ପାକିସ୍ତାନ ଗଣମାଧ୍ୟମକୁ ନିୟନ୍ତ୍ରଣ କରିବାକୁ ଚାହୁଁଛି ଚାଇନା…

ବେଜିଂ/ଇସଲାମାବାଦ,୫।୧୦ : ମିଡିଆ ଉପରେ ନିଜର ନିୟନ୍ତ୍ରଣ ରଖିବା ପାଇଁ ଚାଇନା ଅନ୍ତର୍ଜାତୀୟ ଅଭିଯାନର ଏକ ନେଟୱାର୍କ ବିକଶିତ କରିଛି ଏବଂ ପାକିସ୍ତାନୀ ଗଣମାଧ୍ୟମ ଉପରେ ଗୁରୁତ୍ୱପୂର୍ଣ୍ଣ ନିୟନ୍ତ୍ରଣ ହାସଲ କରିବାକୁ ଚେଷ୍ଟା କରୁଛି। ଆମେରିକାର ଏକ ସରକାରୀ ରିପୋର୍ଟରେ ଏହା ପ୍ରକାଶ ପାଇଛି।

ସୂଚନା କ୍ଷେତ୍ରରେ ରୁଷିଆ ସହିତ ଘନିଷ୍ଠ ଭାବରେ କାର୍ଯ୍ୟ କରିବା ବ୍ୟତୀତ ଚାଇନା ପ୍ରତିକୂଳ ଖବରକୁ ପ୍ରତିହତ କରିବା ପାଇଁ ଅନ୍ୟ ଘନିଷ୍ଠ ଅଂଶୀଦାରମାନଙ୍କୁ ନିୟୋଜିତ କରିବାକୁ ଚେଷ୍ଟା କରିଛି ବୋଲି ଗତ ସପ୍ତାହରେ ଏଠାରେ ପ୍ରକାଶିତ ଏକ ରିପୋର୍ଟରେ ସ୍ବରାଷ୍ଟ୍ର ବିଭାଗ କହିଛି। ଏଥିରେ କୁହାଯାଇଛି ସେମାନଙ୍କ ମଧ୍ୟରେ ମୁଖ୍ୟ ହେଉଛି ପାକିସ୍ତାନ।

ଏହି ରିପୋର୍ଟରେ କୁହାଯାଇଛି ଚାଇନା-ପାକିସ୍ତାନ ଅର୍ଥନୈତିକ କରିଡର (ସିପିଇସି) ମିଡିଆ ଫୋରମ ମାଧ୍ୟମରେ ‘ବିଚ୍ଛିନ୍ନତାକୁ ବିରୋଧ କରିବା’ ଉପରେ ବେଜିଂ ପାକିସ୍ତାନ ସହ ସହଯୋଗକୁ ଆହୁରି ସୁଦୃଢ଼ କରିବାକୁ ଚେଷ୍ଟା କରିଛି।

ଏହି ରିପୋର୍ଟରେ କୁହାଯାଇଛି ବେଜିଂ ଏବଂ ଇସଲାମାବାଦ ମିଡିଆ ଫୋରମ ବ୍ୟବହାର କରି ଯାହାକୁ ପ୍ରଚାର ଏବଂ ମନ୍ଦ ଉଦ୍ଦେଶ୍ୟମୂଳକ ସୂଚନା ଭାବରେ ଦେଖୁଛନ୍ତି ଏବଂ ଏକ ସିପିଇସି ରାପିଡ ରେସପନ୍ସ ଇନଫରମେଶନ ନେଟୱାର୍କ ସୃଷ୍ଟି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମୋତେ ମଦ ଦିଅ…ଜେଲ୍‌ରେ ଥାଇ ପୋଲିସ ଆଗରେ ଏମିତି ଡିମାଣ୍ଡ କଲେ ସିୟା

ପୁଣେ,୨୬।୬: ମହାରାଷ୍ଟ୍ର ଲୋହଗଡ଼ ଦୁର୍ଗରେ ୨୬ ବର୍ଷୀୟ କେତନ ଅଗ୍ରୱାଲଙ୍କ ମୃତ୍ୟୁକୁ ନେଇ ଥମୁନି ଚର୍ଚ୍ଚା। ଏହି ଘଟଣାରେ ଗୋଟିଏ ପରେ ଗୋଟିଏ ଗୁମର ଖୋଲୁଛି। ସିୟା…

ବୈଭବ ସୂର୍ଯ୍ୟବଂଶୀଙ୍କ ଡେବ୍ୟୁ ମ୍ୟାଚ ପୂର୍ବରୁ, ଆୟର୍ଲାଣ୍ଡ ଖେଳାଳି ଦେଲେ ବଡ଼ ବୟାନ କହିଲେ -‘ସେ ୧୫ ବର୍ଷ ବୟସର ଆଉ…’

ନୂଆଦିଲ୍ଲୀ,୨୬।୬: ଭାରତ ଏବଂ ଆୟର୍ଲାଣ୍ଡ ମଧ୍ୟରେ ପ୍ରଥମ ଟି-୨୦ ମ୍ୟାଚ ଆଜି, ଅର୍ଥାତ ଶୁକ୍ରବାର ଜୁନ ୨୬ରେ ଅନୁଷ୍ଠିତ ହେବ। ଏହି ମ୍ୟାଚରେ ୧୫ ବର୍ଷୀୟ ବୈଭବ…

ବଲିଉଡ ଇଣ୍ଡଷ୍ଟ୍ରିରେ ୩୪ ବର୍ଷ ପୂରଣ କଲେ ଶାହରୁଖ

ବଲିଉଡର କିଙ୍ଗ୍‌ ଶାହରୁଖ ଖାନ ଇଣ୍ଡଷ୍ଟ୍ରିରେ ୩୪ ବର୍ଷ ପୂରଣ କରିଛନ୍ତି। ଏହି କୃତିତ୍ୱ ପାଇଁ ଚାରିଆଡୁ ଛୁଟୁଛି ଶୁଭେଚ୍ଛାର ସୁଅ। ୨୫ ଜୁନ ୧୯୯୨ରେ ବଲିଉଡର…

ଅତିରିକ୍ତ ତହସିଲଦାରଙ୍କୁ ଆକ୍ରମଣ ଉଦ୍ୟମ

ରାଜନଗର,୨୬ା୬(ଭାସ୍କର ରାଉତରାୟ): ସମଗ୍ର ରାଜ୍ୟରେ କେଉଁଠି କେଉଁଠି ବେଆଇନ ବାଲି ଚାଲାଣକୁ ନେଇ ପୋଲିସ ପ୍ରଶାସନଙ୍କ ସହିତ ମାଫିଆଙ୍କର ମୁକାବିଲା ଏପରକି ଆକ୍ରମଣ ଭଳି ଅନେକ ଘଟଣା…

୩୦ ବର୍ଷ ସଂଘ ପରେ ୬୩ ପରିବାରକୁ ମିଳିଲା ଜଙ୍ଗଲ ଜମି ପଟ୍ଟା

ଥୁଆମୂଳ ରାମପୁର,୨୬ା୬(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ପଞ୍ଚାୟତର ଅଣ-ସର୍ଭେ ଗ୍ରାମ ସେମେଲପଦରର ୬୩ଟି ବନବାସୀ ପରିବାରକୁ ବହୁ ପ୍ରତୀକ୍ଷିତ ବ୍ୟକ୍ତିଗତ ଜଙ୍ଗଲ…

ଫ୍ଲାଟ୍ ଲୋଭରେ ଭଉଣୀଙ୍କୁ ଖଣ୍ଡଖଣ୍ଡ କଲେ ଭାଇ, ଶବକୁ ଟଏଲେଟ୍‌ରେ ଫ୍ଲଶ୍ କରିବା ବେଳେ….

ମସ୍କୋ,୨୬।୬: ମସ୍କୋରୁ ଏକ ଛାତିଥରା ଘଟଣା ସାମ୍ନାକୁ ଆସିଛି । ତିନି କୋଠରୀ ବିଶିଷ୍ଟ ଫ୍ଲାଟ ପାଇବା ପାଇଁ ଜଣେ ଭାଇ ଭଗାରି ପାଲଟିଗଲେ। ପ୍ରଥମେ, ସେ…

କେସିଙ୍ଗା ଷ୍ଟେଶନ ପରିଦର୍ଶନ କଲେ ଜେନେରାଲ ମ୍ୟାନେଜର

କେସିଙ୍ଗା,୨୬।୬.(ତୁମେଶ୍ୱର ସାହୁ): ସମ୍ବଲପୁର ରେଳ ଡିଭିଜନ ଅନ୍ତର୍ଗତ କେସିଙ୍ଗା ରେଳ ଷ୍ଟେଶନକୁ ଜେନେରାଲ ମ୍ୟାନେଜର ପରମେଶ୍ବର ଫୁଙ୍କାୱାଲଙ୍କ ସମେତ ଡି ଆରଏମ ସୁବାସ ଚନ୍ଦ୍ର ଚୌଧୁରୀ ଏବଂ…

ନୂଆପଡ଼ା ମୁଖ୍ୟ ଚିକିତ୍ସାଳୟରେ ବିରଳ ଅସ୍ତ୍ରୋପଚାର: ଯୁବକଙ୍କୁ ନୂଆ ଜୀବନ ଦେଲେ ଡାକ୍ତର

ନୂଆପଡ଼ା,୨୬/୬(ମକାରୁ ବେମାଲ): ସୀମିତ ସମ୍ବଳ କିନ୍ତୁ ଅସୀମ ସାହସ ଓ ଅସାଧାରଣ ଦକ୍ଷତା । ପୁଣିଥରେ ନିଜର ଚମତ୍କାରିତା ଦେଖାଇଛନ୍ତି ନୂଆପଡ଼ା ଜିଲା ମୁଖ୍ୟ ଚିକିତ୍ସାଳୟର ଅଭିଜ୍ଞ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri