ଆମେରିକା ମାଟିରୁ ସାରା ବିଶ୍ୱକୁ ସଫେଇ ଦେଲେ ଚାଇନା ରାଷ୍ଟ୍ରପତି

ବେଜିଂ,୧୭।୧୧: ଚାଇନାରେ ରାଷ୍ଟ୍ରପତି ସି ଜିନପିଙ୍ଗ ଆମେରିକାରେ ଏକ ବଡ଼ ବିବୃତ୍ତି ଦେଇଛନ୍ତି। ଜିନପିଙ୍ଗ କହିଛନ୍ତି, ଚାଇନା କୌଣସି ଦେଶରୁ ଏକ ଇଞ୍ଚ ଜମି ଦଖଲ କରି ନାହିଁ କିମ୍ବା ଆମେ କୌଣସି ଯୁଦ୍ଧ ଆରମ୍ଭ କରିନାହୁଁ। ସି ଜିନପିଙ୍ଗ ବର୍ତ୍ତମାନ ଏସିଆ-ପାସିଫିକ ମହାସାଗରୀୟ ଅର୍ଥନୈତିକ ସହଯୋଗ ସମ୍ମିଳନୀରେ ଯୋଗଦେବା ପାଇଁ ଆମେରିକା ଗସ୍ତରେ ଅଛନ୍ତି। ଏହି ସମୟ ମଧ୍ୟରେ ସେ ଆମେରିକାର ରାଷ୍ଟ୍ରପତି ଜୋ ବାଇଡେନଙ୍କୁ ମଧ୍ୟ ଭେଟିଥିଲେ। ସି ଜିନପିଙ୍ଗ ଡିନର ସମୟରେ ଏହି ବିବୃତ୍ତି ଦେଇଛନ୍ତି।
ଆମେରିକାର ରାଷ୍ଟ୍ରପତି ଜୋ ବାଇଡେନ ଏବଂ ସି ଜିନପିଙ୍ଗ ପ୍ରାୟ ଏକ ବର୍ଷ ପରେ ବୁଧବାର ସାକ୍ଷାତ ହୋଇଥିଲେ। ଏସିଆ-ପାସିଫିକ ଅର୍ଥନୈତିକ ସହଯୋଗ ସମ୍ମିଳନୀରେ ସାନ ଫ୍ରାନ୍ସିସ୍କୋର ଫିଲୋଲି ଇଷ୍ଟେଟରେ ଏହି ଦୁଇ ନେତାଙ୍କ ସାକ୍ଷାତ ହୋଇଥିଲା। ଦୁଇ ନେତାଙ୍କ ଏହି ବୈଠକ ଏପରି ଏକ ସମୟରେ ହୋଇଥିଲା ଯେତେବେଳେ ଆମେରିକା ଏବଂ ଚାଇନା ମଧ୍ୟରେ ଦ୍ୱିପାକ୍ଷିକ ସମ୍ପର୍କ ସେମାନଙ୍କ ଖରାପ ପର୍ଯ୍ୟାୟରେ ଗତି କରୁଛି। ଦୁନିଆରେ ଏକ ଆର୍ଥିକ ଅବନତି ଘଟିଛି, ପଶ୍ଚିମ ଏସିଆ ଏବଂ ୟୁରୋପରେ ଯୁଦ୍ଧ ଆରମ୍ଭ ହେଉଛି ଏବଂ ତାଇୱାନକୁ ନେଇ ଉତ୍ତେଜନା ପରିସ୍ଥିତି ସୃଷ୍ଟି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧ ଭିତରେ ଟ୍ରମ୍ପଙ୍କୁ ଜୋରଦାର ଝଟ୍‌କା, ବଡ଼ ଘୋଷଣା କରି ବିଶ୍ୱରେ ପକାଇଲେ ଚହଳ

ଓ଼୍ବାଶିଂଟନ,୧୭।୩: ଇରାନ ସହିତ ଚାଲିଥିବା ବିବାଦ ମଧ୍ୟରେ, ଡୋନାଲ୍ଡ ଟ୍ରମ୍ପ ପ୍ରଶାସନକୁ ଏକ ବଡ଼ ଝଟକା ଲାଗିଛି। ଆମେରିକାର ଜାତୀୟ ଆତଙ୍କବାଦ ବିରୋଧୀ କେନ୍ଦ୍ରର ନିର୍ଦ୍ଦେଶକ ଜୋ…

PSL 2026: ହାଇଦ୍ରାବାଦ ଅଧିନାୟକ ହେଲେ ମାର୍ନସ ଲାବୁସେନ, ଚମକାଇଲା ନିଷ୍ପତ୍ତି

କରାଚୀ,୧୭।୩: ଅଷ୍ଟ୍ରେଲିଆର ଷ୍ଟାର୍‌ ବ୍ୟାଟର ମାର୍ନସ ଲାବୁସେନ ପ୍ରଥମ ଥର ପାଇଁ ପାକିସ୍ତାନ ସୁପର ଲିଗ (PSL) ଖେଳିବାକୁ ଯାଉଛନ୍ତି। ତେବେ ଆଶ୍ଚର୍ଯ୍ୟର କଥା ହେଉଛି, ପଦାର୍ପଣ…

ଗଙ୍ଗାରେ ଇଫତାର୍‌ ପାର୍ଟିକୁ ନେଇ ତେଜିଲା ବିବାଦ, ଡ଼ଙ୍ଗାରେ ବସି ଚିକେନ ବିରିୟାନୀ ଖାଇବା ଅଭିଯୋଗ ପରେ…

ବାରାଣସୀ,୧୭।୩: ପବିତ୍ର ଗଙ୍ଗା ନଦୀରେ ଡ଼ଙ୍ଗା ଉପରେ ଇଫତାର୍‌ ପାର୍ଟି ଏବଂ ଆମିଷ ସେବନକୁ ନେଇ ଉତ୍ତର ପ୍ରଦେଶର ବାରାଣସୀରେ ତୀବ୍ର ଉତ୍ତେଜନା ପ୍ରକାଶ ପାଇଛି। ସୋସିଆଲ…

ରୋହିତଙ୍କ ପାଇଁ ମୁମ୍ବାଇ ଇଣ୍ଡିଆନ୍ସର ସ୍ବତନ୍ତ୍ର ପ୍ଲାନ! କେମିତି ଖେଳିବେ ସେ ନେଇ ସ୍ପଷ୍ଟ କଲେ ହେଡ୍‌ କୋଚ୍‌

ମୁମ୍ବାଇ,୧୭।୩: ଇଣ୍ଡିଆନ ପ୍ରିମିୟର ଲିଗ (IPL) ୨୦୨୬ ପାଇଁ ପ୍ରସ୍ତୁତି ଏବେ ଜୋରଦାର ଚାଲିଛି। ମୁମ୍ବାଇ ଇଣ୍ଡିଆନ୍ସର ପୂର୍ବତନ ଅଧିନାୟକ ତଥା ଷ୍ଟାର୍‌ ବ୍ୟାଟର ରୋହିତ ଶର୍ମା…

ଏପ୍ରିଲ ୧୫ରୁ ଏସବୁ ବ୍ୟାଙ୍କ ଆକାଉଣ୍ଟ ବନ୍ଦ, ଖାତାରେ ଟଙ୍କା ଥିଲେ…

ନୂଆଦିଲ୍‌ଲୀ,୧୭।୩: ପଞ୍ଜାବ ନ୍ୟାସନାଲ ବ୍ୟାଙ୍କ (PNB) ଯେଉଁ ଆକାଉଣ୍ଟଗୁଡ଼ିକ ଦୀର୍ଘ ସମୟ ଧରି ନିଷ୍କ୍ରିୟ ଅଛନ୍ତି ବିଶେଷକରି, ସେହି ଆକାଉଣ୍ଟଗୁଡ଼ିକୁ ‘ଇନ ଆକ୍ଟିଭ’ ଭାବରେ ବର୍ଗୀକୃତ କରାଯାଇଛି।…

ପାକିସ୍ତାନର ଏୟାରଷ୍ଟ୍ରାଇକ୍‌କୁ ନେଇ ଚାଇନାର ବଡ଼ ବୟାନ, ଯୁଦ୍ଧ ଭିତରେ ଚମକି ପଡିଲା ବିଶ୍ୱ!

ବେଜିଂ,୧୭।୩: ଆଫଗାନିସ୍ତାନର କାବୁଲରେ ପାକିସ୍ତାନୀ ସାମରିକ ଆକ୍ରମଣ ପରେ ପରିସ୍ଥିତି ଏତେ ଗମ୍ଭୀର ହୋଇଯାଇଛି। ଯାହାଯୋଗୁ ପାକ୍‌ର ଘନିଷ୍ଠ ସହଯୋଗୀ ଚାଇନା ମଧ୍ୟ ଚୁପ ରହିପାରି ନାହିଁ।…

ଦିଦିଙ୍କ ଗଡ଼ ପାଲଟିଲା ‘ହଟ୍‌-ସିଟ୍‌’: ପୁଣି ମୁହାଁମୁହିଁ ହେବେ ମମତା-ଶୁଭେନ୍ଦୁ, ଭାଜପା କାର୍ଡକୁ କିଭଳି…

କୋଲକାତା,୧୭।୩: ପଶ୍ଚିମବଙ୍ଗ ରାଜନୀତିରେ ପୁଣି ଥରେ ଦୁଇ ମହାରଥୀଙ୍କ ମଧ୍ୟରେ ମହାମୁକାବିଲା ଦେଖିବାକୁ ମିଳିବ। ତୃଣମୂଳ କଂଗ୍ରେସ (TMC) ସୁପ୍ରିମୋ ମମତା ବାନାର୍ଜୀ ଏବଂ ଭାଜପା ନେତା…

ସୁନା ୩୬,୦୦୦ ଟଙ୍କା; ରୁପା ହେଲା ୧୮୭,୦୦୦ ଟଙ୍କା ଶସ୍ତା; ଏକ୍ସପର୍ଟ ଚକିତ, ଆଗକୁ…   

ନୂଆଦିଲ୍ଲୀ,୧୭।୩: ଆମେରିକା-ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ମଧ୍ୟରେ ବିଶ୍ୱ ବଜାରରେ ଏକ ଆଶ୍ଚର୍ଯ୍ୟଜନକ ଚିତ୍ର ସାମ୍ନାକୁ ଆସିଛି। ସାଧାରଣତଃ ଯୁଦ୍ଧ ସମୟରେ ସୁନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri