ଲୋକଙ୍କୁ ଗୁପ୍ତରେ କରୋନା ଟିକା ଦେଉଛି ଚାଇନା: ବାହାରେ ପ୍ରକାଶ କରିବାକୁ ମନା

ବେଜିଂ,୩୧।୧୦: ଚାଇନାରେ ଗୁପ୍ତରେ ଏହାର ଲୋକଙ୍କୁ କରୋନା ଟିକା ଦେବା ଆରମ୍ଭ କରିଛି। ତେବେ ଏନେଇ ବାହାରେ ପ୍ରକାଶ ନ କରିବାକୁ ଲୋକଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ସେହିପରି ଔଷଧ କମ୍ପାନୀଗୁଡ଼ିକୁ ଏସମ୍ପର୍କରେ ପରିଚାଳନା ବୋର୍ଡ ବ୍ୟାତିତ ଅନ୍ୟ କାହାକୁ ନ ଜଣାଇବାକୁ ଚେତାବନୀ ଦିଆଯାଇଛି। ଏହାର ଉଲ୍ଲଂଘନ କଲେ ସେମାନଙ୍କ ଉପରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି କୁହାଯାଇଛି। ଲାଟାଇମ୍ସ୍‌ ଡଟ୍‌ କମ୍‌ ରିପୋର୍ଟ ଅନୁସାରେ ଲୋକଙ୍କୁ ଚାଇନା ନ୍ୟାଶନାଲ୍‌ ବାୟୋଟେକ୍‌ ଗ୍ରୁପ୍‌ର ଟିକା ଲଗାଯାଉଥିବା କୁହାଯାଇଛି। ଏହା ଚାଇନାର ସରକାରୀ କମ୍ପାନୀ ସିନୋଫାର୍ମର ଅଂଶବିଶେଷ। ସିନୋଫାର୍ମ ପକ୍ଷରୁ କରୋନା ଟିକାର ପରୀକ୍ଷଣ ୟୁଏଇ, ପେରୁ, ମରୋକୋ ସମେତ ଅନ୍ୟ କେତେକ ଦେଶରେ ଜାରି ରହିଛି। ବର୍ତ୍ତମାନ ସୁଦ୍ଧା ଏହାର ତୃତୀୟ ପର୍ଯ୍ୟାୟ ପରୀକ୍ଷଣ ଶେଷ ହୋଇ ନାହିଁ। ଏପରିସ୍ଥଳେ ଗୁପ୍ତ ଭାବେ କାହିଁକି ଚାଇନାରେ କରୋନା ଟିକା ଦିଆଯାଉଛି ତାହା ସନ୍ଦେହ ସୃଷ୍ଟି କରିଛି।


Enter your email to get our daily news in your inbox.

All Right Reserved By Dharitri.Com

Read more

ନୂଆଦିଲ୍ଲୀ,୭।୪: ଟାଟା ଗ୍ରୁପ୍ ନେତୃତ୍ୱରେ ପରିଚାଳିତ ବିମାନ କମ୍ପାନୀ ଏୟାର ଇଣ୍ଡିଆ ଯାତ୍ରୀମାନଙ୍କୁ ଏକ ଝଟକା ଦେଇଛି । ବଢି଼ପାରେ ଭଡ଼ା । କମ୍ପାନୀ ୮ ଏପ୍ରିଲରୁ…

ଫାଇନାନ୍ସ କମ୍ପାନୀ ମ୍ୟାନେଜରଙ୍କୁ ହତ୍ୟା ଉଦ୍ୟମ ଅଭିଯୋଗ: ସୁନା ଚେନ୍‌ ଛଡାଇ…

ଦିଗପହଣ୍ଡି,୭।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଆଙ୍କୋରଡ଼ା ଗାଁ ନିକଟରେ ଥିବା କ୍ରସର ୟୁନିଟରୁ ପଶ୍ଚିମବଙ୍ଗ କୋଲକତାସ୍ଥିତ ସିଭିଲ କୋର୍ଟଙ୍କ ଆଦେଶ କ୍ରମେ କୋବେଲକୋ…

ନବୀନ ପଟ୍ଟନାୟକଙ୍କୁ ନେଇ ଏମିତି କହିଦେଲେ ମନମୋହନ: ଆମ ଦ୍ୱାର ସବୁବେଳେ ଖୋଲା…

ଭୁବନେଶ୍ୱର,୭।୪: ବିରୋଧୀ ଦଳ ନେତା ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ପଞ୍ଚାୟତରାଜ ନିର୍ବାଚନ ପୂର୍ବରୁ ବିଭିନ୍ନ ଜିଲା ଗସ୍ତ କରିବେ ବୋଲି ଜଣାପଡ଼ିଛି। ନବୀନଙ୍କ ଜିଲା…

ହୃଦୟ ବିଦାରକ… ପ୍ରେମିକ ସହିତ ଧରାପଡ଼ିଲେ ସ୍ତ୍ରୀ, ପୋଲିସ ଉପସ୍ଥିତିରେ ଗଳା କାଟି ହତ୍ୟା କଲେ ସ୍ବାମୀ

ହାଇଦ୍ରାବାଦ,୭।୪: ତେଲେଙ୍ଗାନାର ସାଙ୍ଗାରେଡ୍ଡି ଜିଲାର ଜାହିରାବାଦରୁ ଏକ ହୃଦୟ ବିଦାରକ ଖବର ସାମ୍ନାକୁ ଆସିଛି । ଜଣେ ସ୍ୱାମୀ ପୋଲିସ ଉପସ୍ଥିତିରେ ଚଳନ୍ତା ଗାଡ଼ି ଭିତରେ ତାଙ୍କ…

୩୬ ଲକ୍ଷ ଟଙ୍କା ଦରମା ପ୍ୟାକେଜ୍‌ ଛାଡ଼ି ହୋଇଥିଲେ ବାବା: ଏବେ ବିବାହ କରି ଚର୍ଚ୍ଚାରେ ଅଭୟ ସିଂ, ଆଗକୁ କରିବେ…

ଧର୍ମଶାଳା,୭।୪: ଆଇଆଇଟି ବାବା ଓରଫ ଅଭୟ ସିଂ, ୨୦୨୫ର ପ୍ରୟାଗରାଜ ମହାକୁମ୍ଭ ସମୟରେ ତାଙ୍କର ଅନନ୍ୟ ଆଧ୍ୟାତ୍ମିକ ଯାତ୍ରା ପାଇଁ ରାତାରାତି ପ୍ରସିଦ୍ଧି ହାସଲ କରିଥିଲେ। ଏବେ…

ଯୁଦ୍ଧ ଭିତରେ ଆମେରିକାରେ ରାଷ୍ଟ୍ରପତି ପଦ ଛାଡିବେ ଟ୍ରମ୍ପ? ନିଜେ କହିଦେଲେ…

ଓ଼୍ବାଶିଂଟନ,୭।୪: ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଠାରୁ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଆସିଛି। ସେ ଦାବି କରିଛନ୍ତି ଯେ ସେ…

ଇରାନ ଯୁଦ୍ଧ ମଧ୍ୟରେ ବଡ଼ ଘୋଷଣା କଲେ ପାକ୍‌ ପ୍ରଧାନମନ୍ତ୍ରୀ, ଲୋକେ ଛାନିଆ!

ଇସଲାମାବାଦ,୭।୪: ଇରାନ ହର୍ମୁଜ ପ୍ରଣାଳୀ ଦେଇ ଜାହାଜ ଚଳାଚଳ ଉପରେ ପ୍ରତିବନ୍ଧକ ଲଗାଇବା ପରଠାରୁ, ଦକ୍ଷିଣ ଏସୀୟ ଏବଂ ୟୁରୋପୀୟ ଦେଶଗୁଡ଼ିକ ପେଟ୍ରୋଲ, ଡିଜେଲ ଏବଂ ଏଲପିଜିର…

ତାଣ୍ଡବ ରଚିଲା କାଳବୈଶାଖୀ: ଉଡିଲା ଘର ଛପର, ଭାଙ୍ଗିଲା ବଡ଼ ବଡ଼ ଗଛ

ତୁମୁଡିବନ୍ଧ,୭।୪ (ଦୀପକ କୁମାର ପରାସେଠା): କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ କୁର୍ତମଗଡ ପଞ୍ଚାୟତ ଅଞ୍ଚଳରେ କାଳବୈଶାଖୀ ତାଣ୍ଡବ ରଚାଇଥିବାର ଗତକାଲି ଦେଖିବାକୁ ମିଳିଛି l ସୂଚନା ଅନୁସାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri