ଶ୍ରୀଲଙ୍କାକୁ ସହଯୋଗ କରିବ ଚାଇନା

ବେଜିଂ,୨୧ା୪: ଅର୍ଥନୈତିକ ସଙ୍କଟ ସମୟରେ ଶ୍ରୀଲଙ୍କାକୁ ସାହାଯ୍ୟ କରିବା ପାଇଁ ଆଗେଇ ଆସିଛି ଚାଇନା। ବିଳମ୍ବରେ ହେଉ ପଛେ ଶେଷରେ ଚାଇନା ରାଜି ହୋଇଛି। କଲମ୍ବୋକୁ ଏହା ଜରୁରିକାଳୀନ ମାନବିକ ସହାୟତା ପ୍ରଦାନ କରିବ ବୋଲି ଚାଇନା କହିଛି। ତେବେ ଶ୍ରୀଲଙ୍କାର ଋଣ ପୁନଃ ନିର୍ଦ୍ଧାରଣ ପାଇଁ ଚାଇନା ନୀରବ ରହିଛି। ଚାଇନାର ପୁଞ୍ଜି ବିନିଯୋଗ ଏବଂ ଚାଇନାରୁ ବିପୁଳ ଋଣ ଆଧାରରେ ଶ୍ରୀଲଙ୍କାରେ ଋଣ କୂଟନୈତିକ ଅଭିଯୋଗ କରିଛି।

ସମ୍ପ୍ରତି ଶ୍ରୀଲଙ୍କା ଏହାର ସମସ୍ତ ବାହ୍ୟ ଋଣରୁ ଡିଫଲ୍ଟ ଘୋଷଣା କରିଛି। ଶ୍ରୀଲଙ୍କାର ୫୧ ବିଲିୟନ ଡଲାରର ଏକ ବଡ଼ ଋଣ ଅଛି। ଯେଉଁଥିରେ ଚାଇନାର ଅଂଶ ପ୍ରାୟ ୩୬ ପ୍ରତିଶତ ରହିଛି। ଏଭଳି ଋଣ ପରିଶୋଧ କରିବାକୁ ଶ୍ରୀଲଙ୍କା ଛାଡ଼ି ଦେଇଥିଲା।

ଚାଇନା ଅନ୍ତର୍ଜାତୀୟ ବିକାଶ ସହଯୋଗ ଏଜେନ୍ସି ମୁଖପାତ୍ର ଜୁ ଓ୍ବେ କହିଛନ୍ତି, ବର୍ତ୍ତମାନର ସଙ୍କଟକୁ ମୁକାବିଲା କରିବା ପାଇଁ ଶ୍ରୀଲଙ୍କାକୁ ଜରୁରିକାଳୀନ ମାନବିକ ସହାୟତା ପ୍ରଦାନ କରିବାକୁ ଚାଇନା ସରକାର ନିଷ୍ପତ୍ତି ନେଇଛନ୍ତି। ଚାଇନାର ବୈଦେଶିକ ମନ୍ତ୍ରଣାଳୟର ମୁଖପାତ୍ର ୱାଙ୍ଗ ୱେନବିନ ମଧ୍ୟ ଗଣମାଧ୍ୟମକୁ କହିଛନ୍ତି, ଶ୍ରୀଲଙ୍କାକୁ ଚାଇନା ଜରୁରିକାଳୀନ ମାନବିକ ସହାୟତା ଘୋଷଣା କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ବୈଭବ ସୂର୍ଯ୍ୟବଂଶୀ କାହିଁକି ତାଙ୍କ ଜନ୍ମଦିନର କେକ କାଟିଲେ ନାହିଁ? CSK ହାରିବା ପରେ କହିଲେ ପ୍ରକୃତ କାରଣ

ନୂଆଦିଲ୍ଲୀ,୩୧।୩: ୨୦୨୬ ଆଇପିଏଲ ସିଜିନରେ, ରାଜସ୍ଥାନ ରୟାଲ୍ସ CSK ବିପକ୍ଷରେ ସେମାନଙ୍କର ପ୍ରଥମ ମ୍ୟାଚ ୮ ୱିକେଟରେ ଜିତିଥିଲା। ଏହି ଖେଳରେ, RR ର ଯୁବ ସେନସେସନ,…

ବାଇକରେ ଘରକୁ ଫେରିବା ବେଳେ ଧକ୍କା ଦେଲା ପଥର ବୋଝେଇ ଟ୍ରାକ୍ଟର, ଅକାଳରେ ୨ଯୁବକଙ୍କ ମୃତ୍ୟୁ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି – ଘୋଡ଼ାହାଡ଼ ଡ଼୍ୟାମ ମୁଖ୍ୟରାସ୍ତାର ଭୁଶୁଣ୍ଡା ଗ୍ରାମ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ମଙ୍ଗଳବାର ମଧ୍ୟାହ୍ନ ପ୍ରାୟ…

ଭାଜପାରେ ଯୋଗଦେଲେ ଲିଆଣ୍ଡର ପେସ: ଟିଏମସିକୁ ବଡ଼ ଝଟ୍‌କା

କୋଲକାତା,୩୧।୩:ପଶ୍ଚିମବଙ୍ଗରେ ବିଧାନସଭା ନିର୍ବାଚନକୁ ନେଇ ରାଜନୀତି ସରଗରମ ରହିଛି। ଏହି ସମୟରେ ଟିଏମସିକୁ ଏକ ଝଟ୍‌କା ଲାଗିଛି। ପୂର୍ବତନ ଟେନିସ ତାରକା ତଥା ଟିଏମ୍‌ସି ନେତା ଲିଆଣ୍ଡର…

ପାଇଖାନା ସେଣ୍ଟ୍ରିଂ ଖୋଲିବା ହେଲା କାଳ, ଶ୍ୱାସରୁଦ୍ଧ ହୋଇ ଚାଲିଗଲା ୨ ଜୀବନ

କୁଚିଣ୍ଡା,୩୧।୩(ବିରଞ୍ଚି ଦର୍କା): ସମ୍ବଲପୁର ଜିଲା ବାମରା ଵ୍ଲକ ମହୁଲପାଲି ଥାନା ଅନ୍ତର୍ଗତ କେଶାଇବାହାଲରେ ଅଭାବନୀୟ ଘଟଣା । ପାଇଖାନା ଟାଙ୍କି ସେଣ୍ଟ୍ରିଙ୍ଗ ଖୋଲିବା ସମୟରେ ଶ୍ୱାସରୁଦ୍ଧ ହୋଇ…

ଡାହାଣୀ ସନ୍ଦେହରେ ଯୁବକଙ୍କୁ ସଂଘବଦ୍ଧ ହତ୍ୟା, ୪ଜଣ…….

ସୁନ୍ଦରଗଡ,୩୧।୩(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ ସଦର ଥାନା ଅନ୍ତର୍ଗତ ସାନ ପତ୍ରା ପାଲି କେନ୍ଦାମାଲରେ ଅଭାବନୀୟ ଘଟଣା । ମଙ୍ଗଳବାର ଦିନ ଡାହାଣୀ ସନ୍ଦେହରେ ଜଣଙ୍କୁ ସଙ୍ଘବଦ୍ଧ…

ଲକ୍ଷପତି ଦିଦି, ମହିଳାଙ୍କୁ ୩ ହଜାର ଟଙ୍କା ସହ ମିଳିବ ୨ ଲକ୍ଷ ଚାକିରି, ବଡ଼ ଘୋଷଣା କଲା ଭାଜପା

ଗୁଆହାଟୀ,୩୧।୩: ମଙ୍ଗଳବାର ଭାରତୀୟ ଜନତା ପାର୍ଟି (ଭାଜପା) 2026 ଆସାମ ବିଧାନସଭା ନିର୍ବାଚନ ପାଇଁ ଏହାର ଇସ୍ତାହାର ପ୍ରକାଶ କରିଛି, ଯେଉଁଥିରେ ସମାନ ନାଗରିକ ସଂହିତା (UCC)…

ଧାର ଟଙ୍କା ନଦେବାରୁ ତାତିଗଲେ ଭିଣୋଇ, ଶୋଇଥିବା ବେଳେ ପେଟ୍ରୋଲ ଢାଳି ଜାଳିଦେଲେ….

ପାଟଣା,୩୧।୩(ବୀର କିଶୋର ଦାଶ): କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା କିଆପଡା ଗାଁରେ ଅଭାବନୀୟ ଘଟଣା । ଧାର ଟଙ୍କାକୁ କେନ୍ଦ୍ର କରି ଏପରି ହିଂସାତ୍ମକ ଘଟଣା ଏବେ…

ହାଇକୋର୍ଟ ଗେଟ୍ ଆଗରେ ଗାଡ଼ିରେ ଲାଗିଲା ନିଆଁ, ହୁତୁହୁତୁ ହୋଇ ଜଳିଗଲା….

କଟକ,୩୧।୩(ପ୍ରଭୁକଲ୍ୟାଣ ପାଲ୍/କାର୍ତ୍ତିକ ସାହୁ): ହାଇକୋର୍ଟ ଲାଲବାଗ ଗେଟ ପାର୍ଶ୍ଵରେ ଅଗ୍ନିକାଣ୍ଡ । ଲାଲବାଗ ଗେଟ କାଳିଗଳି ସମୁଖରେ ଏହି ଅଗ୍ନିକାଣ୍ଡ ଘଟିଛି । ଅଗ୍ନିକାଣ୍ଡରେ ଅନେକ ଗାଡ଼ି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri