ଟ୍ରମ୍ପଙ୍କ ଚୌକି ହଟାଇବାକୁ ଚାହୁଁଛି ଚାଇନା, ଜାଣନ୍ତୁ କାହିଁକି

ବେଜିଂ,୮ା୮: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଆଉ ଥରେ କ୍ଷମତା ପାଇବେ କି ନାହିଁ ନଭେମ୍ବରରେ ହେବାକୁ ଥିବା ରାଷ୍ଟ୍ରପତି ନିର୍ବାଚନରେ ନିଷ୍ପତ୍ତି ନିଆଯିବ। ଅନ୍ୟପକ୍ଷରେ ଆମେରିକାରେ କରୋନା ଭାଇରସ ବୃଦ୍ଧି ପାଇବାରେ ଲାଗିଛି। ଏହା ସହିତ ଆମେରିକା-ଚାଇନା ସମ୍ପର୍କରେ ମଧ୍ୟ ତିକ୍ତତା ସୃଷ୍ଟି ହୋଇଛି। ଏକ ରିପୋର୍ଟରୁ ଜଣାପଡ଼ିଛି ଯେ, ଚାଇନା ଚାହୁଁନାହିଁ ଟ୍ରମ୍ପ ପୁନର୍ବାର ଆମେରିକାର ରାଷ୍ଟ୍ରପତି ହୁଅନ୍ତୁ ବୋଲି। ଏଥିପାଇଁ ଚାଇନା ମଧ୍ୟ ରଣନୀତି ପ୍ରସ୍ତୁତ କରିବାରେ ଲାଗିଛି।

ଓ୍ବିଲିୟମ୍‌ କହିଛନ୍ତି ଯେ, ଟ୍ରମ୍ପଙ୍କ ପ୍ରତିଦ୍ୱନ୍ଦ୍ୱୀ ପ୍ରାର୍ଥୀ ଜୋ. ବିଡେନଙ୍କ ବିରୋଧରେ କାର୍ଯ୍ୟ କରୁଛି ଏବଂ ସେ ବହୁତ ସକ୍ରିୟ ଅଛନ୍ତି। ରୁଷିଆ ମଧ୍ୟ ଟ୍ରମ୍ପଙ୍କ ଭାବମୂର୍ତ୍ତିକୁ ଅଧିକ ସ୍ବଚ୍ଛ କରିବାକୁ ଚେଷ୍ଟା କରୁଛି। କିନ୍ତୁ ଚାଇନା ଚାହୁଁନାହିଁ ଯେ, ଟ୍ରମ୍ପ ପୁନର୍ବାର ଆମେରିକାର ରାଷ୍ଟ୍ରପତି ହୁଅନ୍ତୁ। ନଭେମ୍ବର ୨୦୨୦ ନିର୍ବାଚନରେ ହସ୍ତକ୍ଷେପ ତଥା ଚାଇନାର ସ୍ବାର୍ଥକୁ ବିରୋଧ କରୁଥିବା ରାଜନେତାଙ୍କ ଉପରେ ଚାପ ପକାଇବା ପାଇଁ ଚାଇନା ଶତଚେଷ୍ଟା କରୁଛି ବୋଲି ଓ୍ବିଲିୟମ୍‌ କହିଛନ୍ତି। ଏଥିସହିତ ଇରାନ ମଧ୍ୟ ଟ୍ରମ୍ପଙ୍କୁ ପରାସ୍ତ କରିବା ଉଦ୍ଦେଶ୍ୟରେ କାର୍ଯ୍ୟ କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

ଚାଲିଥିଲା ରିସେପସନର ଆୟୋଜନ, ବିବାହର ଚତୁର୍ଥ ଦିନରେ କନିଆଁ ଫେରାର: ବୈଶିଙ୍ଗା ଅଞ୍ଚଳରେ ଚର୍ଚ୍ଚା…

ବୈଶିଙ୍ଗା,୧୦|୭(ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମହେଶପୁର ଗ୍ରାମରେ ଏକ ଅଭାବନୀୟ ତଥା ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଘରେ ବନ୍ଧୁମିଳନ ବା ରିସେପସନ୍…

ଏହି ଦିନ ମିଳିବ ସୁଭଦ୍ରା ୫ମ କିସ୍ତି, ନୂଆ ହିତାଧିକାରୀ ପାଇବେ ଏକକାଳୀନ…

ଭୁବନେଶ୍ୱର,୧୦ା୭(ସୁଚିସ୍ମିତା ସାହୁ): ଆସନ୍ତା ରାକ୍ଷୀ ପୂର୍ଣ୍ଣିମାରେ ସୁଭଦ୍ରା ଯୋଜନାର ୫ମ କିସ୍ତି ପ୍ରଦାନ କରିବେ ରାଜ୍ୟ ସରକାର। ଏହାକୁ ସୁଚାରୁରୂପେ ସମ୍ପନ୍ନ କରିବା ପାଇଁ ଶୁକ୍ରବାର ଲୋକସେବା…

ପାଠ୍ୟପୁସ୍ତକ ତ୍ରୁଟି ପ୍ରତିବାଦ: ଶୁଖୁଆ ଓ ଝାଲମୁଢି ଧରି ବରଗଡ଼ରେ ବିଜେଡିର ‘ଶିକ୍ଷା ବଞ୍ଚାଅ’ ଆନ୍ଦୋଳନ

ବରଗଡ଼,୧୦।୭(ପ୍ରେମାନନ୍ଦ ଖମାରୀ)- ପାଠ୍ୟପୁସ୍ତକରେ ହୋଇଥିବା ଗୁରୁତର ତ୍ରୁଟିକୁ ନେଇ ବରଗଡ଼ରେ ବିଜୁ ଜନତା ଦଳ (ବିଜେଡି) ପକ୍ଷରୁ ଏକ ଅଭିନବ ପ୍ରତିବାଦ ଦେଖିବାକୁ ମିଳିଛି। ଶୁକ୍ରବାର ଛାତ୍ର…

ସବ୍-ରେଜିଷ୍ଟ୍ରାର କାର୍ଯ୍ୟାଳୟ ସମ୍ମୁଖରେ ଦିନ: ଦ୍ୱିପ୍ରହରରେ ଗାଡ଼ି ଡିକି ଭାଙ୍ଗି ଦେଢ଼ ଲକ୍ଷ ଟଙ୍କା ଲୁଟ

ଛତ୍ରପୁର, ୧୦।୭ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ଥାନା ଅନ୍ତର୍ଗତ ସବ୍-ରେଜିଷ୍ଟ୍ରାର କାର୍ଯ୍ୟାଳୟ ସମ୍ମୁଖରେ ଦିନ ଦ୍ୱିପ୍ରହରରେ ଏକ ଦୁଃସାହସିକ ଲୁଟ୍ ଘଟଣା ଘଟିଛି। ଦୁର୍ବୃତ୍ତମାନେ…

ସୃଷ୍ଟି ହେଲା ଆଉ ଏକ ଘୂର୍ଣ୍ଣିବଳୟ, ୭ ଦିନ ଯାଏ ପ୍ରବଳ ବର୍ଷା; ଜାରି ହେଲା ଓ୍ବାର୍ନିଂ

ଭୁବନେଶ୍ୱର, ୧୦ା୭ (ବନ୍ଦନା ସେଠୀ) – ଗାଙ୍ଗେଟିକ ୱେଷ୍ଟବେଙ୍ଗଲ ଓ ତା’ ପାଖାପାଖି ବାଂଲାଦେଶ ଉପରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ସମୁଦ୍ରପତନଠାରୁ ୪.୫ ରୁ ୫.୮…

ଇନ୍ଦ୍ରାବତୀରୁ ଖରିଫ ପାଇଁ ଜଳ ସେଚନର ଶୁଭାରମ୍ଭ

ଜୟପାଟଣା,୧୦।୭(ଓମ ପ୍ରକାଶ ବୈଠାରୁ): ଇନ୍ଦ୍ରାବତୀ ଜଳ ବିଦ୍ୟୁତ ପ୍ରକଳ୍ପ ମଙ୍ଗଳପୁର ବ୍ୟାରେଜରୁ ଶୁକ୍ରବାର ସକାଳରୁ ଚଳିତ ପାଇଁ ଖରିଫ ଜଳ ସେଚନ ର ଶୁଭାରମ୍ଭ ହୋଇ ଯାଇଛି।ଏଥିରେ…

ଧରିତ୍ରୀ ପ୍ରଭାବ: ରାସ୍ତାରୁ ହଟିଲା ବିପଜ୍ଜନକ ଚାମ୍ବର

ଥୁଆମୂଳ ରାମପୁର, ୧୦ା୭ (ଦୁର୍ଗା କୀର୍ତ୍ତି): ଧରିତ୍ରୀରେ ଖବର ପ୍ରକାଶ ପରେ ଥୁଆମୂଳ ରାମପୁର ବ୍ଲକ ସଦର ମହକୁମା ମୁଖ୍ୟ ରାସ୍ତାରେ ବିପଦସଙ୍କୁଳ ଅବସ୍ଥାରେ ଥିବା ଦୁଇଟି…

ବିଦେଶୀ ମଦ ଦୋକାନକୁ ନେଇ ତେଜୁଛି ଅସନ୍ତୋଷ

ଲାଞ୍ଜିଗଡ଼, ୧୦ା୭(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ରୁ ମୁନିଗୁଡ଼ାକୁ ସଂଯୋଗ କରୁଥିବା ମୁଖ୍ୟରାସ୍ତା କଡ଼ରେ ଲଟେରି ମାଧ୍ୟମରେ ଖୋଲାଯାଇଥିବା ଠିପି ବନ୍ଦ ବିଦେଶୀ ମଦ ଦୋକାନକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri