ଚାଇନାରେ ପୁଣି ଲକଡାଉନ ପାଇଁ ପ୍ରସ୍ତୁତି ଆରମ୍ଭ ହେଲେ କରୋନା ନୁହେଁ କାରଣ

ବେଜିଂ,୧୪ ।୩: ଚାଇନାର ଏକ ସହରରେ ଇନଫ୍ଲୁଏଞ୍ଜା ଗତ ଏକ ସପ୍ତାହ ହେବ ବୃଦ୍ଧି ପାଇବାରେ ଲାଗିଛି । ଏହାର ସବୁଠାରୁ ଅଧିକ ପ୍ରଭାବ ଉତ୍ତର-ପଶ୍ଚିମ ସହର ଶିଆନରେ ଦେଖିବାକୁ ମିଳିଛି । ଶିଆନର ଜନସଂଖ୍ୟା ପ୍ରାୟ ୧.୩ କୋଟି । ସରକାରୀ ସଂଖ୍ୟା ଅନୁଯାୟୀ, ଲଗାତାର ୬ ସପ୍ତାହ ହେବ ପଜିଟିଭିଟି ରେଟରେ ବୃଦ୍ଧି ଘଟିଛି । ବ୍ଲୁମବର୍ଗ ଅନୁଯାୟୀ, ଚାଇନିଜ ସେଣ୍ଟର ଫର ଡିଜିଜ କଣ୍ଟ୍ରୋଲ ଆଣ୍ଡ ପ୍ରିଭେନଶନ କହିଛି ଫ୍ଲୁର ପଜିଟିଭିଟି ରେଟ ଗତ ସପ୍ତାହରେ ୨୫.୧ ପ୍ରତିଶତ ବଢି ଚଳିତ ସପ୍ତାହରେ ୪୧.୬ ପ୍ରତିଶତ ହୋଇଯାଇଛି ।
ଯେତେବେଳେ ଚାଇନାରେ କରୋନା ସଂକ୍ରମଣ କମିବାରେ ଲାଗିଛି ସେତେବେଳେ ଫ୍ଲୁର ସଂକ୍ରମଣ ବଢିବାରେ ଲାଗିଛି । ଶିଶୁମାନେ ଏଥିରେ ଆକ୍ରାନ୍ତ ହେବା ଓ ଆଣ୍ଟିଭାଇରାଲ ଔଷଧ କମ କାରଣରୁ ଚାଇନାର ଅଧିକାଂଶ ସ୍କୁଲକୁ ବନ୍ଦ କରି ଦିଆଯାଇଛି । ଏପଟେ ସବୁଠାରୁ ଅଧିକ ପ୍ରଭାବିତ ସହର ଶିଆନରେ ସଂକ୍ରମଣରେ ବୃଦ୍ଧି କାରଣରୁ ଏହାକୁ ରୋକିବାକୁ ଲକଡାଉନ ଲଗାଇବାକୁ ଘୋଷଣା କରାଯାଇଛି । କରୋନା ପାଇଁ ଯେଉଁଭଳି ଲକଡାଉନ ଲଗାଯାଇଥିଲା ଏଥିରେ ମଧ୍ୟ ସେହିପରି ଲକଡାଉନ ଲଗାଯିବ ।


Enter your email to get our daily news in your inbox.

All Right Reserved By Dharitri.Com

ରାତିରେ ପ୍ରେମିକଙ୍କ ସହ ଯୁବତୀଙ୍କୁ ଦେଖିଦେଲେ ଗ୍ରାମବାସୀ, ମାଡ଼ ମାରି କଲେ ଭିଡିଓ ଭାଇରାଲ…ଲୋକଲଜ୍ଜା ସହି ନ ପାରି…

ବେତିଆ,୮।୨: ବିହାରର ପଶ୍ଚିମ ଚମ୍ପାରଣ ଜିଲାର ଶିକାରପୁର ଥାନା ଅଞ୍ଚଳର ଏକ ଗାଁରୁ ଏକ ଚକିତ କଲାଭଳି ଘଟଣା ଘଟିଛି। ପ୍ରେମରେ ପଡ଼ିଥିବା ଜଣେ ଯୁବତୀ ମାନସିକ…

୧୩ ବରିଷ୍ଠ ରାଜସ୍ବ ସହାୟକଙ୍କୁ ସେକ୍ସନ ଅଫିସର ପଦବୀକୁ ପଦୋନ୍ନତି

କୋରାପୁଟ,୮ା୨(ଅମିତାଭ ବେହେରା): କୋରାପୁଟ ଜିଲାର ବିଭିନ୍ନ ବିଭାଗରେ କାର୍ଯ୍ୟ କରୁଥିବା ବରିଷ୍ଠ ରାଜସ୍ବ ସହାୟକଙ୍କ ମଧ୍ୟରୁ ୧୩ ଜଣଙ୍କୁ ଜିଲାପାଳ ମନୋଜ ସତ୍ୟବାନ ମହାଜନ ସେକ୍ସନ ଅଫିସର…

ଶିକ୍ଷକ କର୍ମଶାଳା ପାଲଟିଲା ରଣାଙ୍ଗନ: ପ୍ରଧାନଶିକ୍ଷକଙ୍କ ଉନ୍ମତ୍ତ କାଣ୍ଡ, ଅଶ୍ଳୀଳ ଭାଷା କହି…

ପରଜଙ୍ଗ,୮ା୨(ନିଗମାନନ୍ଦ ଦଳବେହେରା): ବିଦ୍ୟାଳୟରେ ଚାଲିଥିଲା ପାଞ୍ଚଦିନିଆ ଶିକ୍ଷକ କର୍ମଶାଳା। ଭାଗ ନେଇଥିଲେ ୫୦ରୁ ଊର୍ଦ୍ଧ୍ୱ ଶିକ୍ଷକ ଓ ଶିକ୍ଷୟିତ୍ରୀ। କିନ୍ତୁ ହଠାତ୍‌ କର୍ମଶାଳା ପାଲଟିଲା ରଣାଙ୍ଗନ। ନିଶାସକ୍ତ…

ମୃତକଙ୍କ ପରିବାରକୁ ୪ ଲକ୍ଷ ଟଙ୍କା ଲେଖାଏ ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୮ା୨: ଗଞ୍ଜାମ ଜିଲା ଗୋଳନ୍ଥରା ଥାନା ଚିକିଟି ବ୍ଲକ ଅନ୍ତର୍ଗତ ସୁନପୂରର ୨ ମୃତକଙ୍କ ପରିବାରକୁ ୪ ଲକ୍ଷ ଲେଖାଏ ଅନୁକମ୍ପା ରାଶି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ…

ବିବାହ ଏକ ସାମାଜିକ କର୍ତ୍ତବ୍ୟ, କେବଳ ଶାରୀରିକ ସମ୍ପର୍କ ନୁହେଁ: ମୋହନ ଭାଗବତ

ନାଗପୁର,୮।୨: ରାଷ୍ଟ୍ରୀୟ ସ୍ୱୟଂସେବକ ସଂଘ (RSS) ମୁଖ୍ୟ ମୋହନ ଭାଗବତ ରବିବାର ଦେଶର ଜନସଂଖ୍ୟା, ଅର୍ଥନୀତି ଏବଂ ସୁରକ୍ଷା ଭଳି ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗରେ ନିଜର ମତ ରଖିଛନ୍ତି।…

ରୋଗୀଙ୍କୁ ଚିକିତ୍ସା ପାଇଁ ନେଉଥିଲେ ବିଶାଖାପାଟଣା, ବାଟରେ ଘଟିଲା ବଡ଼ ଅଘଟଣ, ଚାଲିଗଲା ୨ ଜୀବନ

ପାତ୍ରପୁର/ଚିକିଟି,୮ା୨(ଉମାଚରଣ ନେପାକ/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟି ବ୍ଲକ ଅନ୍ତର୍ଗତ ପାତିସୁନପୁର ଗ୍ରାମର ଗୋଟିଏ ପରିବାରର ୬ ଜଣ ବିଶାଖାପାଟଣା ଯାଉଥିବା ବେଳେ ରବିବାର ଅପରାହ୍ନରେ…

RSS ମୁଖ୍ୟ ପଦ ଛାଡ଼ିବା ନେଇ ମୋହନ ଭାଗବତଙ୍କ ବଡ଼ ବୟାନ, କହୁ କହୁ କହିଦେଲେ…

ମୁମ୍ବାଇ,୮।୨: ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ(ଆର୍‌ଏସ୍‌ଏସ୍‌)ର ମୁଖ୍ୟ ମୋହନ ଭାଗବତ ରବିବାର ମୁମ୍ବାଇରେ ଆୟୋଜିତ ସଂଘର ଶତବାର୍ଷିକୀ ଉତ୍ସବରେ ବଡ଼ ବୟାନ ଦେଇଛନ୍ତି। ସେ କହିଛନ୍ତି, ବୟସ ବଢ଼ିବା…

ବସ୍‌ ଇଞ୍ଜିନ୍‌ରୁ ବାହାରିଲା ନିଆଁ, ଡ୍ରାଇଭର ନେଲେ ଏମିତି ପଦକ୍ଷେପ

ଭଞ୍ଜନଗର,୮ା୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବସଷ୍ଟାଣ୍ଡରେ ରବିବାର ଅପରାହ୍ନରେ ଏକ ଘରୋଇ ବସ୍‌ରେ ହଠାତ୍‌ ଇଞ୍ଜିନରେ ନିଆଁ ଲାଗିଯାଇଥିଲା। ଫଳରେ ବସ୍‌ରେ ବସିଥିବା ଯାତ୍ରୀମାନେ ଭୟଭୀତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri