ଯୁଦ୍ଧ ପାଇଁ ଚାଇନାର ଅଣ୍ଟାଭିଡ଼ା: ମୃତ୍ୟୁକୁ ଭୟ ନ କରିବାକୁ ସୈନ୍ୟଙ୍କୁ ପରାମର୍ଶ ଦେଲେ ରାଷ୍ଟ୍ରପତି

ବେଜିଂ,୨୮।୧୧: ପୂର୍ବ ଲଦାଖର ଏଲ୍‌ଏସିରେ ଭାରତ ଚାଇନା ମଧ୍ୟରେ ଉତ୍ତେଜନା ବଢ଼ିବାରେ ଲାଗିଛି। ଏପରିସ୍ଥଳେ ଚାଇନା ରାଷ୍ଟ୍ରପତି ଶି ଜିନ୍‌ପିଙ୍ଗ୍‌ ଦେଶର ସୈନ୍ୟ ବାହିନୀଙ୍କ ଉଦ୍ଦେଶ୍ୟରେ ଦେଇଥିବା ମନ୍ତବ୍ୟ ଏବେ ସୋସିଆଲ୍‌ ମିଡ଼ିଆରେ ଭାଇରାଲ ହେବାରେ ଲାଗିଛି। ଜିନ୍‌ପିଙ୍ଗ୍‌ ସୈନ୍ୟ ବାହିନୀଙ୍କୁ ମୃତ୍ୟୁକୁ ଭୟ ନ କରିବାକୁ ପରାମର୍ଶ ଦେଇଛନ୍ତି। ଯୁଦ୍ଧରେ କିଭଳି ବିଜୟ ଲାଭ ହେବ ତାହା ଉପରେ ଲକ୍ଷ୍ୟ ଧାର୍ଯ୍ୟ କରିବାକୁ ଜିନ୍‌ପିଙ୍ଗ୍‌ କହିଛନ୍ତି। ସେଥିପାଇଁ ତାଲିମ୍‌ ଉପରେ ସେ ଗୁରୁତ୍ୱ ଦେଇଛନ୍ତି। ଜିନ୍‌ପିଙ୍ଗ୍‌ ଏଭଳି ମନ୍ତବ୍ୟ ନେଇ ଏବେ ଅନ୍ତର୍ଜାତୀୟସ୍ତରରେ ଚିନ୍ତା ବଢ଼ିବାରେ ଲାଗିଛି। ଜିନ୍‌ପିଙ୍ଗ୍‌ଙ୍କ ବିବାଦୀୟ ମନ୍ତବ୍ୟ ଏବଂ ଚାଇନା ସାଗରରେ ବଢୁଥିବା ଉତ୍ତେଜନା ଯୋଗୁ ଆମେରିକା, ଅଷ୍ଟ୍ରେଲିଆ ସହିତ ଭାରତ ପକ୍ଷରୁ ମଧ୍ୟ ଉଦ୍‌ବେଗ ପ୍ରକାଶ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଶ୍ୱତାପନ ବୃଦ୍ଧି ୧.୫ ଡିଗ୍ରୀରେ ସୀମିତ ପାଇଁ ସହମତି

ରୋମ୍‌, ୧।୧୧: ବିଶ୍ୱ ତାପନ ପ୍ରାକ୍‌ ଶିଳ୍ପାୟନ ସ୍ତରଠାରୁ ୧.୫ ଡିଗ୍ରୀ ସେଲ୍‌ସିୟସ୍‌ ଊର୍ଦ୍ଧ୍ୱରେ ସୀମିତ ରଖିବା ଆବଶ୍ୟକତା ଉପରେ ଜି-୨୦ ସମିଟ୍‌ରେ ୨୦ ସଦସ୍ୟ...

ଥିଏଟର ଉପରେ ବୋମାମାଡ଼ କଲା ରୁଷିଆ, ଆଶ୍ରୟ ନେଇଥିଲେ ମହିଳା-ଛୋଟ ପିଲା…

କ୍ୱିଭ୍‌,୧୭।୩ : ୟୁକ୍ରେନ୍‌ର ଏକ ଡ୍ରାମା ଥିଏଟର ଉପରେ ରୁଷିଆ ବାୟୁସେନା ବୋମା ମାଡ଼ କରିଛି। ଏହା ସହିତ ରୁଷିଆ ସୈନ୍ୟବାହିନୀ ମଧ୍ୟ ଏହା ଉପରେ...

ୟୁକ୍ରେନ୍ ଫାଷ୍ଟ ଲେଡିଙ୍କ ଇମୋଶନାଲ ପୋଷ୍ଟ ଭାଇରାଲ, ଶେୟାର କଲେ ବମ ସେଲ୍ଟରରେ ଜନ୍ମ ଝିଅର ଫଟୋ

କ୍ୱିଭ୍‌,୧ ।୩: ୟୁକ୍ରେନକୁ ଚପାଇ ଦେବାକୁ ସମସ୍ତ ଶକ୍ତି ଲଗାଇ ଦେଇଛି ରୁଷିଆ । ଲଗାତାର ଭାବେ ପଞ୍ଚମ ଦିନରେ ବି ମିଶାଇଲ ଆକ୍ରମଣ କରି...

ସ୍ପାର୍ସକୁ ଟପିଲା କରୋନା: ମୃତ୍ୟୁ ସଂଖ୍ୟା ୮୧୧ ଛୁଇଁଲା

ବେଜିଂ,୯।୨: ଚାଇନାର କରୋନା ମହାମାରୀ ଯୋଗୁ ହାହାକାର ସୃଷ୍ଟି ହୋଇଛି। ଦେଶର ୩୦ଟିରୁ ଅଧିକ ସହରରେ ସନ୍ଦିଗ୍ଧ ଥିବା ସରକାରଙ୍କ ପକ୍ଷରୁ କୁହାଯାଇଛି। ଇତିମଧ୍ୟରେ ଚାଇନାରେ...

ଅର୍ଦ୍ଧରାତ୍ରରେ ସିରିଆ ଉପରେ ରକେଟ ମାଡ଼

ଦାମାସକସ୍‌,୨୬।୧୨: ଇସ୍ରାଏଲ୍‌ ସିରିଆ ମଧ୍ୟରେ ଉତ୍ତେଜନା ବଢ଼ିବାରେ ଲାଗିଛି। ଶୁକ୍ରବାର ଅର୍ଦ୍ଧରାତ୍ରରେ ଇସ୍ରାଏଲ୍‌ ପକ୍ଷରୁ ସିରିଆ ଉପରେ ରକେଟ ମାଡ଼ କରାଯାଇଛି। ହମା ପ୍ରଦେଶର ମସିୟଫ...

ୟୁକ୍ରେନରୁ ଚୋରି କରି ନେଇଥିବା ପାଞ୍ଚ ଲକ୍ଷ ଟନ ଗହମକୁ ଆଫ୍ରିକୀୟ ଦେଶକୁ ବିକ୍ରି କରୁଛି ରୁଷିଆ

କ୍ୱିଭ/ମସ୍କୋ/ ନାଇରୋବି,୭ ।୬: ରୁଷିଆ-ୟୁକ୍ରେନ ମଧ୍ୟରେ ଚାଲିଥିବା ଯୁଦ୍ଧ ୨ ମାସରୁ ଅଧିକ ସମୟ ହୋଇ ଗଲାଣି । ହେଲେ ଏବେବି ସେଠାରେ ଉତ୍ତେଜନା ପରିସ୍ଥିତି...

ଶାରୀରିକ ସମ୍ପର୍କ ସମୟରେ କହିବା ସତ୍ତ୍ୱେ ପୁରୁଷ ବନ୍ଧୁ ଜନ୍ମ ନିୟନ୍ତ୍ରଣ ବ୍ୟବସ୍ଥା ଗ୍ରହଣ ନ କରିବା ବଳାତ୍କାର ସହ ସମାନ, କାନାଡ଼ା ସୁପ୍ରିମ୍‌ କୋର୍ଟ…

ଅଟଓ୍ବା, ୩୧।୭ : କାନାଡାର ସୁପ୍ରିମକୋର୍ଟ କହିଛନ୍ତି ଯେ ଯଦି ଜଣେ ବ୍ୟକ୍ତି ପାର୍ଟନରଙ୍କ ଅନୁରୋଧ ପରେ ମଧ୍ୟ ଶାରୀରିକ ସମ୍ପର୍କ ସମୟରେ ଜନ୍ମ ନିୟନ୍ତ୍ରଣ...

ଉତ୍ତାପ ପାଇଁ ପୋଷାକ ଜାଳୁଛନ୍ତି

ମସ୍କୋ, ୩ା୩: ୟୁକ୍ରେନ୍‌ ଉପରେ ରୁଷିଆର ଆକ୍ରମଣର ଯନ୍ତ୍ରଣା କେବଳ ୟୁକ୍ରେନବାସୀ ନୁହଁନ୍ତି, ସେଠାରୁ ଜୀବନ ରକ୍ଷା ପାଇଁ ପଳାୟନ କରୁଥିବା ଅନ୍ୟ ଦେଶର ଲୋକେ...

Advertisement
Archives

Model This Week