୨୦୨୭ ପୂର୍ବରୁ ଯୁଦ୍ଧ କରିପାରେ ଚାଇନା

ହଂକଂ,୮ା୧୨: ତାଇଓ୍ବାନ ପ୍ରତି ଚାଇନାର ଆକ୍ରୋଶ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ଯାହାକି ତାଇଓ୍ବାନ ପାଇଁ ଚିନ୍ତାର ବିଷୟ ପାଲଟିଛି। ଚାଇନାର ପିପୁଲ୍ସ ଲିବରେଶନ ଆର୍ମି (PLA) ବାରମ୍ବାର ତାଇଓ୍ବାନର ଆକାଶ ମାର୍ଗରେ ଅନୁପ୍ରବେଶ କରୁଛି। ବିଶେଷକରି ସାମୁଦ୍ରିକ କାର୍ଯ୍ୟକଳାପ ପ୍ରତି ଏହାର ମନୋଭାବ ମଧ୍ୟ ସନ୍ଦେହଜନକ। ବିଶେଷଜ୍ଞମାନେ କହିଛନ୍ତି ଯେ, ତାଇଓ୍ବାନ ପ୍ରତି ଚାଇନାର ଆକ୍ରମଣାତ୍ମକ ମନୋଭାବ ସ୍ପଷ୍ଟ ବାରି ହୋଇପଡୁଛି। ଏପରିକି ୨୦୨୭ କିମ୍ବା ତା’ପୂର୍ବରୁ ପିଏଲ୍‌ଏ ଦ୍ୱାରା ଚାଇନା ତାଇଓ୍ବାନ ଉପରେ ଆକ୍ରମଣ କରିବ ବୋଲି ସମ୍ଭାବନା ବଢ଼ିଯାଇଛି।

ଆମେରିକାର ଇଣ୍ଡୋ-ପାସିଫିକ୍‌ କମାଣ୍ଡର ମୁଖ୍ୟ ଆଡମିରାଲ ଫିଲିପ ଡେଭିଡ୍‌ଶନ ଆମେରିକାର କଂଗ୍ରେସକୁ ଚେତାବନୀ ଦେଇଛନ୍ତି ଯେ, ୨୦୨୭ କିମ୍ବା ତା’ପୂର୍ବରୁ ଚାଇନା ଆକ୍ରମଣ କରିପାରେ। ସେ କହିଛନ୍ତି, ମୁଁ ଚିନ୍ତିତ ଯେ ଆମେରିକାରେ ଆମେରିକାର ଭୂମିକା ଏବଂ ୨୦୫୦ ସୁଦ୍ଧା ନିୟମ ଆଧାରିତ ଅନ୍ତର୍ଜାତୀୟ ଆଦେଶ ବଦଳାଇବା ପାଇଁ ଚାଇନା ନିଜର ଅଭିଳାଷକୁ ତ୍ୱରାନ୍ବିତ କରୁଛି। ତାଇଓ୍ବାନ ସେମାନଙ୍କ ଅଭିଳାଷରେ ସ୍ପଷ୍ଟ ଭାବରେ ଜଡ଼ିତ। ଆଗାମୀ ବର୍ଷ ମଧ୍ୟରେ ଏହା ସ୍ପଷ୍ଟ ହୋଇପାରେ।


Enter your email to get our daily news in your inbox.

All Right Reserved By Dharitri.Com

ଲର୍ଡସରେ ଇତିହାସ ରଚିଲା ଟିମ୍‌ଇଣ୍ଡିଆ: ୧୪୨ ବର୍ଷ ପରେ…

ଲର୍ଡସ,୧୩।୭: ଲର୍ଡସରେ ଭାରତ ଇଂଲଣ୍ଡକୁ ୨୭୦ ରନରେ ପରାସ୍ତ କରି ଐତିହାସିକ ବିଜୟ ହାସଲ କରିଛି। ୧୪୨ ବର୍ଷର ଇତିହାସରେ ଲର୍ଡସରେ ଖେଳାଯାଇଥିବା ଏହା ପ୍ରଥମ ମହିଳା…

ଛେଳି ଚରାଇବାକୁ ଯାଇଥିଲେ ଫଗନୁ: ପଛପଟୁ ଆକ୍ରମଣ କଲା ଭାଲୁ: ଆଉ ତା’ପରେ ଘଟିଲା ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଝରିଗାଁ, ୧୩।୭(କିଶୋର ଚନ୍ଦ୍ର ମଣ୍ଡଳ): ଜଙ୍ଗଲ ନଷ୍ଟ, ହିଂସ୍ରଜନ୍ତୁ ଏବେ ଗାଁ ମୁହାଁ। ଖାଦ୍ୟ ଅନ୍ବେଷଣରେ ଥିବା ମାଇ ଭାଲୁ ଏବେ ରକ୍ତମୁଖା l ଏହା ଦେଖିବାକୁ…

ଲୋକଙ୍କ ସମସ୍ୟା ପଚାରି ବୁଝିଲେ ଏମ୍‌ପି: ସମାଧାନ ପାଇଁ ଦେଲେ ପ୍ରତିଶ୍ରୁତି

କେସିଙ୍ଗା,୧୩।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଏମପି ମାଲବିକା ଦେବୀ କେସିଙ୍ଗା ବ୍ଳକର ବିଭିନ୍ନ ଗ୍ରାମ ସୋମବାର ପରିଦର୍ଶନ କରିଥିଲେ। ଏହି ବ୍ଲକର ବୋରିଆ ଓ ଉତ୍କେଳା, ଆଦି ଗ୍ରାମ…

ଟିମ ଇଣ୍ଡିଆକୁ ଫେରିବେ ସୂର୍ଯ୍ୟକୁମାର! ସାମ୍ନାରେ ବଡ଼ ସର୍ତ୍ତ ରଖିଲା BCCI

ନୂଆଦିଲ୍ଲୀ, ୧୩।୭: ୨୦୨୬ ଟି-୨୦ ୱାଲର୍‌ଡ କପ ଟ୍ରଫି ଜିତିବା ସତ୍ତ୍ୱେ ଭାରତୀୟ ଟି-୨୦ ଦଳରୁ ବାଦ୍‌ ପଡ଼ିଥିବା ଷ୍ଟାର୍‌ ବ୍ୟାଟ୍ସମ୍ୟାନ ସୂର୍ଯ୍ୟକୁମାର ଯାଦବଙ୍କୁ ନେଇ ଏକ…

ବିନା ସୂଚନା ଫଳକରେ ନିର୍ମାଣ ଚାଲିଛି ଜିମ କେନ୍ଦ୍ର: ନିମ୍ନମାନର କାମ ନେଇ ତେଜୁଛି ଅସନ୍ତୋଷ

କେସିଙ୍ଗା, ୧୩.୭.(ତୁମେଶ୍ୱର ସାହୁ):କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଉତ୍କେଲା ଗ୍ରାମପଞ୍ଚାୟତ ଅଧୀନରେ ଥିବା ପଖାନ ବନ୍ଦ ନିକଟରେ ଏକ ଖୋଲା ଜିମ କେନ୍ଦ୍ର ନିର୍ମାଣାଧୀନ ରହିଛି। ଖୋଲା…

୯୬୭ ଦିନ ପରେ ଭାରତୀୟ କ୍ରିକେଟ୍‌ରେ ଘଟିବାକୁ ଯାଉଛି ଏମିତି: ନିଆରା ଦୃଶ୍ୟ ଦେଖିବାକୁ ଚାହିଁରହିଛନ୍ତି ପ୍ରଶଂସକ

ନୂଆଦିଲ୍ଲୀ,୧୩।୭: ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ପ୍ରଥମ ଦିନିକିଆ ଜୁଲାଇ ୧୪ରେ ବର୍ମିଂହାମର ଏଜବାଷ୍ଟନ ଗ୍ରାଉଣ୍ଡରେ ଖେଳାଯିବାର କାର୍ଯ୍ୟକ୍ରମ ରହିଛି। ଏହି ମ୍ୟାଚ ଏପରି ଏକ ଦୃଶ୍ୟ…

ଭାରତର କିଛି ବି ବିଗାଡ଼ି ପାରିବେନି ଶତ୍ରୁ; ରୁଷିଆ ଦେଲା ଏଭଳି ଅଫର, ଚାଇନା-ପାକିସ୍ତାନ ଶିବିରରେ କମ୍ପନ

ମସ୍କୋ ,୧୩।୭: ଭାରତର ଏୟାର ଡିଫେନ୍ସ ବ୍ୟବସ୍ଥାକୁ ଅଧିକ ଶକ୍ତିଶାଳୀ କରିବା ପାଇଁ ରୁଷିଆ ଏକ ବଡ଼ ପ୍ରସ୍ତାବ ଦେଇଛି। ନିଜର ସବୁଠାରୁ ଆଡଭାନ୍ସ ଏୟାର ଡିଫେନ୍ସ…

ରାମ ମନ୍ଦିର CEO ପଦବୀ ପାଇଁ ବାହାରିଲା ନିଯୁକ୍ତି: ଏହିସବୁ ଯୋଗ୍ୟତା ଥିବା ବ୍ୟକ୍ତି କରିପାରିବେ ଆବେଦନ

ନୂଆଦିଲ୍ଲୀ, ୧୩।୭ ଅଯୋଧ୍ୟା ରାମ ମନ୍ଦିରରେ ପ୍ରସାଦ ଚୋରି ହେବା ପ୍ରସଙ୍ଗ ଏବେ ଚର୍ଚ୍ଚାରେ ରହିଛି। ମନ୍ଦିରର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ (ସିଇଓ) ପଦବୀ ପାଇଁ ଆବେଦନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri