କରୋନାଠାରୁ ମାରାତ୍ମକ ଭୂତାଣୁ ବିକଶିତ କରୁଛନ୍ତି ଚାଇନା-ପାକିସ୍ତାନ, ରାଓ୍ବଲପିଣ୍ଡ ରିସର୍ଚ୍ଚ ଲ୍ୟାବ୍‌ରେ ଚାଲିଛି ପ୍ରସ୍ତୁତି…

ଇସଲାମାବାଦ/ବେଜିଂ,୮।୧୧ : ପାକିସ୍ତାନ ଏବଂ ଚାଇନା ମଧ୍ୟରେ ବନ୍ଧୁତା ଏବେ ପୃଥିବୀ ପାଇଁ ନୂଆ ବିପଦ ସୃଷ୍ଟି କରିବାକୁ ଯାଉଛି। ଚାଇନା ପାକିସ୍ତାନକୁ ଅନେକ ଥର ଆର୍ଥିକ ସହାୟତା କରିଛି। ଏଥି ସହିତ ପାକିସ୍ତାନ ମଧ୍ୟ ଚାଇନାର ବେଆଇନ କାର୍ଯ୍ୟକୁ ୁ ସମର୍ଥନ କରିବାକୁ କୁଣ୍ଠାବୋଧ କରେ ନାହିଁ। ଉଭୟଙ୍କ ବନ୍ଧୁତା ବର୍ତ୍ତମାନ ଏକ ବିପଜ୍ଜନକ ସ୍ତରରେ ପହଞ୍ଚିଛି। ସେମାନେ ଏକାଠି ହୋଇ ଦୁନିଆକୁ ଧ୍ୱଂସ କରିବାକୁ ଷଡ଼ଯନ୍ତ୍ର କରୁଛନ୍ତି। ଖବର ଅନୁସାରେ ଅଛି ଯେ ଚାଇନା ଏବଂ ପାକିସ୍ତାନ ମିଳିତ ଭାବେ କରୋନା ଅପେକ୍ଷା ଏକ ମାରାତ୍ମକ ଭୂତାଣୁ ସୃଷ୍ଟି କରୁଛନ୍ତି। ରାୱଲପିଣ୍ଡିର ରିସର୍ଚ୍ଚ ଲ୍ୟାବରେ ଏହି ଭୂତାଣୁ ବିକଶିତ କରିବା ପାଇଁ ଉଭୟ ଦେଶ ସହଭାଗିତାରେ କାର୍ଯ୍ୟ କରୁଛନ୍ତି ।

ପ୍ରକାଶିତ ଏକ ରିପୋର୍ଟରେ ଜିଓ-ପଲିଟିକ କହିଛି ଯେ ଏହି ନିର୍ଦ୍ଦିଷ୍ଟ ପ୍ରକଳ୍ପ ୱୁହାନ ଇନଷ୍ଟିଚ୍ୟୁଟ ଏବଂ ପ୍ରତିରକ୍ଷା ବିଜ୍ଞାନ ଏବଂ ପ୍ରଯୁକ୍ତିବିଦ୍ୟା ସଂଗଠନ ଦ୍ୱାରା ପରିଚାଳିତ ହେଉଛି। ପ୍ରତିରକ୍ଷା ବିଜ୍ଞାନ ଏବଂ ପ୍ରଯୁକ୍ତିବିଦ୍ୟା ସଂଗଠନ ପାକିସ୍ତାନ ସେନା ଦ୍ୱାରା ପରିଚାଳିତ। ତେବେ, ୨୦୨୦ରେ କୌଣସି ନିର୍ଦ୍ଦିଷ୍ଟ ପ୍ରକଳ୍ପ କାର୍ଯ୍ୟକାରୀ କରିବାର ଖବରକୁ ପାକିସ୍ତାନ ଅସ୍ବୀକାର କରିଛି। ଜିଓ-ପଲିଟିକ ରିପୋର୍ଟରେ ଉଲ୍ଲେଖ କରାଯାଇଥିବା ପାକିସ୍ତାନର ବାୟୋସଫେଟି ଲେଭଲ -୩ (ବିଏସଏଲ -୩) ଲାବୋରେଟୋରୀ ବିଷୟରେ କୌଣସି ରହସ୍ୟ ନାହିଁ।

ଏହି ଲାବୋରେଟୋରୀ ରାୱଲପିଣ୍ଡିର ଚାକାଲାଲା କ୍ୟାଣ୍ଟନମେଣ୍ଟରେ ଅବସ୍ଥିତ। ରିପୋର୍ଟରେ ଆହୁରି କୁହାଯାଇଛି ଯେ ଏହା ଏକ ସୁରକ୍ଷିତ ଅଞ୍ଚଳ ଏବଂ ଏହାର ନେତୃତ୍ୱ ଦୁଇ ତାରକା ଜେନେରାଲ କରିଥାନ୍ତି। କେତେକ ଗଣମାଧ୍ୟମ ରିପୋର୍ଟରେ ଦର୍ଶାଯାଇଛି ଯେ ଚାଇନା ପ୍ରକୃତରେ ନୂଆ ଭୂତାଣୁ ବିକଶିତ ପାଇଁ କାର୍ଯ୍ୟ କରୁଛି। ଯାହାର କୋଭିଡ ଅପେକ୍ଷା ଅଧିକ କ୍ଷତି କରିବାର କ୍ଷମତା ରହିଛି। ପ୍ରଧାନମନ୍ତ୍ରୀ ଶହେବାଜ ସରିଫ ଏବଂ ରାଷ୍ଟ୍ରପତି ଶି ଜିନପିଙ୍ଗ୍‌ଙ୍କ ନିର୍ଦ୍ଦେଶରେ ଏହା କରାଯାଉଥିବା ରିପୋର୍ଟରେ ଦାବି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଜୟ ସହିତ ମୁମ୍ବାଇର ଅଭିଯାନ ଆରମ୍ଭ

ମୁମ୍ବାଇ,୨୯ା୩: ରୋହିତ ଶର୍ମା ଓ ରିୟାନ ରିକଲଟନଙ୍କ ବିସ୍ଫୋରକ ବ୍ୟାଟିଂ ବଳରେ ମୁମ୍ବାଇ ଇଣ୍ଡିଆନ୍ସ (ଏମ୍‌ଆଇ) ରବିବାର ଖେଳାଯାଇଥିବା ଆଇପିଏଲ୍‌ ମ୍ୟାଚ୍‌ରେ କୋଲକାତା ନାଇଟ୍‌ ରାଇଡର୍ସ(କେକେଆର୍‌)କୁ ୬…

ପାକିସ୍ତାନରେ ହେବ ଲକ୍‌ଡାଉନ୍‌

ଇସ୍‌ଲାମାବାଦ,୨୯ା୩: ମଧ୍ୟପ୍ରାଚ୍ୟ ଯୁଦ୍ଧ ଯୋଗୁ ପାକିସ୍ତାନରେ ଇନ୍ଧନ ସଙ୍କଟ ଗୁରୁତର ହୋଇପଡିଛି। ଦେଶରେ ଶକ୍ତି ଏବଂ ଇନ୍ଧନ ବ୍ୟବହାର କମାଇବା ଉଦ୍ୟମ ସ୍ବରୂପ ପାକ୍‌ ସରକାର ପ୍ରତି…

ଇସ୍ରାଏଲ ଉପରେ ବଡ଼ ଆକ୍ରମଣ କଲା ଇରାନ; କେମିକାଲ୍ ଲିକ୍ ନେଇ ଚେତାବନୀ, ଝରକା ବନ୍ଦ ରଖିବାକୁ…

ନୂଆଦିଲ୍ଲୀ,୨୯।୩: ଇରାନ ଇସ୍ରାଏଲର ଏକ ପ୍ରମୁଖ ରାସାୟନିକ କେନ୍ଦ୍ର ଉପରେ ବାଲିଷ୍ଟିକ୍ ମିଶାଇଲ୍ ହମଲା କରିଛି । ଏହା ଫଳରେ ସେହି ସ୍ଥାନରେ ଏକ ବଡ଼ ଅଗ୍ନିକାଣ୍ଡ ଘଟିଛି…

ଅଭିଯୋଗର ୧୨ ଘଣ୍ଟା ମଧ୍ୟରେ ନିଖୋଜ ନାବାଳିକାଙ୍କୁ ଖୋଜିଲା ପାଟପୁର ପୋଲିସ, ଗାଁରୁ….

ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିବା ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ଉଦ୍ଧାର କଲା…

ଆମେରିକାକୁ ଧମକ ଦେଲା ତେହେରାନ, ‘ସାର୍କର ଖାଦ୍ୟ ହେବେ…..’

ନୂଆଦିଲ୍ଲୀ,୨୯।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷର ଅନ୍ତ ପାଇଁ ପ୍ରୟାସ ଚାଲିଥିବା ବେଳେ ଉଭୟ ପକ୍ଷ ପରସ୍ପର ଉପରେ ନିରନ୍ତର ଆକ୍ରମଣ ଜାରି ରଖିଛନ୍ତି । ଆମେରିକାର ସ୍ଥଳ…

ବରଗଡ଼ରେ ଟମାଟୋର ଅଭାବୀ ବିକ୍ରି, ମିଳୁନି ମୂଲ

ବରଗଡ଼,୨୯।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଧାନ ଭଳି ବିଭିନ୍ନ ପନିପରିବାରେ ମଧ୍ୟ ଅଭାବୀ ବିକ୍ରି ସ୍ଥିତି ଉପୁଜିଛି । ଫଳରେ ଚାଷୀଙ୍କୁ କ୍ଷତି ସହିବାକୁ ପଡୁଛି ।…

ହୁମା ସାପ୍ତାହିକ ଶୁଖୁଆ ହାଟରୁ ଚୋରି, ୩ ମୋବାଇଲ….

ଗଞ୍ଜାମ,୨୯।୩(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମ୍ମା ହାଟରୁ ରବିବାର ୩ଟି ମୋବାଇଲ ଚୋରି ହୋଇଥିବା ଅଭିଯୋଗ ହୋଇଛି । ଯାହାକୁ ନେଇ ହାଟ ଆସୁଥିବା…

ପାକିସ୍ତାନର ସ୍ଥିତି ସାଂଘାତିକ, LPG-ଡିଜେଲ-ପେଟ୍ରୋଲ ପରେ ଏବେ ବଢ଼ିଲା ଔଷଧ ଦାମ୍

ଇସଲାମାବାଦ,୨୯।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷର ପ୍ରଭାବ ପଡ଼ୋଶୀ ପାକିସ୍ତାନ ଉପରେ ପଡୁଛି । ଏଲପିଜି, ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟ ବୃଦ୍ଧି ପରେ, ଔଷଧର ମୂଲ୍ୟରେ ମଧ୍ୟ ଏବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri