ଦୁର୍ଘଟଣା ପୂର୍ବରୁ ୩ ମିନିଟ୍‌ ମଧ୍ୟରେ ୨୬ ହଜାର ଫିଟ୍‌ ତଳକୁ ଖସି ଥିଲା ବିମାନ

ନୂଆଦିଲ୍ଲୀ,୨୨।୩: ମୋଟ ୧୩୨ ଯାତ୍ରୀଙ୍କୁ ନେଇ ଯାଉଥିବା ଏକ ଚାଇନିଜ ବିମାନ ସୋମବାର ଚାଇନାର ସଦର୍ନ ଗୁଆନଜି ରାଜ୍ୟରେ ଖସି ପଡ଼ିଛି। ତେବେ ଅନଲାଇନ ଫ୍ଲାଇଟ୍‌ ଟ୍ରାକର ଫ୍ଲାଇଟ୍‌ରାଡାର୨୪ ଅନୁଯାୟୀ, ଦୁର୍ଘଟଣା ପୂର୍ବରୁ ବୋଇଂ ୭୩୭ ବିମାନ ୩ ମିନିଟ୍‌ ମଧ୍ୟରେ ୨୬ ହଜାର ଫିଟ୍‌ ଖସିଥିଲା।

ଦୁର୍ଘଟଣାଗ୍ରସ୍ତ ବୋଇଂ ୭୩୭-୮୦୦ ଚାଇନାର କୁନମିଙ୍ଗରୁ ଅପରାହ୍ନ ୧ଟା ୧୧ରେ ଉଡାଣ ଆରମ୍ଭ କରିଥିଲା। ଫ୍ଲାଇଟ୍‌ରାଡାର ୨୪ରୁ ମିଳିଥିବା ତଥ୍ୟ ଅନୁଯାୟୀ, ବିମାନ ୩ଟା ୫ରେ ଗୁଆନଝୋରେ ଅବତରଣ କରିଥାନ୍ତା। କିନ୍ତୁ ୨ଟା ୨୨ ପରେ ରାଡାର ସହ ବିମାନର ଯୋଗାଯୋଗ ବିଚ୍ଛିନ୍ନ ହୋଇଯାଇଥିଲା।

ଫ୍ଲାଇଟ୍‌ରାଡର ୨୪ ଅନୁଯାୟୀ, ଦୁର୍ଘଟଣାଗ୍ରସ୍ତ ବିମାନ ୬ ବର୍ଷ ପୁରୁଣା। ୨୯,୧୦୦ ଫିଟ୍‌ ଉପରେ ଉଡ଼ୁଥିବା ବିମାନ ୨ ମିନିଟ୍‌ ୧୫ ସେକେଣ୍ଡରେ ୯,୦୭୫ ଫିଟ୍‌କୁ ଖସି ଆସିଥିଲା। ପରବର୍ତ୍ତୀ ୨୦ ସେକେଣ୍ଡରେ ବିମାନ ୩,୨୨୫ ଫିଟ୍‌କୁ ଖସିଥିଲା, ଯାହାକି ଅନ୍ତିମ ଥର ରେକର୍ଡ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରେମିକାଙ୍କୁ ହତ୍ୟା କରି ଜଙ୍ଗଲରେ ପୋତିଥିଲେ ପ୍ରେମିକ, ୨୬ ଦିନ ପରେ…

କେନ୍ଦୁଝର/ବଡ଼ବିଲ୭।୬(ନରେଶ ଚନ୍ଦ୍ର ପଟ୍ଟନାୟକ/ଜୟନ୍ତୀ ରଣା): କେନ୍ଦୁଝର ଜିଲା ବଡ଼ବିଲ ଥାନା ଅଧୀନ ଝାଡ଼ଗାଁରେ ଏକ ଜଘନ୍ୟ ହତ୍ୟାକାଣ୍ଡ ଘଟିଛି। ପ୍ରେମିକାଙ୍କୁ ଗଳାକାଟି ହତ୍ୟା ପରେ ପ୍ରେମିକ ଜଙ୍ଗଲରେ…

କ୍ରଶରରେ ବିସ୍ଫୋରଣ: ଜଣେ ମୃତ, ଏକାଧିକ ଆହତ ଚର୍ଚ୍ଚା

ଢେଙ୍କାନାଳ,୭ା୬(ରତନ ନାୟାର): ଢେଙ୍କାନାଳ ଜିଲା ଗଁଦିଆ ତହସିଲ ନିହଲପ୍ରସାଦ ଥାନା କଷ୍ଟିପାଳ ଅଞ୍ଚଳରେ ଥିବା ଏକ କ୍ରଶରରେ ରବିବାର ଅପରାହ୍ନରେ ବିସ୍ଫୋରଣ ଘଟି ଜଣଙ୍କର ମୃତ୍ୟୁ ଘଟିଥିବା…

ବାଘ ଛାଲ ଜବତ, ଧରାପଡ଼ିଲେ ଦୁଇ ଅଭିଯୁକ୍ତ

ପାତ୍ରପୁର,୭।୬(ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡ଼ା ଥାନା ପୋଲିସ ଶନିବାର ୨ଟି କଲରାପତିରିଆ ବାଘ ଛାଲ ଜବତ କରିଛି। ଏପରିକି ପୋଲିସ ବନ୍ଧୁକ ବ୍ୟାଗ, ଧାରୁଆ…

ଇସ୍ରାଏଲର ପାଲଟା ଆକ୍ରମଣ; ହିଜବୋଲାର କମାଣ୍ଡ ସେଣ୍ଟର ଧ୍ବସଂ, ନେତାନ୍ୟାହୁ…

ଜେରୁଜେଲମ, ୭।୬: ଇସ୍ରାଏଲ ଏବଂ ଲେବାନନ ମଧ୍ୟରେ ଚାଲିଥିବା ସଂଘର୍ଷ ଏବଂ ଉତ୍ତେଜନା ମଧ୍ୟରେ, ରବିବାର ଏକ ନୂତନ ଘଟଣା ସାମ୍ନାକୁ ଆସିଛି । ଇସ୍ରାଏଲୀ ସେନା…

୧୨ ଜିଏମ୍‌ଏପିଭି ବିଦ୍ୟାଳୟ ନୂତନ ଭବନର ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ, ଦଶମ ଶ୍ରେଣୀ ଛାତ୍ରୀଙ୍କ ସହ କଲେ ଆଲୋଚନା

କୋରାପୁଟ,୭ା୬(ଅମିତାଭ ବେହେରା): କୋରାପୁଟ ଜିଲାର ୧୨ ଚୟନିତ ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ(ଜିଏମଏପିଭି)ର ନୂତନ ଭବନ ନିର୍ମାଣ ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଭର୍ଚୁଆଲ…

ସ୍ବାସ୍ଥ୍ୟକେନ୍ଦ୍ର କୋଠା ତୁରନ୍ତ କାର୍ଯ୍ୟକ୍ଷମ କରିବାକୁ ନିର୍ଦ୍ଦେଶ

ଛତ୍ରପୁର,୭ା୬(ଦିଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ଅଧୀନ ସୁନ୍ଦରପୁର ଗ୍ରାମରେ ନିର୍ମିତ ନୂତନ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର କୋଠା ଶୀଘ୍ର କାର୍ଯ୍ୟକ୍ଷମ କରିବାକୁ ବିଧାୟକ କୃଷ୍ଣଚନ୍ଦ୍ର ନାୟକ…

ଶୌଚ ହେବାକୁ ଆସି ଥୁବା-ହଞ୍ଜର ନାଳରେ ବୁଡିଗଲେ ମହିଳା, ଚାଲିଗଲା ଜୀବନ

ନନ୍ଦପୁର/ପାଡୁଆ,୭।୬(ତୁଷାର କାନ୍ତ ମହାନ୍ତି/ଶଙ୍କର ପୂଜାରୀ): କୋରାପୁଟ ଜିଲା ନନ୍ଦପୁର ବ୍ଲକ ଥୁବା-ହଞ୍ଜର୍ ନାଳରୁ ରବିବାର ଅପରାହ୍ନରେ ଜଣେ ମହିଳାଙ୍କ ମୃତଦେହ ନନ୍ଦପୁର ଅଗ୍ନିଶମ ବାହିନୀ ଓ ନନ୍ଦପୁର…

ବିବାହର ପ୍ରତିଶ୍ରୁତି ଦେଇ ଶାରୀରିକ ସମ୍ପର୍କ ପରେ ପ୍ରତାରଣା, ବଳାତ୍କାର ମାମଲାରେ….

ଦିଗପହଣ୍ଡି,୭ା୬(ଅଶେଷ ନାଥ ମିଶ୍ର):  ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅଧିନସ୍ଥ ଏକ ଗାଁ ରେ ଜଣେ ଯୁବତୀଙ୍କୁ ବିବାହପ୍ରତିଶ୍ରୁତି ଦେଇ ଜଣେ ଯୁବକ ଏକାଧିକ ଥର ଶାରିରୀକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri