ଧମକ ଦେଲା ଚାଇନା, ଯିଏ ତାଇଓ୍ବାନକୁ ସମର୍ଥନ କରିବ ତାହାର ମୁଣ୍ଡ କାଟି ଦିଆଯିବ

ବେଜିଂ,୨୩।୫: ଚାଇନା ଗୁରୁବାର କହିଛି ଯେ ତାଇୱାନର ସ୍ବତନ୍ତ୍ରତାକୁ ସମର୍ଥନ କରୁଥିବା ବ୍ୟକ୍ତିଙ୍କ ମୁଣ୍ଡ କାଟି ଦିଆଯିବ। ଚାଇନା କହିଛି ତାଇୱାନର ସ୍ବ-ଶାସିତ ଦ୍ୱୀପ ଚାରିପାଖରେ ଏହାର ସାମରିକ ଅଭ୍ୟାସ ଏକ ‘ଗଭୀର ଚେତାବନୀ’ ପଠାଇବା ପାଇଁ ଉଦ୍ଦିଷ୍ଟ। ତାଇୱାନର ନୈସେନା ଚାଇନାର ଯୁଦ୍ଧାଗ୍ୟାସର ଏକ ଚିତ୍ର ଶେୟାର କରିଛି।

ନିକଟରେ ତାଇୱାନର ନୂତନ ରାଷ୍ଟ୍ରପତି ଲାଇ ଚିଙ୍ଗ ଶପଥ ଗ୍ରହଣ କରିଛନ୍ତି, ଯେଉଁଥିରେ ସେ ୩୦ମିନିଟର ଭାଷଣରେ ଚାଇନାକୁ କଡ଼ା ଚେତାବନୀ ଦେଇଛନ୍ତି। ଏହି ସମୟରେ ସେ କହିଥିଲେ ଯେ ତାଇୱାନକୁ ଧମକ ଦେବା ବନ୍ଦ କରିବା ଉଚିତ୍‌। ଏଥିସହ ତାଇୱାନ ଷ୍ଟ୍ରାଇଟରେ ଶାନ୍ତି ବଜାୟ ରଖିବା ବିଷୟରେ କହିଥିଲେ ଏବଂ ତାଇୱାନରେ ଗଣତନ୍ତ୍ରର ସୁରକ୍ଷା ପାଇଁ ଶପଥ ନେଇଥିଲେ, ଯାହା ପରେ ଚାଇନା ରାଗିଯାଇଥିଲା।

ଚାଇନା ବୈଦେଶିକ ମନ୍ତ୍ରଣାଳୟର ମୁଖପାତ୍ର ୱାଙ୍ଗ ୱେନାବିନ ତାଇୱାନ ଦ୍ୱୀପପୁଞ୍ଜରେ ଚାଇନା ସାମରିକ ଅଭ୍ୟାସକୁ ଏକ ଗୁରୁତର ଚେତାବନୀ ବୋଲି ବର୍ଣ୍ଣନା କରିଛନ୍ତି। ସେ କହିଛନ୍ତି ଯେ ଯେତେବେଳେ ଚାଇନା ତାଇୱାନକୁ ସମ୍ପୂର୍ଣ୍ଣ ରୂପେ ଦଖଲ କରିବ, ତାଇୱାନର ସ୍ବତନ୍ତ୍ରତା ଦାବି କରୁଥିବା ଲୋକଙ୍କ ମୁଣ୍ଡ କାଟିଦିଆଯିବ। କେବଳ ରକ୍ତ ସବୁଆଡେ ପ୍ରବାହିତ ହେବ । ବାସ୍ତବରେ ଚାଇନା ସର୍ବଦା ତାଇୱାନକୁ ଚାଇନାର ଏକ ଅଂଶ ବୋଲି କହିଛି। ଚାଇନା ତାଇୱାନକୁ ଏକ ପୃଥକ ରାଷ୍ଟ୍ର ଭାବରେ ସ୍ବୀକୃତି ଦେବାକୁ ଚାହେଁ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ପୋଡ଼ମାପେଟା ବେଳାଭୂମି ଅବକ୍ଷୟ, ଭୟରେ ଅଞ୍ଚଳବାସୀ

ଗଞ୍ଜାମ,୨୨ା୮(ବିଦ୍ୟାଧର ସାହୁ): ଦିନକୁ ଦିନ ଅଶାନ୍ତ ହୋଇ ପଡୁଛି ସମୁଦ୍ର। ଉଚ୍ଚ ଲହଡି ଯୋଗୁ କୂଳ ଖାଉଥିବା ବେଳେ ଭୟରେ ସମୁଦ୍ର ତଟବର୍ତ୍ତୀ ଅଞ୍ଚଳ। ଗଞ୍ଜାମ ଜିଲାର…

ପୁଣି ଭାଇରାଲ ହେଲେ ରାନୁ ମଣ୍ଡଳ, ଏହି ରୋମାଣ୍ଟିକ୍‌ ଗୀତ ଗାଇ…

କୋଲକାତା,୨୨ା୮: ଯେତେବେଳେ ଆମେ ଷ୍ଟ୍ରିଟ୍‌ ଗାୟିକା/ଗାୟକଙ୍କ କଥା ଭାବୁ ପ୍ରଥମେ ରାନୁ ମଣ୍ଡଳଙ୍କ ନାଁ ମନେ ପଡ଼େ। ଜଣେ ଷ୍ଟ୍ରିଟ୍‌ ଗାୟିକା ହେବା ସହିତ ସେ ଜଣେ…

ସାପ ନେଲା ଚାଷୀଙ୍କ ଜୀବନ

ପାତ୍ରପୁର,୨୨ା୮(ଉମା ଚରଣ ନେପାକ): ଜରଡ଼ା ଥାନା ଆମପୁର ପଞ୍ଚାୟତ ମହାଦେଈପୁର ଗ୍ରାମରେ ସାପ କାମୁଡ଼ାରେ ଜଣେ ଚାଷୀଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବାସୁଦେବ ପ୍ରଧାନ(୬୪)। ଶନିବାର…

ଘରେ ବସି ସ୍କୁଲ ପ୍ରୋଜେକ୍ଟ କରୁଥିଲେ ଛାତ୍ର, ମାରିଲା କରେଣ୍ଟ…

ଖଲ୍ଲିକୋଟ,୨୨।୮( ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ଅଧୀନ କୈରାସି ଗ୍ରାମରେ ଶନିବାର ଏକ ଦୁଃଖଦ ଘଟଣା ଘଟିଛି। ବିଦ୍ୟୁତ୍‌ କରେଣ୍ଟ ଲାଗି ଜଣେ…

ଲଘୁଚାପ ଛଡାଇ ନେଇଛି ମତ୍ସ୍ୟଜୀବୀଙ୍କ ଜୀବିକା

ଛତ୍ରପୁର, ୨୨ା୮ (ଦ୍ୱାରକା ପଟ୍ଟନାୟକ/ଦିଲୀପ ସାମଲ): ବଙ୍ଗୋପସାଗରରେ ସୃଷ୍ଟି ହେଉଛି ତୁହାକୁ ତୁହା ଲଘୁଚାପ। ଏଥିପାଇଁ ସମୁଦ୍ର ଅଶାନ୍ତ ରହିଛି। ମତ୍ସ୍ୟଜୀବୀଙ୍କ ସୁରକ୍ଷା ପାଇଁ ଆଞ୍ଚଳିକ ପାଣିପାଗ…

ପୋଲିସର ନିଶାମୁକ୍ତ ଅଭିଯାନକୁ ନେଇ ବଢ଼ିଲା ଚର୍ଚ୍ଚା

କୋକସରା,୨୨ା୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ପକ୍ଷରୁ ଗତ କିଛିଦିନ ହେଲା ନିଶା ମୁକ୍ତ ଅଭିଯାନ ଆରମ୍ଭ ହୋଇଛି। ଅଞ୍ଚଳର ବିଭିନ୍ନ ସ୍କୁଲ, କଲେଜ…

ବନ୍ଧୁକ ଦେଖାଇ ଗହଣା ବ୍ୟବସାୟୀଙ୍କଠାରୁ ଦୁର୍ବୃତ୍ତ ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର, ବାଇକ୍‌ ଛାଡ଼ି…

ମୋରଡ଼ା,୨୨ା୮(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡା ଥାନା ଅଞ୍ଚଳରେ ବନ୍ଧୁକ ମୁନରେ ଜଣେ ଗହଣା ବ୍ୟବସାୟୀଙ୍କୁ ଲୁଟ୍‌ ହୋଇଛି। ସୂଚନା ଅନୁଯାୟୀ, ଶୁଳିଆପଦା ଥାନା ଅଧୀନ କୋଷ୍ଠା…

ସ୍ବାୟତ୍ତ ଶାସନ ଦିବସ ପାଳନ ନେଇ ପ୍ରସ୍ତୁତି ଚୂଡ଼ାନ୍ତ

ଦିଗପହଣ୍ଡି,୨୨।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍‌ଏସି ପକ୍ଷରୁ ଅଗଷ୍ଟ ୩୧ରେ ପାଳନ ହେବାକୁ ଥିବା ସ୍ବାୟତ୍ତ ଶାସନ ଦିବସ ପାଳନ ଉପଲକ୍ଷେ ଏକ ପ୍ରସ୍ତୁତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri