ତାଇଓ୍ବାନ ରାଷ୍ଟ୍ରପତିଙ୍କ ଗସ୍ତକୁ ନେଇ ରାଗିଲା ଚାଇନା

ତାଇପେ,୭।୪: ତାଇଓ୍ବାନ ରାଷ୍ଟ୍ରପତି ତାଇ ଇଙ୍ଗ-ଓ୍ବେନଙ୍କ ଆମେରିକା ଗସ୍ତକୁ ନେଇ ବିଳିବିଳାଉଛି ଚାଇନା। ତାଇଓ୍ବାନ ରାଷ୍ଟ୍ରପତି ଆମେରିକା ରିପପ୍ଲିକାନ ହାଉସର ଅଧ୍ୟକ୍ଷ କଓ୍ବେିନ ମ୍ୟାକକାର୍ଥିଙ୍କ ସହ ସାକ୍ଷାତ କରିବାରୁ ଚାଇନା ଆହୁରି ରାଗି ଯାଇଛି। ରାଗ ସୁଝାଇବାକୁ ଯାଇ ଚାଇନା ଆମେରିକା ବିରୋଧରେ କାର୍ଯ୍ୟାନୁଷ୍ଠାନ ଆରମ୍ଭ କରି ଦେଇଛି। ରିପୋର୍ଟ ଅନୁଯାୟୀ, ଚାଇନା ରୋନାଲ୍ଡ ରିଗାନ ପ୍ରେସିଡେନସିଆଲ ଲାଇବ୍ରେରୀ ଓ ଅନ୍ୟ ଆମେରିକି ଓ ଏସିଆ ଆଧାରିତ ସଙ୍ଗଠନ ବିରୋଧରେ ପ୍ରତିବନ୍ଧକ ଲଗାଇ ଦେଇଛି। ରିଗନ ଲାଇବ୍ରେରୀ ଦୁର୍ଲଭ ଉଚ୍ଚ-ସ୍ତରିୟ ଦ୍ୱିଦଳୀୟ ବୈଠକ ସ୍ଥଳ ଅଟେ, ଯେଉଁଠି ତାଇଓ୍ବାନ ରାଷ୍ଟ୍ରପତି ତାଇ ଇଙ୍ଗ-ଓ୍ବେନଙ୍କ ସହ ଆଲୋଚନା ପାଇଁ ଏହି ସପ୍ତାହରେ ରିପବ୍ଲିକାନ ହାଉସର ବାଚସ୍ପତି କେଭିନ ମ୍ୟାକକାରିଙ୍କ ଦ୍ୱାରା ଏକ ବିରଳ ଉଚ୍ଚ ସ୍ତରିୟ ବୈଠକର ସ୍ଥାନ ଭାବେ ଠିକ୍‌ କରାଯାଇଥିଲା। ଏହି ବୈଠକ ଏମିତି ସମୟରେ ହୋଇଥିଲା ଯେତେବେଳେ ଆମରିକା-ଚାଇନା ସମ୍ପର୍କ କ୍ରମାଗତ ଭାବେ ଖରାପ ହେଉଛି। ଏହି ସମୟରେ ତାଇଓ୍ବାନ ଓ ଚାଇନା ମଧ୍ୟରେ ତିକ୍ତତା ମଧ୍ୟ ବୃଦ୍ଧି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

‘ଏକ ଛୋଟ ସହରର ପୁଅର ସ୍ବପ୍ନ’… ଜାତୀୟ ପୁରସ୍କାର ଜିତିବା ପରେ ଭାବବିହ୍ବଳ ହେଲେ କାର୍ତ୍ତିକ ଆର୍ଯ୍ୟନ; ଲେଖିଲେ ହୃଦୟସ୍ପର୍ଶୀ ପୋଷ୍ଟ

ମୁମ୍ବାଇ: ଗୁଜୁରାଟରେ ୭୨ତମ ଜାତୀୟ ଚଳଚ୍ଚିତ୍ର ପୁରସ୍କାର ସମାରୋହ ଅନୁଷ୍ଠିତ ହୋଇଥିଲା, ଯେଉଁଠାରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ବିଜେତାମାନଙ୍କୁ ସମ୍ମାନିତ କରିଥିଲେ। ଏହି ସମ୍ମାନ ପାଇଥିବା ବ୍ୟକ୍ତିବିଶେଷଙ୍କ…

ଭାଜପା ପାଇଁ ଆସିଲା ବଡ଼ ଖୁସି ଖବର: ୧୨ ଜଣ UDP ବିଧାୟକଙ୍କ ମଧ୍ୟରୁ ୮ ଜଣ…

ଶିଲଂ,୨୩।୯: ମେଘାଳୟର ୧୨ ଜଣ UDP ବିଧାୟକଙ୍କ ମଧ୍ୟରୁ ୮ ଜଣ ଭାଜପାରେ ଯୋଗ ଦେଉଛନ୍ତି। ଖ୍ଲିହରିଆଟ (Khliehriat) ବିଧାୟକ କାଇରମେନ ଶାଇଲାଙ୍କ ନେତୃତ୍ୱରେ ଏହି ବିଧାୟକମାନେ…

୨୮ ବର୍ଷ ପରେ ପଦକ ଜିତି ଇତିହାସ ସୃଷ୍ଟି କଲେ ମୀରାବାଇ ଚାନୁ

ନୂଆଦିଲ୍ଲୀ,୨୩।୯: ମୀରାବାଇ ଚାନୁ ୨୦୨୬ ଏସୀୟ କ୍ରୀଡ଼ାରେ ରୌପ୍ୟ ପଦକ ଜିତିଛନ୍ତି। ଫାଇନାଲରେ ମୋଟ ୧୯୮ କିଲୋଗ୍ରାମ ଓଜନ ଉଠାଇ ସେ ଏହି ରୌପ୍ୟ ପଦକ ହାସଲ…

ବମ୍ବେ ହାଇକୋର୍ଟଙ୍କ କଡ଼ା ନିର୍ଦ୍ଦେଶ, ରାସ୍ତାରେ ବାଣ ଫୁଟାଇଲେ ହେବ…

ମୁମ୍ବାଇ,୨୩ା୯: ପର୍ବପର୍ବାଣୀ ସମୟରେ ହେଉଥିବା ପ୍ରବଳ ଶବ୍ଦ ଏବଂ ବାୟୁ ପ୍ରଦୂଷଣ ଉପରେ ତୀବ୍ର ଅସନ୍ତୋଷ ପ୍ରକାଶ କରି ବମ୍ବେ ହାଇକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶ ଜାରି…

ସୁନିତା ଆହୁଜା ନୁହେଁ ବରଂ କୋମଲ ରାଣୀଙ୍କ ସହ ‘ଲାଲବାଗଚା ରାଜା’ ଦର୍ଶନ କରିବାକୁ ଯାଇଥିଲେ ଗୋବିନ୍ଦା, ୟୁଜର୍ସ କହିଲେ…

ମୁମ୍ବାଇ,୨୩।୯: ଗତ କିଛି ସମୟ ଧରି ଗୋବିନ୍ଦା ଏବଂ ସୁନିତା ଆହୁଜାଙ୍କ ମଧ୍ୟରେ ଏକ ବିବାଦ ଚାଲିଆସୁଛି। ଗୋବିନ୍ଦାଙ୍କର ତାଙ୍କ ସହ-କଳାକାର କୋମଲ ରାଣୀଙ୍କ ସହ ସମ୍ପର୍କ…

ହାଡୁ ନାଏକଙ୍କ ମୃତ୍ୟୁକୁ ନେଇ ଉତ୍ତେଜନା: ରାସ୍ତା ଅବରୋଧ କଲେ ଉତ୍ତ୍ୟକ୍ତ ଲୋକେ

ଦେବଗଡ଼,୨୩।୯(ଶଶାଙ୍କ ଶେଖର ଝାଙ୍କର):ଦେବଗଡ ପୌରାଞ୍ଚଳ ରଜାମୁଣ୍ଡା ସାହିରେ ଯୁବକଙ୍କ ସନ୍ଦେହ ଜନକ ମୃତ୍ୟୁ ନେଇ ଉତ୍ତେଜନା। ରଜାମୁଣ୍ଡା ଛକ ନିକଟ ପୁରୁଣା ଏନଏଚରେ ଉତ୍ତ୍ୟକ୍ତ ଲୋକଙ୍କ ଦ୍ୱାରା…

ଅବସରପ୍ରାପ୍ତ ସହକାରୀ ଯୋଗାଣ ଅଧିକାରୀ ଶରତ ଚନ୍ଦ୍ର ପଟ୍ଟନାୟକଙ୍କ ପରଲୋକ

ଛତ୍ରପୁର,୨୩ା୯(ଦିଲ୍ଲୀପ ସାମଲ): ଛତ୍ରପୁର କୋର୍ଟ ଷ୍ଟେଶନ ସାହି ନିବାସୀ ତଥା ଅବସରପ୍ରାପ୍ତ ସହକାରୀ ଯୋଗାଣ ଅଧିକାରୀ ଶରତ ଚନ୍ଦ୍ର ପଟ୍ଟନାୟକ (୮୯)ଙ୍କ ବୁଧବାର ସକାଳେ ନିଜ ବାସଭବନରେ…

୨ ସୁଯୋଗ୍ୟ ସନ୍ତାନ ସରସ୍ବତୀ-ଜିତେନ୍ଦ୍ର ସମ୍ବର୍ଦ୍ଧିତ: ଅଞ୍ଚଳ ପାଇଁ ଆଣିଲେ ଗୌରବ

କର୍ଲାମୁଣ୍ଡା,୨୩।୯(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଅନ୍ତର୍ଗତ ପୌରକେଲା ଗ୍ରାମର ଶ୍ରୀରାମ ମଣ୍ଡପ ପରିସରରେ ମା’ ସୁନାମୁଖୀ ଯୁବ ସଂଗଠନ, ପୌରକେଲା ପକ୍ଷରୁ ମଙ୍ଗଳବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?