ଆମେରିକା କଥା ଶୁଣି ଚାଇନା-ପାକିସ୍ତାନର ଚିନ୍ତା ବଢ଼ିଲା

ଓ୍ବାଶିଂଟନ,୨୬ା୬: ଚାଇନା ଏବଂ ପାକିସ୍ତାନ ମଧ୍ୟରେ ବଢୁଥିବା ତିକ୍ତତା ମଧ୍ୟରେ ଆମେରିକାର ଏକ ବିବୃତ୍ତି ନିଶ୍ଚିତ ଭାବରେ ପାକିସ୍ତାନ ଏବଂ ଚାଇନାର ମନକୁ ଅଶାନ୍ତ କରିବ। ଆମେରିକା କହିଛି ଯେ, ବିଶ୍ୱବ୍ୟାପୀ ଭାରତ ଆମର ଗୁରୁତ୍ୱପୂର୍ଣ୍ଣ ଅଂଶୀଦାର। ଆମେ ଅନେକ ଅର୍ଥନୈତିକ, ରଣନୀତିକ ଏବଂ ସୁରକ୍ଷା ସମ୍ବନ୍ଧୀୟ ପ୍ରସଙ୍ଗରେ ଭାରତ ସହିତ ଘନିଷ୍ଠ ଭାବରେ କାର୍ଯ୍ୟ କରୁଛୁ। ହ୍ବାଇଟ୍‌ ହାଉସର ପ୍ରେସ ମୁଖପାତ୍ର ଜେନ୍‌ ସାକି କହିଛନ୍ତି ଯେ, କରୋନା ବିରୋଧରେ ଲଢ଼ିବାରେ ଆମେରିକା ଭାରତକୁ ସାହାଯ୍ୟ କରିବା ପାଇଁ ଅନେକ ପଦକ୍ଷେପ ନେଉଛି। ଏହି ମହାମାରୀର ମୁକାବିଲା ପାଇଁ ଆମେ ଭାରତକୁ ସବୁ ପ୍ରକାରରେ ସାହାଯ୍ୟ କରୁଛୁ। ତାଙ୍କ ବିବୃତ୍ତି ଏପରି ଏକ ସମୟରେ ଆସିଛି ଯେତେବେଳେ ଚାଇନା କ୍ରମାଗତ ଭାବରେ ସୀମାରେ ଭାରତ ଉପରେ ଚାପ ପକାଉଛି। ଏଭଳି ପରିସ୍ଥିତିରେ ଭାରତ ସହିତ ଖୋଲାଖୋଲି ଭାବେ ଆମେରିକା ଆସିବା ଚାଇନା ଏବଂ ପାକିସ୍ତାନ ପାଇଁ ଚିନ୍ତାର କାରଣ ହୋଇପାରେ।


Enter your email to get our daily news in your inbox.

All Right Reserved By Dharitri.Com

ପାରା ପରରେ ତିଆରି ହେଲା ସ୍ବୟଂଚାଳିତ ରୋବୋଟିକ୍‌ ବିମାନ…

କାଲିଫର୍ନିଆ, ୧୮।୧: ପ୍ରତିଦିନ ବୈଜ୍ଞାନିକମାନେ ନୂଆ ନୂଆ ଗବେଷଣା କରୁଛନ୍ତି। ସମ୍ପ୍ରତି ଆମେରିକାର କାଲିଫର୍ନିଆ ସ୍ଥିତ ଷ୍ଟାନ୍‌ଫୋର୍ଡ ବିଶ୍ୱବିଦ୍ୟାଳୟର ଗବେଷକ ୪୦ଟି ପାରା ପରରେ ସ୍ବୟଂଚାଳିତ...

ଫିଲିପାଇନ୍ସ ଭୂକମ୍ପ: ମୃତ୍ୟୁ ସଂଖ୍ୟା ୯କୁ ବୃଦ୍ଧି

ମାନିଲା,୨୩।୪: ଫିଲିପାଇନ୍ସର ଲୁଜନ ଦ୍ୱୀପରେ ସୋମବାର ୬.୧ ତୀବ୍ରତାର ଏକ ଭୂକମ୍ପ ଅନୁଭୂତ ହୋଇଥିଲା। ଏଥିରେ ଏବେ ମୃତ୍ୟୁ ସଂଖ୍ୟା ବଢି ୯ରେ ପହଞ୍ଚିଛି। ଫିଲିପାଇନ...

ଆମେରିକାରେ ମହାତ୍ମାଙ୍କ ପ୍ରତିମା ପ୍ରତି ଅସମ୍ମାନ ପ୍ରଦର୍ଶନ

ଓ୍ବାଶିଂଟନ,୧୩।୧୨: କୃଷି ଆଇନକୁ ନେଇ ଭାରତରେ ଜାରି ରହିଥିବା ଅନ୍ନଦାତାଙ୍କ ଆନ୍ଦୋଳନକୁ ସମର୍ଥନ କରି ଆମେରିକାରେ ଖଲିସ୍ତାନୀ ସଂଗଠନଗୁଡ଼ିକ ପକ୍ଷରୁ ପ୍ରଦର୍ଶନ କରାଯାଇଛି। ପ୍ରଦର୍ଶନ ସମୟରେ...

ଉତ୍ତରକୋରିଆ ଆଣବିକ କେନ୍ଦ୍ର ଅଞ୍ଚଳ ଚଳଚଞ୍ଚଳ: ଚିନ୍ତାରେ ଆମେରିକା…

ପ୍ୟୋଙ୍ଗୟାଙ୍ଗ,୨।୪ : ଉତ୍ତର କୋରିଆର ଆଣବିକ କେନ୍ଦ୍ର ଆଞ୍ଚଳ ଚଳଚଞ୍ଚଳ ହେବା ନେଇ ଆମେରିକା ଦାବି କରିଛି। ଆମେରିକାର ରିପୋର୍ଟରେ ଦର୍ଶାଯାଇଛି ଯେ କିମ ଜୋଙ୍ଗ...

ଆମେରିକାରେ ହେବ ଦୀପାବଳି ଛୁଟି…

ଓ୍ବାଶିଂଟନ,୪।୧୧: ଆଲୋକର ପର୍ବ ଦୀପାବଳି ଅବସରରେ ଏବେ ଆମେରିକାରେ ବି ଛୁଟି ହେବ। ନ୍ୟୁୟର୍କ ସାଂସଦ କାରୋଲିନ ବି ମାଲୋନିଙ୍କ ନେତୃତ୍ୱରେ ସଦସ୍ୟମାନେ କହିଛନ୍ତି ଯେ...

ବାଣିଜି୍ୟକ ସମ୍ପର୍କରେ ତାଲିବାନୀ ଅଙ୍କୁଶ: ପାର୍ବଣରେ ‘ଡ୍ରାଏ ଫୁଡ୍‌’ ମହଙ୍ଗା

କାବୁଲ/ନୂଆଦିଲ୍ଲୀ: ଆଫ୍‌ଗାନିସ୍ତାନକୁ କବ୍‌ଜା କରିବା ପରେ ନିଜର ପ୍ରକୃତ ଚେହେରା ଦେଖାଇବା ଆରମ୍ଭ କରିଛି ତାଲିବାନ। ଭାରତ ସହିତ ସମସ୍ତ ଆମଦାନୀ ଏବଂ ରପ୍ତାନି ଉପରେ...

ଟ୍ରମ୍ପ୍‌ ପ୍ରଶାସନର ବିଦେଶୀ ଛାତ୍ର ଭିଜା ନିୟମକୁ ବିରୋଧ

ଓ୍ବାଶିଂଟନ,୯ା୭: ଅନ୍ତର୍ଜାତୀୟ ଛାତ୍ରୀଛାତ୍ରଙ୍କ ପାଇଁ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କ ପ୍ରସ୍ତାବିତ ନୂଆ ଭିଜା ନିୟମକୁ ବିରୋଧ କରି ହାର୍ଭାର୍ଡ ୟୁନିଭର୍ସିଟି ଏବଂ ମାସାଚୁସେଟ୍ସ ଇନ୍‌ଷ୍ଟିଚ୍ୟୁଟ...

ୟୁକ୍ରେନ ଶକ୍ତି କେନ୍ଦ୍ର ଉପରେ ରୁଷିଆ ରକେଟ ମାଡ଼, ବିଦ୍ୟୁତ ଯୋଗାଣ ବ୍ୟାହତ…

କିଭ୍‌,୯।୩ : ଗୁରୁବାର ପୁନର୍ବାର ରୁଷିଆ ୟୁକ୍ରେନ ସହର ଉପରେ କ୍ଷେପଣାସ୍ତ୍ର ଆକ୍ରମଣ କରିଛି। ରୁଷିଆ ରକେଟ ୟୁକ୍ରେନର ଶକ୍ତି ଯୋଗାଣ ଭିତ୍ତିଭୂମିକୁ ଟାର୍ଗେଟ କରିଛି।...

Advertisement
Archives

Model This Week