ଶେଷରେ ମାନିଲା ଚାଇନା

ବେଜିଂ,୧୯ ।୨: ପୂର୍ବ ଲଦ୍ଦାଖର ଏଲ୍‌ଏସିରେ ଗତ ବର୍ଷ ମେ’ ମାସରୁ ଭାରତ-ଚାଇନା ମଧ୍ୟରେ ତୁତୁମେମେ ଆରମ୍ଭ ହୋଇଛି । ଏହି ଦୁଇ ଦେଶ ମଧ୍ୟରେ ଜମି ରହିଥିବା ବରଫ ଧୀରେ ଧୀରେ ତରଳିବା ଆରମ୍ଭ କଲାଣି । ଏବେ ପୂର୍ବ ଲଦ୍ଦାଖରେ ଭାରତ ଓ ଚାଇନା ସେନା ପଛକୁ ହଟିବା ପ୍ରକ୍ରିୟା ଆରମ୍ଭ ହୋଇ ଗଲାଣି । ଆଉ ଏହା ଶୀଘ୍ର ସମାପ୍ତ ହେବ ବୋଲି ମଧ୍ୟ ଆଶା କରାଯାଇଛି । ଏହି ସମୟରେ ଚାଇନା କହିଛି ଗଲୱାନ ଘାଟିରେ ହୋଇଥିବା ଆକ୍ରମଣରେ କେତେଜଣ ଚାଇନା ସେନା ବି ନିହତ ହୋଇଛନ୍ତି । କିନ୍ତୁ ପୂର୍ବରୁ ଚାଇନା ମନା କରି ଦେଇଥିଲା କି ଗଲୱାନ ଘାଟିରେ ତା’ର କୌଣସି ସେନା ନିହତ ହୋଇ ନାହାନ୍ତି । ଏବେ ସେ ଗଲୱାନ ଘାଟିରେ ନିହତ ୫ ସେନାଙ୍କ ବିବରଣୀ ପ୍ରଦାନ କରିଛି । ତେବେ ଏହି ଆକ୍ରମଣ ସମୟରେ ଭାରତୀୟ ସେନାର ୨୦ ଯବାନ ଶହୀଦ ହୋଇଯାଇଥିଲେ । ଚାଇନାର କମ୍ୟୁନିଷ୍ଟ ପାର୍ଟିର ମୁଖପତ୍ର ଗ୍ଲୋବାଲ ଟାଇମ୍ସ ଅନୁଯାୟୀ, ଚାଇନାର କେନ୍ଦ୍ରୀୟ ସେନା ଆୟୋଗ କାରାକେରମ ପର୍ବତରେ ସୁତୟନ ଥିବା ୫ ସେନାଙ୍କ ବଳିଦାନକୁ ମନେ ପକାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

କଠୋର କାର୍ଯ୍ୟାନୁଷ୍ଠାନ ନେଲେ ସରକାର! ସକାଳୁ ସକାଳୁ CJP ଦେଲା ବଡ଼ ସୂଚନା, ଦେଶରେ ହଇଚଇ

ନୂଆଦିଲ୍ଲୀ,୨୩।୭: କକ୍ରୋଚ ଜନତା ପାର୍ଟି (CJP)ର ସଂସ୍ଥାପକ ଅଭିଜୀତ ଦୀପକେ କହିଛନ୍ତି ଯେ ଜନ୍ତର-ମନ୍ତରରେ ଚାଲିଥିବା ଆନ୍ଦୋଳନ ସମ୍ପୂର୍ଣ୍ଣ ଶାନ୍ତି ଏବଂ ଅହିଂସା ପନ୍ଥାରେ ଆଗକୁ ବଢିବ।…

ବିଦ୍ରୋହ ଭିତରେ ଇନଷ୍ଟାଗ୍ରାମ୍‌ ଛାଡିଲେ ଧର୍ମେନ୍ଦ୍ର ପ୍ରଧାନଙ୍କ ଝିଅ, କାରଣ ଜାଣିଲେ ହୋଇଯିବେ ତାଜୁବ

ନୂଆଦିଲ୍ଲୀ, ୨୩ା୭: ଜନ୍ତର-ମନ୍ତରରେ ଛାତ୍ର ଏବଂ ‘କକରୋଚ୍ ଜନତା ପାର୍ଟି’ର ପ୍ରଦର୍ଶନ ଜାରି ରହିଛି। ଏହି ସମୟରେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଝିଅ ନୈମିଷା…

ଏହି ଜିଲାରେ କରୋନା ଆକ୍ରାନ୍ତ ଚିହ୍ନଟ: ସରକାର କହିଲେ…

ଭୁବନେଶ୍ୱର,୨୩ା୭(ସୁଚିସ୍ମିତା ସାହୁ): ଆନ୍ଧ୍ରପ୍ରଦେଶ ପରେ ଏବେ ଓଡ଼ିଶାରେ କରୋନା ବ୍ୟାପିବା ଆଶଙ୍କା ଦେଖାଦେଇଛି। ଗଞ୍ଜାମ ଜିଲାରେ ଜଣେ ଆକ୍ରାନ୍ତ ରହିଥିବା କୋଭିଡ୍‌ ଡ୍ୟାସ୍‌ବୋର୍ଡରେ ଦର୍ଶାଯାଇଥିବାବେଳେ ମଙ୍ଗଳବାର ଏମ୍‌କେସିଜି…

ଭାରତୀୟ ପାଣିପାଗ ବିଭାଗର ବଡ଼ ପୂର୍ବାନୁମାନ: ଆଗାମୀ ୨ଦିନ ପର୍ଯ୍ୟନ୍ତ…

ଭୁବନେଶ୍ୱର,୨୩ା୭ (ସୌମ୍ୟରଞ୍ଜନ ରାଉତ): ରାଜ୍ୟରେ ବର୍ଷା ପ୍ରକୋପ ଜାରି ରହିଛି। ଲଗାଣ ବର୍ଷା ଯୋଗୁ ବିଭିନ୍ନ ଅଞ୍ଚଳରେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଥିବା ବେଳେ ଆଗାମୀ ୨ଦିନ ପର୍ଯ୍ୟନ୍ତ…

ଇରାନ୍‌ ଯୁଦ୍ଧରେ ଆମେରିକାର ଖର୍ଚ୍ଚ ହୋଇଛି ଏତେ ଡଲାର, ଜାଣିଲେ ହୋଇଯିବେ ତାଜୁବ

ୱାଶିଂଟନ, ୨୩ା୭: ଇରାନ୍‌ ବିରୋଧରେ ଚାଲିଥିବା ଯୁଦ୍ଧରେ ଆମେରିକାର ଏପର୍ଯ୍ୟନ୍ତ ପ୍ରାୟ ୩୭.୫ ବିଲିୟନ ଡଲାର (ପ୍ରାୟ ୩.୧ ଲକ୍ଷ କୋଟି ଟଙ୍କା) ଖର୍ଚ୍ଚ ହୋଇସାରିଛି। ଆମେରିକା…

ମାଲକାନଗିରିରେ ପରୀକ୍ଷାମୂଳକ ବିମାନ ଉଡ଼ାଣ ସଫଳ

ମାଲକାନଗିର,୨୩।୭ (ଦୁର୍ଯ୍ୟୋଧନ ପାତ୍ର/ ଗୌରୀଶଙ୍କର ପଣ୍ଡା): ମାଲକାନଗିରି ଜିଲାବାସୀଙ୍କ ଦୀର୍ଘ ଦିନର ସ୍ବପ୍ନ ସାକାର ହେବାକୁ ଯାଉଛି। ଜିଲା ପ୍ରଶାସନ ଏବଂ ଓଡ଼ିଶା ସରକାରଙ୍କ ବେସାମରିକ ବିମାନ…

ଗଡ଼ଚଣ୍ଡୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଶ୍ରେଣୀଗୃହରେ ଆଣ୍ଠୁଏ ପାଣି, ଶିକ୍ଷାଦାନ ବନ୍ଦ

ହାଟଡିହୀ, ୨୨।୭(ଶୁଭକାନ୍ତ ନାୟକ / ନିରାକାର ପରିଡା): ଲଗାଣ ବର୍ଷା ଯୋଗୁ କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଅଞ୍ଚଳରେ ସାଙ୍ଘାତିକ ପରିସ୍ଥିତି ସୃଷ୍ଟି ହୋଇଛି। କେଉଁଠି ପୋଲ…

ଜନ୍ତରମନ୍ତରରେ ପୁଣି ପୋଲିସ-ପ୍ରଦର୍ଶନକାରୀ ମୁହାଁମୁହିଁ, ପଥର ମାଡ଼ ପରେ ଲାଠିଚାର୍ଜ

ନୂଆଦିଲ୍ଲୀ,୨୨।୭: ନୂଆଦିଲ୍ଲୀର ଜନ୍ତର ମନ୍ତରରେ ଚାଲିଥିବା CJP ପ୍ରତିବାଦ ମଧ୍ୟରେ ପୁଣି ଥରେ ଉତ୍ତେଜନା ଦେଖାଦେଇଛି । ପ୍ରଦର୍ଶନକାରୀ ଏବଂ ଦିଲ୍ଲୀ ପୋଲିସ ମଧ୍ୟରେ ସଂଘର୍ଷ ହୋଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri