ଯୁଦ୍ଧ ପାଇଁ ପ୍ରସ୍ତୁତ ହେଲାଣି ଚାଇନା, ଭର୍ତ୍ତି ହେବେ ଆଉ ୩ ଲକ୍ଷ ସେନା

ବେଜିଂ,୩୦ ।୧୧: ଯୁଦ୍ଧ ପାଇଁ ପ୍ରସ୍ତୁତ ହେଲାଣି ଚାଇନା । ମିଳିଥିବା ସୂଚନା ଅନୁଯାୟୀ ଏବେ ଚାଇନା ସରକାର ଆଉ ୩ ଲକ୍ଷ ସେନା ବୃଦ୍ଧି କରିବାକୁ ନିର୍ଦ୍ଦେଶ ଦେଇଛନ୍ତି । ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗ ଯୁଦ୍ଧ ଆଶଙ୍କା କରି ସେନାରେ ଆଉ ୩ ଲକ୍ଷ ନିଯୁକ୍ତି ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି । ରାଷ୍ଟ୍ରପତି କହିଛନ୍ତି ଯୁଦ୍ଧ ପାଇଁ ଆଉ ୩ ଲକ୍ଷ ସେନାର ଆବଶ୍ୟକତା ରହିଛି । ସେନା ପ୍ରତିଭା ପାଇଁ ହୋଇଥିବା ସମ୍ମିଳନୀରେ ଯୋଗ ଦେଇ ସି ଜିନପିଙ୍ଗ କହିଥିଲେ ଚାଇନାର ପ୍ରତିଭାବନ ସେନାଙ୍କ ପାଖରେ ଉଚ୍ଚ ଅସ୍ତ୍ରଶସ୍ତ୍ର ସହ ସେମାନଙ୍କ ଉଚ୍ଚ ଗୁଣବତ୍ତାର ବିକାଶ କରିବା ଜରୁରୀ । ସେହିପରି ଯୁଦ୍ଧରେ ବିଜୟୀ ହେବା ଓ ଯୁଦ୍ଧକୁ ସୁଯୋଗ ଦେବାକୁ ହେଲେ ସେନାଙ୍କ ନିକଟରେ ପ୍ରତିଭା ରହିବା ଜରୁରୀ ବୋଲି ସେ କହିଛନ୍ତି । ସେନା ପ୍ରତିଭାଙ୍କୁ ସମର୍ଥନର ଆବଶ୍ୟକତା ରହିଛି । ତାହେଲେ ପିପୁଲ୍ସ ଲିବରେଶନ ଆର୍ମି (ପିଏଲ୍‌ଏ) ୨୦୨୭ ପର୍ଯ୍ୟନ୍ତ ରଖିଥିବା ନିର୍ଦ୍ଧାରିତ ଲକ୍ଷ୍ୟକୁ ପୂରଣ କରିପାରିବ ।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଘଟଣାରେ ଭାଜପା ନେତାଙ୍କ ପରଲୋକ

ଭଞ୍ଜନଗର,୨୧।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନ ଯୁବ ଆଇନଜୀବୀ ତଥା ଭାଜପା ନେତା ଅରୁଣ ପ୍ରଧାନଙ୍କ ରବିବାର ରାତିରେ ତାରସିଂ ଥାନା ଅନ୍ତର୍ଗତ...

ଆର୍ଥିକ ସଙ୍କଟରେ ପାକିସ୍ତାନ ହକି ଖେଳାଳି

କରାଚୀ, ୨୧ା୧୨: ପାକିସ୍ତାନ ହକି ଖେଳାଳିମାନେ ଆର୍ଥିକ ସମସ୍ୟା ସହିତ ଜଡ଼ିତ ଅଛନ୍ତି। କାରଣ ସେମାନଙ୍କର ଲକ୍ଷ ଲକ୍ଷ ଟଙ୍କା ବକେୟା ପାଉଣା ପଡ଼ି ରହିଛି।...

ଖସଡ଼ା ଜଳପ୍ରପାତକୁ ସଫା କରି ସମାଜକୁ ଦେଲେ ନିଆରା ବାର୍ତ୍ତା, ପର୍ଯ୍ୟଟନସ୍ଥଳୀର ସୁରକ୍ଷା ନିମନ୍ତେ ଅଣ୍ଟା ଭିଡ଼ିଲେ….

ମୋହନା,୨୧/୧୨( ମନ୍ମଥ ମିଶ୍ର ): ନୂଆବର୍ଷ ପାଖେଇ ଆସୁଥିବା ବେଳେ ଦିନକୁ ଦିନ ବଣଭୋଜି ପାଇଁ ବିଭିନ୍ନ ଦର୍ଶନୀୟ ସ୍ଥାନରେ ଜନ ସମାଗମ ଦେଖିବାକୁ ମିଳୁଛି...

ଭଞ୍ଜନଗରରେ ୩ଟି ଦୁର୍ଘଟଣା, ଜଣେ ମୃତ ୨ ଗୁରୁତର

ଭଞ୍ଜନଗର,୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ରବିବାର ଅପରାହ୍ନରେ ଦୁଇଟି ଦୁର୍ଘଟଣା ଘଟିଛି। ଏଥିସହ ଶନିବାର ବିଳମ୍ବିତ ରାତିରେ ତାରସିଂ ଥାନା ଅଞ୍ଚଳରେ ଆଉ...

ହ୍ୟୁମାନ ମୃତ୍ୟୁ: ଏତଲାରେ ବୋହୂଙ୍କ ନାଁ, ଆବେଗଭରା ମନ୍ତବ୍ୟ ଦେଇ କହିଲେ ଅର୍ପିତା ଚୌଧୁରୀ….

କଟକ,୨୧ା୧୨: ହ୍ୟୁମାନ ସାଗରଙ୍କ ମୃତ୍ୟୁକୁ ଦିନ ପରେ ଦିନ ଗଡିଯାଉଥିବା ବେଳେ ସସପେନ୍ସ ଉପରୁ ପରଦା ଉଠିପାରୁ ନାହିଁ । ଆଜି ମା ଶେଫାଳି ସୁନା...

ବଡ଼ଦିନ ପୂର୍ବରୁ ଅଘଟଣ, ନାଳକୁ ଲୁଗା ସଫା କରିବାକୁ ଯାଇଥିବା ବେଳେ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

ଗଜପତି୨୧/୧୨ (ଗିରିଧାରୀ ପରିଛା): ନଦୀକୁ ଲୁଗାପଟା ସଫା କରିବାକୁ ଯାଇ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ଆଜି ଏମିତି ଏକ ହୃଦୟ...

ଅଜଣା ଗାଡି ଧକ୍କାରେ ୨ ମୃତ, କ୍ଷତିପୂରଣ ଦାବିରେ ହରଡଖୋଲରେ ଏନଏଚ ଅବରୋଧ

ସୋନପୁର,୨୧/୧୨(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ଥାନା ଅଧିନସ୍ଥ ୫୭ ନମ୍ବର ଜାତୀୟ ରାଜପଥର ହରଡ଼ଖୋଲ୍ ନିକଟରେ ରବିବାର ସନ୍ଧ୍ୟା ୬ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁ୍ର୍ଘଟଣା ଘଟିଛି...

୫୦ ଫୁଟ ତଳକୁ ଖସିଲା ପିକନିକ୍ ବସ୍, ଜଣେ ମୃତ ୪ ଗୁରୁତର

ପାତ୍ରପୁର ୨୧/୧୨(ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡା ଥାନା ଅନ୍ତର୍ଗତ ବୁରାତାଲ୍ ପଞ୍ଚାୟତ ସାପୁଆଖତ ଠାରେ ବ୍ରହ୍ମପୁର ଏକ ଘୋରଇ ସ୍କୁଲ୍ ବସ ଦୁର୍ଘଟଣା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri