ଫେରୁଛି କରୋନା: ଗତ ୨୪ ଘଣ୍ଟାରେ ଚାଇନାରେ ପୁଣି ୨୨ ନୂଆ ସଂକ୍ରମିତ ଚିହ୍ନଟ

ବେଜିଂ,୧୭।୮: ଚାଇନାର ଉହାନ ସହରରୁ ଆରମ୍ଭ ହୋଇଥିବା କରୋନା ମହାମାରୀ ଏବେ ସାରା ବିଶ୍ୱକୁ ଅସ୍ତବ୍ୟସ୍ତ କରି ସାରିଲାଣି। ଏହି ମହାମାରୀ ଚାଇନାରେ ପାଖାପାଖି ୪ ମାସ ତାଣ୍ଡବ ରଚିବା ପରେ କମି ଯାଇଥିବା କହିଥିଲେ ସେଠାକାର ସରକାର। ଏବେ ପୁଣିଥରେ ଗତ ୨୪ ଘଣ୍ଟା ମଧ୍ୟରେ ଚାଇନାରେ ୨୨ ନୂଆ କରୋନା ସଂକ୍ରମିତଙ୍କୁ ଚିହ୍ନଟ କରାଯାଇଥିବା ସୂଚନା ମିଳିଛି। ଏହାସହ ୩୭ ଜଣ ବିନା ଲକ୍ଷଣ ଥିବା ରୋଗୀଙ୍କୁ ମଧ୍ୟ ଚିହ୍ନଟ କରାଯାଇଛି। ସୋମବାର ନ୍ୟାଶନାଲ ହେଲ୍‌ଥ କମିଶନଙ୍କ ପକ୍ଷରୁ ଏହି ସୂଚନା ଦିଆଯାଇଛି। ତେବେ ଏ ସମସ୍ତ ରୋଗୀ ବାହାରୁ ଆସିଥିବା କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

୩ ରାଶିଙ୍କ ପାଇଁ ଚନ୍ଦ୍ର ଗ୍ରହଣ ଶୁଭ! କାଲିଠୁ ଅଚାନକ ବଢିବ ଇନକମ, ଅଜଣା ଲୋକ ଦେବେ ସରପ୍ରାଇଜ

୨୮ ଅଗଷ୍ଟ ୨୦୨୬ରେ କୁମ୍ଭ ରାଶିରେ ଚନ୍ଦ୍ରଗ୍ରହଣ ଘଟିବ। ଏହାର ପ୍ରଭାବ ତିନୋଟି ରାଶି ପାଇଁ ଲାଭଦାୟକ ହୋଇପାରେ, ଯାହା ସେମାନଙ୍କ କ୍ୟାରିଅର, ଆର୍ଥିକ ଓ ଅଟକି…

ଶ୍ରାବଣ ମାସରେ ମଟନ୍ ଖାଇବାକୁ ଜିଦ୍ କଲେ ପୁଅ, ପିଟିପିଟି ମାରିଦେଲେ ବାପା

ମୁମ୍ବାଇ,୨୭।୮: ମହାରାଷ୍ଟ୍ରର ପୁଣେରୁ ଏକ ଚାଞ୍ଚଲ୍ୟକର ହତ୍ୟାକାଣ୍ଡ ସାମ୍ନାକୁ ଆସିଛି । ଶ୍ରାବଣ ମାସରେ ମଟନ ଖାଇବାକୁ ଜିଦ୍‌ କରିବାକୁ ନେଇ ବାପା-ପୁଅଙ୍କ ମଧ୍ୟରେ ବିବାଦ ହୋଇଥିଲା।…

ସୂର୍ଯ୍ୟ-ବୁଧଙ୍କ ଶୁଭ ଯୁତି: ଖୋଲିବ ୪ ରାଶିର ଭାଗ୍ୟ, ହେବ ପ୍ରଚୁର ଧନଲାଭ!

ଆଜି ଅଗଷ୍ଟ ୨୭ ତାରିଖ ରାତି ୧୦ଟା ୩୧ ମିନିଟରେ ସୂର୍ଯ୍ୟ ଏବଂ ବୁଧ ଗ୍ରହ ଦୁହେଁ ୦ ଡିଗ୍ରୀକୁ ଆସିବେ। ଏହି ସମୟରେ ଯୁତି ଦୃଷ୍ଟି…

‘ମାତା-ପିତାଙ୍କ ସେବା ପୁଅ-ଝିଅଙ୍କ ଦାୟିତ୍ୱ, ବୋହୂ-ଜ୍ୱାଇଁଙ୍କର ନୁହେଁ‘: କୋର୍ଟଙ୍କ ବଡ଼ ରାୟ

ନୂଆଦିଲ୍ଲୀ,୨୭।୮: ମାତା-ପିତାଙ୍କ ସେବା କରିବା ପୁଅ ଏବଂ ଝିଅର ଦାୟିତ୍ୱ, ବୋହୂ ଏବଂ ଜ୍ୱାଇଁ ଏଥିପାଇଁ ଦାୟୀ ନୁହଁନ୍ତି। କୌଣସି ବ୍ୟକ୍ତି ନିଜ ସ୍ତ୍ରୀକୁ କିମ୍ୱା କୌଣସି…

ନିଆରା ରାକ୍ଷୀପୂର୍ଣ୍ଣିମା: ଗଛକୁ ରାକ୍ଷୀ ବାନ୍ଧି ପରିବେଶ ସୁରକ୍ଷା ବାର୍ତ୍ତା ବାଣ୍ଟିଲେ ଛାତ୍ରୀଛାତ୍ର

ଭଞ୍ଜନଗର, ୨୭।୮(ବାବୁଲା ପ୍ରଧାନ): ଗଛ ଓ ମଣିଷର ସମ୍ପର୍କକୁ ଦୃଢ଼ କରିବା ସହ ପରିବେଶ ସୁରକ୍ଷାର ବାର୍ତ୍ତା ଦେବା ଲକ୍ଷ୍ୟରେ ରାକ୍ଷୀପୂର୍ଣ୍ଣିମା ଅବସରରେ ଭଞ୍ଜନଗର କବି ସମ୍ରାଟ…

ପୁଣି ବନ୍ଦ ହେଲା ୪ ସ୍ଲୁଇସ ଗେଟ: ହୀରାକୁଦ ଜଳଭଣ୍ଡାରରେ ବନ୍ୟାଜଳ ପ୍ରବେଶ ପରିମାଣ ହ୍ରାସ

ସମ୍ବଲପୁର,୨୭।୮(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରକୁ ବନ୍ୟାଜଳ ପ୍ରବେଶ ପରିମାଣ କ୍ରମଶଃ ହ୍ରାସ ପାଇବାରେ ଲାଗିଛି। ଫଳରେ ଗୁରବାର ୍ଯଯଯାହ୍ନରେ ପୁଣି ୪ଟି ସ୍ଲୁଇସ ଗେଟକୁ ବନ୍ଦ କରି…

ଉତ୍ତରାଞ୍ଚଳ ଡିଆଇଜି ଭାବେ ଦାୟିତ୍ୱ ଗ୍ରହଣ କଲେ ଚରଣ ସିଂ ମୀନା: ସାଇବର ଅପରାଧ ରୋକିବା ହେବ ପ୍ରାଥମିକତା

ସମ୍ବଲପୁର,୨୭।୮(ପ୍ରମୋଦ ବହିଦାର): ଉତ୍ତରାଞ୍ଚଳ ଡିଆଇଜି ଭାବେ ଆଇପିଏସ ଚରଣ ସିଂ ମୀନା ଆନୁଷ୍ଠାନିକ ଭାବେ ଯୋଗଦେଇଛନ୍ତି। ଗୁରୁବାର ସକାଳେ ସର୍ବପ୍ରଥମେ ସେ ସମ୍ବଲପୁରର ଆରାଧ୍ୟ ଦେବୀ ମା’…

Appleର ବଡ଼ ଘୋଷଣା! ଏହି ତାରିଖରେ ଲଞ୍ଚ ହେବ iPhone 18 Pro, ଏତିକି ରହିବ ଦାମ୍

ନୂଆଦିଲ୍ଲୀ,୨୭।୮: Apple ଶେଷରେ ନିଜର ବଡ଼ ଲଞ୍ଚ ଇଭେଣ୍ଟର ତାରିଖ ଘୋଷଣା କରିଛି । କମ୍ପାନୀ ଆସନ୍ତା ସେପ୍ଟେମ୍ବର ୯ ତାରିଖରେ Apple Event ଆୟୋଜନ କରିବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri