ସର୍ବିୟାକୁ ଗୁପ୍ତରେ ଏଚ୍‌କ୍ୟୁ-୨୨ କ୍ଷେପଣାସ୍ତ୍ର ପ୍ରତିରକ୍ଷା ପ୍ରଣାଳୀ ପଠାଇଲା ଚାଇନା…

ବେଜିଂ, ୧୧।୪ : ରୁଷିଆ ୟୁକ୍ରେନ ମଧ୍ୟରେ ଯୁଦ୍ଧ ଲାଗିଥିବା ସମୟରେ ଚାଇନାର ଏକ ଗୁପ୍ତ କାର୍ଯ୍ୟର ପର୍ଦ୍ଦାଫାଶ୍‌ ହୋଇଛି। ଚାଇନା ରୁଷିଆର ବନ୍ଧୁ ରାଷ୍ଟ୍ର ସର୍ବିୟାକୁ ଏଚ୍‌କ୍ୟୁ-୨୨ କ୍ଷେପଣାସ୍ତ୍ର ପ୍ରତିରକ୍ଷା ପ୍ରଣାଳୀ ପଠାଇଛି। ଚାଇନାର ଏଭଳି କାର୍ଯ୍ୟ ଦ୍ୱାରା ଯୁଦ୍ଧ ପୁଣି ସଙ୍କଟ ଜନକ ହେବା ସହିତ ଅସ୍ଥିରତା ବଢ଼ିବାର ଆଶଙ୍କା ରହିଥିବା ନେଇ ଅନ୍ତର୍ଜାତୀୟସ୍ତରରେ ଚିନ୍ତା ପ୍ରକାଶ ପାଇଛି।

ମିଡ଼ିଆ ରିପୋର୍ଟ ଅନୁସାରେ ଚାଇନା ବାୟୁସେନାର ୬ ମାଲବାହୀ ଓ୍ବାଇ-୨୦ ବିମାନ ଏଚ୍‌କ୍ୟୁ-୨୨ କ୍ଷେପଣାସ୍ତ୍ର ପ୍ରତିରକ୍ଷା ପ୍ରଣାଳୀ ବହନ କରି ବେଳଗ୍ରେଡ୍‌ ବିମାନବନ୍ଦରରେ ଅବତରଣ କରିଛି।

ଏହାଦ୍ୱାରା ଭୂପୃଷ୍ଠରୁ ଅକାଶରେ ଲକ୍ଷ୍ୟ ଭେଦ କରାଯାଇ ପାରିବ। ଏହାର ଲକ୍ଷ୍ୟ ଭେଦ କ୍ଷମତା ୧୭୦ କିଲୋମିଟରର ରହିଛି। ଏହି ପ୍ରତିରକ୍ଷା ପ୍ରଣାଳୀର ଓଜନ ୩୦୦ କିଲୋଗ୍ରାମ୍‌ ଏବଂ ଲମ୍ବ ୭ ମିଟର ରହିଛି। ଏହା ୧୮୦ କିଲୋଗ୍ରାମ୍‌ ପର୍ଯ୍ୟନ୍ତ ବିସ୍ଫୋରକ ବୋହି ନେଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ଆରପାରିରେ ବଲିଉଡ୍‌ର ମଲ୍ଟି-ଟାଲେଣ୍ଟେଡ୍ ଅଭିନେତା ମୁସ୍ତାକ୍ ଖାନ୍, ୫୬ ବର୍ଷ ବୟସରେ ପରଲୋକ

ମୁମ୍ବାଇ: ହିନ୍ଦୀ ସିନେମା ଓ ଟେଲିଭିଜନ୍ ଜଗତରୁ ଏକ ଦୁଃଖଦ ଖବର ସାମ୍ନାକୁ ଆସିଛି। ଜଣାଶୁଣା ବରିଷ୍ଠ ଅଭିନେତା ମୁସ୍ତାକ୍ ଖାନ୍‌ଙ୍କର ୫୬ ବର୍ଷ ବୟସରେ ପରଲୋକ…

କଳାହାଣ୍ଡିରେ ଥମିବାର ନା ଧରୁନି ବର୍ଷା, କୁତ୍ରିମ ନଦୀ ହେଲା ଫତେନଗର ପଡା ମୁଖ୍ୟ ରାସ୍ତା

ଭବାନୀପାଟଣା ୨୪।୯,(ଉତ୍ତମ କୁମାର ଦାଶ): ବଙ୍ଗୋପସାଗରରେ ସୃଷ୍ଟି ଗଭୀର ଅବପାତ ପ୍ରଭାବରେ ଗତ ତିନିଦିନ ଧରି କଳାହାଣ୍ଡି ଜିଲାରେ ପ୍ରବଳ ବର୍ଷା ଜାରି ରହିଛି। ଫଳରେ ଜନଜୀବନ…

ଅକ୍ଟୋବର ୧ରୁ ଧନବର୍ଷା! ରାହୁଙ୍କ ସ୍ୱାତୀ ନକ୍ଷତ୍ରକୁ ଯିବେ ବୁଧ, ମାଲାମାଲ୍ ହେବେ ଏହି ୫ ରାଶି

ଅକ୍ଟୋବର ୧ ତାରିଖ ସକାଳ ୯ଟା ୩୩ ମିନିଟ୍‌ରେ ଗ୍ରହମାନଙ୍କ କୁମାର ‘ବୁଧ’ ତୁଳା ରାଶିରେ ବିରାଜମାନ ଥାଇ ସ୍ୱାତୀ ନକ୍ଷତ୍ରରେ ପ୍ରବେଶ କରିବାକୁ ଯାଉଛନ୍ତି। ବୁଧ…

ଲାଇଭ୍‌ ହେବ କଟକ ଦୁର୍ଗାପୂଜା: ୟୁଟ୍ୟୁବ୍‌-ୱେବସାଇଟ୍‌ରେ ସିଧା ପ୍ରସାରଣ ଦେଖିପାରିବେ ଶ୍ରଦ୍ଧାଳୁ

କଟକ,୨୪।୯: କଟକର ପ୍ରସିଦ୍ଧ ଦୁର୍ଗାପୂଜା ଓ ଭସାଣି ଉତ୍ସବକୁ ନେଇ ଜିଲା ପ୍ରଶାସନ ପକ୍ଷରୁ ଏକ ବଡ଼ ନିଷ୍ପତ୍ତି ନିଆଯାଇଛି। ଚଳିତ ବର୍ଷ କଟକ ଦୁର୍ଗାପୂଜା ଏବଂ…

ଲଗାଣ ବର୍ଷାରେ ଘର ଭୁଶୁଡି ମହିଳା ଗୁରୁତର, ଜିଲା ଚିକିତ୍ସାଲୟରେ ଭର୍ତ୍ତି

କୁନ୍ଦୁରା,୨୪।୯,(ସନ୍ତୋଷ ପ୍ରହରାଜ): କୋରାପୁଟ ଜିଲା କୁନ୍ଦୁରା ବ୍ଲକ ଫୁପୁଗାଁ ଗ୍ରାମ ପଞ୍ଚାୟତ ଚନ୍ଦ୍ରଶୁଣ୍ଢୀଗୁଡା ଠାରେ ଲଗାଣ ବର୍ଷାରେ ଘର ଭୁଶୁଡି ମହିଳା ଗୁରୁତରହୋଇଛନ୍ତି। ମହିଳା ଜଣକ ହେଲେ…

BLOଙ୍କ ପାଇଁ ବଡ଼ ଖବର: ମିଳିବ ବାର୍ଷିକ ୧୮ ହଜାର ଟଙ୍କାର ସମ୍ମାନ ଭତ୍ତା, ୮୧.୪୫ କୋଟିର…

ଭୁବନେଶ୍ୱର,୨୪।୯: ରାଜ୍ୟର ବୁଥ୍ ଲେବଲ୍ ଅଫିସର (BLO)ଙ୍କ ପାଇଁ ରାଜ୍ୟ ସରକାର ଏକ ବଡ଼ ଆର୍ଥିକ ପ୍ରୋତ୍ସାହନ ଘୋଷଣା କରିଛନ୍ତି। SIR ୨୦୨୬ ଭୋଟର ତାଲିକା ସଂଶୋଧନ…

ପୁରୁଷୋତ୍ତମପୁରରେ ଫୁଲୁଛି ରୁଷିକୁଲ୍ୟା

ପୁରୁଷୋତ୍ତମପୁର,୨୪।୯, (ସବିତା ମିଶ୍ର): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଗଭୀର ଅବପାତ ପ୍ରଭାବରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ତିନି ଦିନ ହେଲା ବର୍ଷା ଲାଗିରହି ସାଧାରଣ ଜୀବନକୁ…

‘ପାକିସ୍ତାନ ଜିନ୍ଦାବାଦ’ ଜପ କଲେ ଆୟୁଷ୍ମାନ ଖୁରାନା; ଟ୍ରୋଲ ହେବା ପରେ କହିଲେ…

ମୁମ୍ବାଇ: ଆୟୁଷ୍ମାନ ଖୁରାନା ବଲିଉଡର ସେହି ଅଭିନେତାମାନଙ୍କ ମଧ୍ୟରୁ ଅନ୍ୟତମ, ଯେଉଁମାନେ ହାସ୍ୟରସ ଓ ଆକ୍ସନଠାରୁ ଆରମ୍ଭ କରି ସାମାଜିକ ବାର୍ତ୍ତାବହ ଚଳଚ୍ଚିତ୍ର ପର୍ଯ୍ୟନ୍ତ ବିଭିନ୍ନ ଶୈଳୀର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?