‘ସୀମା ବିବାଦ ସମାଧାନ ପାଇଁ ବେଜିଂ ପ୍ରସ୍ତୁତ’

ବେଜିଂ,୨୫ା୧୨: ସୀମା ବିବାଦର ସମାଧାନ ଲାଗି କାମ କରିବାକୁ ଚାଇନା ପ୍ରସ୍ତୁତ ବୋଲି ବହିର୍ବ୍ୟାପାର ମନ୍ତ୍ରୀ ଓ୍ବାଙ୍ଗ୍‌ ୟି କହିଛନ୍ତି। ଭାରତ ସହ ଚାଇନାର ସମ୍ପର୍କ ଉପରେ ଓ୍ବାଙ୍ଗ୍‌ ଖବରଦାତାଙ୍କୁ କହିଥିଲେ, ଉଭୟ କୂଟନୈତିକ ଏବଂ ସାମରିକ ଚ୍ୟାନେଲ ମାଧ୍ୟମରେ ଦୁଇ ଦେଶ ମଧ୍ୟରେ ଯୋଗାଯୋଗ ଜାରି ରହିଛି। ସୀମାରେ ସ୍ଥିରତା ବଜାୟ ରଖିବା ଲାଗି ଉଭୟ ଦେଶ ପ୍ରତିଶ୍ରୁତିବଦ୍ଧ। ଦୁଇ ଦେଶର ସମ୍ପର୍କ ବଢ଼ାଇବା ଦିଗରେ ଏକତ୍ର କାର୍ଯ୍ୟ କରିବାକୁ ବେଜିଂ ପ୍ରସ୍ତୁତ ବୋଲି ଓ୍ବାଙ୍ଗ କହିଛନ୍ତି। ସୂଚନାଯୋଗ୍ୟ, ଗତ ୯ ତାରିଖରେ ଅରୁଣାଚଳପ୍ରଦେଶର ତାଓ୍ବଙ୍ଗ ସେକ୍ଟରରେ ଭାରତ ଓ ଚାଇନା ସୈନ୍ୟଙ୍କ ମଧ୍ୟରେ ସଂଘର୍ଷ ଘଟିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧବିରତି ଭିତରେ ହଠାତ୍‌ ଖସିଲା ତେଲଦର, ଜାଣନ୍ତୁ ନୂଆ ପେଟ୍ରୋଲ ରେଟ୍‌

ନୂଆଦିଲ୍ଲୀ,୮ା୪: ଆମେରିକା ଏବଂ ଇରାନ ମଧ୍ୟରେ ଦୁଇ ସପ୍ତାହ ପାଇଁ ଯୁଦ୍ଧବିରତି ଘୋଷଣା ପରେ ବୁଧବାର (୮ ଏପ୍ରିଲ) ସେୟାର ମାର୍କେଟ୍‌ରେ ବଡ଼ ବୃଦ୍ଧି ଦେଖିବାକୁ ମିଳିଛି।…

ଯୁଦ୍ଧବିରତି ଭିତରେ ପୁଣି ହାଇ ଆଲର୍ଟ, ମିସାଇଲ ମାଡ଼ କଲା ଇରାନ୍‌…

ତେହରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ଘୋଷଣା ସତ୍ତ୍ୱେ, ଇସ୍ରାଏଲ ଏବଂ ଇରାନ ଉଭୟ ଯୁଦ୍ଧକ୍ଷେତ୍ରରେ ସକ୍ରିୟ ଅଛନ୍ତି। ଏହା କାତାର ଏବଂ କୁୱେତ ସମେତ…

କାଳବୈଶାଖୀରେ ଭାଙ୍ଗିବା ଘର କ୍ଷତିଗ୍ରସ୍ତ ପରିବାରଙ୍କୁ ଭେଟିଲା ବ୍ଲକ୍‌ ପ୍ରଶାସନ

ଗୁଡାରି,୮।୪ (ପ୍ରମୋଦ କୁମାର ପତି ):ରାୟଗଡା ଜିଲା ଗୁଡାରି ବ୍ଲକର ବିଭିନ୍ନ ସ୍ଥାନରେ ସୋମବାର ଅପରାହ୍ନରେ କାଳବୈଶାଖୀ ପ୍ରଭାବରେ ଜୋରରେ ପନ ବୋହିବା ସହ କୁଆପଥର ବର୍ଷା…

ଇରାନ-ଆମେରିକା ଯୁଦ୍ଧବିରତିକୁ ଇସ୍ରାଏଲର ଝଟକା: ବଡ଼ ଘୋଷଣା କରିଦେଲେ ନେତାନ୍ୟାହୁ, ଭୟରେ ଥରିଲା…

ଓ୍ବାଶିଂଟନ୍‌,୮।୪: ମଧ୍ୟପ୍ରାଚ୍ୟରେ ଯୁଦ୍ଧବିରତି ଘୋଷଣା ଅନେକ ଦେଶକୁ ଆଶ୍ୱସ୍ତି ଦେଇଛି। ଏହି ସମୟରେ ଇସ୍ରାଏଲ ଏକ ଆଶ୍ଚର୍ଯ୍ୟଜନକ ବିବୃତ୍ତି ଦେଇଛି। ଇସ୍ରାଏଲ ସ୍ପଷ୍ଟ କରିଛି ଯେ ଲେବନାନରେ…

RBI ଗଭର୍ନରଙ୍କ ବଡ଼ ଘୋଷଣା: ରେପୋ ରେଟ୍‌ ଅପରିବର୍ତ୍ତିତ

ନୂଆଦିଲ୍ଲୀ,୮।୪: ଭାରତୀୟ ରିଜର୍ଭ ବ୍ୟାଙ୍କ ଆର୍ଥିକ ବର୍ଷ ୨୦୨୭ ପାଇଁ ନୀତି ହାର ଘୋଷଣା କରିଛି। ଲଗାତାର ଦ୍ୱିତୀୟ ବର୍ଷ ପାଇଁ RBI ରେପୋ ରେଟ୍‌କୁ ଅପରିବର୍ତ୍ତିତ…

‘ହର୍ମୁଜ ପ୍ରଣାଳୀରେ ଆମେରିକା… ’, ଯୁଦ୍ଧବିରତି ପରେ ଟ୍ରମ୍ପଙ୍କ ନୂଆ ବାର୍ତ୍ତା ଶୁଣି ଇରାନ ଖୁସିରେ ଗଦ୍‌ଗଦ୍‌

ଓ୍ବାଶିଂଟନ୍‌,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ଘୋଷଣା କରାଯାଇଛି। ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଘୋଷଣା କରିଛନ୍ତି ଯେ ସେ ଆଗାମୀ ଦୁଇ ସପ୍ତାହ ପାଇଁ ଇରାନ…

ସ୍କୁଲରେ ରୋଷେଇ ବେଳେ ଅଘଟଣ: ଗରମ ଡାଲି ପଡ଼ି ୨ ରୋଷେୟା ଆହତ

ପରଜଙ୍ଗ, ୮।୪(ନିଗମାନନ୍ଦ ଦଳବେହେରା) : ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ କୁମୁସି ହାଇସ୍କୁଲରେ ବୁଧବାର ଛାତ୍ରୀଛାତ୍ରଙ୍କ ପାଇଁ ଭୋଜନ ରୋଷେଇ ହେଉଥିବାବେଳେ ଅଘଟଣ। ଗରମ ଡାଲି ପଡ଼ି…

ଆଜିଠୁ ବଢିଲା ଏୟାର ଇଣ୍ଡିଆ ଭଡ଼ା: ଜାଣନ୍ତୁ କେତେ ହେଲା…

ନୂଆଦିଲ୍ଲୀ,୮ା୪:ବିମାନ ଇନ୍ଧନ(ଏଟିଏଫ୍‌) ମୂଲ୍ୟ ବୃଦ୍ଧିକୁ ନେଇ ଏୟାର ଇଣ୍ଡିଆ ଏହାର ଘରୋଇ ଏବଂ ଅନ୍ତର୍ଜାତୀୟ ରୁଟ୍‌ରେ ସମସ୍ତ ବିମାନ ଯାତ୍ରା ପାଇଁ ମୂଲ୍ୟବୃଦ୍ଧି ଘୋଷଣା କରିଛି। ପ୍ରତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri