ଚାଇନାର ପ୍ରତିରକ୍ଷା ବଜେଟରେ ୭.୧% ବୃଦ୍ଧି

ନୂଆଦିଲ୍ଲୀ, ୬।୩: ଶନିବାର ଚାଇନା ନିଜ ପ୍ରତିରକ୍ଷା ବଜେଟରେ ୭.୧% ବୃଦ୍ଧି କରିଛି। ଫଳସ୍ବରୂପ ଗତବର୍ଷ ଚାଇନାର ପ୍ରତିରକ୍ଷା ବଜେଟ ୨୦୯ ବିଲିୟନ ଡଲାର ଥିବାବେଳେ ଚଳିତ ଆର୍ଥିକ ବର୍ଷରେ ମୋଟ୍‌ ପ୍ରତିରକ୍ଷା ବଜେଟ ୨୩୦ ବିଲିୟନ୍‌ ଡଲାରରେ ପହଞ୍ଚିଛି। ଏହି ଅର୍ଥ ପରିମାଣ ଭାରତର ପ୍ରତିରକ୍ଷା ବଜେଟର ୩ ଗୁଣା। ଚାଇନା ଅଧିକାରୀଙ୍କ କହିବା ଅନୁସାରେ, ଚାଇନା ଦେଶର ସେନାକୁ ପ୍ରଶିକ୍ଷିତ କରାଇବା ଦିଗରେ ଅଧିକ ଧ୍ୟାନ ଦେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ମୋବାଇଲ ଆପ୍‌ର ଶୁଭାରମ୍ଭ: ଚାଷୀଙ୍କୁ ଭଡ଼ାରେ ଟ୍ରାକ୍ଟର ଯୋଗାଇବେ ସରକାର

ନୂଆଦିଲ୍ଲୀ,୨୪-୯: କାର୍‌, ବାଇକ ଭଳି ଏଣିକି ଟ୍ରାକ୍ଟର ଓ ଅନ୍ୟାନ୍ୟ କୃଷି ଯନ୍ତ୍ରପାତିକୁ ଭଡ଼ାରେ ଆଣିହେବ। ଏଥିଲାଗି ସରକାରୀ ସ୍ତରରେ ବ୍ୟବସ୍ଥା ହୋଇଛି। ଏନେଇ କେନ୍ଦ୍ର...

ଜିଓର ଚତୁର୍ଥ ତ୍ରୈମାସ ନିଟ୍‌ ଲାଭରେ ବୃଦ୍ଧି

ନୂଆଦିଲ୍ଲୀ,୧-୫: ୨୦୧୯-୨୦ ଆର୍ଥିକ ବର୍ଷ ଚତୁର୍ଥ ତ୍ରୈମାସରେ ରିଲାଏନ୍ସ ଜିଓର ଲାଭ ୧୭୭.୫% ବୃଦ୍ଧି ଘଟି ୨୩୩୧ କୋଟି ଟଙ୍କା ରହିଛି। ଏହି ତିନି ମାସରେ...

ଏମ୍‌ଏସ୍‌ଏମ୍‌ଙ୍କ ଯୋଗଦାନ ୨ ଟ୍ରିଲିୟନ ଡଲାର ବୃଦ୍ଧି ଲକ୍ଷ୍ୟ

ନୂଆଦିଲ୍ଲୀ,୨୫-୧୨: ଆଗାମୀ ୨୦୨୪ ସୁଦ୍ଧା ଦେଶର ଅର୍ଥ ବ୍ୟବସ୍ଥାକୁ ୫ ଲକ୍ଷ କୋଟି ଡଲାର କରିବାକୁ ସରକାର ଯୋଜନା ରଖିଛନ୍ତି। ଏହି ସମୟ ମଧ୍ୟରେ ଦେଶର...

ଅଭିବୃଦ୍ଧି ପୂର୍ବାନୁମାନ ୬.୧%କୁ ଖସାଇଲା ଆଇଏମ୍‌ଏଫ୍‌

ନୂଆଦିଲ୍ଲୀ,୧୬-୧୦: ବିଶ୍ୱ ବ୍ୟାଙ୍କ ପରେ ଅନ୍ତର୍ଜାତୀୟ ମୁଦ୍ରାପାଣ୍ଠି (ଆଇଏମ୍‌ଏଫ୍‌) ଭାରତର ଅଭିବୃଦ୍ଧି ପୂର୍ବାନୁମାନକୁ ଖସାଇଛି। ୨୦୧୯ରେ ଭାରତର ଅଭିବୃଦ୍ଧି ହାର ୬.୧% ରହିବ ବୋଲି ଆଇଏମ୍‌ଏଫ୍‌...

ଓଡ଼ିଶାରେ ଜିଏସ୍‌ଟି ଆଦାୟ ୨୧% ବଢ଼ିଲା

ଭୁବନେଶ୍ୱର: ଚଳିତ ବର୍ଷ ଅକ୍ଟୋବରରେ ଓଡ଼ିଶାରେ ସାମଗ୍ରୀ ଓ ସେବା ଟିକସ (ଜିଏସ୍‌ଟି) ସଂଗ୍ରହ ଗତ ବର୍ଷ ଅକ୍ଟୋବର ତୁଳନାରେ ୨୧% ବଢି ୨୪୧୯ କୋଟି...

ଆଇଟି କ୍ଷେତ୍ରରେ ୪୦ ହଜାର କର୍ମଚାରୀ ଛଟେଇ ଆଶଙ୍କା

ବାଙ୍ଗାଲୋର,୧୯-୧୧ଁଦେଶର ସୂଚନା ଏବଂ ପ୍ରଯୁକ୍ତି ସେବା ପ୍ରଦାନକାରୀ କମ୍ପାନୀଗୁଡିକ ୩୦ରୁ ୪୦ ହଜାର କର୍ମଚାରୀଙ୍କୁ ଛଟେଇ କରିପାରନ୍ତି। କମ୍ପାନୀଗୁଡିକର ଅଭିବୃଦ୍ଧି ମାନ୍ଦା ରହିବା କାରଣରୁ ମଧ୍ୟମ...

ପୁଞ୍ଜି ପ୍ରତ୍ୟାହାର ଲକ୍ଷ୍ୟ ହାସଲ ହୋଇ ନ ପାରେ

ନୂଆଦିଲ୍ଲୀ,୩-୧: ଆର୍ଥତ୍କ ବର୍ଷ ୨୦୧୯-୨୦ ଲାଗି ସରକାର ଧାର୍ଯ୍ୟ କରିଥିବା ୧.୫ ଲକ୍ଷ କୋଟି ଟଙ୍କାର ପୁଞ୍ଜି ପ୍ରତ୍ୟାହାର ଲକ୍ଷ୍ୟକୁ ହାସଲ କରି ନ ପାରନ୍ତି।...

ପେଟ୍ରୋକେମ୍‌-୨୦୧୯:ଡାଉନ୍‌ଷ୍ଟ୍ରିମ୍‌ କ୍ଷେତ୍ରଗୁଡିକ ବିକାଶ ଉପରେ ଓଡ଼ିଶାର ଗୁରୁତ୍ୱ

ଭୁବନେଶ୍ୱର, ୧୫ା୯(ବ୍ୟୁରୋ)- ଓଡ଼ିଶାରେ ପୁଞ୍ଜିନିବେଶ ସକାଶେ ଗଠିତ ହୋଇଥିବା ପ୍ରତିନିଧିଗଣ କଲିକତାଠାରେ ଭାରତୀୟ ଚେମ୍ବର୍ସ ଅଫ୍‌ କମର୍ସ ତରଫରୁ ଅନୁଷ୍ଠିତ ହୋଇଥିବା ‘ଆଗାମୀ ଭବଷ୍ୟତରେ ପେଟ୍ରୋକେମିକାଲ...

Advertisement
Archives

Model This Week