କରୋନା ମୃତକଙ୍କୁ ନେଇ ଚାଇନାର ଦାବି ଉପରେ ଉଠିଲା ପ୍ରଶ୍ନ, ଡିସେମ୍ବରର ସଂଖ୍ୟା ଚକିତ କରୁଛି

ବେଜିଂ,୨୪ ।୧୨: ଚାଇନାରେ କରୋନାର ସଂକ୍ରମଣ ଲଗାତାର ଜାରି ରହିଛି ହସ୍ପିଟାଲରେ ଯେଉଁଠି ସଂକ୍ରମିତ ରୋଗୀଙ୍କ ଲମ୍ବା ଲାଇନ ଲାଗିଛି ଏପଟେ ମୃତ୍ୟୁ ସଂଖ୍ୟା ବି ବେଳକୁ ବେଳ ବଢିବାରେ ଲାଗିଛି । କିଛି ମିଡିଆ ରିପୋର୍ଟରେ କୁହାଯାଇଛି କି ଚାଇନାରେ ୫୪ ଲକ୍ଷରୁ ଅଧିକ ଲୋକେ କରୋନାରେ ସଂକ୍ରମିତ ହୋଇଯାଇଛନ୍ତି । ଏପଟେ ମୃତ୍ୟୁ ସଂଖ୍ୟା ବି ବଢିବାରେ ଲାଗିଛି । ଏହାରି ଭିତରେ ଚାଇନା ପକ୍ଷରୁ ଯେଉଁ ସଂଖ୍ୟା ଦିଆଯାଇଛି ତାହା ସମସ୍ତଙ୍କୁ ଚମକାଇ ଦେଇଛି । ଚାଇନା ରାଷ୍ଟ୍ରୀୟ ସ୍ୱାସ୍ଥ୍ୟ ଆୟୋଗ ଶୁକ୍ରବାର କହିଛି ଚାଇନାରେ ୨୨ ଡିସେମ୍ବରକୁ କାହାର ମୃତ୍ୟୁ ହୋଇନାହିଁ । ଏପଟେ ସଂକ୍ରମିତଙ୍କ ସଂଖ୍ୟା ୩,୭୬୧ ରହିଛି । ଚାଇନାରେ କରୋନାର ପ୍ରକୋପକୁ ଦେଖି ଏଭଳି ସଂଖ୍ୟା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି ।


Enter your email to get our daily news in your inbox.

All Right Reserved By Dharitri.Com

ଏୟାରବସ୍‌ ଏ-୩୨୦ରେ ଗୁଣବତ୍ତା ସମସ୍ୟା, ବିମାନ ଡେଲିଭରିରେ ବିଳମ୍ବ

ପ୍ୟାରିସ୍‌,୬ା୧୨: ଏୟାର ବସ୍‌ ଏ-୩୨୦ ବିମାନଗୁଡ଼ିକରେ ସଫ୍ଟଓ୍ବେର ସମସ୍ୟା ଦେଖାଦେବା ପରେ ଗତ ମାସରେ କମ୍ପାନୀ ସେଗୁଡ଼ିକର ସମାଧାନ କରିଥିଲା। ସଫ୍ଟଓ୍ବେର ଅପ୍‌ଡେଟ୍‌ ପାଇଁ ଅନେକ...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

ଦମ୍‌ଦାର ବିଜୟ: ୨-୧ରେ ସିରିଜ କବଜା କଲା ଟିମ୍‌ ଇଣ୍ଡିଆ

ବିଶାଖାପାଟଣା,୬।୧୨: ବିଶାଖାପାଟଣାରେ ଶନିବାର ଖେଳାଯାଇଥିବା ତୃତୀୟ ଦିନିକିଆ ମ୍ୟଚ୍‌ରେ ଯଶସ୍ବୀ ଜୟସ୍ବାଲଙ୍କ ଦମ୍‌ଦାର ଶତକ ସହ ଭାରତ ୯ ଉଇକେଟରେ ବିଜୟ ହାସଲ କରିଛି। ଏହା...

ଉତ୍ତମ ପ୍ରଦର୍ଶନ ପାଇଁ ସମ୍ବର୍ଦ୍ଧିତ ହେଲେ ୨ ହୋମ୍‌ଗାର୍ଡ

ଭଞ୍ଜନଗର,୬ା୧୨(ବାବୁଲା ପ୍ରଧାନ): କର୍ମକ୍ଷେତ୍ରରେ ଉତ୍ତମ ପ୍ରଦର୍ଶନ ପାଇଁ ଭଞ୍ଜନଗର ଥାନାର ଦୁଇ ହୋମଗାର୍ଡ ସମ୍ବର୍ଦ୍ଧିତ ହୋଇଛନ୍ତି। ସେମାନେ ହେଲେ ଗୃହରକ୍ଷୀ ପ୍ଲାଟୁନ କମାଣ୍ଡର ପି.ହେମନ୍ତ ରାଓ...

ବାରବାଟୀ ମ୍ୟାଚ୍‌ ପାଇଁ ଗଡ଼ିବ ସ୍ବତନ୍ତ୍ର ବସ୍‌, ଭଡ଼ା ରହିଛି…

କଟକ,୬ା୧୨: ଆସନ୍ତା ୯ ତାରିଖରେ ବାରବାଟୀରେ ହେବ ଦମ୍‌ଦାର ଲଢ଼େଇ। ଭାରତ ସହ ଦକ୍ଷିଣ ଆଫ୍ରିକା ମଇଦାନକୁ ଓହ୍ଲାଇବ। ତେବେ ଏହି ମ୍ୟାଚ୍‌ ଦେଖିବା ପାଇଁ...

କମାଲ ଦେଖାଇଲେ ଶିଶୁ ବୈଜ୍ଞାନିକ, ଜିଲାପାଳ କହିଲେ…

ବରଗଡ଼,୬ା୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ରାଣା ପ୍ରତାପ ସ୍କୁଲ ପଡ଼ିଆରେ ଶନିବାର ଜିଲାସ୍ତରୀୟ ବିଜ୍ଞାନ ମେଳା ଉଦ୍‌ଘାଟିତ ହୋଇଛି। ଜିଲା ଶିକ୍ଷା ଅଧିକାରୀ ଜ୍ୟୋତିକାନ୍ତ ସାହୁଙ୍କ ଅଧ୍ୟକ୍ଷତା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri