ପିଏଲଏ ଆଣବିକ ଜେନେରାଲଙ୍କୁ ହଟାଇଲା ଚାଇନା…

ବେଜିଂ,୩।୮ : ଚାଇନା ଏହାର ପିପୁଲ୍ସ ଲିବରେଶନ ଆର୍ମି (ପିଏଲଏ )ରେ ଏକ ବଡ ପରିବର୍ତ୍ତନ କରିଛି। ଏହାକୁ ନେଇ ଅନ୍ତର୍ଜାତୀୟସ୍ତରରେ ଚର୍ଚ୍ଚା ଆରମ୍ଭ ହୋଇଛି। ଆଣବିକ ଏବଂ ବାଲିଷ୍ଟିକ କ୍ଷେପଣାସ୍ତ୍ରର ପିଏଲଏର ଆର୍ସେନାଲର ତଦାରଖ କରୁଥିବା ରକେଟ ଫୋର୍ସର ଜେନେରାଲମାନଙ୍କୁ ଚାଇନା ହଟାଇ ଦେଇଛି।

ରାଷ୍ଟ୍ରପତି ଶି ଜିନପିଙ୍ଗ ୱାଙ୍ଗ ହୁବିନଙ୍କୁ ରକେଟ ଫୋର୍ସର କମାଣ୍ଡର ଏବଂ ଜୁ ଜିସେଙ୍ଗଙ୍କୁ ଏହାର ରାଜନୈତିକ କମିଶନର ଭାବରେ ନାମିତ କରିଛନ୍ତି। ଏହି ପଦକ୍ଷେପ ରକେଟ ଫୋର୍ସର କାର୍ଯ୍ୟକାରିତା ଉପରେ ପ୍ରଶ୍ନ ଉଠାଉଛି।

ଏଥି ସହିତ ଚାଇନା ପୂର୍ବ ମୁଖ୍ୟ ଲି ୟୁଚାଓ ଏବଂ ପୂର୍ବତନ କମିଶନର ଜୁ ଜୋଙ୍ଗବୋଙ୍କ ବିଷୟରେ କୌଣସି ସୂଚନା ଦେଇ ନାହିଁ। ହଠାତ୍ ପରିବର୍ତ୍ତନ ଚାଇନା ଉପରେ ଅନେକ ପ୍ରଶ୍ନ ସୃଷ୍ଟି ହେବାରେ ଲାଗିଛି। କାରଣ ଏହି ପଦବୀରେ ନିଯୁକ୍ତ ବ୍ୟକ୍ତିମାନେ ଉଭୟ ସାମରିକ ୱିଙ୍ଗର ସଦସ୍ୟ ନ ଥିଲେ।

ବିଶେଷଜ୍ଞମାନେ କହିଛନ୍ତି ରକେଟ ଫୋର୍ସରେ ଦୁଇଜଣ ଶୀର୍ଷ ବ୍ୟକ୍ତିଙ୍କ ଏକକାଳୀନ ବଦଳାଇବା ଆଶ୍ଚର୍ଯ୍ୟଜନକ ଅଟେ। ଏହାର ଏକ ସପ୍ତାହ ପୂର୍ବରୁ ଚାଇନା ହଠାତ ଏହାର ବୈଦେଶିକ ମନ୍ତ୍ରୀ କିନ ଗ୍ୟାଙ୍ଗଙ୍କୁ ଏହି ପଦବୀରୁ ହଟାଇ ଦେଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀଙ୍କ ବଡ଼ ପଦକ୍ଷେପ: ଚାଉଳ ମିଲିଂ ଖର୍ଚ୍ଚ ୨ ଗୁଣ ବୃଦ୍ଧି କଲେ ରାଜ୍ୟ ସରକାର

ଭୁବନେଶ୍ୱର,୫।୬: ରାଜ୍ୟର ଚାଷୀମାନଙ୍କ ଠାରୁ ସୁରୁଖୁରୁରେ ଧାନ ସଂଗ୍ରହ ପ୍ରକ୍ରିୟାକୁ ଆଗେଇ ନେବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏକ ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି।…

ଫେକ୍ ରିଭ୍ୟୁରୁ ସାବଧାନ! ଅନଲାଇନ୍ ଶପିଂ ସମୟରେ ଷ୍ଟାର୍ ରେଟିଂ ଦେଖି ଠକିଯାଉଛନ୍ତି କି? ଏମିତି କରନ୍ତୁ ଅସଲି-ନକଲିର ଚିହ୍ନଟ…

ଆଜିକାଲିର ବ୍ୟସ୍ତବହୁଳ ଜୀବନରେ ଅନଲାଇନ ଶପିଂ ଆମର ଦୈନନ୍ଦିନ ଜୀବନର ଏକ ଗୁରୁତ୍ୱପୂର୍ଣ୍ଣ ଅଂଶ ପାଲଟିଗଲାଣି। ଘରେ ବସି ମନପସନ୍ଦର ସାମଗ୍ରୀ ପାଇବା ଯେତିକି ସହଜ, ଏଥିରେ…

ଭାରତକୁ ବଡ଼ ସଫଳତା: ଆଣ୍ଡାମାନ ସମୁଦ୍ର ଗର୍ଭରୁ ମିଳିଲା ପ୍ରାକୃତିକ ଗ୍ୟାସର ବିପୁଳ ଭଣ୍ଡାର!

ନୂଆଦିଲ୍ଲୀ,୫।୬: ଭାରତର ଶକ୍ତି ସୁରକ୍ଷା ଏବଂ ଦେଶ ଭିତରେ ଉତ୍ପାଦନ ବୃଦ୍ଧି କ୍ଷେତ୍ରରେ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଦେଶର ପ୍ରମୁଖ ସରକାରୀ ତୈଳ କମ୍ପାନୀ…

ଫିଲ୍ଡରେ କାର୍ଯ୍ୟ କରୁଥିବାବେଳେ ହଠାତ୍‌ ଟଳିପଡ଼ିଲେ ବିଦ୍ୟୁତ୍‌ କର୍ମଚାରୀ, ସ୍ତ୍ରୀଙ୍କୁ ଚାକିରି ସହ କ୍ଷତିପୂରଣ ଦାବିରେ…

ଭଞ୍ଜନଗର,୫ା୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଟାଟା ପାଓ୍ବାର ଅଧୀନରେ କାର୍ଯ୍ୟରତ କର୍ମଚାରୀ ଦୁର୍ଗାମାଧବ ଜେନା (୪୫) ଶୁକ୍ରବାର ଫିଲ୍ଡରେ କାମ କରୁଥିବା ବେଳେ ହଠାତ୍‌ ଟଳିପଡ଼ିଥିଲେ।…

TMCକୁ ଆଉ ଏକ ଧକ୍କା, ମେୟର ପଦରୁ ଇସ୍ତଫା ଦେଲେ ମମତାଙ୍କ ନିକଟତମ

କୋଲକାତା,୫।୬: ବଙ୍ଗଳା ବିଧାନସଭା ନିର୍ବାଚନରେ ଶୋଚନୀୟ ପରାଜୟ ପରେ ତୃଣମୂଳ କଂଗ୍ରେସ ଭିତରେ ଦେଖାଦେଇଥିବା ଅନ୍ତର୍ଦ୍ୱନ୍ଦ୍ୱ ଏବଂ ବିଭାଜନ ମଧ୍ୟରେ, ଦଳର ବରିଷ୍ଠ ନେତା ଏବଂ ପୂର୍ବତନ…

ପାନୀୟ ଜଳ ବିଦ୍ୟୁତ ସମସ୍ୟା ନେଇ ଟାଟା ପାଓ୍ବାର ଅଫିସ ଘେରାଉ

ବଲାଙ୍ଗୀର,୫ା୬(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଦେଓଗାଁ ବ୍ଲକ ଅନ୍ତର୍ଗତ ବିଭିନ୍ନ ଗ୍ରାମପଞ୍ଚାୟତର ବହୁ ଗ୍ରାମବାସୀ ଶୁକ୍ରବାର ବଲାଙ୍ଗୀର ଆସି ଆରଡବ୍ଲ୍ୟୁଏସ୍‌ଏସ୍‌ ଅଧୀକ୍ଷଣ ଯନ୍ତ୍ରୀ ଅଫିସ ଏବଂ…

ମୋଦିଙ୍କ ପ୍ରଶଂସା ମଧ୍ୟରେ କ୍ୟାମେରାରେ କଏଦ ହୋଇଥିଲା ଏକ ହସ ପୁଟିନଙ୍କ ସାମ୍ନାରେ ବସିଥିବା ଏହି ରହସ୍ୟମୟୀ ମହିଳା ଜଣକ କିଏ? ଜାଣନ୍ତୁ…

ନୂଆଦିଲ୍ଲୀ,୫।୬: ଗୁରୁବାର ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଆନ୍ତର୍ଜାତୀୟ ସମ୍ବାଦ ସଂସ୍ଥାର ମୁଖ୍ୟମାନଙ୍କ ସହିତ ଆଲୋଚନା କରିଥିଲେ। ଆଲୋଚନା ସମୟରେ ସେ ଖୋଲାଖୋଲି ଭାବରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର…

୯ ଦିନ ପରେ ମିଳିଲା ଗୌରାଙ୍ଗଙ୍କ ଗଳିତ ମୃତଦେହ, ପାଖରେ ପଡ଼ିଥିବା ଏସବୁ ଜିନିଷ ଦେଖି…

ଆଳି,୫ା୬(ବନମାଳୀ ସେନାପତି): ବହୁ ଚର୍ଚ୍ଚିତ ଆଳି ମହାଦେଇପାଟଣା ଗ୍ରାମର ନିଖୋଜ ଗୌରାଙ୍ଗ ସେଠୀଙ୍କ ଗଳିତ ମୃତଦେହ ୯ ଦିନ ପରେ ଉଦ୍ଧାର ହୋଇଛି। ଆଳି ଥାନା ଅନ୍ତର୍ଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri