Posted inଜାତୀୟ

ଚାଇନାର ଗୁପ୍ତଚରୀ ମାମଲା: ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ଉପରେ ଥିଲା କଡ଼ା ନଜର

ନୂଆଦିଲ୍ଲୀ, ୨୧।୧୦: ଚାଇନାର ଗୁପ୍ତଚରୀ ମାମଲାର ଖିଅ ଧିରେ ଧିରେ ଖୋଲିବା ଆରମ୍ଭ କରିଛି। ଚାଇନା ଗୁପ୍ତଚର କ୍ୱିଙ୍ଗ ଶିଙ୍କୁ ପଚରା ଉଚରା ସମୟରେ ଜଣାପଡ଼ିଛି ଯେ, ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ କାର୍ଯ୍ୟାଳୟ ଉପରେ କଡ଼ା ନଜର ରଖାଯାଇଥିଲା। ଏହା ସହିତ ଦଲାଇ ଲାମା ଏବଂ ଭାରତରେ ସ୍ଥାପିତ ହୋଇଥିବା ସୁରକ୍ଷା ଉପକରଣଗୁଡ଼ିକ ଉପରେ ମଧ୍ୟ ଲଗାତାର ଗୁପ୍ତତଥ୍ୟ ସଂଗ୍ରହ କରାଯାଉଥିଲା। ଗୁପ୍ତଚରୀ ନେଟ୍‌ଓ୍ବାର୍କରେ ଚାଇନା ମହାବୋଧି ମନ୍ଦିରର ଜଣେ ମୁଖ୍ୟ ବୌଦ୍ଧ ଭିକ୍ଷୁ ଏବଂ କୋଲକାତାର ଜଣେ ପ୍ରଭାବଶାଳୀ ମହିଳା ସାମିଲ ରହିଥିବା ଜଣାପଡ଼ିଛି। ଭାରତର ପ୍ରଧାନମନ୍ତ୍ରୀ କାର୍ଯ୍ୟାଳୟରେ କେତେବେଳେ କ’ଣ କରାଯାଉଛି ତାହାର ଟିକିନିଖି ଖବର ଯୋଗାଡ଼ର ବ୍ୟବସ୍ଥା କରାଯାଇଥିବା ଜଣାପଡ଼ିଛି। ସେହିପରି ଦଲାଇ ଲାମାଙ୍କ ପ୍ରତିଟି କାର୍ଯ୍ୟ ଏବଂ ସେ ସାକ୍ଷାତ୍‌ କରୁଥିବା ଲୋକଙ୍କ ବିଷୟରେ ଗୁପ୍ତ ତଥ୍ୟ ସଂଗ୍ରହ କରାଯାଉଥିବା ପଚରା ଉଚରା ସମୟରେ କ୍ୱିଙ୍ଗ ଶି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ UPI ପେମେଣ୍ଟରୁ ସରକାରଙ୍କୁ ମିଳେ କେତେ ଟଙ୍କା? ପ୍ରତି ଟ୍ରାଞ୍ଜାକ୍ସନ୍‌ର ପୂରା ହିସାବ ଜାଣିଲେ ହେବେ ଚକିତ

ନୂଆଦିଲ୍ଲୀ,୨୮।୯: ୟୁନିଫାଏଡ ପେମେଣ୍ଟସ ଇଣ୍ଟରଫେସ ବା UPI ଜରିଆରେ ପ୍ରତିଦିନ କୋଟି କୋଟି ଟଙ୍କାର କାରବାର ହେଉଛି। କିନ୍ତୁ ଆପଣ କେବେ ଭାବିଛନ୍ତି କି, ଆପଣଙ୍କ ଗୋଟିଏ…

ନଦୀ ପାର ହେବା ବେଳେ ପୁଅ ଆଗରେ ଭାସିଗଲେ ବାପା, କାଠ ସଂଗ୍ରହ କରିବାକୁ ଯାଉଥିଲେ

ତୁମୁଡିବନ୍ଧ,୨୮ା୯(ଦୀପକ କୁମାର ପରାସେଠ): ପରିବାର ପାଇଁ ଦୁଇ ପଇସା ରୋଜଗାର କରିବା ଆଶାରେ ଜଙ୍ଗଲକୁ କାଠକୋଇଲା ସଂଗ୍ରହ କରିବାକୁ ଯାଉଥିଲେ ବାପା ପୁଅ । ହେଲେ ଜଙ୍ଗଲରେ…

UPI ଚାର୍ଜ ଉପରେ ରୋକ ଲଗାଇବା ନେଇ ସୁପ୍ରିମକୋର୍ଟ ନେଲେ ଏହି ନିଷ୍ପତ୍ତି: RBI, କେନ୍ଦ୍ରକୁ…

ନୂଆଦିଲ୍ଲୀ,୨୮।୯: ୨ ହଜାର ଟଙ୍କାରୁ ଅଧିକ UPI ପେମେଣ୍ଟ ଉପରେ ୦.୪ ପ୍ରତିଶତ MDR (Merchant Discount Rate) ଲାଗୁ କରାଯିବାକୁ ଚ୍ୟାଲେଞ୍ଜ କରି ଦାଏର ହୋଇଥିବା…

‘ଜ୍ଞାନୁଙ୍କୁ ଯିବାକୁ ହିଁ ପଡ଼ିବ…’, ଆନ୍ଦୋଳନକୁ ନେଇ ଦୀପ୍‌କେଙ୍କ ବଡ଼ ଘୋଷଣା: ଦିଲ୍ଲୀରେ ନୁହେଁ ଏଥର ଏଇଠି…

ନୂଆଦିଲ୍ଲୀ,୨୮।୯: କକରୋଚ ଜନତା ପାର୍ଟି (CJP)ର ପ୍ରତିଷ୍ଠାତା ଅଭିଜିତ ଦୀପ୍‌କେ ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିରେ ଅକ୍ଟୋବର ୨ରେ ଆନ୍ଦୋଳନ କରିବାକୁ ଘୋଷଣା…

RCBକୁ ବଡ଼ ଝଟକା: ଦୁନିଆରୁ ବିଦାୟ ନେଲେ ଏହି କିମ୍ବଦନ୍ତ୍ରୀ

ବେଙ୍ଗାଲୁରୁ,୨୮।୯: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) ପରିବାରକୁ ବଡ଼ ଝଟକା। ଦଳର ମ୍ୟାଚ ଦିନର ପରିବେଶକୁ ନିଜ ଢୋଲର ତାଳରେ ଉତ୍ସାହିତ କରୁଥିବା ପ୍ରସିଦ୍ଧ ଡ୍ରମର୍‌ ଦେବାଙ୍କ…

ଚାକିରି ଦେବା ବାହାନାରେ ଯୁବତୀଙ୍କୁ ବଳାତ୍କାର କଲେ ଲୋକୋ ପାଇଲଟ୍‌, ଷ୍ଟେଶନରୁ ଘରକୁ ନେଇ…

ପାଟନା,୨୮ା୯: କଟିହାରରେ ଚାକିରି ଦେବାର ପ୍ରଲୋଭନ ଦେଇ ୨୨ ବର୍ଷୀୟା ଯୁବତୀଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ଆସିଛି । ଏହି ମାମଲାରେ ଜଣେ ରେଳବାଇ ଲୋକୋ ପାଇଲଟ୍‌ଙ୍କ…

୩ ଘଣ୍ଟା କାନ୍ଦିଲେ ପରିଣୀତି: ପଛରେ ରହିଛି ଏମିତି କାରଣ

ମୁମ୍ବାଇ: ବଲିଉଡ ଅଭିନେତ୍ରୀ ପରିଣୀତି ଚୋପ୍ରା ମା’ ହେବା ପରେ ପୁଣିଥରେ କାମକୁ ଫେରିଛନ୍ତି। ତେବେ ପୁଅ ନୀରଙ୍କୁ ଘରେ ଛାଡ଼ି କାମ ପାଇଁ ବାହାରକୁ ଯିବା…

NDA ସହ ଯିବା ଚର୍ଚ୍ଚା ମଧ୍ୟରେ ବଡ଼ ଘୋଷଣା କଲେ ଶରଦ ପାୱାର: ରାଜନୀତିରେ ଚହଳ

ନୂଆଦିଲ୍ଲୀ,୨୮।୯: ଗତ କିଛି ମାସ ଧରି ରାଜନୈତିକ ମହଲରେ ଚର୍ଚ୍ଚା ଚାଲିଥିଲା ଯେ, ଶରଦ ପାୱାର ବିଜେପି ନେତୃତ୍ୱାଧୀନ ରାଷ୍ଟ୍ରୀୟ ଗଣତାନ୍ତ୍ରିକ ମେଣ୍ଟ (NDA) ସହ ଯାଇପାରନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?