Posted inଜାତୀୟ

ମୋଦିଙ୍କ ଲେହ ଗସ୍ତକୁ ଦେଖି ଅଡୁଆରେ ପଡିଗଲାଣି ଚାଇନା

ନୂଆଦିଲ୍ଲୀ,୩।୭: ଲଦ୍ଦାଖର ବାସ୍ତବିକ ନିୟନ୍ତ୍ରଣ ରେଖା(ଏଲ୍‌ଏସି)ରେ ଭାରତ-ଚାଇନା ମଧ୍ୟରେ ଲାଗି ରହିଥିବା ଉତ୍ତେଜନାପୂର୍ଣ୍ଣ ପରିସ୍ଥିତି ଭିତରେ ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ହଠାତ୍‌ ଲେହ ଗସ୍ତ କରିଛନ୍ତି। ତେବେ ମୋଦିଙ୍କ ଏହି ଗସ୍ତକୁ ଦେଖି ଏବେ ଏକ ପ୍ରକାର ଅଡୁଆରେ ପଡିଗଲାଣି ଚାଇନା। ଚାଇନାର ବୈଦେଶିକ ମନ୍ତ୍ରଣାଳୟ ଦ୍ୱାରା ଜାରି କରାଯାଇଥିବା ଏକ ବୟାନରୁ ଜଣାପଡିଛି କି ଚାଇନା କହିଛି କୌଣସି ପକ୍ଷ ଏମିତି ପଦକ୍ଷେପ ନ ନେଇ ଯେଉଁଥିପାଇଁ ସୀମାରେ ପରିସ୍ଥିତି ଆହୁରି ଖରାପ ନ ହୋଇଯାଉ। ତେବେ ଚାଇନା ବୈଦେଶିକ ମନ୍ତ୍ରଣାଳୟର ପ୍ରମକ୍ତ ଝାଓ ଲିଜେନ କହିଛନ୍ତି ସୀମାରେ ପରିସ୍ଥିତିକୁ ସାମାନ୍ୟ କରିବାକୁ ଭାରତ-ଚାଇନା ପରସ୍ପର ସମ୍ପର୍କରେ ଅଛନ୍ତି। ପ୍ରଧାନମନ୍ତ୍ରୀଙ୍କ ଲେହ ଗସ୍ତ ପରେ ଚାଇନାର ଏହି ବୟାନକୁ ନେଇ ଏବେ ଚର୍ଚ୍ଚା ଯୋର ଧରିଛି। ତେବେ ମୋଦିଙ୍କ ଗସ୍ତକୁ ନେଇ ଚାଇନା ଏକ ପ୍ରକାର ବ୍ୟତିବ୍ୟସ୍ତ ହୋଇପଡିଥିବା କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ହରିଆଣା ନୁହରେ ପୋଲିସର ଏନ୍‌କାଉଣ୍ଟର: ଡିଏସ୍‌ପି ହତ୍ୟାକାଣ୍ଡରେ ସାମିଲ ଥିବା ଅଭିଯୁକ୍ତ ଗିରଫ

ଚଣ୍ଡିଗଡ଼,୧୯।୭: ହରିୟାଣାର ନୁହରେ ତାୱାଡୁର ଡିଏସ୍‌ପି ସୁରେନ୍ଦର ସିଂ ବିଷ୍ଣୋଇଙ୍କ ହତ୍ୟା ପରେ ପୋଲିସର ଏନ୍‌କାଉଣ୍ଟରରେ ଜଣେ ଅଭିଯୁକ୍ତଙ୍କୁ ଗିରଫ କରିଛି। ଏହି ଏନ୍‌କାଉଣ୍ଟର ସମୟରେ...

ପୁଣି ବଢ଼ିଲା ଦୈନିକ ସଂକ୍ରମଣ-ମୃତ୍ୟୁ ସଂଖ୍ୟା…

ନୂଆଦିଲ୍ଲୀ, ୯।୨ : ଦେଶରେ କରୋନା ମହାମାରୀ ଯୋଗୁ ଆତଙ୍କ ଦେଖାଦେଇଛି। ତେବେ ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ଏହା ପୁଣି...

ସରକାରଙ୍କୁ ଧନ୍ୟବାଦ ଜଣାଇଲେ ୟୁକ୍ରେନରୁ ଭାରତ ଫେରିଥିବା ଭାରତୀୟ

ନୂଆଦିଲ୍ଲୀ,୨୮ ।୨: ରୁଷିଆ-ୟୁକ୍ରେନ୍ ଯୁଦ୍ଧ ମଧ୍ୟରେ ଫସି ରହିଥିବା ଭାରତୀୟଙ୍କୁ କେନ୍ଦ୍ର ସରକାର ଧିରେ ଧିରେ ଉଦ୍ଧାର କରି ଚାଲିଛନ୍ତି । ସୋମବାର ସକାଳୁ ରୋମାନିଆର...

ପଞ୍ଜାବୀ କହିବ ଏବଂ ବୁଝିବ ଏହି ରୋବଟ

ପଞ୍ଜାବରେ ଲୋକେ ପଞ୍ଜାବୀ ଭାଷାରେ କଥାବାର୍ତ୍ତା କରିଥାନ୍ତି। କିଛି ଦେଶରେ ମଧ୍ୟ ପଞ୍ଜାବୀ ଭାଷାରେ ଲୋକେ କଥା ହୁଅନ୍ତି। ବିଶ୍ୱର ଅନ୍ୟ ଭାଗରେ ଯେଉଁଠି ଭାରତୀୟମାନେ...

ଉନ୍ନାଓ ପୀଡିତାଙ୍କୁ ମିଳିଲା ନ୍ୟାୟ: ଦୋଷୀ ସାବ୍ୟସ୍ତ ହେଲେ ସେନ୍‌ଗାର

ନୂଆଦିଲ୍ଲୀ,୧୬।୧୨: ଉନ୍ନାଓ ବଳାତ୍କାର ମାମଲାରେ ଦିଲ୍ଲୀର ତିସ୍‌ ହଜାରୀ କୋର୍ଟ ସୋମବାର ମୁଖ୍ୟ ଅଭିଯୁକ୍ତ ତଥା ଭାରତୀୟ ଜନତା ପାର୍ଟି(ଭାଜପା)ର ବହିସ୍କୃତ ବିଧାୟକ କୁଲଦୀପ ସିଂ...

ବିବାହର ଗୋଟିଏ ଦିନ ପୂର୍ବରୁ କନ୍ୟାଙ୍କ ଏମିତି କାଣ୍ଡ: ସମସ୍ତଙ୍କ ଉଡିଲା ହୋଶ୍‌

ଲକ୍ଷ୍ନୌ,୨୧।୧୨: ଉତ୍ତରପ୍ରଦେଶରେ ଆଶ୍ଚର୍ଯ୍ୟଜନକ ଘଟଣା ଘଟିଛି। ଜଣେ ମାତାପିତା ଝିଅ ବାହାଘର ପାଇଁ ସମସ୍ତ ପ୍ରସ୍ତୁତି କରିଥିଲେ। ଅତିଥିମାନେ ପହଞ୍ଚିଥିଲେ, ଘର ସଜାଯାଇଥିଲା। କିନ୍ତୁ ଶେଷ...

ବଳଦ ଗାଡ଼ିରେ ବରଯାତ୍ରୀ ଗଲେ ଯୁବକ

ଜାଲୋର,୧୮।୫: ଆଜିକାଲି ଯୁବକ ଯୁବତୀମାନେ ନିଜ ବିବାହକୁ ମୁହୂର୍ତ୍ତକୁ ଭିନ୍ନ ଓ ସ୍ବତନ୍ତ୍ର କରିବା ପାଇଁ ନିଆରା ଢ଼ଙ୍ଗ ଆପଣାଉଛନ୍ତି। ବିବାହ ପାଇଁ କିଏ ହେଲିକପ୍ଟରରେ...

ଏପଟେ ଭଉଣୀର ସବାରି ସେପଟେ ଉଠିଲା ଭାଇର କୋକେଇ

ନୂଆଦିଲ୍ଲୀ,୧୮।୪: ଦିଲ୍ଲୀ କସ୍‌ବା ଥାନା ଅଞ୍ଚଳର ଏକ ଗଁ।ରେ ଗୁରୁବାର ଅଭାବନୀୟ ଘଟଣା ଘଟିଛି। ଗୋଟିଏ ପଟେ ଭଉଣୀର ସବାରି ଉଠିଥିବା ବେଳେ ଅନ୍ୟପଟେ ଭାଇର...

Advertisement
Archives

Model This Week