Advertisement

କରୋନା ସଂକ୍ରମଣ ସଂଖ୍ୟା ପ୍ରକାଶ ବନ୍ଦ କଲା ଚାଇନା

ବେଜିଂ,୨୫ା୧୨: ଗତ କିଛି ଦିନ ମଧ୍ୟରେ ଚାଇନାରେ ପାଖାପାଖି ୨୫ କୋଟି ଲୋକ କରୋନାରେ ସଂକ୍ରମିତ ହୋଇଥିବା ଏକ ସରକାରୀ ଦସ୍ତାବିଜ୍‌ ସୋସିଆଲ ମିଡ଼ିଆରେ ପ୍ରସାରିତ ହୋଇଥିଲା। ଏହାକୁ ନେଇ ନ୍ୟାଶନାଲ ହେଲ୍‌ଥ କମିଶନ(ଏନ୍‌ଏଚ୍‌ସି) ରବିବାର ଦୈନିକ ସଂକ୍ରମଣ ସଂଖ୍ୟା ପ୍ରକାଶ ବନ୍ଦ କରିଦେଇଛି। ହେଲେ ନୀତି ବଦଳାଇବା କାରଣ ସମ୍ପର୍କରେ କିଛି ବି କୁହାଯାଇ ନାହିଁ। ଚାଇନାରେ କଠୋର ଟେଷ୍ଟିଂ ନିୟମ ହଟିବା ପରେ ସଂକ୍ରମଣ ମାମଲା ବୃଦ୍ଧି ପାଇଛି। ଅନ୍ୟପକ୍ଷେ ସାରା ଦେଶର ସଂକ୍ରମଣ ସଂଖ୍ୟା ଚିହ୍ନଟ କରିବା ସମ୍ଭବ ନୁହେଁ ବୋଲି କର୍ତ୍ତୃପକ୍ଷ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କରୋନା ଟିକା ନେଇ ଡାକ୍ତର ଅସୁସ୍ଥ!

ବୋଷ୍ଟନ,୨୬ ।୧୨: ଆମେରିକାର ବୋଷ୍ଟନରେ ଜଣେ ଡାକ୍ତର କରୋନା ଟିକା ନେବା ପରେ ଅସୁସ୍ଥ ହୋଇଥିବା ଜଣାପଡିଛି । ତାଙ୍କ ଶରୀରରେ ଆଲର୍ଜି ହୋଇଯାଇଥିବା କୁହାଯାଉଛି...

ଜଷ୍ଟିନ ବିବର ଅସୁସ୍ଥ, କାମ କରୁନାହିଁ ମୁହଁର ଗୋଟିଏ ଭାଗ

ଓଟାୱା,୧୧ ।୬: ଅସୁସ୍ଥ ହୋଇ ପଡିଛନ୍ତି କାନାଡାର ପପଷ୍ଟାର ଜଷ୍ଟିନ ବିବର । ଏକ ଭାଇରସ ଆକ୍ରାନ୍ତ କରିବା ଫଳରେ ତାଙ୍କ ମୁହଁର ଅଧାଭାଗ ପକ୍ଷାଘାତ...

ଖରା, ପବନରେ ମିଳାଇଯିବ ପ୍ଲାଷ୍ଟିକ୍‌

ବେଜିଂ, ୧୮ା୭: ପରିବେଶ ପ୍ରଦୂଷଣର ପ୍ରମୁଖ କାରଣ ପାଲଟିଛି ପ୍ଲାଷ୍ଟିକ୍‌ ସାମଗ୍ରୀର ବହୁଳ ବ୍ୟବହାର। ନଷ୍ଟ ହେବା ପାଇଁ ଶହ ଶହ ବର୍ଷ ଲାଗିଯାଉଥିବାରୁ ପ୍ଲାଷ୍ଟିକ୍‌...

ଓମିକ୍ରନ୍‌ଠାରୁ ଅଧିକ ସଂକ୍ରାମକ ‘ଏକ୍ସଇ’

ଜେନେଭା,୩।୪: କରୋନା ଭୂତାଣୁର ଆଉ ଏକ ନୂଆ ଭାରିଆଣ୍ଟ ‘ଏକ୍ସଇ’ ବ୍ରିଟେନରୁ ଚିହ୍ନଟ ହୋଇଛି। କୋଭିଡ୍‌-୧୯ର ସମସ୍ତ ପୂର୍ବ ଭାରିଆଣ୍ଟଠାରୁ ଏହା ଅଧିକ ସଂକ୍ରାମକ ବୋଲି...

ନିକଟରେ ଶେଷ ହୋଇ ନ ପାରେ ଯୁଦ୍ଧ

ମସ୍କୋ,୧୦।୫: ଦ୍ୱିତୀୟ ବିଶ୍ୱଯୁଦ୍ଧରେ ନାଜି ଜର୍ମାନୀ ଉପରେ ସୋଭିଏଟ୍‌ ୟୁନିୟନ ବିଜୟର ୭୭ତମ ବାର୍ଷିକୀ ଅବସରରେ ସୋମବାର ରୁଷିଆ ବିଜୟ ଦିବସ ପାଳନ କରିଛି। ଏହି...

ମ୍ୟାଲେରିଆରେ ଶହେ ୬ ଦେଶର ୩ ଶହ ୩୦ କୋଟି ଲୋକ ପ୍ରଭାବିତ: ଆଫ୍ରିକାରେ ଅଧିକ

ଜେନେଭା, ୨୪।୪: ମ୍ୟାଲେରିଆରେ ପୃଥିବୀର ଶହେ ୬ଟି ଦେଶର ୩ ଶହ ୩୦ କୋଟି ଲୋକ ପ୍ରଭାବିତ ହେଉଛନ୍ତି। ଏନେଇ ବିଶ୍ୱସ୍ବାସ୍ଥ୍ୟ ସଂଗଠନ ପକ୍ଷରୁ ପ୍ରକାଶିତ...

ନିପ୍ରୋର ଭଙ୍ଗା କୋଠାତଳୁ ୪୦ ମୃତଦେହ ଉଦ୍ଧାର, ୪୬ ଲୋକ ଏବେବି ନିଖୋଜ, ରୁଷିଆ କହିଲା କରିନାହିଁ ଆକ୍ରମଣ

ମସ୍କୋ/ବର୍ଲିନ,୧୭ ।୧: ୟୁକ୍ରେନ ସହର ନିପ୍ରୋରେ ଥିବା ଘରୋଇ କୋଠା ଉପରେ ହୋଇଥିବା ଆକ୍ରମଣ ଘଟଣାକୁ ନେଇ ରୁଷିଆ ରାଷ୍ଟ୍ରପତି କାର୍ଯ୍ୟାଳୟ କ୍ରେମଲିନର ପ୍ରବକ୍ତା ଦିମିତ୍ରି...

ରୁଷିଆ-ୟୁକ୍ରେନ୍‌ ଯୁଦ୍ଧରେ ଲାଗିପାରେ ୬ ମାସ ବିରାମ…

ମସ୍କୋ/କ୍ୱିଭ୍‌,୧୪।୧୧ : ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ଚାଲିଥିବା ଯୁଦ୍ଧରେ କିଛି ମାସ ବିରାମ ଲଗାଯାଇପାରେ। ଆମେରିକାର ଦୈନିକ ଖବରକାଗଜ ଦି ନ୍ୟୁୟର୍କ ଟାଇମ୍ସ ଅନୁଯାୟୀ,...

Advertisement
Archives

Model This Week