର ଇସଲାମାବାଦରୁ ଚାଇନାର ଜିନଜିଆଙ୍ଗ ଅଞ୍ଚଳର କାଶଗରକୁ ଯିବ।
ଅନ୍ୟପକ୍ଷରେ ଏହି ସପ୍ତାହରେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ ତାଙ୍କ ଦେଶର ଏକ ନକ୍ସା ଜାରି କରିଛନ୍ତି। ଯେଉଁଥିରେ ଦର୍ଶାଯାଇଛି ଯେ, ଭାରତ ଜମ୍ମୁ-କଶ୍ମୀରକୁ ବେଆଇନ ଭାବେ ଦଖଲ କରିଛି। ଏଥିସହିତ ଭାରତ ସରକାର ପାକିସ୍ତାନର ଏହି ମାନଚିତ୍ରକୁ ପ୍ରତ୍ୟାଖ୍ୟାନ କରି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦେଶ ଚାଲିବ‘ଜନ୍‌ କି ବାତ୍‌’ରେ ନୁହେଁ ‘ମନ୍‌ କି ବାତ୍‌’ରେ : ଉଦ୍ଧବ

ମୁମ୍ବାଇ,୧୧।୨: ଦିଲ୍ଲୀ ବିଧାନସଭା ନିର୍ବାଚନ ଫଳାଫଳ ଉପରେ ସାରା ଦେଶର ନଜର ଥିବା ବେଳେ ପୁଣିଥରେ ବିଜୟ ଦ୍ୱାରରେ ଠିଆ ହୋଇଛନ୍ତି ଦିଲ୍ଲୀ ମୁଖ୍ୟମନ୍ତ୍ରୀ ତଥା...

ଛତିଶଗଡ଼ର ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ପତ୍ନୀ କରୋନା ପଜିଟିଭ୍‌

ରାୟପୁର,୧୩।୮: ଦେଶରେ କରୋନା ଭାଇରସ୍‌ ଆତଙ୍କ ଖେଳାଇଥିବା ବେଳେ ବିଭିନ୍ନ ରାଜ୍ୟରେ ଦ୍ରୁତଗତିରେ କାୟା ବିସ୍ତାର କରିଚାଲିଛି। ଏହିକ୍ରମରେ ଛତିଶଗଡ଼ର ପୂର୍ବତନ ମୁଖ୍ୟମନ୍ତ୍ରୀ ରମଣ ସିଂହଙ୍କ...

ମହାରାଷ୍ଟ୍ର, କର୍ନାଟକରେ ବଢ଼ିଲା ଲକ୍‌ଡାଉନ

ମୁମ୍ବାଇ/ ବେଙ୍ଗାଲୁରୁ, ୧୨।୪: ମହାରାଷ୍ଟ୍ର ଓ କର୍ନାଟକରେ ଲକ୍‌ଡାଉନ୍‌ ସମୟ ସୀମା ବୃଦ୍ଧି କରାଯାଇଛି। ମହାରାଷ୍ଟ୍ରରେ ଉଦ୍ଧବ ଠାକ୍‌ରେ ସରକାର ଲକ୍‌ଡାଉନ ସମୟସୀମା ଏପ୍ରିଲ ୩୦...

ଜମ୍ମୁ-କଶ୍ମୀରର ୪ ଭାଜପା ନେତାଙ୍କ ଇସ୍ତଫା

ଜମ୍ମୁ, ୧୦।୮: ଜମ୍ମୁ-କଶ୍ମୀରର ବଡ୍‌ଗାମ ଜିଲାର ଭାଜପା କର୍ମୀ ଅବଦୁଲ୍‌ ହମିତ ନାଜାର ରବିବାର ସକାଳେ ଆତଙ୍କବାଦୀଙ୍କ ଗୁଳିମାଡ଼ରେ ଗୁରୁତର ହୋଇ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି।...

ନମାମୀ ଗଙ୍ଗେ ପ୍ରକଳ୍ପର ସମୀକ୍ଷା କଲେ ମୋଦି

କାନ୍‌ପୁର,୧୪ା୧୨(ପି.ଟି.): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ଜାତୀୟ ଗଙ୍ଗା ପରିଷଦ ବୈଠକରେ ପ୍ରଥମ ଥର ଲାଗି ଅଧ୍ୟକ୍ଷତା କରି ନମାମୀ ଗଙ୍ଗେ ପ୍ରକଳ୍ପ କାର୍ଯ୍ୟର ସମୀକ୍ଷା...

ଟିଆର୍‌ଏସ୍‌ କର୍ମୀଙ୍କୁ ହତ୍ୟାକଲେ ମାଓବାଦୀ

ହାଇଦ୍ରାବାଦ, ୧୨।୧୦: ତେଲଙ୍ଗାନାର ମୁଲୁଗୁ ଜିଲା ଅନ୍ତର୍ଗତ ଆଲୁବାକା ଗ୍ରାମରେ ମାଓବାଦୀମାନେ ଜଣେ ଟିଆର୍‌ଏସ୍‌ କର୍ମୀଙ୍କୁ ଛୁରି ଭୁସି ହତ୍ୟା କରିଛନ୍ତି। ମାଓବାଦୀଙ୍କୁ ଟଙ୍କା ଦେବାକୁ...

ରାଜ୍ୟପାଳଙ୍କୁ ଭେଟି ଫ୍ଲୋର ଟେଷ୍ଟ ପାଇଁ ପ୍ରସ୍ତୁତ ଥିବା କହିଲେ କମଲନାଥ

ଭୋପାଳ,୧୩।୩: ମଧ୍ୟପ୍ରଦେଶ ରାଜନୀତି ସରଗରମ ଥିବା ବେଳେ ଶୁକ୍ରବାର ମୁଖ୍ୟମନ୍ତ୍ରୀ କମଲନାଥ ରାଜ୍ୟପାଳ ଲାଲଜୀ ଟଣ୍ଡନଙ୍କୁ ସାକ୍ଷାତ୍‌ କରିଛନ୍ତି। ଏହି ସମୟରେ ସେ ରାଜ୍ୟପାଳଙ୍କୁ ଏକ...

ମୃତଦେହ ଧରିବାକୁ ଗଙ୍ଗାରେ ଜାଲ

ପାଟନା, ୧୩ା୫: କରୋନା ଆକ୍ରାନ୍ତଙ୍କ ମୃତଦେହ ଦାହ କରି ନ ପାରି ଏହାକୁ ଗଙ୍ଗା ନଦୀରେ ଫିଙ୍ଗି ଦିଆଯାଉଥିବା ଘଟଣା ଉତ୍ତର ଭାରତରେ ଭୟର ବାତାବରଣ...

Advertisement
Archives

Model This Week