ଭାରତକୁ ପ୍ରଶଂସା କଲା ଚାଇନା

ବେଜିଂ,୯ା୬: ଆର୍ଥିକ ସଙ୍କଟ ଦେଇ ଗତି କରୁଥିବା ଶ୍ରୀଲଙ୍କାକୁ ସାହାଯ୍ୟ କରିଥିବାରୁ ଚାଇନା ଭାରତକୁ ପ୍ରଶଂସା କରିଛି। ଏକ ଖବରଦାତା ସମ୍ମିଳନୀରେ ଚାଇନାର ବୈଦେଶିକ ମନ୍ତ୍ରଣାଳୟର ମୁଖପାତ୍ର ଝାଓ ଲିଜିଆନ କହିଛନ୍ତି, ଶ୍ରୀଲଙ୍କାକୁ ସାହାଯ୍ୟ କରିଥିବାରୁ ଭାରତକୁ ଅନେକ ଅନେକ
ଧନ୍ୟବାଦ।

ସେ ଆହୁରି ମଧ୍ୟ କହିଛନ୍ତି, ଶ୍ରୀଲଙ୍କାକୁ ସାହାଯ୍ୟ କରିବା ପାଇଁ ଭାରତ ସରକାର ଅନେକ କିଛି କରିଛନ୍ତି। ଆମେ ସେହି ପ୍ରୟାସକୁ ପ୍ରଶଂସା କରୁଛୁ। ଏହି କ୍ରମରେ ଚାଇନା ଶ୍ରୀଲଙ୍କା ଏବଂ ଅନ୍ୟାନ୍ୟ ବିକାଶଶୀଳ ଦେଶକୁ ସାହାଯ୍ୟ କରୁଥିବା ଭାରତ ଏବଂ ଅନ୍ୟ ଅନ୍ତର୍ଜାତୀୟ ସମ୍ପ୍ରଦାୟ ସହିତ କାର୍ଯ୍ୟ କରିବାକୁ ପ୍ରସ୍ତୁତ। ଶ୍ରୀଲଙ୍କା ରାଷ୍ଟ୍ରପତି ଗୋଟାବାୟା ରାଜପାକ୍‌ସେଙ୍କ ବିବୃତ୍ତି ଉପରେ ଏକ ପ୍ରଶ୍ନର ଉତ୍ତରରେ ଚାଇନା ମୁଖପାତ୍ର କହିଛନ୍ତି, ଚାଇନା ସରକାର ଏଭଳି କାର୍ଯ୍ୟରେ ପୂର୍ଣ୍ଣ ସହଯୋଗ ବୃଦ୍ଧି କରିବେ ଏବଂ ଶ୍ରୀଲଙ୍କାକୁ ସହାୟତା ପ୍ରଦାନ କରିବେ।


Enter your email to get our daily news in your inbox.

All Right Reserved By Dharitri.Com

NEET UG ପରୀକ୍ଷା ବାତିଲ: ଆଗକୁ କ’ଣ ହେବ? ଛାତ୍ରୀଛାତ୍ରଙ୍କୁ ପୁଣି ଥରେ ଆବେଦନ କରିବାକୁ ପଡିବ କି? ପୂର୍ବ ପଞ୍ଜୀକରଣ ବୈଧ ରହିବ କି? ଜାଣନ୍ତୁ…

ନୂଆଦିଲ୍ଲୀ,୧୨।୫: NEET ପେପର୍‌ ଲିକ ଦୁର୍ନୀତି ସମ୍ପର୍କରେ, ଯାହା ଆଶଙ୍କା କରାଯାଉଥିଲା ତାହା ହିଁ ଘଟିଛି। ହଁ, NEET UG ପରୀକ୍ଷା ବିଶେଷକରି NEET UG 2026…

ଟ୍ୟୁସନ ଯାଇ ନିଖୋଜ ହେଲେ ଦଶମ ଶ୍ରେଣୀ ଛାତ୍ରୀ, ସାଙ୍ଗ ସହ…

ପାଟକୁରା,୧୨।୫(ରବୀନ୍ଦ୍ର ନାଥ ବାରିକ ): ନିଖୋଜ ହେଲେ ଦଶମ ଶ୍ରେଣୀ ଛାତ୍ରୀ । କେନ୍ଦ୍ରାପଡ଼ା ଜିଲା ଗରଦପୁର ବ୍ଳକ ତଥା କୁଦାନଗରୀ ଥାନା ଅଂଚଳର ଗୋଟିଏ ହାଇସ୍କୁଲରେ…

ମୁଖ୍ୟମନ୍ତ୍ରୀ ହେବା ପରେ ଆକ୍ସନ ମୋଡରେ ବିଜୟ, ମଦକୁ ନେଇ କଲେ ବଡ଼ ଘୋଷଣା

ଚେନ୍ନାଇ,୧୨।୫: ପଶ୍ଚିମବଙ୍ଗ ପରି, ତାମିଲନାଡୁରେ ଏକ ନୂତନ ସରକାର କାର୍ଯ୍ୟଭାର ଗ୍ରହଣ କରିଛି । କାର୍ଯ୍ୟ ଆରମ୍ଭରୁ ଆକ୍ସନ ମୋଡକୁ ଆସିଛନ୍ତି ମୁଖ୍ୟମନ୍ତ୍ରୀ । ଶପଥ ନେବା…

ଟଙ୍କଧରଙ୍କୁ ସୁପ୍ରିମକୋର୍ଟରୁ ମିଳିଲା ନାହିଁ ଆଶ୍ୱସ୍ତି: ଝାରସୁଗୁଡା ରାଜନୀତିରେ ପୁଣି ତେଜିଲା ଆଇନ ଯୁଦ୍ଧ

ଝାରସୁଗୁଡା,୧୨।୫(ଆଶିଷ ରଞ୍ଜନ ଦାଶ):ଝାରସୁଗୁଡା ରାଜନୀତିରେ ପୁଣି ତେଜିଛି ଆଇନ ଯୁଦ୍ଧ। ବିଧାୟକ ଟଙ୍କଧର ତ୍ରିପାଠୀଙ୍କୁ ସୁପ୍ରିମକୋର୍ଟରୁ ମିଳିଲା ନାହିଁ ଆଶା କରାଯାଇଥିବା ଆଶ୍ୱସ୍ତି। ସୋମବାର ଦେଶର ସର୍ବୋଚ୍ଚ…

ପେପର ଲିକ NEET ପରୀକ୍ଷା ରଦ୍ଦ; ମାମଲାର ତଦନ୍ତ କରିବ CBI

ନୂଆଦିଲ୍ଲୀ,୧୨।୫: ଦେଶର ସର୍ବବୃହତ ଡାକ୍ତରୀ ପ୍ରବେଶିକା ପରୀକ୍ଷା, NEET UG 2026 ସମ୍ପର୍କରେ ଏକ ବଡ଼ ନିଷ୍ପତ୍ତି ନିଆଯାଇଛି। ଜାତୀୟ ପରୀକ୍ଷା ଏଜେନ୍ସି (NTA) ବା ନ୍ୟାଶନାଲ…

ଯୁବତୀଙ୍କୁ ଦୁର୍ବ୍ୟବହାର ଉଦ୍ୟମ, ଯୁବକଙ୍କୁ ଗଛରେ ବାନ୍ଧି ଉତ୍ତମ ମଧ୍ୟମ ଦେଲେ ଗ୍ରାମବାସୀ

ଉଦଳା,୧୨ା୫(ସନ୍ତୋଷ କୁମାର ବାଚ୍ଛିନୀ): ରାତିରେ ଗ୍ରାମରେ ପଶି ଯୁବତୀଙ୍କୁ ଦୁର୍ବ୍ୟବହାର ଉଦ୍ୟମ କରିବା ପଡିଲା ମହଙ୍ଗା। ଯୁବକଙ୍କୁ ଗଛରେ ବାନ୍ଧି ଗ୍ରାମବାସୀ ଦେଲେ ଉତ୍ତମ ମଧ୍ୟମ। ଉଦଳା…

କଲରାପତରିଆ ବାଘର ମୃତଦେହ ଠାବ: ଶିମିଳିପାଳ ଅଭୟାରଣ୍ୟରୁ ଖସି ଆସି…

ନୀଳଗିରି,୧୨।୫(ପ୍ରଶାନ୍ତ କୁମାର ବିଶ୍ବାଳ)ବାଲେଶ୍ୱର ଜିଲା ନୀଳଗିରି ରେଞ୍ଜ ଅଧୀନ କାଠଗୋଛି ଜଙ୍ଗଲରେ ଏକ କଲରାପତରିଆ ବାଘ ମୃତଦେହ ଠାବ। ସୋମବାର ବିଳମ୍ବିତ ରାତିରେ ବାଘଟି କୁଳଡିହା କିମ୍ବା…

୮,୦୦୦ କର୍ମଚାରୀଙ୍କୁ ଛଟେଇ କଲା ମେଟା: AI ଉପରେ ଫୋକସ, ରେକର୍ଡ ଖର୍ଚ୍ଚ ଉପରେ ଧ୍ୟାନ ମଧ୍ୟରେ ମାର୍କ ଜୁକରବର୍ଗଙ୍କ କଠିନ ପଦକ୍ଷେପ

ଓ୍ବାଶିଂଟନ,୧୨।୫: ପଶ୍ଚିମ ଏସିଆରେ ଚାଲିଥିବା ସଙ୍କଟ ଯୋଗୁ ବିଶ୍ୱବ୍ୟାପୀ ଭୂରାଜନୈତିକ ଉତ୍ତେଜନା ଶୀର୍ଷରେ ପହଞ୍ଚିଛି। ଅନ୍ୟପକ୍ଷରେ, ବିଶ୍ୱବ୍ୟାପୀ ଟେକ୍ନୋଲୋଜି କ୍ଷେତ୍ରରେ AI ଦ୍ୱାରା ପରିଚାଳିତ ଚାକିରି ହରାଇବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri