ଗଲଓ୍ବାନରେ ନିହତ ସୈନ୍ୟଙ୍କ ଭିଡିଓ ଶେୟାର କଲା ଚାଇନା

ବେଜିଂ,୨।୧୦: ୨୦୨୦ ଜୁନ୍‌ ୧୫ରେ ପୂର୍ବ ଲଦାଖର ଗଲଓ୍ବାନ ଉପତ୍ୟକାରେ ଭାରତୀୟ ଯବାନ ଓ ଚାଇନା ସୈନ୍ୟଙ୍କ ମଧ୍ୟରେ ରକ୍ତାକ୍ତ ସଂଘର୍ଷ ହୋଇଥିଲା। ଏଥିରେ ଭାରତର ୨୦ ଯବାନ ଶହୀଦ ହୋଇଥିବାବେଳେ ଚାଇନାର ୪ ସୈନ୍ୟଙ୍କ ମୃତ୍ୟୁ ଘଟିଥିବା ବେଜିଂ କହୁଛି। ଗୁରୁବାର ଶହୀଦ ଦିବସ ପାଳନ ଅବସରରେ ପିପୁଲ୍ସ ଲିବରେଶନ ଆର୍ମି (ପିଏଲ୍‌ଏ) ପକ୍ଷରୁ ଚାଇନା ସୋସିଆଲ ମିଡିଆରେ ଏକ ଭିଡିଓ ଜାରି କରାଯାଇଛି। ଲଦାଖରୁ ନେଇ ଅରୁଣାଚଳ ପ୍ରଦେଶ ପର୍ଯ୍ୟନ୍ତ ଦୁଇଦେଶର ପ୍ରକୃତ ନିୟନ୍ତ୍ରଣରେଖା (ଏଲ୍‌ଏସି)ର ସୁରକ୍ଷା ଦାୟିତ୍ୱରେ ଥିବା ଓ୍ବେଷ୍ଟର୍ନ ଥିଏଟର କମାଣ୍ଡ ଗଲଓ୍ବାନ ଉପତ୍ୟକାରେ ପ୍ରାଣ ହରାଇଥିବା ସୈନ୍ୟଙ୍କୁ ଶ୍ରଦ୍ଧାଞ୍ଜଳି ଦେବାକୁ ଯାଇ ଏହାକୁ ଶେୟାର କରିଛି। ଶତାଧିକ ପିଏଲ୍‌ଏ ସୈନ୍ୟ ସ୍ଲୋଗାନ ଦେଇ ଭାରତୀୟ ଯବାନଙ୍କ ସହ ଲଢ଼େଇ କରୁଥିବା ଏଥିରେ ଦେଖିବାକୁ ମିଳିଛି। ପିଏଲ୍‌ଏ ଅଧିକାରୀମାନେ ସଂଘର୍ଷସ୍ଥଳକୁ ଯାଇ ନିହତ ସୈନ୍ୟଙ୍କୁ ସ୍ମରଣ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭୂକମ୍ପ ଝଟ୍‌କାରେ ଥରିଲା ଜମ୍ମୁ-କଶ୍ମୀରରୁ ନେଇ ଦିଲ୍ଲୀ, ଭୟରେ ଘରୁ ବାହାରକୁ ଦୌଡ଼ିଲେ ଲୋକେ…

ନୂଆଦିଲ୍ଲୀ,୩।୪: ଭାରତର ରାଜଧାନୀ ଦିଲ୍ଲୀ-ଏନ୍‌ସିଆର (Delhi-NCR), ଜମ୍ମୁ-କାଶ୍ମୀର ଏବଂ ଚଣ୍ଡିଗଡ଼ ସମେତ ଉତ୍ତର ଭାରତର ବିଭିନ୍ନ ସ୍ଥାନରେ ଶକ୍ତିଶାଳୀ ଭୂକମ୍ପ ଝଟକା ଅନୁଭୂତ ହୋଇଛି। ଜମ୍ମୁ-କାଶ୍ମୀରରେ ପରସ୍ପର…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

କୁଆପଥର ବର୍ଷା: ଗଛ ଉପୁଡ଼ିବା ସହ ଉଡ଼ିଲା ଛପର

ନନ୍ଦପୁର,୩ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ କୁଆପଥର ବର୍ଷା ପବନ ପ୍ରଭାବରେ ମାଳିବେଲଗାଁ ପଞ୍ଚାୟତ ରାସ୍ତାରେ ୨ଗଛ ଉପୁଡ଼ି ପଡ଼ିଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି।…

ରିଲ୍ସ ପାଇଁ ବନ୍ଧୁକ ଧରି ଯୁବକଙ୍କ ଫାଙ୍କା ଗୁଳିଚାଳନା ଭିଡିଓ ଭାଇରାଲ, ଏସ୍‌ପି କହିଲେ ତଦନ୍ତ ଚାଲିଛି

ପୁରୀ,୩ା୪(ଅଜିତ୍‌ କୁମାର ମହାନ୍ତି): ରିଲ୍ସ ପାଇଁ ଜଣେ ଯୁବକ ବନ୍ଧୁକ ଧରି ଫାଙ୍କା ଗୁଳିଚାଳନା କରୁଥିବାର ଏକ ଭିଡିଓ ଶୁକ୍ରବାର ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି। ଏହି…

ପୋଖରୀରେ ବୁଡ଼ିଲେ ଜଣଙ୍କ ପରେ ଜଣେ …

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମ ନିକଟସ୍ଥ ଏକ ପୋଖରୀରେ ଶୁକ୍ରବାର ୩ଜଣ ମହିଳା ବୁଡି ଯାଉଥିବା ବେଳେ ସେମାନଙ୍କୁ ଉଦ୍ଧାର…

ଛେଳି ଖାଇଲା ଟମାଟୋ ଗଛ: ମାଡ଼ ଖାଇଲେ ଦମ୍ପତି, ମାମଲା ଏବେ…

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମ ନିକଟରେ ଜି.ଦୁର୍ଯ୍ୟ ରେଡ୍ଡୀଙ୍କ ଜମିରେ ଲାଗିଥିବା ଟମାଟୋ ଗଛ ଗୁଡ଼ିକୁ ଶୁକ୍ରବାର ମଧ୍ୟାହ୍ନରେ କିଛି…

ଆଦେଶ ପାଳନ କଲେ ଜିଲାପାଳ, ପିଛିଲା ତାରିଖ ପକାଇ ୨୧ ଦିନ ପରେ ଅର୍ଡର ପ୍ରେରଣ

କେନ୍ଦୁଝର/ହାଟଡିହୀ,୩l୪(ନରେଶ ଚନ୍ଦ୍ର ପଟ୍ଟନାୟକ/ଶୁଭକାନ୍ତ ନାୟକ):ଓଡ଼ିଶା ହାଇକୋର୍ଟଙ୍କ ନିର୍ଦ୍ଦେଶ ଧାର୍ଯ୍ୟ ସମୟରେ ପାଳନ ନ କରିବା ଫଳରେ ଅଦାଲତ ଅବମାନନା ମାମଲା ଦାୟର ହେବା ଏବଂ ଏ ନେଇ…

ନମ୍ବର ସେଭ୍‌ ନ କରି କରିପାରିବେ WhatsAppରେ ଚାଟ୍‌, ଅନେକେ ଜାଣନ୍ତି ନାହିଁ ଏହି ସିକ୍ରେଟ୍‌…

ନୂଆଦିଲ୍ଲୀ,୩।୪: ସାଧାରଣତଃ ହାଟ୍ସଆପରେ କାହା ସହିତ କଥା ହେବାକୁ ହେଲେ ଆମକୁ ପ୍ରଥମେ ସେହି ବ୍ୟକ୍ତିଙ୍କ ନମ୍ବର ନିଜ ଫୋନରେ ସେଭ କରିବାକୁ ପଡ଼ିଥାଏ। କିନ୍ତୁ ଅନେକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri