ଯୁଦ୍ଧ ପାଇଁ ପ୍ରସ୍ତୁତ ହେଲାଣି ଚାଇନା, ଭର୍ତ୍ତି ହେବେ ଆଉ ୩ ଲକ୍ଷ ସେନା

ବେଜିଂ,୩୦ ।୧୧: ଯୁଦ୍ଧ ପାଇଁ ପ୍ରସ୍ତୁତ ହେଲାଣି ଚାଇନା । ମିଳିଥିବା ସୂଚନା ଅନୁଯାୟୀ ଏବେ ଚାଇନା ସରକାର ଆଉ ୩ ଲକ୍ଷ ସେନା ବୃଦ୍ଧି କରିବାକୁ ନିର୍ଦ୍ଦେଶ ଦେଇଛନ୍ତି । ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗ ଯୁଦ୍ଧ ଆଶଙ୍କା କରି ସେନାରେ ଆଉ ୩ ଲକ୍ଷ ନିଯୁକ୍ତି ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି । ରାଷ୍ଟ୍ରପତି କହିଛନ୍ତି ଯୁଦ୍ଧ ପାଇଁ ଆଉ ୩ ଲକ୍ଷ ସେନାର ଆବଶ୍ୟକତା ରହିଛି । ସେନା ପ୍ରତିଭା ପାଇଁ ହୋଇଥିବା ସମ୍ମିଳନୀରେ ଯୋଗ ଦେଇ ସି ଜିନପିଙ୍ଗ କହିଥିଲେ ଚାଇନାର ପ୍ରତିଭାବନ ସେନାଙ୍କ ପାଖରେ ଉଚ୍ଚ ଅସ୍ତ୍ରଶସ୍ତ୍ର ସହ ସେମାନଙ୍କ ଉଚ୍ଚ ଗୁଣବତ୍ତାର ବିକାଶ କରିବା ଜରୁରୀ । ସେହିପରି ଯୁଦ୍ଧରେ ବିଜୟୀ ହେବା ଓ ଯୁଦ୍ଧକୁ ସୁଯୋଗ ଦେବାକୁ ହେଲେ ସେନାଙ୍କ ନିକଟରେ ପ୍ରତିଭା ରହିବା ଜରୁରୀ ବୋଲି ସେ କହିଛନ୍ତି । ସେନା ପ୍ରତିଭାଙ୍କୁ ସମର୍ଥନର ଆବଶ୍ୟକତା ରହିଛି । ତାହେଲେ ପିପୁଲ୍ସ ଲିବରେଶନ ଆର୍ମି (ପିଏଲ୍‌ଏ) ୨୦୨୭ ପର୍ଯ୍ୟନ୍ତ ରଖିଥିବା ନିର୍ଦ୍ଧାରିତ ଲକ୍ଷ୍ୟକୁ ପୂରଣ କରିପାରିବ ।


Enter your email to get our daily news in your inbox.

All Right Reserved By Dharitri.Com

ହୃଦଘାତରେ ଚାଲିଗଲା କ୍ରୀଡ଼ା ଶିକ୍ଷକଙ୍କ ଜୀବନ

ପାତ୍ରପୁର,୧୦ା୫(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ସୁରଙ୍ଗି ହାଇସ୍କୁଲର କ୍ରୀଡା ଶିକ୍ଷକ ଶିଖର ମାଝୀଙ୍କ ରବିବାର ହୃଦଘାତରେ ମୃତ୍ୟୁ ଘଟିଛି। ସେ ନିଜ ଗ୍ରାମ…

ମଦ ପିଇବାକୁ ପଇସା ନ ଦେବାରୁ ସ୍ତ୍ରୀଙ୍କୁ ଆକ୍ରମଣ, ଆଉ ତା’ପରେ…

ବୁଗୁଡା,୧୦।୫(କାଳିଚରଣ ଦାଶ): ଗଞ୍ଜାମ ଜିଲା ବୁଗୁଡ଼ା ଥାନା ବାଲିପଦର ଫାଣ୍ଡି ଅଧୀନ ସୋରଡ଼ ଗ୍ରାମରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ମଦ ପିଇବାକୁ ପଇସା ନ…

ବାଂଲାଦେଶର ନିୟନ୍ତ୍ରଣରେ ପ୍ରଥମ ଟେଷ୍ଟ

ଢାକା,୧୦ା୫: ସ୍ଥାନୀୟ ଶେର-ଇ-ବାଂଲା ନ୍ୟାଶନାଲ ଷ୍ଟାଡିୟମରେ ଚାଲିଥିବା ପାକିସ୍ତାନ ବିପକ୍ଷ ପ୍ରଥମ କ୍ରିକେଟ ଟେଷ୍ଟ ବର୍ତ୍ତମାନ ବାଂଲାଦେଶ ନିୟନ୍ତ୍ରଣରେ ରହିଛି। ଅଫ୍‌-ସ୍ପିନର ମେହିଦି ହସନ (୫/୧୦୨)ଙ୍କ ୫…

ୱାରେଣ୍ଟ ବଳରେ ଜେଲ୍ ଗଲେ ୨ ଅଭିଯୁକ୍ତ

ଦିଗପହଣ୍ଡି,୧୦।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଏସ.ଗୋପାଳପୁର ଗ୍ରାମର ଅଶ୍ଵିନୀ ଗୌଡ଼ଙ୍କୁ ରବିବାର ପାଟପୁର ପୋଲିସ ଗିରଫ କରି କୋଦଳା କୋର୍ଟକୁ ଚାଲାଣ କରିଛନ୍ତି…

ଚେନ୍ନାଇ ସୁପର କିଙ୍ଗ୍ସର ବଡ଼ ବିଜୟ

ଚେନ୍ନାଇ,୧୦ା୫: ଉର୍ଭିଲ ପଟେଲଙ୍କ ଯୁଗ୍ମ ଦ୍ରୁତତମ ଅର୍ଦ୍ଧଶତକ ବଳରେ ଏଠାରେ ରବିବାର ଅପରାହ୍ନରେ ଖେଳାଯାଇଥିବା ଆଇପିଏଲ୍‌ ମ୍ୟାଚ୍‌ରେ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ) ୫ ଉଇକେଟରେ ଲକ୍ଷ୍ନୌ…

ସୁନାଥର ଗ୍ରାମରେ ଗ୍ଯାସ ଲଗାଇବା ବେଳେ ଫାଟିଗଲା ସିଲିଣ୍ଡର; ଉଡିଗଲା ଟିଣ, ୬….

ପୁରୁଷୋତ୍ତମପୁର,୧୦ା୫(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ସୁନାଥର ଗ୍ରାମରେ ଭୟଙ୍କର ବିସ୍ଫୋରଣ । ରବିବାର ସଂଧ୍ଯ୍ଯାରେ ରୋଷେଇ ଲାଗି ଗ୍ଯାସ ଲଗାଇବା ବେଳେ ହଠାତ୍…

ବାଲିଅନ୍ତା ଘଟଣାର ସମୀକ୍ଷା ପରେ ମୁହଁ ଖୋଲିଲେ ପୋଲିସ ଡିଜିପି, କହିଲେ…

ଭୁବନେଶ୍ୱର,୧୦।୫: ବାଲିଅନ୍ତା ଏବଂ ବାଲିପାଟଣା ଘଟଣାର ସମୀକ୍ଷା ପରେ ପୋଲିସ ଡିଜିପି ଯୋଗେଶ ବାହାଦୁର ଖୁରାନିଆ ଏକ ବଡ଼ ବୟାନ ଦେଇଛନ୍ତି। ୩ରୁ ୪ ଦିନ ହେଲା…

ଥୁଆମୂଳ ରାମପୁର: PWD ରାସ୍ତାରେ ଝୁଲୁଛି ମୃତ୍ୟୁର ଖଣ୍ଡା! ଶୁଖିଲା ଗଛ ସାଜିଛି ମରଣଯନ୍ତା

ଥୁଆମୂଳ ରାମପୁର, ୧୦ା୫ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ଜୀବନରେଖା କୁହାଯାଉଥିବା ଥୁଆମୂଳ ରାମପୁର – କାଶୀପୁର ମୁଖ୍ୟ PWD ରାସ୍ତା ଏବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri