ଭାରତ ସହ ଆମର ସମ୍ପର୍କକୁ ନେଇ ମୁଣ୍ଡ ନ ଖେଳାଉ ଆମେରିକା, ସୀମା ବିବାଦକୁ ନେଇ ଚାଇନାର ଚେତାବନୀ

ବେଜିଂ,୩୦ ।୧୧: ଚାଇନା ଓ ଆମେରିକା ମଧ୍ୟରେ ପୁଣିଥରେ ତୁତୁମେମେ ଆରମ୍ଭ ହୋଇଯାଇଛି । ଦୁଇ ଦେଶ ପରସ୍ପର ବିରୋଧରେ ଲଗାତାର ବୟାନବାଜି କରି ଚାଲିଛନ୍ତି । ଏବେ ଭାରତ-ଚାଇନା ସମ୍ପର୍କକୁ ନେଇ ଚାଇନା ଏକପ୍ରକାର ଆମେରିକାକୁ ଚେତାବନୀ ଦେଇଛି । ଚାଇନା କହିଛି ଆମେରିକା ଅଧିକାରୀ ଭାରତ ସହ ଥିବା ତା’ର ସମ୍ପର୍କକୁ ନେଇ ମୁଣ୍ଡ ଖେଳାନ୍ତୁ ନାହିଁ । ପେଣ୍ଟାଗନ ପକ୍ଷରୁ କଂଗ୍ରେସକୁ ପଠାଯାଇଥିବା ଏକ ରିପୋର୍ଟରେ ଏହାର ଚର୍ଚ୍ଚା ବି କରାଯାଇଛି । ଆମେରିକା ପ୍ରତିରକ୍ଷା ବିଭାଗର ମୁଖ୍ୟାଳୟ ପେଣ୍ଟାଗନ ରିପୋର୍ଟରେ ଚାଇନାର ବୟାନକୁ ପ୍ରମୁଖ ସ୍ଥାନ ଦିଆଯାଇଛି । ଏହି ରିପୋର୍ଟରେ କୁହାଯାଇଛି ଚାଇନା ସେନା ଭାରତକୁ ଆମେରିକା ପାଖରୁ ଚିହ୍ନିବାକୁ ରୋକିବାକୁ ଚାହୁଁଛି ଓ ଏଥିପାଇଁ ସେ ସୀମା(ଏଲଏସି)ରେ ଉତ୍ତେଜନା କମ କରିବାକୁ ଯଥା ସାଧ୍ୟ ଚେଷ୍ଟା କରୁଛି । ହେଲେ ଏଥିରେ ଆମେରିକା ପ୍ରବେଶକୁ ସେ ପସନ୍ଦ କରୁନାହିଁ ।


Enter your email to get our daily news in your inbox.

All Right Reserved By Dharitri.Com

ୟୁକ୍ରେନ୍‌-ରୁଷିଆ ଯୁଦ୍ଧ: ୟୁକ୍ରେନ୍‌ର ଡ୍ରୋନ ଆକ୍ରମଣରେ ଜଳିଗଲା ରୁଷିଆର ବଡ଼ ଗୋଦାମ ଘର

ମସ୍କୋ,୧୬ା୮: ରୁଷିଆ ୟୁକ୍ରେନ୍‌ ଉପରେ ଜୋର୍‌ଦାର ଏୟାରଷ୍ଟ୍ରାଇକ୍‌ କରିଥିବା ବେଳେ କିଭ୍‌ ମଧ୍ୟ ଏହାର କଡ଼ା ଜବାବ ଦେଇଛି। ମସ୍କୋ ଅଞ୍ଚଳରେ ୟୁକ୍ରେନ୍‌ ଓଜନଦାର ଡ୍ରୋନ୍‌ ଯୋଗେ…

Ananya Raj Death: ୩୫ ବର୍ଷରେ ଅଭିନେତ୍ରୀ ଅନନ୍ୟା ରାଜଙ୍କ ପରଲୋକ, ମାସେ ପରେ ସାମ୍ନାକୁ ଆସିଲା ଖବର

ମୁମ୍ବାଇ,୧୬।୮: ଅଭିନେତ୍ରୀ ତଥା ସୋସିଆଲ ମିଡିଆ ଷ୍ଟାର ଅନନ୍ୟା ରାଜଙ୍କ ୩୫ ବର୍ଷ ବୟସରେ ଦେହାନ୍ତ ହୋଇଛି । ତାଙ୍କ ମୃତ୍ୟୁର ପ୍ରାୟ ଏକ ମାସ ପରେ…

ଛକରେ କଫସିରପ ବିକ୍ରି ବେଳେ ମାଡିବସିଲା ସୋହେଲା ପୋଲିସ, ୩ ଗିରଫ

ସୋହେଲା,୧୬।୮(ଅଶ୍ୱିନୀ ପାତ୍ର): ବରଗଡ଼ ଜିଲା ସୋହେଲା ପୋଲିସ ଆଜି ବାଉଁସେନମୁରା ଗ୍ରାମ ପଂଚାୟତ ଅନ୍ତର୍ଗତ କେନ୍ଦବାହାଲ ରାସ୍ତାରେ ପେଟ୍ରୋଲିଂ ସମୟରେ ତିନିଜଣ କଫସିରପ ବ୍ୟବସାୟୀଙ୍କୁ ଗିରଫ କରି…

UGC NET 2026: ପରୀକ୍ଷା ନେଇ ବଡ଼ ଖବର: ଏହି ୩ବିଷୟରେ ପୁନଃ ପରୀକ୍ଷା ଦେବେ ଛାତ୍ରୀଛାତ୍ର!

ନୂଆଦିଲ୍ଲୀ,୧୬।୮: UGC-NET ଜୁନ୍ ୨୦୨୬ ପରୀକ୍ଷାକୁ ନେଇ ବଡ଼ ଖବର ସାମ୍ନାକୁ ଆସିଛି । ସୂଚନା ଅନୁସାରେ, ନ୍ୟାସନାଲ ଟେଷ୍ଟିଂ ଏଜେନ୍ସି (NTA) ଇଂରାଜୀ, କମର୍ସ ଏବଂ…

ଅନ୍ଧାରିଆ ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ; ମାଡ଼ିବସିଲା ଝରିଗାଁ ପୋଲିସ, ଜବତ କଲା…

ଝରିଗାଁ,୧୬।୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ନିକଟସ୍ଥ ହୁଣ୍ଡାରଧଡକି ଜଙ୍ଗଲ ନିକଟରେ ଜୁଆ ଖେଳ ଚାଲିଥିବା ବେଳେ ରବିବାର ସନ୍ଧ୍ୟାରେ ଝରିଗାଁ ପୋଲିସ ତରଫରୁ ଅତର୍କିତ…

BJPକୁ ବଡ଼ ଝଟକା! ଦଳ ଛାଡିଲେ ଏହି ଅଭିନେତା, ମଞ୍ଚ ଉପରୁ ଘୋଷଣା କରି ଚମକାଇଦେଲେ

ତିରୁଭାନନ୍ତପୁରମ୍‌,୧୬।୮: କେରଳରେ ଭାଜପାକୁ ବଡ଼ ଝଟକା ଲାଗିଛି । ଅଭିନେତା ତଥା କେରଳ ଭାଜପାର ଉପାଧ୍ୟକ୍ଷ ଏସ୍‌. ଦେବନ ଦଳର ଉପାଧ୍ୟକ୍ଷ ପଦ ସହ ପ୍ରାଥମିକ ସଦସ୍ୟତାରୁ…

ଜଳପ୍ରପାତରେ ଗାଧୋଉଥିବା ବେଳେ ଖସିପଡ଼ିଲେ ଶିକ୍ଷକ, ତାପରେ….

ବରଗଡ଼,୧୬।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଥାନା ଅଞ୍ଚଳରେ ଥିବା ପର୍ଯ୍ୟଟନସ୍ଥଳୀ ବାରବଖରା ଜଳପ୍ରପାତରେ ରବିବାର ଏକ ଅଭାବନୀୟ ଘଟଣା ଘଟିଛି । ଏହି ଜଳପ୍ରପାତରେ ଗାଧୋଉଥିବା…

ଦିନ ଦ୍ବିପ୍ରହରରେ ଆତଙ୍କ ମଚାଇଲେ ଦୁର୍ବୃତ୍ତ, ଦିବ୍ୟାଙ୍ଗଙ୍କ ଘର କବାଟ ଭାଙ୍ଗି ଲୁଟିନେଲେ…

ଦାରିଙ୍ଗବାଡି,୧୬।୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ସିମନବାଡି ପଞ୍ଚାୟତ କାରିପାଙ୍ଗା ସାହିରେ ରବିବାର ଦିନ ଦ୍ବିପ୍ରହରରେ ଏକ ଲୁଟ୍ ଘଟଣା ସମଗ୍ର ଅଞ୍ଚଳରେ ଆତଙ୍କ ସୃଷ୍ଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri