ଆମେରିକା-ତାଇଓ୍ବାନ ସାମରିକ ଚୁକ୍ତିରେ ଚାଇନା ଖପ୍ପା, ତାଇଓ୍ବାନ ଦ୍ୱୀପରେ କଲା ଶକ୍ତି ପ୍ରଦର୍ଶନ

ବେଜିଂ,୨୬।୮: ନିକଟରେ ୫୦୦ ମିଲିୟନ ଆମେରିକୀୟ ଡଲାର ଚୁକ୍ତିରେ ତାଇଓ୍ବାନକୁ ଅସ୍ତ୍ରଶସ୍ତ୍ର ଯୋଗାଇବ ଆମେରିକା। ଏହି ଚୁକ୍ତିରେ ତାଇଓ୍ବାନକୁ ଟାର୍ଗେଟ କରିଛି ଡ୍ରାଗନ। ଚୁକ୍ତିର କିଛି ଦିନ ପରେ ଚାଇନା ୧୨ଟି ବିମାନ ଓ ଜାହାଜକୁ ତାଇଓ୍ବାନ ଦ୍ୱୀପ ଆଡକୁ ପଠାଇଛି। ଏନେଇ ତାଇୱାନର ପ୍ରତିରକ୍ଷା ମନ୍ତ୍ରଣାଳୟ ସୂଚନା ଦେଇଛି।

ପ୍ରତିରକ୍ଷା ମନ୍ତ୍ରଣାଳୟ ଏକ ବିବୃତ୍ତିରେ କହିଛି ଯେ, ୨୪ଟି ପିପୁଲ୍ସ ଲିବରେସନ ଆର୍ମି ବିମାନ ଏବଂ ନଅଟି ନୌସେନା ଜାହାଜ ଶୁକ୍ରବାର ଦ୍ୱୀପଆଡକୁ ଆସୁଥିବାର ଦେଖାଯାଇଥିଲା। ସେଥିମଧ୍ୟରୁ ୨୦ଟି ବିମାନ ତାଇୱାନ ଷ୍ଟ୍ରାଇଟର ସେଣ୍ଟର୍‌ ଲାଇନ ଅତିକ୍ରମ କରିସାରିଛି। ତେବେ ଏହାର ପ୍ରତିରୋଧ କରିବା ପାଇଁ ତାଇୱାନ ଏହାର ନୌସେନା ଓ ବାୟୁସେନାଙ୍କୁ ଆଲର୍ଟ ରହିବାକୁ ନିର୍ଦ୍ଦେଶ ଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

୨୪୦ ଜଣ ଯାତ୍ରୀଙ୍କୁ ନେଇ ଯାଉଥିବା ଜାହାଜ ନିଖୋଜ; ସର୍ଚ୍ଚ ଅପରେଶନ ଆରମ୍ଭ

ଜାକର୍ତ୍ତା,୧୩।୯: ଜାଭା ସାଗରରେ ରବିବାର ୨୪୦ ଜଣ ଯାତ୍ରୀଙ୍କୁ ନେଇ ଯାଉଥିବା ଏକ ଜାହାଜ ନିଖୋଜ ହୋଇଯାଇଛି। ଅଧିକାରୀଙ୍କ କହିବାନୁସାରେ, ବୋର୍ଣ୍ଣିଓ ଦ୍ୱୀପର ପୂର୍ବ ଜାଭାରୁ ଦକ୍ଷିଣ…

ବିରଳ ପ୍ରଜାତିର ସବୁଜ ଶାମୁକା, ଏଥିରୁ ପ୍ରସ୍ତୁତ ହୁଏ ବିଭିନ୍ନ ରୋଗର ମହୌଷଧି

ମହାକାଳପଡ଼ା,୧୩ା୯ (ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଗହୀରମଥା ସାମୁଦ୍ରିକ ଅଭୟାରଣ୍ୟ ନୀଳ ଜଳରାଶିର ସାମୁଦ୍ରିକ ବିରଳ ସବୁଜ ଶାମୁକା ଅନ୍ୟତମ। ଗହୀରମଥା ଅଞ୍ଚଳର…

ଶିଶୁଙ୍କ ଗେଡ଼ାପଣ: ୬ ଜିଲାରେ ସ୍ଥିତି ଚିନ୍ତାଜନକ

ଭୁବନେଶ୍ୱର,୧୩ା୯(ସୁଚିସ୍ମିତା ସାହୁ): ରାଜ୍ୟରେ ୫ ବର୍ଷରୁ କମ୍‌ ବୟସର ଶିଶୁଙ୍କ ପୋଷଣ ସ୍ଥିତିକୁ ନେଇ ଜାତୀୟ ପରିବାର ସ୍ୱାସ୍ଥ୍ୟ ସର୍ୱେକ୍ଷଣ (ଏନ୍‌ଏଫ୍‌ଏଚ୍‌ଏସ୍‌-୫ରୁ ଏନ୍‌ଏଫ୍‌ଏଚ୍‌ଏସ୍‌-୬)ର ଏକ ତୁଳନାତ୍ମକ ରିପୋର୍ଟ…

ଦୁର୍ଘଟଣାରେ ଆହତ ବୃଦ୍ଧଙ୍କ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ, ଆଜି ମୃତଦେହ ଜବତ କରି…

ଦିଗପହଣ୍ଡି,୧୨ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ପଞ୍ଚାୟତ ଅନଙ୍ଗପୁର ଗ୍ରାମ ନିକଟ ମୁଖ୍ୟରାସ୍ତାରେ ଏକ ବାଇକ୍‌ ଧକ୍କାରେ ସାନଖେମୁଣ୍ଡି ବ୍ଲକ ଗୌତମୀ ଗ୍ରାମର…

ଭଦ୍ରକରୁ ଅପହରଣ କରି ୫ ଲକ୍ଷ ଟଙ୍କାର ମୁଣ୍ଡ ଜାମିନ ରଖିଥିଲେ ଅପହରଣକାରୀ, ଆଉ ତା’ ପରେ…

ହାଟଡିହୀ,୧୨ା୯(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ପୋଲିସ ପାଇଁ ଅପହରଣର ଶିକାର ହୋଇଥିବା ୩ ଜଣଙ୍କ ଜୀବନ ବଞ୍ଚିଯାଇଛି। ପୋଲିସର ହସ୍ତକ୍ଷେପ ପରେ ଅପହରଣ ଶିକାର ହୋଇ ୫…

କାର୍‌ରେ ଚାଲାଣ ହେଉଥିଲା ଗଞ୍ଜେଇ, ଯାଞ୍ଚ ସମୟରେ ମହାରାଷ୍ଟ୍ରର ୨ ଅଭିଯୁକ୍ତଙ୍କୁ ଧରି…

ଦାରିଙ୍ଗବାଡ଼ି,୧୨ା୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ସିମନବାଡ଼ି ପଞ୍ଚାୟତ ଟୋଲଗେଟ ନିକଟରେ ପୋଲିସ ବ୍ଲକିଂ କରି ଯାଞ୍ଚ କରିବା ସମୟରେ ଗୋଟିଏ କାର୍‌ରୁ ୪୨ କେଜି…

ରାସ୍ତାରେ ଯାଉଯାଉ ବାଇକ୍‌ ସହ କଚାଡ଼ି ହୋଇପଡ଼ିଗଲେ ଯୁବକ, ୮ ଘଣ୍ଟା ପରେ…

ଦିଗପହଣ୍ଡି,୧୨ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଫାସିଗୁଡ଼ା -ଛଣମେରି ଗ୍ରାମ ମଧ୍ୟବର୍ତ୍ତୀ ମୁଖ୍ୟରାସ୍ତା ୟରେ ଶନିବାର ମଧ୍ୟାହ୍ନରେ ସଡ଼କ ଦୁର୍ଘଟଣାରେ ଗୁରୁତର ହୋଇଥିବା ଜଣେ…

ଗ୍ରାମ ସଭାପତିଙ୍କୁ ହତ୍ୟା ମାମଲା: ଆଜୀବନ କାରାଦଣ୍ଡ ଭୋଗିବେ ଦ୍ୱିତୀୟ ଅଭିଯୁକ୍ତ

ଭଞ୍ଜନଗର,୧୨ା୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ଦଣ୍ଡିପଦର ଗ୍ରାମରେ ୨୦୧୬ରେ ଗ୍ରାମ ସଭାପତି ପରୀକ୍ଷିତ ପ୍ରଧାନଙ୍କୁ ହତ୍ୟା କରାଯାଇଥିଲା। ଉକ୍ତ ମାମଲାର ରାୟ ଶୁକ୍ରବାର ପ୍ରକାଶ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?