୧୪ଦେଶ ସହ ପାକିସ୍ତାନର ସମରାଭ୍ୟାସ

ଇସଲାମବାଦ,୧୭।୧୦: ପଡୋଶୀ ଦେଶ ପାକିସ୍ତାନ ୧୪ଟି ଦେଶ ସହ ମିଶି ସମରାଭ୍ୟାସ ଆରମ୍ଭ କରିଛି। ପିଏଏଫ ଅର୍ଥାତ ପାକିସ୍ତାନ ବାୟୁସେନା ଦ୍ୱାରା ଆୟୋଜିତ ସମରାଭ୍ୟାସରେ ଚାଇନା-ସାଉଦି ଆରବ ସମେତ ୧୪ଟି ଦେଶର ବାୟୁସେନା ଅଂଶଗ୍ରହଣ କରିଛନ୍ତ। ଏହି ସମରାଭ୍ୟାସ ମାଧ୍ୟମରେ ପିଏଏଫ ଶକ୍ତି ପ୍ରଦର୍ଶନ କରିବା ସହ ଆନ୍ତର୍ଜାତୀୟ ସହଯୋଗ ବୃଦ୍ଧି କରିବାକୁ ଲକ୍ଷ୍ୟ ରଖିଛି।

ଅନ୍ତର୍ଜାତୀୟ ଗଣମାଧ୍ୟମ ଅନୁଯାୟୀ, ଅଜେରବାଇଜାନ, ବହରେନ, ଚାଇନା, ଇଜିପ୍ଟ, ଜର୍ମାନୀ, ହଙ୍ଗେରୀ, ଇଣ୍ଡୋନେସିଆ, ଇରାନ, ଇଟାଲୀ, କୁଏତ, ମୋରୋକୋ, ଓମାନ, ପାକିସ୍ଥାନ, କତାର, ସାଉଦି ଆରବ, ତୁର୍କୀ, ସଂଯୁକ୍ତ ଆରବ ଏମିରେଟ୍ସ ଏବଂ ଉଜବେକିସ୍ତାନ ମିଳିତଭାବରେ ଏହି ସମରାଭ୍ୟାସ କରୁଛନ୍ତି।

ପାକିସ୍ତାନୀ ସାମ ଟିଭି ରିପୋର୍ଟ ଅନୁଯାୟୀ, ପାକିସ୍ତାନ ବାୟୁସେନାର ସମରାଭ୍ୟାସ ସର୍ବବୃହତ ସମରାଭ୍ୟାସ ମଧ୍ୟରୁ ଅନ୍ୟତମ। ଅନ୍ତର୍ଜାତୀୟ ସହଯୋଗକୁ ମଜବୁତ କରିବା ସହିତ ଏହାର ବାୟୁସେନା କ୍ଷମତାକୁ ବଢାଇବା ପାଇଁ ପିଏଏଫ ଏପରି ନିଷ୍ପତ୍ତି ନେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବର୍ଷା କମିଛି, ଆତଙ୍କ ଥମିନି: କାନ୍ଥ ପଡ଼ି ଚାଲିଗଲା ବୃଦ୍ଧାଙ୍କ ଜୀବନ

ଭଞ୍ଜନଗର, ୨୫।୯(ବାବୁଲା ପ୍ରଧାନ):ଗଞ୍ଜାମ ଜିଲାରେ ଲଗାଣ ବର୍ଷା ପରେ ଶୁକ୍ରବାର ବର୍ଷାର ପରିମାଣ କିଛିଟା କମିଥିଲେ ମଧ୍ୟ ଲୋକଙ୍କ ମନରୁ ଆତଙ୍କ ଥମିନାହିଁ। ବେଲଗୁଣ୍ଠ ବ୍ଲକ ଉଡ୍ରା…

ବର୍ଷାରେ ଭାଙ୍ଗିଲା ଘର: ତାର୍ପୋଲିନ ଯୋଗାଇଦେଲେ ତହସିଲଦାର

କେସିଙ୍ଗା, ୨୫।୯(ତୁମେଶ୍ୱର ସାହୁ): ଲଘୁଚାପଜନିତ ଲଗାଣ ବର୍ଷା ଓ ପବନ ଯୋଗୁ କେସିଙ୍ଗା ବ୍ଲକର ବିଭିନ୍ନ ଅଞ୍ଚଳରେ ଘର ଭାଙ୍ଗିବା ସହ ଚାଷଜମିରେ ମଧ୍ୟ କ୍ଷୟକ୍ଷତି ହେଉଥିବା…

୨୭ ବର୍ଷର ସଂଘର୍ଷ ପରେ ୫୯ ବର୍ଷରେ ପାଇଲେ ସରକାରୀ ଚାକିରି; ୧୯୯୯ରୁ କରୁଥିଲେ ପ୍ରସ୍ତୁତି, ଜାଣନ୍ତୁ ରୋଚକ କାହାଣୀ

ନୂଆଦିଲ୍ଲୀ,୨୫।୯: ବୟସ ୫୯ ବର୍ଷ। ଦୀର୍ଘ ୨୭ ବର୍ଷର ସଂଘର୍ଷ ପରେ ଶେଷରେ ପୂରଣ ହୋଇଛି ସରକାରୀ ଶିକ୍ଷକ ହେବାର ସ୍ୱପ୍ନ । ଉତ୍ତରପ୍ରଦେଶର ବାଗପତ ଜିଲାର…

ସକାଳୁ ସକାଳୁ ପୂର୍ବତନ ବିଧାୟକଙ୍କୁ ଉଠାଇନେଲା ପୋଲିସ, ମମତାଙ୍କ ଘନିଷ୍ଠ ଥିଲେ..

କୋଲକାତା,୨୫।୯: ତୃଣମୂଳ କଂଗ୍ରେସର ସମସ୍ୟା କମିବାର ନାଁ ନେଉନାହିଁ । ତୃଣମୂଳ କଂଗ୍ରେସ (ଟିଏମ୍‌ସି)ର ପୂର୍ବତନ ବିଧାୟକ ଅଜିତ ମାଇତିଙ୍କୁ ଠକେଇ ମାମଲାରେ ପୋଲିସ ଗିରଫ କରିଛି…

ମନ୍ତ୍ରୀଙ୍କ ବଡ଼ ସୂଚନା: ଏହି ଦିନ ମିଳିବ ବକେୟା ଭତ୍ତା

ଭୁବନେଶ୍ୱର, ୨୫।୯: ଆସନ୍ତା ଅକ୍ଟୋବର ମାସ ସୁଦ୍ଧା ମିଳିବ ବକେୟା ଥିବା ଭତ୍ତା। ଏନେଇ ବିଧାନସଭାରେ ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ସୂଚନା ଦେଇଛନ୍ତି। ରାଜ୍ୟରେ ସମୁଦାୟ ୨୦…

୨ ଅଧିକାରୀ ଚାକିରିରୁ ନିଲମ୍ବିତ: କଡ଼ା କାର୍ଯ୍ୟାନୁଷ୍ଠାନ ନେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଭୁବନେଶ୍ୱର,୨୫।୯: ରାଜ୍ୟର ଦୁଇ ବରିଷ୍ଠ ଅଧିକାରୀ ଅରୁଣ ବିଶ୍ୱାଳ ଓ ସୁଜିତ ରାଉଳଙ୍କୁ ନିଲମ୍ବନ କରାଯାଇଥିବା ନେଇ ସୂଚନା ମିଳିଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନିର୍ଦ୍ଦେଶକ୍ରମେ…

ଦେଶବ୍ୟାପୀ ଆନ୍ଦୋଳନ ଘୋଷଣା କଲା CJP: ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିରେ ଦୀପକେ କହିଲେ- କାଲି ସୁଦ୍ଧା…

ନୂଆଦିଲ୍ଲୀ,୨୫।୯: ନିର୍ବାଚନ କମିଶନ ଓ ଭୋଟର ତାଲିକାର SIR କୁ ନେଇ ବିବାଦ ମଧ୍ୟରେ କକ୍ରୋଚ ଜନତା ପାର୍ଟି (CJP) ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ…

୩୦ରେ ଓଡ଼ିଶା ବନ୍ଦ ଡାକରା: ପାଠ୍ୟପୁସ୍ତକ ତ୍ରୁଟିକୁ ନେଇ…

ଭୁବନେଶ୍ୱର,୨୫।୯: ଆସନ୍ତା ୩୦ ତାରିଖରେ ଓଡ଼ିଶା ବନ୍ଦ ଡାକରା ଦେଇଛି ନବ ନିର୍ମାଣ କୃଷକ ସଂଗଠନ। ପାଠ୍ୟପୁସ୍ତକରେ ତ୍ରୁଟି ଏବଂ ଏହାକୁ ନେଇ ଗଣଶିକ୍ଷା ମନ୍ତ୍ରୀଙ୍କ ଇସ୍ତଫା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?