Posted inଜାତୀୟ

ଅନୁପ୍ରବେଶ ପାଇଁ ୫ ସ୍ଥାନରେ ସୁଯୋଗ ଉଣ୍ଡି ବସିଛି ଚାଇନା: ହାଇ ଆଲର୍ଟରେ ଭାରତୀୟ ସେନା

ଲଦାଖ, ୧।୯: ସୀମାରେ ଭାରତ ଚାଇନା ମଧ୍ୟରେ ଉତ୍ତେଜନା ବଢ଼ିବାରେ ଲାଗିଛି। ଭାରତରେ ଅନୁପ୍ରବେଶ ପାଇଁ ୫ଟି ସ୍ଥାନରେ ଚାଇନା ସୁଯୋଗ ଉଣ୍ଡି ବସିଛି। ଗୋଇନ୍ଦା ବିଭାଗ ପକ୍ଷରୁ ଜାରି ହୋଇଥିବା ସତର୍କ ସୂଚନା ଅନୁସାରେ ଉତ୍ତରଖଣ୍ଡ ଏବଂ ହିମାଚଳ ପ୍ରଦେଶରେ ଏସବୁ ଅଞ୍ଚଳ ରହିଛି। ହିମାଚଳ ପ୍ରଦେଶର ଲାହୋଲ ଏବଂ ସ୍ପିତି ଜିଲାର ସୀମାବର୍ତ୍ତୀ ଅଞ୍ଚଳ ଚୁଓ୍ବା-ଚୁଜେ, କିନୌର ଜିଲାର ଶିପ୍‌କି ଲା, ଉତ୍ତରକାଶୀ ଜିଲାର ତିବ୍ବତ ସୀମାରେ ଥିବା ନିଲାଙ୍ଗ-ଜଧାଙ୍ଗ, ଉତ୍ତରଖଣ୍ଡର ବରାହୋତି, ପିଥୋରଗଡ଼ର ଲପଥାଲ ଏବଂ ଲିପୁଲେଖ ଆଦି ଅଞ୍ଚଳରେ ଅନୁପ୍ରବେଶ ଉଦ୍ୟମ ଚାଇନା ପକ୍ଷରୁ ଜାରି ରହିଛି। ଗୋଇନ୍ଦା ରିପୋର୍ଟ ମିଳିବା ପରେ ଭାରତୀୟ ସେନାକୁ ହାଇ ଆଲର୍ଟରେ ରଖାଯାଇଛି। ଏପରି କରି ଚାଇନା ଶାନ୍ତି ପ୍ରସ୍ତାବର ଉଲ୍ଲଂଘନ କରୁଥିବା କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଦାୟୀ ପୂର୍ବରୁ କିନ୍ନର ବାହାରିଲା ବର, ଶ୍ବଶୁର ଘର ଲୋକେ କଲେ….

ଲକ୍ଷ୍ନୌ,୧୬।୨: ଉତ୍ତର ପ୍ରଦେଶର ବାରବାଙ୍କି ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ବିଦାୟୀ ସମୟରେ ବର କିନ୍ନର ବୋଲି ଜଣାପଡିଲା । ଏହାପରେ ହଙ୍ଗାମା…

ଜାନୁଆରୀରେ ବଢ଼ିଲା ହୋଲସେଲ୍ ଦରଦାମ୍: ୧୦ ମାସର ସର୍ବୋଚ୍ଚ ସ୍ତରରେ…

ନୂଆଦିଲ୍ଲୀ,୧୬।୨: ଦେଶରେ ପୁଣି ଥରେ ମହଙ୍ଗା ମାଡ଼ର ଆଭାସ ମିଳିଛି। ଜାନୁଆରୀ ମାସରେ ଭାରତର ହୋଲସେଲ୍ ଦରଦାମ୍ (WPI) ୧୦ ମାସର ସର୍ବୋଚ୍ଚ ସ୍ତର ୧.୮୧% କୁ…

ପୁଣିଥରେ ମୁହାଁମୁହିଁ ହେବେ ଭାରତ-ପାକିସ୍ତାନ! ବୁଝନ୍ତୁ ସମିକରଣ

ନୂଆଦିଲ୍ଲୀ,୧୬।୨: ଭାରତୀୟ ଦଳ ପୁଣିଥରେ ପାକିସ୍ତାନକୁ ପରାସ୍ତ କରିଛି। ଫେବୃଆରୀ ୧୫ରେ କଲମ୍ବୋର ପ୍ରେମଦାସା ଷ୍ଟାଡିୟମରେ ଖେଳାଯାଇଥିବା ଟି-୨୦ ବିଶ୍ୱକପ ୨୦୨୬ ମ୍ୟାଚରେ ଭାରତ ପାକିସ୍ତାନକୁ ୬୧…

ପରବର୍ତ୍ତୀ ରାଜନୀତିକୁ ନେଇ ମୁହଁ ଖୋଲିଲେ ଅରବିନ୍ଦ ମହାପାତ୍ର, ବିଧାନସଭାରେ ଯଦି…

ଭୁବନେଶ୍ବର,୧୬।୨: ବିଜେଡିରୁ ନିଲମ୍ବନ ପରଠାରୁ ଚର୍ଚ୍ଚାରେ ରହିଛନ୍ତି ଅରବିନ୍ଦ ମହାପାତ୍ର । ନିଲମ୍ବନ ଓ ପରବର୍ତ୍ତୀ ରାଜନୀତିକୁ ନେଇ ଆଜି ସେ ମୁହଁ ଖୋଲିଛନ୍ତି । ନବୀନ…

ଜାତୀୟ ରାଜପଥରେ ବଢ଼ିପାରେ ଟୋଲ୍ ଟ୍ୟାକ୍ସ: ବଡ଼ ଯୋଜନା କରୁଛନ୍ତି କେନ୍ଦ୍ର ସରକାର

ନୂଆଦିଲ୍ଲୀ,୧୬।୨: ଭାରତରେ ଆଗକୁ ବଢିପାରେ ଟୋଲ୍ ଟ୍ୟାକ୍ସ। ଦେଶରେ ଏକ୍ସପ୍ରେସ-ୱେ ଏବଂ ହାଇ-ସ୍ପିଡ୍ ରୋଡ୍ ନିର୍ମାଣ କାର୍ଯ୍ୟକୁ ତ୍ୱରାନ୍ୱିତ କରିବା ପାଇଁ କେନ୍ଦ୍ର ସରକାର ଏକ ବଡ଼…

ହିମସ୍ଖଳନ ପରେ ଟ୍ରେନ ଦୁର୍ଘଟଣା, ଅନେକେ ଆହତ

ଗପ୍ପେନଷ୍ଟାଇନ,୧୬।୨: ସୋମବାର ଦକ୍ଷିଣ ସ୍ବିଜରଲ୍ୟାଣ୍ଡରେ ଏକ ବଡ଼ ଦୁର୍ଘଟଣା ଘଟିଛି। ଗପ୍ପେନଷ୍ଟାଇନ ଗାଁ ନିକଟରେ ହିମସ୍ଖଳନ ପରେ ୮୦ ଜଣ ଲୋକଙ୍କୁ ନେଇ ଯାଉଥିବା ଏକ ଯାତ୍ରୀବାହୀ…

ପୂର୍ବତନ ବିଧାୟିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କ ଅବସ୍ଥା ଗୁରୁତର

ସମ୍ବଲପୁର,୧୬।୨(ପ୍ରମୋଦ ବହିଦାର): ସମ୍ବଲପୁରର ବିଧାୟିକା ତଥା ସମାଜସେବୀ ଓ ବିଶିଷ୍ଟ ଚିକିତ୍ସକ ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ଅବସ୍ଥା ଗୁରୁତର । ସୋମବାର ସକାଳେ ତାଙ୍କୁ ଠିକ୍ ଭାବେ…

କିଛି ଘଣ୍ଟା ମଧ୍ୟରେ ଇସ୍ତଫା ଫେରାଇ ନେଲେ ଏହି କଂଗ୍ରେସ ନେତା, ହେଲେ କାହିଁକି ନେଲେ ଏଭଳି ନିଷ୍ପତ୍ତି? ଜାଣନ୍ତୁ…

ଗୁଆହାଟି,୧୬।୨: ଆସାମ କଂଗ୍ରେସ ଦଳର ପୂର୍ବତନ ସଭାପତି ଭୂପେନ କୁମାର ବୋରା ସୋମବାର (୧୬ ଫେବୃଆରୀ, ୨୦୨୬) ଦିନ ଦଳର ସଭାପତି ମଲ୍ଲିକାର୍ଜୁନ ଖାର୍ଗେଙ୍କୁ ଇସ୍ତଫାପତ୍ର ପ୍ରଦାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri