ଚାଇନାର ଜିଡିପି ଟାର୍ଗେଟ୍‌ ୫.୫%

ନୂଆଦିଲ୍ଲୀ, ୬।୩: ଚାଇନା ପକ୍ଷରୁ ଶନିବାର ୨୦୨୨-୨୩ ଆର୍ଥିକ ବର୍ଷ ପାଇଁ ମୋଟ୍‌ ଘରୋଇ ଉତ୍ପାଦ (ଜିଡିପି) ଲକ୍ଷ୍ୟ ୫.୫% ଧାର୍ଯ୍ୟ କରାଯାଇଛି। ୨୦୨୧-୨୨ ପାଇଁ ଜିଡିପି ଲକ୍ଷ୍ୟ ୬.୧% ଥିବା ବେଳେ ଆସନ୍ତା ବର୍ଷ ପାଇଁ ଏଥିରେ ହ୍ରାସ ଘଟିଛି। ପ୍ରଧାନମନ୍ତ୍ରୀ ଶି ଜିନ୍‌ପିଙ୍ଗ୍‌ଙ୍କ କହିବା ଅନୁସାରେ, ଆସନ୍ତା ବର୍ଷ ଦେଶର ଆର୍ଥିକ ବୃଦ୍ଧି ହାର ୫.୫% ରହିବା ସମ୍ଭାବନା ରହିଛି। ଦେଶ ବିଭିନ୍ନ କୋଭିଡ୍‌ ଲହର ସାମ୍ନା କରିଥିବାରୁ ପୂର୍ବ ବର୍ଷଗୁଡିକ ଅପେକ୍ଷା ୨୦୨୨-୨୩ରେ ଦେଶର ଆର୍ଥିକ ଅଭିବୃଦ୍ଧି କମ୍‌ ରହିବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅଷ୍ଟମ ବେତନ କମିଶନ: ଏହି କର୍ମଚାରୀଙ୍କୁ ମିଳିପାରେ ୩ ରୁ ୯ ଲକ୍ଷ ଟଙ୍କାର ବକେୟା

ନୂଆଦିଲ୍ଲୀ,୧୦।୨: ଆଗକୁ ଲାଗୁ ହେବାକୁ ଯାଉଛି ଅଷ୍ଟମ ବେତନ କମିଶନ। ଏହା ପିଛିଲା ଭାବେ ଲାଗୁ ହେବାକୁ ଥିବାରୁ କର୍ମଚାରୀମାନଙ୍କୁ ବକେୟା ଦରମା ମଧ୍ୟ ମିଳିବ। ଫଳରେ…

ସୁନା ୩ହଜାର ରୂପା ୯ହଜାର, ୧୦ଦିନରେ ଆହୁରି ଖସିବ…

ନୂଆଦିଲ୍ଲୀ,୧୦।୨: ୧ ଫେବୃଆରୀରୁ ୧୦ ଫେବୃଆରୀ, ୨୦୨୬ ପର୍ଯ୍ୟନ୍ତ ଗତ ୧୦ ଦିନ ମଧ୍ୟରେ ସୁନା ଏବଂ ରୂପା ମୂଲ୍ୟରେ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ ଦେଖାଦେଇଛି। ଜାନୁଆରୀ ଶେଷରେ…

ବର୍ଷସାରା ମାଗଣା ପିଜ୍ଜା: ଡୋମିନୋଜ୍‌ ଆଣିଲା ଜବରଦସ୍ତ ଅଫର୍‌

ନୂଆଦିଲ୍ଲୀ,୧୦।୨: ପିଜ୍ଜା ପ୍ରେମୀଙ୍କ ପାଇଁ ଖୁସିଖବର। ଡୋମିନୋଜ୍‌ ଗ୍ରାହକଙ୍କ ପାଇଁ ବଡ଼ ଅଫର୍‌ ଆଣିଛି। ଜାତୀୟ ପିଜ୍ଜା ଦିବସ ଅବସରରେ ଡୋମିନୋଜ ଇଣ୍ଡିଆ ଏକ ଅନନ୍ୟ ପ୍ରତିଯୋଗିତା…

Jio Plan: ମାତ୍ର ୧୨୩ ଟଙ୍କାରେ ୨୮ ଦିନର ଭାଲିଡିଟି, ଏମାନଙ୍କୁ ମିଳିବ ଲାଭ…

ନୂଆଦିଲ୍ଲୀ,୯।୨: ରିଲାଏନ୍ସ ଜିଓର ଏକ ଶସ୍ତା ପ୍ରିପେଡ୍ ରିଚାର୍ଜ ପ୍ଲାନ୍ ହେଉଛି ₹୧୨୩ ପ୍ଲାନ୍, ଯାହା ୨୮ ଦିନର ଭ୍ୟାଲିଡିଟି ଦେଇଥାଏ। ଏହି ପ୍ଲାନ୍ ବିଶେଷକରି ଜିଓ…

ଚୁଟ୍‌କିରେ ଉଠାଇପାରିବେ PFରୁ ଟଙ୍କା: UPIରୁ ସିଧା ଆକାଉଣ୍ଟକୁ ଆସିବ, EPFO ଆଣୁଛି…

ନୂଆଦିଲ୍ଲୀ,୯।୨: କର୍ମଚାରୀ ଭବିଷ୍ୟ ନିଧି ସଂଗଠନ (ଇପିଏଫଓ)ର ପ୍ରାୟ ୮ କୋଟିରୁ ଅଧିକ ସଦସ୍ୟଙ୍କ ପାଇଁ ଏକ ବଡ଼ ପରିବର୍ତ୍ତନ ହେବାକୁ ଯାଉଛି। ଶ୍ରମ ମନ୍ତ୍ରଣାଳୟ ଏକ…

ଏପ୍ରିଲ ୧ରୁ ଲାଗୁ ହେବାକୁ ଯାଉଛି ନୂଆ ଆୟକର ଆଇନ, ଜାଣନ୍ତୁ କରଦାତାଙ୍କ ପାଇଁ କ’ଣ ହେବ ପରିବର୍ତ୍ତନ…

ନୂଆଦିଲ୍ଲୀ,୯।୨: ଦେଶର ଆୟକର ବ୍ୟବସ୍ଥାରେ ୧ ଏପ୍ରିଲ, ୨୦୨୬ରୁ ଏକ ବଡ଼ ପରିବର୍ତ୍ତନ ହେବାକୁ ଯାଉଛି। ଆୟକର ବିଭାଗ ଡ୍ରାଫ୍ଟ ଆୟକର ନିୟମ, ୨୦୨୬ ସହିତ ଡ୍ରାଫ୍ଟ…

୧୦୦ ଟପିବ ପେଟ୍ରୋଲ ଦର? ଟ୍ରମ୍ପଙ୍କ ଯୋଗୁ ଗୋଟିଏ ଝଟକାରେ ହୁ ହୁ ହୋଇ ବଢ଼ିବାକୁ ଯାଉଛି ମୂଲ୍ୟ…!

ନୂଆଦିଲ୍ଲୀ,୯।୨: ଭାରତ ଏବଂ ଆମେରିକା ମଧ୍ୟରେ ନିକଟରେ ହୋଇଥିବା ଟ୍ରେଡ୍‌ ଡିଲ(ବାଣିଜ୍ୟ ଚୁକ୍ତି) ନେଇ ଜୋରଦାର ଚର୍ଚ୍ଚା ହେଉଛି। କାରଣ ଏହା ଭାରତର ସାଧାରଣ ନାଗରିକଙ୍କୁ ମହଙ୍ଗା…

ଏହି ବର୍ଷ ଭାରତ ହେବ ବିଶ୍ୱର ଦ୍ରୁତତମ ଅଭିବୃଦ୍ଧିଶୀଳ ଅର୍ଥନୀତି: ମୁଡିଜ୍

ନୂଆଦିଲ୍ଲୀ,୯।୨: ବିଶ୍ୱ ଅର୍ଥନୀତିରେ ଭାରତ ନିଜର ଦବଦବା ବଜାୟ ରଖିବାକୁ ଯାଉଛି। ଆସନ୍ତା ୨୦୨୬-୨୭ ଆର୍ଥିକ ବର୍ଷରେ ଭାରତର ପ୍ରକୃତ ଜିଡିପି ୬.୪% ହାରରେ ବୃଦ୍ଧି ପାଇବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri