ଆଣ୍ଟର୍କଟିକାରେ ରିସର୍ଚ୍ଚ ଷ୍ଟେଶନ କରିବ ଚାଇନା!

ବେଜିଂ,୬ ।୨: ଚାଇନାର ନଜର ଏବେ ଆଣ୍ଟାର୍କଟିକା ଉପରେ । ସେଠାରେ ସେ ଗ୍ରାଉଣ୍ଟ ଷ୍ଟେଶନ ନିର୍ମାଣ କରିବାକୁ ଯାଉଛି । କାରଣ ହେଉଛି ସ୍ପେସ ମିଶନ ପାଇଁ ଏମିତି ସେଣ୍ଟର ନିର୍ମାଣ ହେବ ଯେଉଁଠାରୁ ସାଟେଲାଇଟ ଉପରେ ନଜର ରଖିବା ସହଜ ହେବ । ଆମେରିକା ଓ ସୋଭିଏତ ସଂଘ ପରେ ଚାଇନା ବିଶ୍ୱର ତୃତୀୟ ଦେଶ ଭାବେ ତା’ର ନାଗରିକଙ୍କୁ ମହାକାଶକୁ ପଠାଇଛି ।
ଆଣ୍ଟାର୍କଟିକାରେ ଚାଇନା ଯେଉଁ ଗ୍ରାଉଣ୍ଡ ଷ୍ଟେଶନ ନିର୍ମାଣ କରିବାକୁ ଚିନ୍ତା କରିଛି, ଏଥିରେ ସମୁଦ୍ର ଉପକୂଳରେ ନଜର ରଖୁଥିବା ତା’ର ସାଟେଲାଇଟର ନେଟୱର୍କକୁ ସପୋର୍ଟ ମିଳିବ । ଚାଇନାର ଲଗାତାର ବଢିଚାଲିଥିବା ଗ୍ଲୋବାଲ ଗ୍ରାଉଣ୍ଡ ଷ୍ଟେଶନ, ବହୁତ ଗୁଡିଏ ସାଟେଲାଇଟ ଓ ସ୍ପେସ ମିଶନକୁ ନେଇ ସାରା ବିଶ୍ୱ ଚିନ୍ତାରେ ପଡିଯାଇଛି । କାରଣ ଭାରତ, ଆମେରିକା ଭଳି ଅନେକ ଦେଶକୁ ଲାଗୁଛି କି ଚାଇନା ଏହି ସାଟେଲାଇଟ ଦ୍ୱାରା ଗୁଇନ୍ଦା କାମ କରୁଛି ।


Enter your email to get our daily news in your inbox.

All Right Reserved By Dharitri.Com

ପାସ୍ତା, ପିଜା-ବର୍ଗର ନେଲା କି ଯୁବତୀଙ୍କ ଜୀବନ? ଜାଣନ୍ତୁ କ’ଣ କହୁଛନ୍ତି ଡାକ୍ତର

ନୂଆଦିଲ୍ଲୀ,୨୪।୧୨: ନିକଟରେ, ଉତ୍ତର ପ୍ରଦେଶର ଆମରୋହାରୁ ଜଣେ ୧୧ଶ ଶ୍ରେଣୀ ଛାତ୍ରୀଙ୍କ ମୃତ୍ୟୁ ଖବର ପ୍ରକାଶିତ ହୋଇଥିଲା। ପରିବାର ଦାବି କରିଥିଲେ ଯେ ଝିଅଟିର ଖାଦ୍ୟରେ...

ଅଲିଭ ରିଡଲେ କଇଁଛଙ୍କ ସୁରକ୍ଷା ସଚେତନତା, ବଟେଶ୍ୱର ପୀଠ ହେବ ପ୍ଲାଷ୍ଟିକ ମୁକ୍ତ

ଗଞ୍ଜାମ,୨୪।୧୨(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପ୍ରସିଦ୍ଧ ଶୈବ ପୀଠ ସ୍ଥିତ କଲ୍ୟାଣ ମଣ୍ଡପରେ ବିରଳ ସାମୁଦ୍ରିକ କଇଁଛ ଅଲିଭ ରିଡଲେଙ୍କ ସୁରକ୍ଷା ସମ୍ପର୍କକିତ...

Vijay Hazare Trophy: ବିରାଟ କୋହଲିଙ୍କ ଧୂଆଁଧାର ବ୍ୟାଟିଂ, ୧୬ ବର୍ଷ ପରେ ଏପରି ଶତକ ମାରିଲେ…

ନୂଆଦିଲ୍ଲୀ,୨୪।୧୨: ବିରାଟ କୋହଲିଙ୍କ ବ୍ୟାଟ୍ ବନ୍ଦ ହେବାର କୌଣସି ସଙ୍କେତ ଦେଖାଯାଉନାହିଁ । ଏହା ଅନ୍ତର୍ଜାତୀୟ କ୍ରିକେଟ୍ ହେଉ କି ଘରୋଇ କ୍ରିକେଟ୍ ସବୁ ସ୍ଥାନରେ...

Govt Jobs: ବିନା ଇଣ୍ଟରଭ୍ୟୁରେ, ବିନା ପରୀକ୍ଷାରେ ଏମିତି ଉଠାନ୍ତୁ ସରକାରୀ ଚାକିରିର ସୁବିଧା

ନୂଆଦିଲ୍ଲୀ,୨୪।୧୨: ୟୁନାଇଟେଡ ଇଣ୍ଡିଆ ଇନସ୍ୟୁରାନ୍ସ କମ୍ପାନୀ ଲିମିଟେଡ ୧୫୩ଟି ପ୍ରଶାସନିକ ଅଧିକାରୀ ପଦବୀରେ ନିଯୁକ୍ତି ପାଇଁ ବିଜ୍ଞପ୍ତି ପ୍ରକାଶ କରିଛି। ସବୁଠାରୁ ଭଲ କଥା ହେଉଛି...

କୋଟିଆକୁ ନେଇ ରାଜସ୍ବ ମନ୍ତ୍ରୀଙ୍କ ବଡ଼ ବୟାନ, କହିଲେ ପ୍ରବେଶ କଲେ….

ଭୁବନେଶ୍ୱର,୨୪।୧୨: କୋଟିଆକୁ ପ୍ରବେଶ ନେଇ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ବଡ଼ ବୟାନ ଦେଇଛନ୍ତି । ଯଦି ଆନ୍ଧ୍ର ଅଧିକାରୀ ଓଡ଼ିଶାରେ ପ୍ରବେଶ କରନ୍ତି ତାହେଲେ...

ଅଙ୍ଗନଓ୍ବାଡିି ପଛରେ ଗୋମାଂସ କଟାନେଇ ଅସନ୍ତୋଷ

ଉଦଳା, ୨୪ା୧୨(ସନ୍ତୋଷ କୁମାର ବାଚ୍ଛିନୀ): କପ୍ତିପଦା ଥାନା ଭୁଳାଘାଟି ଗ୍ରାମର ଏକ ଅଙ୍ଗନଓ୍ବାଡି କେନ୍ଦ୍ର ପଛରେ ଗୋମାଂସ କଟାକୁ ନେଇ ଅସନ୍ତୋଷ ପ୍ରକାଶ ପାଇଛି। ମଙ୍ଗଳବାର...

ମୋଦି କ୍ୟାବିନେଟର ବଡ଼ ନିଷ୍ପତ୍ତି, ରାଜଧାନୀକୁ ମିଳିଲା ନୂଆବର୍ଷ ଉପହାର

ନୂଆଦିଲ୍ଲୀ,୨୪।୧୨: କେନ୍ଦ୍ର କ୍ୟାବିନେଟ ବୈଠକରେ ପୁଣି ଥରେ କିଛି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏହା ଦିଲ୍ଲୀ-ଏନସିଆର ପାଇଁ ଏକ ନୂତନ ବର୍ଷର ଉପହାର। ନୂତନ ବର୍ଷରେ...

ପରିବହନ ମନ୍ତ୍ରୀଙ୍କ ବଡ଼ ଘୋଷଣା, ଏଣିକି ଜାନୁଆରୀ ୧ ନୁହେଁ ଗାଡ଼ିର ବୈଧ କାଗଜପତ୍ର ଅବଧି…

ଭୁବନେଶ୍ୱର,୨୪।୧୨:  ଗାଡ଼ି ଚାଳକଙ୍କୁ ବଡ଼ ଆଶ୍ବସ୍ତି ଦେଲେ ପରିବହନ ମନ୍ତ୍ରୀ ବିଭୂତି ଜେନା । ମାସେ ସମୟ ଦେଲେ ସରକାର । ଏଣିକି ଗାଡ଼ିର ବୈଧ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri