କରୋନା ମୃତକଙ୍କୁ ନେଇ ଚାଇନାର ଦାବି ଉପରେ ଉଠିଲା ପ୍ରଶ୍ନ, ଡିସେମ୍ବରର ସଂଖ୍ୟା ଚକିତ କରୁଛି

ବେଜିଂ,୨୪ ।୧୨: ଚାଇନାରେ କରୋନାର ସଂକ୍ରମଣ ଲଗାତାର ଜାରି ରହିଛି ହସ୍ପିଟାଲରେ ଯେଉଁଠି ସଂକ୍ରମିତ ରୋଗୀଙ୍କ ଲମ୍ବା ଲାଇନ ଲାଗିଛି ଏପଟେ ମୃତ୍ୟୁ ସଂଖ୍ୟା ବି ବେଳକୁ ବେଳ ବଢିବାରେ ଲାଗିଛି । କିଛି ମିଡିଆ ରିପୋର୍ଟରେ କୁହାଯାଇଛି କି ଚାଇନାରେ ୫୪ ଲକ୍ଷରୁ ଅଧିକ ଲୋକେ କରୋନାରେ ସଂକ୍ରମିତ ହୋଇଯାଇଛନ୍ତି । ଏପଟେ ମୃତ୍ୟୁ ସଂଖ୍ୟା ବି ବଢିବାରେ ଲାଗିଛି । ଏହାରି ଭିତରେ ଚାଇନା ପକ୍ଷରୁ ଯେଉଁ ସଂଖ୍ୟା ଦିଆଯାଇଛି ତାହା ସମସ୍ତଙ୍କୁ ଚମକାଇ ଦେଇଛି । ଚାଇନା ରାଷ୍ଟ୍ରୀୟ ସ୍ୱାସ୍ଥ୍ୟ ଆୟୋଗ ଶୁକ୍ରବାର କହିଛି ଚାଇନାରେ ୨୨ ଡିସେମ୍ବରକୁ କାହାର ମୃତ୍ୟୁ ହୋଇନାହିଁ । ଏପଟେ ସଂକ୍ରମିତଙ୍କ ସଂଖ୍ୟା ୩,୭୬୧ ରହିଛି । ଚାଇନାରେ କରୋନାର ପ୍ରକୋପକୁ ଦେଖି ଏଭଳି ସଂଖ୍ୟା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି ।


Enter your email to get our daily news in your inbox.

All Right Reserved By Dharitri.Com

ବଦଳିବ ରବୀନ୍ଦ୍ରନାଥ ଟାଗୋରଙ୍କ ଦ୍ୱାରା ଲିଖିତ ଜାତୀୟ ସଙ୍ଗିତ! ଜମାତ-ଇ-ଇସଲାମି ଦେଲା ଅଲଟିମେଟମ

ଢାକା,୮।୯: ବାଂଲାଦେଶର ଜମାତ-ଇ-ଇସଲାମି ଦଳର ପୂର୍ବତନ ମୁଖ୍ୟଙ୍କ ପୁତ୍ର ଅବଦୁଲ୍ଲା ଅମାନ ଆଜମୀ ଦେଶର ଜାତୀୟ ସଂଗୀତ ପରିବର୍ତ୍ତନ କରିବାକୁ ଦାବି କରିଛନ୍ତି। ରବୀନ୍ଦ୍ରନାଥ ଟାଗୋରଙ୍କ...

କାଙ୍ଗାଳ ପାକିସ୍ତାନ ହାତରେ ଲାଗିଲା ଏମିତି ଭଣ୍ଡାର, ବଦଳିଯିବ ଭାଗ୍ୟ

ଇସଲାମାବାଦ,୭।୯: ପାକିସ୍ତାନର ଅନାହାର ଏବଂ ଦୁଃଖଦ ଅବସ୍ଥା ବିଷୟରେ ସମଗ୍ର ବିଶ୍ୱ ଅବଗତ ଅଛି। ପଡୋଶୀ ଦେଶରେ ପରିସ୍ଥିତି ଏପରି ଯେ ଅନେକ ଲୋକ ଏହାକୁ...

ୟୁନେସ-ମୋଦିଙ୍କ ମଧ୍ୟରେ କଥାବାର୍ତ୍ତା ପାଇଁ ଅନୁରୋଧ କଲା ବାଂଲାଦେଶ

ବାଂଲାଦେଶ,୭।୯: ବାଂଲାଦେଶ ଚଳିତ ସପ୍ତାହ ଆରମ୍ଭରୁ ବାଂଲାଦେଶର ମଧ୍ୟବର୍ତ୍ତୀକାଳୀନ ସରକାର ମହମ୍ମଦ ୟୁନୁସ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମଧ୍ୟରେ ସାକ୍ଷାତ ପାଇଁ ଏକ ଔପଚାରିକ...

ମୋଦିଙ୍କ ଚାପର ପ୍ରଭାବ, ରୁଷିଆରୁ ଭାରତୀୟଙ୍କ ପ୍ରତ୍ୟାବର୍ତ୍ତନ ନେଇ ବାଜିଲା ମୋହର

ମସ୍କୋ/ନୂଆଦିଲ୍ଲୀ,୭ା୯: ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ଚାଲିଥିବା ଯୁଦ୍ଧରେ ଭାରତୀୟ ନାଗରିକମାନେ ମଧ୍ୟ ଆଗ ଧାଡ଼ିରେ ଲଢ଼ିବାକୁ ବାଧ୍ୟ ହେଉଛନ୍ତି। ଏହି ସଂଗ୍ରାମରେ ଏପର୍ଯ୍ୟନ୍ତ ଅନେକ...

ସୁନୀତା ଓ୍ବିଲିୟମ୍ସଙ୍କୁ ମହାକାଶ ନେଇ ଯାଇଥିବା ସ୍ପେସ୍‌କ୍ରାଫ୍ଟ ଫେରିଲା, ଏହି ସମୟର ଭିଡିଓ ଦେଖିଲେ…

ଓ୍ବାଶିଂଟନ,୭ା୯: ନାସା ମହାକାଶଚାରୀ ସୁନୀତା ଓ୍ବଲିୟମ୍ସ ଏବଂ ବୁଚ୍‌ ଓ୍ବିଲ୍‌ମୋରଙ୍କୁ ମହାକାଶକୁ ନେଇଥିବା ମହାକାଶଯାନ ପୃଥିବୀକୁ ଫେରିଛି। ଜୁନ୍‌ ପ୍ରଥମ ସପ୍ତାହରେ, ବୋଇଂ ଷ୍ଟାର୍‌ଲାଇନର  ମହାକାଶଯାନ...

ସ୍କୁଲ ହଷ୍ଟେଲରେ ଭୟଙ୍କର ଅଗ୍ନିକାଣ୍ଡ, ଜୀବନ୍ତ ଜଳିଗଲେ ୧୭ ଛାତ୍ର, ୧୩ ଗୁରୁତର

ନାଇରୋବି,୬।୯: କେନିଆର ଏକ ପ୍ରାଥମିକ ବୋର୍ଡିଂ ସ୍କୁଲରେ ଅଗ୍ନିକାଣ୍ଡରେ ୧୭ଶିଶୁଙ୍କର ମୃତ୍ୟୁ ଘଟିଥିବା ବେଳେ ୧୩ ଜଣ ଆହତ ହୋଇଛନ୍ତି। ମୃତ୍ୟୁ ସଂଖ୍ୟା ଆଗକୁ ବଢିପାରେ।...

ଆମେରିକାକୁ ଖୋଲା ଚେତାବନୀ ଦେଲା ରୁଷିଆ: ‘ରେଡ ଲାଇନ’ ଅତିକ୍ରମ କଲେ ପରିସ୍ଥିତି ହେବ ଭୟାବହ

ମସ୍କୋ,୬।୯: ରୁଷିଆର ବୈଦେଶିକ ମନ୍ତ୍ରୀ ସରୋଜ ଲାଭ୍ରୋଭ ୟୁକ୍ରେନ ଯୁଦ୍ଧ ମାମଲାରେ ‘ରେଡ ଲାଇନ’ ଅତିକ୍ରମ ନ କରିବାକୁ ଚେତାବନୀ ଦେଇଛନ୍ତି। ସେ କହିଛନ୍ତି, ମସ୍କୋ...

ଟ୍ରମ୍ପ ରାଷ୍ଟ୍ରପତି ନିର୍ବାଚନ ଜିତିଲେ ମସ୍କଙ୍କୁ କରିବେ ‘ଚିଫ୍‌’

ଓ୍ବାଶିଂଟନ,୬।୯: ଟେସଲା ସିଇଓ ଏଲୋନ ମସ୍କ ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ସର୍ବଦା ସମର୍ଥନ କରିଆସୁଛନ୍ତି। ଚଳିତ ବର୍ଷ ନଭେମ୍ବରରେ ହେବାକୁ ଥିବା ଆମେରିକୀୟ ରାଷ୍ଟ୍ରପତି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri